ଜାତୀୟ

ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ସର୍ବାଧିକ ନିଯୁକ୍ତି ହ୍ରାସ

ନୂଆଦିଲ୍ଲୀ,୧୦।୪: ମହାମାରୀ କୋଭିଡ୍‌-୧୯ ଯୋଗୁ ସାରା ବିଶ୍ୱରେ ଏବେ ମାନ୍ଦାବସ୍ଥା ଦେଖାଦେଇଛି। ଏହାଦ୍ୱାରା ପ୍ରାୟ ୮୧ପ୍ରତିଶତ ନିଯୁକ୍ତି ବାଧାପ୍ରାପ୍ତ ହୋଇଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏବେ ସବୁଠୁ ଅଧିକ ନିଯୁକ୍ତି ହ୍ରାସ ପାଇଛି ବୋଲି ଅନ୍ତଃରାଷ୍ଟ୍ରୀୟ ଶ୍ରମ ସଂଗଠନ(ଆଇଏଲ୍‌ଓ) ପ୍ରକାଶ...

୩୦% ପେନ୍‌ସନ ହ୍ରାସ କରିପାରନ୍ତି ସରକାର

ନୂଆଦିଲ୍ଲୀ,୧୦।୪: ଏମ୍‌ପିମାନଙ୍କ ସ୍ଥାନୀୟ ଅଞ୍ଚଳ ବିକାଶ ପାଣ୍ଠି ୨ ବର୍ଷ ପାଇଁ ସ୍ଥଗିତ ରଖି ସେହି ଅର୍ଥକୁ କରୋନା ମହାମାରୀ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଖର୍ଚ୍ଚ କରାଯିବ। ଏଭଳି ନିଷ୍ପତ୍ତି ନିଆଯିବା ପରେ ଏବେ ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି...

ଦାଦନଙ୍କୁ ସ୍ମୃତି ଇରାନୀଙ୍କ ସହାୟତା ଖବର ଗୁଜବ: ପି. ବିଜୟନ୍‌

ନୂଆଦିଲ୍ଲୀ,୧୦।୪: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ନିଜ ସଂସଦୀୟ କ୍ଷେତ୍ର ଅମେଠିର ଦାଦନ ଶ୍ରମିକମାନଙ୍କୁ କେରଳର ଓ୍ବାୟନାଡ୍‌ରେ ସହଯୋଗର ହାତ ବଢ଼ାଇଥିବା ନେଇ କେତେକ ରିପୋର୍ଟ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ତେବେ ଏହା ଏକ ମିଛ ଖବର ଓ ଗୁଜବ...

ମୁକାବିଲା ଲାଗି ୧୫,୦୦୦ କୋଟିର ଜରୁରୀ ପାଣ୍ଠି

ନୂଆଦିଲ୍ଲୀ,୧୦।୪: କରୋନା ମହାମାରୀର ମୁକାବିଲା ଲାଗି କେନ୍ଦ୍ର ସରକାର ୧୫,୦୦୦ କୋଟି ଟଙ୍କାର ଜରୁରୀ ପାଣ୍ଠିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହି ଶତ ପ୍ରତିଶତ କେନ୍ଦ୍ରୀୟ ପାଣ୍ଠି ଉଭୟ ଜାତୀୟ ଓ ରାଜ୍ୟ ସ୍ବାସ୍ଥ୍ୟସେବା ବ୍ୟବସ୍ଥାର ବିକାଶ ଲାଗି ବିନିଯୋଗ...

‘ସଂକ୍ରମିତଙ୍କ ପ୍ରକୃତ ସଂଖ୍ୟା ୪ ଗୁଣ ଅଧିକ’

ବେଙ୍ଗାଲୁରୁ,୧୦।୪: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଯେତିକି ବୋଲି ଦର୍ଶାଯାଉଛି ସେମାନଙ୍କ ପ୍ରକୃତ ସଂଖ୍ୟା ତହିଁରୁ ଅନୂ୍ୟନ ୪ ଗୁଣ ଅଧିକ। ସ୍କୁଲ, କଲେଜଗୁଡ଼ିକ ଅଧିକ ବିପଜ୍ଜନକ ଅଞ୍ଚଳ, ଯେଉଁଠି ସଂକ୍ରମଣ ବୃଦ୍ଧିପାଇବାର ଆଶଙ୍କା ରହିଛି। ଏଭଳି ହାଇ ରିସ୍କ...

ସବୁ ସ୍ବାସ୍ଥ୍ୟକେନ୍ଦ୍ରର ଜାତୀୟକରଣ ହେଉ

ନୂଆଦିଲ୍ଲୀ,୧୦।୪(ପି.ଟି.): କରୋନା ମହାମାରୀରୁ ଦେଶ ମୁକ୍ତ ନ ହେବା ପର୍ଯ୍ୟନ୍ତ ସମସ୍ତ ସ୍ବାସ୍ଥ୍ୟସେବା କେନ୍ଦ୍ରକୁ ଜାତୀୟକରଣ କରିବା ଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ଲାଗି ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଏର ହୋଇଛି। ମହାମାରୀର ମୁକାବିଲା ଲାଗି...

ମାଡ଼ୁଛି ରୋଗ, ଗଡ଼ୁଛି ମୁଣ୍ଡ

ନୂଆଦିଲ୍ଲୀ,୧୦।୪: କରୋନା ମହାମାରୀକୁ ରୋକିବା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଥିଲେ ହେଁ ସ୍ଥିତିରେ ସୁଧାର ଆସିପାରୁ ନାହିଁ। କ୍ରମଶଃ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଆକ୍ରାନ୍ତଙ୍କ ସହ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଗୁରୁବାର ଦେଶରେ...

କିପରି ଉଠାଇବେ ଇପିଏଫ୍‌ ଟଙ୍କା

ନୂଆଦିଲ୍ଲୀ,୧୦।୪: କରୋନା ଜନିତ ଲକ୍‌ଡାଉନ ବେଳେ ଯଦି ଆପଣ ଆର୍ଥତ୍କ ସମସ୍ୟାର ସମ୍ମୁଖୀନ ହେଉଥାନ୍ତି, ତେବେ ଆପଣଙ୍କର କର୍ମଚାରୀ ଭବିଷ୍ୟନିଧି (ଇପିଏଫ୍‌)ରୁ ଟଙ୍କା ଉଠାଇପାରିବେ। ଏଥିପାଇଁ ସରକାର ଗତମାସ ୨୬ ତାରିଖରେ ଘୋଷଣା କରିଥିଲେ। ଏ ନେଇ ଇପିଏଫ୍‌ ଆକାଉଣ୍ଟରୁ...

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୩୪

ନୂଆଦିଲ୍ଲୀ,୯।୪: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ୍‌ ଅଗ୍ରଓ୍ବାଲଙ୍କ ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୪୯ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୩୪ରେ ପହଞ୍ଚିଛି। ୨୪...

ଉହାନ ପାଲଟିଲା ବିହାରର ସିଓ୍ବାନ !

ପାଟନା,୯।୪: ଚାଇନାର ଉହାନ ସହରରେ ପ୍ରଥମେ ହାହାକାର ସୃଷ୍ଟି କରିଥିବା କରୋନା ଭାଇରସ ଏବେ ୨ଶହରୁ ଊର୍ଦ୍ଧ୍ୱ ଦେଶକୁ ବ୍ୟାପି ସାରିଲାଣି। ଏବେ ବିହାରର ଜଣେ ମହିଳା ସେଠାକାର ସିଓ୍ବାନକୁ ଚାଇନାର ଉହାନ ସହର କରିଦେଇଥିବା ଆଲୋଚନା ହେଉଛି। ଗୁରୁବାର...

କରୋନା ଭୟ: ଛେଳିକୁ ମାସ୍କ ପିନ୍ଧାଇଲେ ମାଲିକ

ଅମରାବତୀ,୯।୪: କରୋନା ଭାଇରସ ଏବେ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରିଛି। କିଛିଦିନ ତଳେ ଦେଖିବାକୁ ମିଳିଥିଲା ଆମେରିକାର ଚିଡିଆଖାନାରେ ଏକ ବାଘ କରୋନାରେ ସଂକ୍ରମିତ ହୋଇଛି। ଏହାକୁ ଦେଖିବା ପରେ ଏବେ ଆନ୍ଧ୍ରପ୍ରଦେଶର କାଲୁର ମଣ୍ଡଳରେ ଜଣେ...

୧୧ ଦିନ ଲକ୍‌ଡାଉନ୍‌ରେ ଘଟିଛି ୯୨,୧୦୫ ଶିଶୁ ନିର୍ଯାତନା ମାମଲା !

ନୂଆଦିଲ୍ଲୀ,୯।୪: କରୋନା ବିରୋଧରେ ଲଢ଼େଇ କରିବା ଲାଗି ଭାରତ ଅଣ୍ଟା ଭିଡ଼ିଛି। କରୋନା ଭୂତାଣୁର ସଂକ୍ରମଣ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ଲକ୍‌ଡାଉନ୍‌ ସମୟରେ ଶିଶୁ ନିର୍ଯାତନା ମାମଲାରେ ବୃଦ୍ଧି ଘଟିଥିବା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri