ଜାତୀୟ

ରାହୁଲ ଗାନ୍ଧୀ ଦେଶର ମନୋବଳକୁ ଦୁର୍ବଳ କରୁଛନ୍ତି: ରବିଶଙ୍କର ପ୍ରସାଦ

ନୂଆଦିଲ୍ଲୀ,୨୭।୫: କରୋନା ଭାଇରସକୁ ନେଇ ଦେଶରେ ଜାରି ହୋଇଥିବା ଲକ୍‌ଡାଉନ୍‌ ଏବଂ ଚାଇନା-ନେପାଳ ସହ ହୋଇଥିବା ସୀମା ବିବାଦକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାଜପା ସରକାରକୁ ସମାଲୋଚନା କରିଛନ୍ତି। ଏହାସହ ଚୀନ ଏବଂ ନେପାଳ ସହ କ’ଣ...

ବ୍ୟବଚ୍ଛେଦ ପୂର୍ବରୁ ଜୀବିତ ହେଲେ ମୃତବ୍ୟକ୍ତି: ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରାଞ୍ଚି,୨୭।୫: ଝାଡ଼ଖଣ୍ଡରେ ଚିକିତ୍ସା ଲାଗି ଆସିଥିବା ଜଣେ ବ୍ୟକ୍ତିଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ତେବେ ବ୍ୟବଚ୍ଛେଦ ପୂର୍ବରୁ ସମ୍ପୃକ୍ତ ବ୍ୟକ୍ତି ଜୀବିତ ଥିବା ଜଣାପଡ଼ିଥିଲା। ଏଖବର ପ୍ରଚାରିତ ହେବାପରେ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ବନ୍ନା ଗୁପ୍ତା ଘଟଣାର ତଦନ୍ତ ପାଇଁ...

ଦିଲ୍ଲୀରେ ୨୪ ଘଣ୍ଟାରେ ୭୯୨ ନୂଆ କରୋନା ସଂକ୍ରମିତ ଚିହ୍ନଟ: ୧୫ ମୃତ

ନୂଆଦିଲ୍ଲୀ,୨୭।୫: ଦିଲ୍ଲୀରେ ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୭୯୨ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଏଠାରେ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷରେ ଏହି ସମୟ ମଧ୍ୟରେ ୩୧୦ ସଂକ୍ରମିତ ସୁସ୍ଥ...

ତିନି ଦଳର ବୈଠକ ଡକାଇଲେ ଉଦ୍ଧବ ଠାକରେ

ମୁମ୍ବାଇ,୨୭।୫:କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟ ପରେ ମହାରାଷ୍ଟ୍ର ରାଜନୀତିରେ ପୁଣି ଟ୍ବିଷ୍ଟ ଆସିଛି। ବୁଧବାର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ନିଜ ବାସଭବନରେ ସମସ୍ତ ସହଯୋଗୀ ଦଳକୁ ନେଇ ଏକ ବୈଠକ ଡକାଇଛନ୍ତି। ସୂଚନାଯୋଗ୍ୟ, ଗୋଟିଏ ଦିନ ପୂର୍ବରୁ ରାହୁଲ...

୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୭୫ ପୋଲିସକର୍ମୀ କରୋନା ପଜିଟିଭ୍‌

ମୁମ୍ବାଇ, ୨୭।୫: ଦେଶରେ ଲଗାତାର କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୩୮୭ଟି ମାମଲା ସାମ୍ନାକୁ ଆସିଥିବାବେଳେ ୧୭୦ ଜଣଙ୍କ ମୃତ୍ୟୁ ଘଟିଛି। ମହାରାଷ୍ଟ୍ରରେ ସ୍ଥିତି ଅଣାୟତ ହୋଇଛି। ଏଠାରେ ଗତ ୨୪ ଘଣ୍ଟାରେ...

କର୍ନାଟକରେ ଜୁନ୍‌ ୧ରୁ ଖୋଲିବ ମନ୍ଦିର-ମସଜିଦ୍‌-ଚର୍ଚ୍ଚ: ଶ୍ରଦ୍ଧାଳୁ ମାନିବେ ମାର୍ଗଦର୍ଶିକା

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଜୁନ୍‌ ୧ଠାରୁ ମନ୍ଦିର, ମସଜିଦ୍‌ ଏବଂ ଚର୍ଚ୍ଚ ଆଦି ଖୋଲାଯିବ। ଏନେଇ ମୁଖ୍ୟମନ୍ତ୍ରୀ ବି.ଏସ୍‌.ୟେଦୁରପ୍ପା ସୂଚନା ଦେଇଛନ୍ତି। ରାଜ୍ୟରେ ଧାର୍ମିକ ସ୍ଥଳ ଖୋଲିବା ପାଇଁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅନୁମତି ଲୋଡ଼ିବା ସହିତ ଚିଠି ଲେଖିଛନ୍ତି।...

ଏୟାର ଇଣ୍ଡିଆର ଦିଲ୍ଲୀ-ଲୁଧିଆନା ବିମାନ ଯାତ୍ରୀ କରୋନା ପଜିଟିଭ୍‌: କ୍ୱାରାଣ୍ଟାଇନ୍‌ରେ ୩୬ ଯାତ୍ରୀ-୪ କର୍ମଚାରୀ

ନୂଆଦିଲ୍ଲୀ,୨୭।୫: ଦିଲ୍ଲୀ-ଲୁଧିଆନା ଏୟାର ଇଣ୍ଡିଆ ବିମାନର ଜଣେ ଯାତ୍ରୀଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ରିପୋର୍ଟ ମିଳିବା ପରେ ଯାତ୍ରୀ ଜଣଙ୍କ ଯାତ୍ରା କରିଥିବା ବିମାନର ଅନ୍ୟ ୩୬ ଯାତ୍ରୀ ଏବଂ ୪ ଜଣ କର୍ମଚାରୀଙ୍କୁ ୧୪...

ତେଜସ୍‌ର ଦ୍ୱିତୀୟ ସ୍କ୍ବାଡ୍ରନ୍‌ ବାୟୁସେନାର ଫ୍ଲାଇଙ୍ଗ୍‌ ବୁଲେଟ୍ସ୍‌ରେ ସାମିଲ୍‌

କୋୟମ୍ବାଟୁର,୨୭।୫: ସୀମାରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଏପରିସ୍ଥଳେ ଭାରତୀୟ ବାୟୁସେନାରେ ବୁଧବାର ତେଜସ୍‌ର ଦ୍ୱିତୀୟ ସ୍କ୍ବାଡ୍ରନ୍‌କୁ ସାମିଲ୍‌ କରାଯାଇଛି। ତାମିଲନାଡୁର କୋୟମ୍ବାଟୁର ନିକଟରେ ଥିବା ସୁଲୁର ବାୟୁସେନା ଷ୍ଟେଶନରେ ତେଜସ୍‌ ସ୍କ୍ବାଡ୍ରନ୍‌‌କୁ ସାମିଲ୍‌ କରାଯାଇଛି।...

ଆସନ୍ତା ବର୍ଷ ସୁଦ୍ଧା ଆସିବ କରୋନା ପ୍ରତିଷେଧକ ଟୀକା: ଭାରତ ପାଇଁ ଆବଶ୍ୟକ ୬୦ କୋଟି ଟୀକା

ନୂଆଦିଲ୍ଲୀ,୨୭।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତି ପାଇଁ ବିଭିନ୍ନ ଦେଶର ଗବେଷକମାନେ ଦିନରାତି ଉଦ୍ୟମ ଜାରି ରଖିଛନ୍ତିି। କରୋନା ପ୍ରତିଷେଧକ ଟୀକା ଆସନ୍ତା ବର୍ଷ ସୁଦ୍ଧା ଆସିବାର ସମ୍ଭାବନା ରହିଛି।...

୨ ସପ୍ତାହରେ ୭୪ ହଜାରରୁ ଦେଢ଼ ଲକ୍ଷ ଛୁଇଁଲା ସଂକ୍ରମିତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ସାଢ଼େ ୬ ହଜାରରୁ ଅଧିକ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୨୭।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ସୃଷ୍ଟି ହୋଇଛି। ୨ ସପ୍ତାହ ତଳେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୭୪ ହଜାର ୨୮୧ ଥିଲା। ଏବେ ଏହା ଦେଢ଼ ଲକ୍ଷ ଟପିଛି। ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ...

କରୋନା ସହିତ ବିଦେଶରୁ ଭାରତକୁ ଆସିଛି ୮ ଅନ୍ୟ ଭୂତାଣୁ

ନୂଆଦିଲ୍ଲୀ,୨୭।୫: କରୋନା ମହାମାରୀ ଭାରତରେ ଥମିବାର ନାଁ ଧରୁନି। ଚାଇନାରୁ ଉହାନ ସହରରୁ ସୃଷ୍ଟି ହୋଇଥିବା କରୋନା ଭୂତାଣୁ ଏବେ ସାରା ପୃଥିବୀରେ ବ୍ୟାପି ସାରିଛି। ଭାରତକୁ କରୋନା ଭୂତାଣୁ ସହିତ ବିଦେଶରୁ ଅନ୍ୟ ୮ ପ୍ରକାର ଭୂତାଣୁ ମଧ୍ୟ...

ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି-ରାହୁଲ

ନୂଆଦିଲ୍ଲୀ,୨୭।୫: ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁଙ୍କ ୫୬ ତମ ଶ୍ରାଦ୍ଧବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ସେ ଟୁଇଟ୍‌ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ସେହିପରି କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ମଧ୍ୟ ଟୁଇଟ୍‌ କରି ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri