ଜାତୀୟ

ଦୁଃଖକୁ ଦ୍ୱିଗୁଣିତ କରିଛି ତବ୍‌ଲିଘି ଜମାତ୍‌

ନୂଆଦିଲ୍ଲୀ, ୬ା୪: ଦେଶରେ କରୋନା ଦୁଃଖକୁ ଦ୍ୱିଗୁଣିତ କରିଛି ତବଲିଘି ଜମାତ୍‌। ନୂଆଦିଲ୍ଲୀର ନିଜାମୁଦ୍ଦିନ ସେଣ୍ଟରେ ଆୟୋଜିତ ଏହି ଧର୍ମସଭାରେ ଯୋଗଦେଇଥିବା ଜମାତ୍‌ ସଦସ୍ୟଙ୍କ ଯୋଗୁ ଭାରତରେ କରୋନା ଭାଇରସ୍‌ରେ ସଂକ୍ରମିତଙ୍କ ସଂଖ୍ୟା ପ୍ରାୟ ଦୁଇଗୁଣ ବୃଦ୍ଧି ପାଇଥିବା ସ୍ବାସ୍ଥ୍ୟ...

ସ୍ବାସ୍ଥ୍ୟକର୍ମୀଙ୍କୁ ସହଯୋଗ କର

ନୂଆଦିଲ୍ଲୀ, ୬ା୪: କୋଭିଡ୍‌-୧୯ ବିରୋଧୀ ଲଢ଼େଇରେ ନିୟୋଜିତ ସ୍ବାସ୍ଥ୍ୟକର୍ମୀଙ୍କୁ ସହଯୋଗ କରିବା ପାଇଁ ମୁସଲମାନମାନଙ୍କୁ ଏହି ସମ୍ପ୍ରଦାୟର ପ୍ରାୟ ୬୦ ଜଣ ବରିଷ୍ଠ ଆଇଏଏସ୍‌ ଏବଂ ଆଇପିଏସ୍‌ ଅଧିକାରୀ ଖୋଲାଚିଠି ଲେଖିଛନ୍ତି। ସ୍ବାସ୍ଥ୍ୟକର୍ମୀମାନଙ୍କ ବିରୋଧରେ ହିଂସା ନେଇ ରିପୋର୍ଟ ପ୍ରକାଶ...

ଗୋଷ୍ଠୀ ସଂକ୍ରମଣ ରୋକିବାକୁ ଯୋଜନା ପ୍ରସ୍ତୁତ କର

ନୂଆଦିଲ୍ଲୀ, ୬ା୪(ପି.ଟି.): କରୋନା ଭୂତାଣୁର ଗୋଷ୍ଠୀ ସଂକ୍ରମଣ ରୋକିବା ଦିଗରେ ଯୋଜନା ପ୍ରସ୍ତୁତ କରିବା ଲାଗି କେନ୍ଦ୍ର କ୍ୟାବିନେଟ ସଚିବ ରାଜୀବ ଗୌବା ରବିବାର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ପରାମର୍ଶ ଦେଇଛନ୍ତି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଗୌବା ମୁଖ୍ୟ...

ଭାରତରେ ଗଡ଼ିଲାଣି ୧୧୭ ମୁଣ୍ଡ: ତଥ୍ୟରେ ରହୁନି ତାଳମେଳ

ନୂଆଦିଲ୍ଲୀ,୬ା୪: ଭାରତରେ କରୋନା ଭୂତାଣୁ କାୟା ବିସ୍ତାର କରିବା ସହ ଏପର୍ଯ୍ୟନ୍ତ ୪,୨୮୮ ବ୍ୟକ୍ତିଙ୍କୁ ସଂକ୍ରମିତ କଲାଣି। ରବିବାର ରାତି ୧୨ ସୁଦ୍ଧା ମୋଟ ୧୧୭ ଜୀବନ ଯାଇଥିବା https://www.covid19india.orgର ତଥ୍ୟରୁ ଜଣାପଡ଼ିଛି। ରବିବାର କେବଳ ୬୦୪ଜଣ ସଂକ୍ରମିତ ହୋଇଥିବା...

ଛେପ ପକାଇଲେ ବଢ଼ିବ ସଂକ୍ରମଣ

ନୂଆଦିଲ୍ଲୀ,୬ା୪: ସର୍ବସାଧାରଣ ସ୍ଥାନରେ ତମାଖୁ ସେବନ କରିବା ବା ଛେପ ପକାଇବା ଦ୍ୱାରା କୋଭିଡ୍‌-୧୯ ସଂକ୍ରମଣ ବୃଦ୍ଧି ପାଇବ ବୋଲି କେନ୍ଦ୍ର ସରକାର ରବିବାର ଚେତାବନୀ ଜାରି କରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ କହିଛନ୍ତି, ଦେଶରେ...

ସ୍କୁଲ, କଲେଜ ଖୋଲିବା ନିଷ୍ପତ୍ତି ୧୪ରେ

ନୂଆଦିଲ୍ଲୀ,୬ା୪(ପି.ଟି.): ଦେଶରେ ସ୍କୁଲ କଲେଜଗୁଡ଼ିକୁ ଖୋଲିବା ନେଇ ଆସନ୍ତା ୧୪ ତାରିଖରେ ନିଷ୍ପତ୍ତି ନିଆଯିବ। କୋଭିଡ୍‌-୧୯ର ମୁକାବିଲା ପାଇଁ ଘୋଷଣା କରାଯାଇଥିବା ଲକ୍‌ଡାଉନ୍‌ ଅବଧି ଶେଷ ହେବା ପରେ ଶିକ୍ଷାନୁଷ୍ଠାନଗୁଡ଼ିକ ସମ୍ପର୍କରେ ନିଷ୍ପତ୍ତି ନିଆଯିବ ବୋଲି ରବିବାର ମାନବ ସମ୍ବଳ...

ଏପ୍ରିଲ ୩୦ଯାଏ ନଏଡାରେ ୧୪୪ ଧାରା ଜାରି: ସ୍କୁଲ ଫି’ ଦେୟ ଉପରେ ରୋକୋ ଲଗାଇଲେ ଜିଲାପାଳ

ନଏଡା,୫।୪: ଉତ୍ତରପ୍ରଦେଶରେ କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ସହ ସାମାଜିକ ଦୂରତାକୁ ବଜାୟ ରଖିବା ପାଇଁ ଗୌତମବୁଦ୍ଧ ନଗରର ଜିଲା ପ୍ରଶାସନ ପକ୍ଷରୁ ରବିବାର ବଡ଼ ନିଷ୍ପତ୍ତି ନିଆଯାଇଛି। ଏଠାରେ ଜାରି କରାଯାଇଥିବା ୧୪୪ ଧାରାକୁ ଏପ୍ରିଲ ୩୦ ପର୍ଯ୍ୟନ୍ତ...

ପ୍ରକୃତ ରୂପକୁ ଫେରୁଛି ପ୍ରକୃତି

ନୂଆଦିଲ୍ଲୀ: କୋଭିଡ୍‌-୧୯କୁ ନେଇ ସୃଷ୍ଟି ହୋଇଛି ହାହାକାର ପରିସ୍ଥିତି। ଏହାକୁ ନେଇ ଅବ୍ୟବସ୍ଥିତ ହୋଇପଡ଼ିଛି ସାରା ବିଶ୍ୱ। ସଂକ୍ରମଣ ରୋକିବାକୁ ଭାରତ ଏବେ ୨୧ଦିନିଆ ଲକ୍‌ଡାଉନ୍‌ରେ। ଇତିହାସରେ ପ୍ରଥମ ଥର ପାଇଁ ଏପରି କଟକଣା ଲାଗୁ କରାଯାଇଛି। ଫଳରେ ଏବେ...

କରୋନା ବିରୋଧରେ ଲଢ଼େଇ: ଏକଜୁଟ ହୋଇ ଦୀପ ଜାଳିଲେ ଦେଶବାସୀ

ନୂଆଦିଲ୍ଲୀ,୫ ।୪: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଥିବାବେଳେ ଏହାକୁ ରୋକିବା ଲାଗି ଦେଶବାସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅନୁରୋଧ କ୍ରମେ ରବିବାର ରାତ୍ର ୯ଠାରୁ ୯ ମିନିଟ୍ ପାଇଁ ଦୀପ ଜାଳିଛନ୍ତି । ପ୍ରଧାନମନ୍ତ୍ରୀଙ୍କ କ୍ୟାବିନେଟର ବହୁ...

ଆସନ୍ତାକାଲିଠାରୁ ଭୋପାଳରେ ଲକ୍‌ଡାଉନ୍‌ କଡ଼ାକଡ଼ି: ଖୋଲାରହିବ କ୍ଷୀର, ଔଷଧ ଦୋକାନ

ଭୋପାଳ,୫।୪: ମଧ୍ୟପ୍ରଦେଶରେ କରୋନା ଭାଇରସ୍‌ ଦିନକୁ ଦିନ ବ୍ୟାପିବାରେ ଲାଗିଛି। ସେଠାରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୧୮୨ ହୋଇଥିବା ବେଳେ ସେଥିରୁ ୧୩ ଜଣଙ୍କର ମୃତ୍ୟୁ ଘଟିସାରିଛି। ତୀବ୍ରଗତିରେ ବୃଦ୍ଧି ପାଉଥିବା କରୋନାକୁ ରୋକିବା ପାଇଁ...

ଲକଡାଉନ୍ ପରେ ହଟସ୍ପଟ୍ ଉପରେ କଡ଼ା ନଜର ରଖିବା ପାଇଁ ହେବ ସର୍ଭେଲାନ୍ସ

ନୂଆଦିଲ୍ଲୀ,୫ ।୪: ଭାରତରେ ଦେଖାଦେଇଥିବା କରୋନା ସଂକ୍ରମଣକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ ଦିନିଆ ଲକଡାଉନ୍ ଘୋଷଣା କରିଛନ୍ତି ।  ଏହା ଏପ୍ରିଲ୍ ୧୪ରେ ଶେଷ ହେବ । ଅଧିକ କରୋନା ସଂକ୍ରମଣ ହୋଇଥିବା ଅଞ୍ଚଳରେ ଲକଡାଉନ୍...

ବାନ୍ଦିପୋରାର ୬ଟି ଗାଁ ‘ରେଡ୍‌ ଜୋନ’ ଘୋଷିତ

ଶ୍ରୀନଗର,୫।୪: ସାରା ଦେଶରେ କରୋନା ଭାଇରସ୍‌ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌କୁ କଡ଼ାକଡି କରାଯିିବା ସହ କେତେକ କଟକଣା ମଧ୍ୟ ଜାରି କରାଯାଇଛି। ଯେଉଁ ଅଞ୍ଚଳରେ କରୋନା ବ୍ୟାପିବାର ଅଧିକ ଭୟ ରହୁଛି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri