ଜାତୀୟ

ରାଜଧାନୀରେ କଣ୍ଟେନମେଣ୍ଟ ଜୋନ୍‌ ସଂଖ୍ୟା ୯୦ରେ ପହଞ୍ଚିଲା

ନୂଆଦିଲ୍ଲୀ,୨୫।୫: ରାଜଧାନୀ ଦିଲ୍ଲୀରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏଠାରେ ଏବେ କଣ୍ଟେନମେଣ୍ଟ ଜାନ୍‌ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ସୋମବାର ସୁଦ୍ଧା ଦିଲ୍ଲୀରେ କଣ୍ଟେନମେଣ୍ଟ ଜୋନ୍‌ ସଂଖ୍ୟା ୯୦ରେ ପହଞ୍ଚିଛି। ୪୧ ନୂଆ...

ସିବିଏସ୍‌ଇ ବୋର୍ଡ: ଦେଶର ୧୫,୦୦୦ କେନ୍ଦ୍ରରେ ଅନୁଷ୍ଠିତ ହେବ ପରୀକ୍ଷା

ନୂଆଦିଲ୍ଲୀ,୨୫।୫: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକଶେନ(ସିବିଏସ୍‌ଇ)ର ବାକିଥିବା ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ଦେଶର ୧୫,୦୦୦ କେନ୍ଦ୍ରରେ ଅନୁଷ୍ଠିତ ହେବ। ସୋମବାର କେନ୍ଦ୍ର ମାନବ ସମ୍ବଳ ବିକାଶ(ଏଚ୍‌ଆର୍‌ଡି) ମନ୍ତ୍ରୀ ରମୋଶ ପୋଖରିୟାଲ ନିଶଙ୍କ ସୂଚନା ଦେଇଛନ୍ତି। କରୋନା...

ମସ୍‌ଜିଦ ନ ଯାଇ ଘରେ ଇଦ୍‌ ପାଳିଲେ ନକ୍‌ଭି

ନୂଆଦିଲ୍ଲୀ,୨୫।୫: ସାରା ଦେଶରେ ସୋମବାର ପାଳନ କରାଯାଇଛି ପବିତ୍ର ଇଦ୍‌-ଉଲ୍‌-ଫିତର ପର୍ବ। ଚଳିତ ବର୍ଷ କରୋନା ଭାଇରସ ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ ଚାଲିଥିବାରୁ ଏଥର ଆଉ ମୁସଲମାନ ସମ୍ପ୍ରଦାୟର ଲୋକେ ମସଜଦ ନ ଯାଇ ବରଂ ଘରେ ଇଦ୍‌...

ମହାରାଷ୍ଟ୍ରରେ ୧,୮୦୯ ପୋଲିସ କରୋନା ସଂକ୍ରମିତ

ମୁମ୍ବାଇ,୨୫।୫: ମହାରାଷ୍ଟ୍ରରେ କରୋନା ସ୍ଥିତି ବେଳକୁ ବେଳ ଜଟିଳ ହେବାରେ ଲାଗିଛି। ବିଶେଷ ଭାବେ କରୋନା ଯୋଦ୍ଧା ସାଜି ସାଧାରଣ ଜନତାକୁ କରୋନା କବଳରୁ ରକ୍ଷା କରିବାକୁ ଅଣ୍ଟା ଭିଡିଥିବା ପୋଲିସ ଏବେ ସଙ୍କଟରେ। ଗୋଟିଏ ଦିନରେ ମହାରାଷ୍ଟ୍ର ପୋଲିସରେ...

ଦେଶରେ ୨୪ ଘଣ୍ଟାରେ ସର୍ବାଧିକ ୬,୯୭୭ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୨୫।୫: ଦେଶରେ କରୋନା ସଂକ୍ରମଣର ସ୍ଥିତି ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସର୍ବାଧିକ ୬,୯୭୭ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ...

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୧୦ ଦିନ ପରେ ଏୟାର ଇଣ୍ଡିଆ ବିମାନରେ ମଝି ସିଟ୍‌ ବୁକିଂ ବନ୍ଦ

ନୂଆଦିଲ୍ଲୀ,୨୫।୫: ବିମାନ ଯାତ୍ରାବେଳେ ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ସୋମବାର ସୁପ୍ରିମକୋର୍ଟ ଏକ ବଡ ନିଷ୍ପତ୍ତି ଶୁଣାଇଛନ୍ତି। ୧୦ ଦିନ ପରେ ଏୟାର ଇଣ୍ଡିଆ ବିମାନରେ ମଝି ସିଟ୍‌ ବୁକିଂ ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଆଗାମୀ ୧୦...

ଏନ୍‌କାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ

ଶ୍ରୀନଗର, ୨୫।୫: ଏନ୍‌କାଉଣ୍ଟରରେ ସୋମବାର ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ଜମ୍ମୁ-କଶ୍ମୀରର କୁଲଗ୍ରାମ ଜିଲାର ମଞ୍ଜନାମ ଅଞ୍ଚଳରେ ଆତଙ୍କବାଦୀ ଲୁଚିଥିବା ସୂଚନା ପାଇବା ପରେ ସୁରକ୍ଷାକର୍ମୀ ଏବଂ ପୋଲିସ ପକ୍ଷରୁ ସେଠାରେ ମିଳିତ ଚଢାଉ କରାଯାଇଥିଲା। ଏହି ସମୟରେ ଆତଙ୍କବାଦୀ...

ଦିଲ୍ଲୀ-ବେଙ୍ଗାଲୁରୁୁ ବିମାନରେ ଏକୁଟିଆ ଯାତ୍ରା କଲେ ୫ ବର୍ଷର ଶିଶୁ

ବେଙ୍ଗାଲୁରୁ,୨୫।୫: ପାଖାପାଖି ୨ ମାସ ପରେ ସୋମବାରଠାରୁ ଘରୋଇ ବିମାନ ସେବା ଆରମ୍ଭ ହୋଇଛି। ଏହି ଅବସରରେ ଦିଲ୍ଲୀରୁ ଏକ ବିମାନ ବେଙ୍ଗାଲୁରୁରେ ପହଞ୍ଚିଥିଲା। ଏହି ବିମାନରେ ଜଣେ ୫ ବର୍ଷର ଶିଶୁ ଏକୁଟିଆ ଯାତ୍ରା କରିଥିଲେ। ବିହାନ ଶର୍ମା...

ଦେଶବାସୀଙ୍କୁ ଇଦ୍‌ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୫।୫: ଇଦ-ଉଲ-ଫିତର ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନିଜ ବାର୍ତ୍ତାରେ ମୋଦି କହିଛନ୍ତି, ଏହି ପର୍ବ ପ୍ରେମ, ଶାନ୍ତି, ଭାତୃତ୍ୱ ଏବଂ ଏକତାର ନିଦର୍ଶନ। ସମସ୍ତଙ୍କ ସୁଖ ଏବଂ ସମୃଦ୍ଧି କାମନା କରିଛନ୍ତି ପ୍ରଧାନମନ୍ତ୍ରୀ।...

ସିଆଇଆଇ ସର୍ଭେ: ବିଦେଶ ଯିବାକୁ ଚାହୁଁନାହାନ୍ତି ୭୦ ପ୍ରତିଶତ

ନୂଆଦିଲ୍ଲୀ,୨୫।୫(ପି.ଟି.): ଜୁଲାଇ ଶେଷ ସୁଦ୍ଧା ଅନ୍ତର୍ଜାତୀୟ ବିମାନ ସେବା ଆରମ୍ଭ କରିବା ଲାଗି ସରକାର ଚିନ୍ତା କରୁଛନ୍ତି। ବିମାନ ଚଳାଚଳ କଲେ ମଧ୍ୟ ୭୦ ପ୍ରତିଶତରୁ ଅଧିକ ବିଦେଶ ଯିବାକୁ ଚାହିଁବେ ନାହିଁ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ଭାରତୀୟ...

ଉହାନ୍‌ରେ ବାଦୁଡ଼ିଙ୍କଠାରେ ମିଳିଲା ୩ ପ୍ରକାର ଭୂତାଣୁ

ନୂଆଦିଲ୍ଲୀ,୨୫।୫: କରୋନା ଭାଇରସ୍‌କୁ ନେଇ ପୁଣି ଚର୍ଚ୍ଚାର ପରିସରକୁ ଆସିଛି ଚାଇନା। ଉହାନ୍‌ସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଭାଇରୋଲୋଜି ଯେଉଁଠାରେ ପ୍ରଥମ କୋଭିଡ୍‌-୧୯ ସଂକ୍ରମଣ ଚିହ୍ନଟ ହୋଇଥିଲା, ସେହିଠାରେ ଏବେ ବାଦୁଡ଼ିଙ୍କଠାରେ ୩ ପ୍ରକାର ଭୂତାଣୁ ଚିହ୍ନଟ ହୋଇଛି। ହେଲେ ସାରା...

ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚୌହାନଙ୍କୁ କରୋନା

ମୁମ୍ବାଇ,୨୫।୫: ମହାରାଷ୍ଟ୍ରର ପିଡବ୍ଲୁଡି ମନ୍ତ୍ରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚୌହାନ କରୋନାରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ତେବେ ସେ କିଭଳି କରୋନା ଆକ୍ରାନ୍ତ ହେଲେ ତାହା ଜଣାପଡିନାହିଁ। ଉଦ୍ଧବ ସରକାରରେ ଦ୍ୱିତୀୟ ମନ୍ତ୍ରୀ ଭାବେ କରୋନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri