ଜାତୀୟ

ହଟିଲା ହାଇଡ୍ରୋକ୍ସିକ୍ଲୋରୋକୁଇନ ରପ୍ତାନି କଟକଣା

ନୂଆଦିଲ୍ଲୀ,୮ା୪: ଆମେରିକା ସମେତ କରୋନା ଭୂତାଣୁ ଦ୍ୱାରା ସର୍ବାଧିକ କ୍ଷତିଗ୍ରସ୍ତ ରାଷ୍ଟ୍ରଗୁଡ଼ିକୁ ଭାରତ ଔଷଧ ଯୋଗାଇଦେବ। ଏବେ ମ୍ୟାଲେରିଆ ନିରାକରଣ ଔଷଧ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଏବଂ ପାରାସିଟାମଲ ଉପରୁ କଟକଣା ଆଂଶିକ ଉଠାଇଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଔଷଧ ଯୋଗାଇଦେବା...

କଳାବଜାରକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ନୂଆଦିଲ୍ଲୀ,୮।୪: ଭାରତରେ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଅତ୍ୟାବଶ୍ୟକ ସାମଗ୍ରୀର ଦର ବଢ଼ିବାରେ ଲାଗିଛି। କେତେକ ସ୍ଥାନରେ ଜିନିଷ ମିଳୁ ନ ଥିବା ନଜରକୁ ଆସିଛି। ଏଭଳି ସ୍ଥିତିରେ ବ୍ୟବସାୟୀମାନେ ଜିନିଷ ହୋର୍ଡିଂକରି ରଖୁଥିବା ବେଳେ କେତେକେ...

ରିଲିଫ୍‌ କେନ୍ଦ୍ର ସମ୍ପର୍କରେ ସୂଚନା ଦେବ ଗୁଗଲ୍‌ ମ୍ୟାପ୍‌

ନୂଆଦିଲ୍ଲୀ, ୮।୪: କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ୨୧ ଦିନିଆ ଲକ୍‌ଡାଉନ୍‌ ଚାଲିଛି। ଲକ୍‌ଡାଉନ୍‌ ଯୋଗୁ ଘରକୁ ଫେରି ନ ପାରି ରାଜ୍ୟର ବିଭିନ୍ନ ସ୍ଥାନରେ ଦାଦନ ଶ୍ରମିକମାନେ ଅଟକି ରହିଛନ୍ତି। ଗାଡ଼ିମୋଟର ଚଳାଚଳ ବନ୍ଦ ସାଙ୍ଗକୁ ସମସ୍ତ...

କରୋନା ଭାଇରସ୍‌: ପାରୋଲରେ ଆସିବେ ଲାଲୁ!

ରାଞ୍ଚି,୭।୪: କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ଝାରଖଣ୍ଡ ସରକାର ଉଦ୍ୟମ ଚଳାଇଛନ୍ତି। ଇତିମଧ୍ୟରେ ବିହାରର ମୁଖ୍ୟମନ୍ତ୍ରୀ ତଥା ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କୁ ଜେଲ୍‌ରୁ ମୁକୁଳାଇବା ପାଇଁ ଝାରଖଣ୍ଡ ସରକାର ବିଚାର କରୁଥିବା ଜଣାପଡ଼ିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ...

ଉତ୍ତରପ୍ରଦେଶର ୩୧ଟି ଅଞ୍ଚଳ ସମ୍ପୂର୍ଣ୍ଣ ସିଲ୍‌

ଲକ୍ଷ୍ନୌ,୭।୪: ଉତ୍ତରପ୍ରଦେଶରେ ବିଭିନ୍ନ ଜିଲାର ୩୧ରୁ ଊର୍ଦ୍ଧ୍ୱ ଅଞ୍ଚଳକୁ ମଙ୍ଗଳବାର ସମ୍ପୂର୍ଣ୍ଣ ସିଲ୍‌ କରାଯାଇଛି। ସିଲ୍‌ କରାଯାଇଥିବା ଅଞ୍ଚଳକୁ ଏବେ କେହି ଯାଆସ କରିପାରିବେ ନାହିଁ। ତେବେ ଯେଉଁ ଅଞ୍ଚଳଗୁଡିକୁ ସିଲ୍‌ କରାଯାଇଛି ସେଠାରେ ଗତ ୪୮ ଘଣ୍ଟା ମଧ୍ୟରେ...

ଭାରତ ପାଇଁ ଖୁସି ଖବର: ପ୍ରଥମଥର ପାଇଁ ୮ ଦିନ ମଧ୍ୟରେ ୨୦ ପ୍ରତିଶତ କମିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୭।୪: ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଉଦ୍ୟମ ଅବ୍ୟାହତ ରହିଛି। ଇତିମଧ୍ୟରେ ଗତ ୮ ଦିନ ମଧ୍ୟରେ ପ୍ରଥମ ଥର ପାଇଁ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଛି। ଏପ୍ରିଲ୍‌ ନୂଆ କରୋନା ସଂକ୍ରମିତଙ୍କ...

୩୦ ହଜାର କରୋନା ସଂକ୍ରମିତଙ୍କ ଚିକିତ୍ସା ଲାଗି ପ୍ରସ୍ତୁତ ଦିଲ୍ଲୀ: କେଜରିଓ୍ବାଲ

ନୂଆଦିଲ୍ଲୀ,୭।୪: କରୋନା ସଂକ୍ରମଣ ଦିନକୁ ଦିନ ବ୍ୟାପିବାରେ ଲାଗିଥିବା ବେଳେ ଏବେ ଦିଲ୍ଲୀରେ ୩୦ ହଜାର କରୋନା ସଂକ୍ରମିତଙ୍କ ଚିକିତ୍ସା କରାଯାଇ ପାରିବ ବୋଲି ମଙ୍ଗଳବାର କହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଏଥିମଧ୍ୟରୁ ୮ ହଜାରଙ୍କ ପାଇଁ ହସ୍ପିଟାଲ...

ଇନ୍ଦୋରରେ ଭାଇଚାରାର ବାର୍ତ୍ତା: ହିନ୍ଦୁ ମହିଳାଙ୍କୁ ସଂସ୍କାର କଲେ ମୁସ୍‌ଲମାନ

ଇନ୍ଦୋର,୭।୪: ସାରା ଦେଶରେ କରୋନା ପ୍ରକୋପ ଜାରି ରହିଥିବାରୁ ଏହାର ମୁକାବିଲା ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନ୍‌ ସମୟରେ ଯେଉଁଠାରେ ଲୋକମାନେ ବାହାରକୁ ବାହାରି ପାରୁ ନାହାନ୍ତି ସେଠାରେ ସାହାଯ୍ୟ ତ ଦୂରର କଥା। କିନ୍ତୁ ଏଭଳି ସ୍ଥିତିରେ...

ଲକ୍‌ଡାଉନ୍‌କୁ ଉଲ୍ଲଂଘନ: ଗୋଟିଏ ଦିନରେ ୩ଲକ୍ଷ ଜରିମାନା; ୪୬ଙ୍କ ବିରୋଧରେ ମାମଲା ଦାଏର

ମୁମ୍ବାଇ,୭।୪: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଦେଶବ୍ୟାପୀ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି ହୋଇଛି। ତେବେ ଏହାକୁ କେତେକ ଉଲ୍ଲଂଘନ କରୁଛନ୍ତି। ମହାରାଷ୍ଟ୍ରରେ ରାଜ୍ୟ ସରକାର ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।...

କରୋନା ଯୋଗୁ ୭ ବର୍ଷ ତଳେ ହଜିଥିବା ପୁଅକୁ ଫେରିପାଇଲେ ପରିବାର ଲୋକେ

ଛପରା,୭।୪: କରୋନା ଭାଇରସ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବା ବେଳେ ବିହାରର ଛପରା ଜିଲାରେ ଥିବା ଏକ ପରିବାର ପାଇଁ କିନ୍ତୁ ଖୁସିର ଖବର ନେଇ ଆସିଛି। ଛପରା ଭିଲେ ଥାନା ଅନ୍ତର୍ଗତ ପୈଗା ମିତ୍ରସେନ ଗାଁର...

କରୋନା ସହିତ ଲଢ଼େଇ ପାଇଁ ମୋଦିଙ୍କୁ ସୋନିଆଙ୍କ ୫ ପରାମର୍ଶ

ନୂଆଦିଲ୍ଲୀ,୭।୪: କିଭଳି କରୋନା ବିରୋଧରେ ଲଢ଼େଇ କରାଯିବ ସେନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପରାମର୍ଶ ଦେଇଛନ୍ତି। ସୋନିଆ ମୋଦିଙ୍କୁ କହିଛନ୍ତି ଯେ, ବିଦେଶ ଯାତ୍ରା କମାଇବା ସହିତ ବିଜ୍ଞାପନ ଲାଗି ହେଉଥିବା ଖର୍ଚ୍ଚରେ କାଟ୍‌...

କରୋନାରେ ସଂକ୍ରମିତ ହେଲେ ପୋଲିସ ଅଧିକାରୀ

ଭୋପାଳ,୭।୪: କରୋନା ସଂକ୍ରମଣକୁ ନେଇ ସାରା ଦେଶରେ ଲକଡାଉନ୍‌ ଘୋଷଣା କରାଯିବା ସମୟରେ କିନ୍ତୁ କାର୍ଯ୍ୟରେ ହେଳା କରୁ ନାହାନ୍ତି ପୋଲିସ। ଡାକ୍ତର, ନର୍ସଙ୍କ ପରି ଏମାନେ ମଧ୍ୟ ସେବା ଯୋଗାଇ ଦେଉଛନ୍ତି। ଜନତାଙ୍କୁ ଘରେ ସୁରକ୍ଷିତ ରଖି ଏମାନେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri