ଜାତୀୟ

ନିୟମ ମାନିଲେ ମୋଦି: ମାସ୍କ ପିନ୍ଧି କଲେ ଭିଡିଓ କନଫରେନ୍ସିଂ

ନୂଆଦିଲ୍ଲୀ,୧୧।୪: କରୋନା ଭାଇରସକୁ ଦୂରେଇବାକୁ ହେଲେ କେତେ ଗୁଡିଏ ନିୟମ ପାଳନ କରିବାକୁ କୁହାଯାଉଛି। ଯେମିତିକି ବାରମ୍ବାର ସାବୁନରେ ହାତ ଧୋଇବା, ବାହାରକୁ ଯିବା ସମୟରେ ମାସ୍କ ପିନ୍ଧିବା ଇତ୍ୟାଦି। ଏହାକୁ ଏବେ ପାଳନ କରିଛନ୍ତି ଖୋଦ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଗାଜିଆବାଦରେ ସରକାରୀ ଡାକ୍ତର କରୋନାରେ ସଂକ୍ରମିତ

ଗାଜିଆବାଦ,୧୧।୪:ଦେଶରେ ମହାମାରୀ କରୋନା ଭାଇରସ୍‌ ବେଲଗାମ୍‌ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଏବେ ଏହା କବଳରୁ ଡାକ୍ତର ମଧ୍ୟ ବର୍ତ୍ତି ପାରୁନାହାନ୍ତି। କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ ଯୋଦ୍ଧା...

ଖୁସି ଖବର: ମହାରାଷ୍ଟ୍ରର କିଛି ଜିଲା ହେଲା କରୋନା ମୁକ୍ତ

ମୁମ୍ବାଇ,୧୧।୪: ମହାରାଷ୍ଟ୍ର ଏବେ କରୋନା ସଂକ୍ରମଣରେ ସବୁଠାରୁ ଆଗରେ ଥିବା ବେଳେ ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୧୫ଶହ ଅତିକ୍ରମ କରିସାରିଛି। ହେଲେ ଖୁସିର କଥା ହେଉଛି ଏଠାକାର ପ୍ରାୟ ୯ ଜିଲାରେ ଜଣେ ହେଲେ କରୋନା ସଂକ୍ରମିତ ନ ଥିବା...

ଦିଲ୍ଲୀରୁ ମିଳିଲା ଖୁସି ଖବର: କରୋନା ମୁକ୍ତ ହେଲା ହଟସ୍ପଟ୍‌ ଦିଲ୍‌ଶାଦ୍‌ ଗାର୍ଡେନ

ନୂଆଦିଲ୍ଲୀ,୧୧।୪: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଇତିମଧ୍ୟରେ ୭ ହଜାର ୬୦୮ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ତେବେ ଦିଲ୍ଲୀରୁ ଖୁସି ଖବର ମିଳିଛି। ଦିଲ୍ଲୀର କରୋନା ହଟସ୍ପଟ୍‌ ପାଲଟି ଥିବା ଦିଲ୍‌ଶାଦ୍‌...

ଦେଶରେ ଗତ ୨୪ ଘଣ୍ଟାରେ ୧,୦୩୫ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୧୧।୪: ଦେଶରେ ଦ୍ରୁତ ଗତିରେ ବଢି ଚାଲିଛି କରୋନା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୧,୦୩୫ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ନେଇ ଅନେକେ ଚିନ୍ତା ପ୍ରକଟ କରିଛନ୍ତି। କେବଳ ସେତିକି ନୁହେଁ ୨୪...

ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଗାୟିକା ଶାନ୍ତି ହୀରାନନ୍ଦଙ୍କ ପରଲୋକ

ନୂଆଦିଲ୍ଲୀ,୧୧ା୪(ପି.ଟି): ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ପ୍ରଖ୍ୟାତ ହିନ୍ଦୁସ୍ତାନୀ ଶାସ୍ତ୍ରୀୟ ସଙ୍ଗୀତ ଗାୟିକା ଶାନ୍ତି ହୀରାନନ୍ଦ ଚାଓ୍ବଲାଙ୍କର ଶୁକ୍ରବାର ସକାଳେ ଗୁରୁଗ୍ରାମ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କୁ ୮୭ ବର୍ଷ ହୋଇଥିଲା। ଅସୁସ୍ଥତା କାରଣରୁ ରବିବାରଠାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲାବେଳେ ଗୁରୁବାର...

କନ୍ଦାଉଛି କରୋନା

ନୂଆଦିଲ୍ଲୀ,୧୧ା୪: ଦିନକୁ ଦିନ ଭାରତରେ କରୋନା ଭୂତାଣୁ ଭୟଙ୍କର ରୂପ ଧାରଣ କରିବାରେ ଲାଗିଛି। ଶୁକ୍ରବାର ମୃତ୍ୟୁସଂଖ୍ୟା ୨୪୬କୁ ବୃଦ୍ଧି ପାଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ୭,୩୪୭ରେ ପହଞ୍ଚିଛି। ଯଦିଓ ୬୯୭ ରୋଗୀ ସୁସ୍ଥହୋଇ ଘରକୁ ଫେରିଛନ୍ତି, ତଥାପି...

‘ଭାରତରେ ନାହିଁ ଗୋଷ୍ଠୀ ସଂକ୍ରମଣ’

ନୂଆଦିଲ୍ଲୀ,୧୧ା୪: ବିଭିନ୍ନ ଦେଶରେ କରୋନା ଭୂତାଣୁ ସଂକ୍ରମଣ ସମ୍ପର୍କିତ ‘ସ୍ଥିତି ରିପୋର୍ଟ’ରେ ତ୍ରୁଟି ଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ସ୍ବୀକାର କରିଛି। ପୂର୍ବରୁ ପ୍ରକାଶିତ ଏହି ରିପୋର୍ଟରେ ଭାରତରେ କରୋନା ଗୋଷ୍ଠୀ ସଂକ୍ରମଣର ରୂପ ନେଇଥିବା ପ୍ରକାଶ ପାଇଥିଲା।...

ଆତଙ୍କବାଦୀ ଶିବିରକୁ ସେନାର ଟାର୍ଗେଟ

ନୂଆଦିଲ୍ଲୀ,୧୧ା୪: ଘାତକ ମହାମାରୀ କରୋନା ବିରୋଧରେ ଦେଶବାସୀ ଲଢ଼େଇ କରୁଥିବାବେଳେ ପାକିସ୍ତାନୀ ଆତଙ୍କବାଦୀଙ୍କୁ ଅନୁପ୍ରବେଶ ଉଦ୍ୟମ ମହଙ୍ଗା ପଡ଼ିଛି। ଭାରତୀୟ ସେନା ଶୁକ୍ରବାର ଜମ୍ମୁ-କଶ୍ମୀରର କୁପଓ୍ବାଡ଼ା ଜିଲା ସଂଲଗ୍ନ ନିୟନ୍ତ୍ରଣରେଖା(ଏଲ୍‌ଓସି)ରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି। ଏଥିରେ କେରାନ ସେକ୍ଟରସ୍ଥିତ ଏକାଧିକ...

କରୋନା ଯୋଦ୍ଧାଙ୍କ ମୃତ୍ୟୁ ହେଲେ ମିଳିବ ୧କୋଟି ଟଙ୍କା ସହ ଜଣକୁ ଚାକିରି

ପୁଣେ,୧୦।୪: ପୁଣେ ମ୍ୟୁନିସିପାଲ କର୍ପୋରେଶନର କୌଣସି କର୍ମଚାରୀଙ୍କ କରୋନା ଭାଇରସ ସଂକ୍ରମଣରେ ମୃତ୍ୟୁ ହେଲେ ସେମାନଙ୍କ ପରିବାର ସଦସ୍ୟଙ୍କୁ ୧ କୋଟି ଟଙ୍କାର ଆର୍ଥିକ ସହାୟତା ସହ ଜଣକୁ ଚାକିରି ମିଳିବ। ଶୁକ୍ରବାର ପୁଣେର ମେୟର ମୁରଲିଧର ମୋହର ଏହା...

ମୁମ୍ବାଇରେ ଗୋଟିଏ ଦିନରେ ୨୧୮ କରୋନା ପଜିଟିଭ ଚିହ୍ନଟ

ମୁମ୍ବାଇ,୧୦।୪: ମହାରାଷ୍ଟ୍ରରେ କରୋନା ଭାଇରସ ବେଳକୁ ବେଳ ତାଣ୍ଡବ ରଚି ଚାଲିଛି। ଗୋଟିଏ ଦିନରେ ଏଠାରେ ଶହ ଶହ ଲୋକ କରୋନାରେ ପୀଡ଼ିତ ହେବା ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଶୁକ୍ରବାର ମିଳିଥିବା ସୂଚନା ଅନୁଯାୟୀ, କେବଳ ମୁମ୍ବାଇରେ...

ନେପାଳ ସୀମାଦେଇ କରୋନା ସଂକ୍ରମଣ ପାଇଁ ଚାଲିଛି ଯୋଜନା !

ନୂଆଦିଲ୍ଲୀ,୧୦।୪: କରୋନା ଭାଇରସର ସଂକ୍ରମଣକୁ ରୋକିବାକୁ କେନ୍ଦ୍ର ତଥା ସମସ୍ତ ରାଜ୍ୟ ସରକାର ଚେଷ୍ଟା ଚଳାଇଛନ୍ତି। ହେଲେ ଏହି ସମୟରେ ଏମିତି ଏକ ଖବର ଆସିଛି ଯାହା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ,...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri