ଜାତୀୟ

କରୋନା ମୁକାବିଲା ପ୍ରସ୍ତୁତି: ୨ ବର୍ଷ ପାଇଁ ମିଳିବନି ଏମ୍‌ପି ଫଣ୍ଡ୍‌

ନୂଆଦିଲ୍ଲୀ,୬।୪: ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ଆସନ୍ତା ୨ ବର୍ଷ ପାଇଁ ଏମ୍‌ପି ଫଣ୍ଡ୍‌ ମିଳିବନି ବୋଲି କ୍ୟାବିନେଟ୍‌ ବୈଠକରେ ସ୍ଥିର ହୋଇଛି। ବୈଠକରେ ୧୯୫୪ ସଂସଦୀୟ ଅଧିନିୟମ ସଂଶୋଧନ...

ଲକ୍‌ଡାଉନ୍ ସମୟରେ ୯୦ ପ୍ରତିଶତ କମିଛି ହତ୍ୟା-ବଳାତ୍କାର ଭଳି ମାମଲା

ନୂଆଦିଲ୍ଲୀ,୬ ।୪: କରୋନା ଭାଇରସ ସଂକ୍ରମଣକୁ ଦେଖି ସାରା ଦେଶକୁ ୨୧ ଦିନ ପାଇଁ ଲକ୍ ଡାଉନ୍ ଘୋଷଣା କରାଯାଇଛି । ତେବେ ଏହି ସମୟରେ ହତ୍ୟା-ବଳାତ୍କାର ଭଳି ମାମଲାରେ ୯୦ ପ୍ରତିଶତ କମ୍ ସଂଖ୍ୟା ଦେଖାଯାଇଛି ବୋଲି କହିଛି...

ନିଜାମୁଦ୍ଦିନ୍‌ରେ ଧାର୍ମିକ ସମାବେଶ ପାଇଁ କିଏ ଦେଇଥିଲେ ଅନୁମତି: ଶରଦ ପାଓ୍ବାର

ନୂଆଦିଲ୍ଲୀ,୬।୪: ଦିଲ୍ଲୀର ନିଜାମୁଦ୍ଦିନ୍‌ଠାରେ ହୋଇଥିବା ତବଲିଘ୍‌ ଜମାତ୍‌ ଯୋଗୁ ଦେଶବ୍ୟାପୀ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ନେଇ ଏବେ ରାଜନୈତିକସ୍ତରରେ କାଦୁଅ ଫିଙ୍ଗା ଆରମ୍ଭ ହୋଇଛି। ଏଠାରେ ଧାର୍ମିକ ସମାବେଶ ଆୟୋଜନ କରିବା ଲାଗି ଆୟୋଜକଙ୍କୁ କିଏ ଅନୁମତି...

ମହିଳା ଡାକ୍ତରଙ୍କ ଅଢେଇ ବର୍ଷର ଶିଶୁ କରୋନା ପଜିଟିଭ

ଲକ୍ଷ୍ନୌ,୬ ।୪: ଉତ୍ତରପ୍ରଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ ଏମିତି ଏକ ଖବର ଆସିଛି ଯାହା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । କାନାଡାରୁ ଆସିଥିବା ଜଣେ ମହିଳା ଡାକ୍ତରଙ୍କ ଅଢେଇ ବର୍ଷର ଶିଶୁ କରୋନାରେ...

ଚଳିତ ବର୍ଷ ଶେଷସୁଦ୍ଧା ଭାରତକୁ ଆସିବ କରୋନା ପ୍ରତିଷେଧକ ଟୀକା ‘କୋରୋଫ୍ଲୁ’ !

ନୂଆଦିଲ୍ଲୀ,୬।୪: ଦିନକୁ ଦିନ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହାକୁ ରୋକିବା ପାଇଁ ପ୍ରତିଷେଧକ ଟୀକା ‘କୋରୋଫ୍ଲୁ’ ଚଳିତ ବର୍ଷ ଶେଷସୁଦ୍ଧା ଭାରତକୁ ଆସିବାର ସମ୍ଭାବନା ରହିଛି। ଏହା ଦ୍ୱାରା କରୋନା ସହିତ ଫ୍ଲୁ ମଧ୍ୟ ଭଲହେବ। ହାଇଦ୍ରାବାଦ୍‌ର...

ମୁମ୍ବାଇର ୱୋକାର୍ଡ ହସ୍ପିଟାଲକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଗଲା

ମୁମ୍ବାଇ,୬ ।୪: ମହାରାଷ୍ଟ୍ରରେ ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସେଠାରେ କେତେଜଣ ସ୍ୱାସ୍ଥ୍ୟକର୍ମୀ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି । ତେବେ ମୁମ୍ବାଇର ୱୋକାର୍ଡ ହସ୍ପିଟାଲର କେତେଜଣ ଡାକ୍ତର, ନର୍ସ ଓ ହସ୍ପିଟାଲ କର୍ମଚାରୀଙ୍କ ନିକଟରେ...

ଏପ୍ରିଲ୍‌ ୮ ସୁଦ୍ଧା ଭାରତରେ ପହଞ୍ଚିବ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ କିଟ୍‌: ବୁନ୍ଦାଏ ରକ୍ତରୁ ମାତ୍ର ୧୫ ମିନିଟ୍‌ରେ ଚିହ୍ନଟ ହେବେ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୬।୪: ଭାରତରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ଭାରତୀୟ ମେଡିକାଲ ରିସର୍ଚ୍ଚ କାଉନସିଲ୍‌(ଆଇସିଏମ୍‌ଆର୍‌)ଅଣ୍ଟା ଭିଡ଼ିଛି। କିଭଳି କମ୍‌ ସମୟ ମଧ୍ୟରେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବ ସେନେଇ ବିଦେଶରୁ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ କିଟ୍‌ ମଗାଯାଇଛି। ଏହା ଏପ୍ରିଲ୍‌...

ଦେଶରେ ୧୨ ଘଣ୍ଟାରେ ଚିହ୍ନଟ ହେଲେ ୪୯୦ ନୂଆ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୬ ।୪: ଦେଶରେ ଗତ ୧୨ ଘଣ୍ଟା ମଧ୍ୟରେ ୪୯୦ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୬୭ ହୋଇଛି ବୋଲି କହିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ...

କରୋନାକୁ ହରାଇ ଘରକୁ ଫେରିଲେ କନିକା କପୁର: କ୍ୱାରାଣ୍ଟାଇନ୍‌ରେ ରହିବେ ୧୪ ଦିନ

ମୁମ୍ବାଇ,୬।୪: କରୋନାକୁ ହରାଇ ଶେଷରେ ଗାୟିକା କନିକା କପୁର ଘରକୁ ଫେରିଛନ୍ତି। ୨୦ ମାର୍ଚ୍ଚଠାରୁ ସେ ଲକ୍ଷ୍ନୌର ସଞ୍ଜୟ ଗାନ୍ଧୀ ପୋଷ୍ଟ୍‌ ଗ୍ରାଜୁଏଶନ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମେଡ଼ିକାଲ ସାଇନ୍ସ୍‌ରେ ଚିକିତ୍ସିତ ହେଉଥିଲେ। ଲଗାତାର ତାଙ୍କର ତୃତୀୟ ରିପୋର୍ଟ ନେଗେଟିଭ୍‌ ଆସିବା...

୪୦ ବର୍ଷରେ ଭାଜପା: କରୋନା ଲଢ଼େଇରେ ସାମିଲ୍‌ ହେବାକୁ ଆହ୍ବାନ ଦେଲେ ମୋଦି

ନୂଆଦିଲ୍ଲୀ,୬।୪: ଭାଜପା ସୋମବାର ୪୦ ବର୍ଷରେ ପାଦଦେଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦଳର ସମସ୍ତ ସଦସ୍ୟଙ୍କୁ କରୋନା ଲଢ଼େଇରେ ସାମିଲ୍‌ ହେବାକୁ ଆହ୍ବାନ ଜଣାଇଛନ୍ତି। ଦେଶରେ କରୋନା ଆତଙ୍କ ସୃଷ୍ଟି କରିଥିବା ଭାଜପାର ସମସ୍ତ ସଦସ୍ୟ ମିଳିତ...

ଦୁଃଖକୁ ଦ୍ୱିଗୁଣିତ କରିଛି ତବ୍‌ଲିଘି ଜମାତ୍‌

ନୂଆଦିଲ୍ଲୀ, ୬ା୪: ଦେଶରେ କରୋନା ଦୁଃଖକୁ ଦ୍ୱିଗୁଣିତ କରିଛି ତବଲିଘି ଜମାତ୍‌। ନୂଆଦିଲ୍ଲୀର ନିଜାମୁଦ୍ଦିନ ସେଣ୍ଟରେ ଆୟୋଜିତ ଏହି ଧର୍ମସଭାରେ ଯୋଗଦେଇଥିବା ଜମାତ୍‌ ସଦସ୍ୟଙ୍କ ଯୋଗୁ ଭାରତରେ କରୋନା ଭାଇରସ୍‌ରେ ସଂକ୍ରମିତଙ୍କ ସଂଖ୍ୟା ପ୍ରାୟ ଦୁଇଗୁଣ ବୃଦ୍ଧି ପାଇଥିବା ସ୍ବାସ୍ଥ୍ୟ...

ସ୍ବାସ୍ଥ୍ୟକର୍ମୀଙ୍କୁ ସହଯୋଗ କର

ନୂଆଦିଲ୍ଲୀ, ୬ା୪: କୋଭିଡ୍‌-୧୯ ବିରୋଧୀ ଲଢ଼େଇରେ ନିୟୋଜିତ ସ୍ବାସ୍ଥ୍ୟକର୍ମୀଙ୍କୁ ସହଯୋଗ କରିବା ପାଇଁ ମୁସଲମାନମାନଙ୍କୁ ଏହି ସମ୍ପ୍ରଦାୟର ପ୍ରାୟ ୬୦ ଜଣ ବରିଷ୍ଠ ଆଇଏଏସ୍‌ ଏବଂ ଆଇପିଏସ୍‌ ଅଧିକାରୀ ଖୋଲାଚିଠି ଲେଖିଛନ୍ତି। ସ୍ବାସ୍ଥ୍ୟକର୍ମୀମାନଙ୍କ ବିରୋଧରେ ହିଂସା ନେଇ ରିପୋର୍ଟ ପ୍ରକାଶ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri