ଜାତୀୟ

ମୋଦିଙ୍କ କାର୍ଯ୍ୟକୁ ଡବ୍ଲ୍ୟୁଏଚ୍‌ଓ ମୁଖ୍ୟଙ୍କ ପ୍ରଶଂସା

ନୂଆଦିଲ୍ଲୀ, ୩ା୪: ବିଶ୍ୱବ୍ୟାପୀ କରୋନା ଆତଙ୍କ ଜାରି ରାହିଛି। ମୁଣ୍ଡ ପରେ ମୁଣ୍ଡ ଗଡ଼ିଚାଲିଛି। ଅଦ୍ୟାବଧି ବିଶ୍ୱରେ କରୋନା ଭାଇରସ୍‌ ଜନିତ ମୃତ୍ୟୁସଂଖ୍ୟା ୪୯ ହଜାର ଟପିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ପାଖାପାଖି ପହଞ୍ଚିଲାଣି। ଭାରତରେ ସ୍ଥିତି...

ତେଜିଲା ଲକ୍‌ଡାଉନ୍‌ ରାଜନୀତି

ନୂଆଦିଲ୍ଲୀ,୩ା୪(ପି.ଟି.): ମହାମାରୀ କରୋନା ସଂକ୍ରମଣର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ଲକ୍‌ଡାଉନ୍‌ ଗୁରୁବାର ନବମ ଦିନରେ ପହଞ୍ଚତ୍ଥିବାବେଳେ ଏହାକୁ ନେଇ ଜୋର୍‌ ଧରିଛି ରାଜନୀତି। ବିନା କୌଣସି ପ୍ରସ୍ତୁତିରେ...

ଏପ୍ରିଲ ୫ ରାତି ୯ଟାରେ ୯ ମିିନିଟ୍‌ ପାଇଁ ଘରର ଲାଇଟ୍‌ ବନ୍ଦ କରିବାକୁ ନିବେଦନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩ା୪ : କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହା ଉପରେ କଡ଼ା ନଜର ରଖିଛନ୍ତି। ପ୍ରଧାନମନ୍ତ୍ରୀ ଶୁକ୍ରବାର ପୂର୍ବାହ୍ନ ୯ଟାରେ କରୋନା ସହ ଲଢୁଥିବା ଦେଶର ଲୋକଙ୍କୁ ଏକ ଭିଡିଓ...

ଆଜି ପ୍ରଧାନମନ୍ତ୍ରୀଙ୍କ ଟୁଇଟର ବାର୍ତ୍ତା: ରାଜ୍ୟପାଳଙ୍କୁ ସମ୍ବୋଧିତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୩।୪: କରୋନା ସଂକ୍ରମଣ ରୋକିବା ଲାଗି ସଚେତନା ସୃଷ୍ଟି ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଶୁକ୍ରବାର ପୂର୍ବାହ୍ନ ୯ଟାରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏକ ଛୋଟ ଭିଡିଓ ମେସେଜ ଶେୟାର କରିବେ। ଏନେଇ ମୋଦି ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେହିପରି କରୋନା...

କରୋନାରେ ପଦ୍ମଶ୍ରୀ ନିର୍ମଳ ସିଂଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨।୪: ସ୍ବର୍ଣ୍ଣ ମନ୍ଦିରରର ପୂର୍ବତନ ହଜୁରି ରାଗି ଜିଆନି ନିର୍ମଳ ସିଂଙ୍କର କରୋନା ଭାଇରସ ସଂକ୍ରମଣରେ ଗୁରୁବାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ନିକିଟରେ ସେ ବିଦେଶରୁ ଫେରିଥିବା ବେଳେ ମାର୍ଚ୍ଚ ୩୦ରେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ...

ଭୟରେ ମୁମ୍ବାଇବାସୀ: କରୋନାରେ ସଂକ୍ରମିତ ସଫେଇ କର୍ମଚାରୀ

ମୁମ୍ବାଇ,୨।୪: ବ୍ରିହାନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ(ବିଏମ୍‌ସି)ର ଜଣେ ସଫେଇ କର୍ମଚାରୀ ଓ୍ବର୍ଲିରେ କାମ କରୁଥିବା ବେଳେ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ଜଣାପଡିଛି। ସୋମବାର ଉକ୍ତ ୫୨ ବର୍ଷୀୟ ବ୍ୟକ୍ତିଙ୍କ ନିକଟରେ କରୋନାର ଲକ୍ଷଣ ଦେଖାଯିବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି...

ଲକ୍‌ଡାଉନ୍‌ରେ ଘରେ ରହିବାକୁ ଲୋକଙ୍କୁ ବୁଝାଉଛନ୍ତି ଯମରାଜ: ବାହାରେ ବୁଲିଲେ ବାନ୍ଧିନେବ ମୃତ୍ୟୁଦୂତ !

ହାଇଦ୍ରାବାଦ୍‌ ,୨।୪: ଦେଶରେ କରୋନା ସଂକ୍ରମଣକୁ ରୋକିବା ଲାଗି ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି ହୋଇଛି। ସଚେତନତା ଅଭାବରୁ ବହୁ ଲୋକ ଏହାକୁ ଅଣଦେଖା କରି ବାହାରକୁ ବାହାରୁଛନ୍ତି। ଏଭଳି ଲୋକଙ୍କୁ ସଚେତନ କରାଇବା ଲାଗି ଆନ୍ଧ୍ରପ୍ରଦେଶ...

କରୋନା ଭୟରେ ଆତ୍ମହତ୍ୟା କଲେ ସରକାରୀ କର୍ମଚାରୀ

ସାହାରନପୁର,୨।୪: କରୋନା ଭାଇରସ ଏବେ ସଂକ୍ରମିତଙ୍କୁ ଯେତିକି ଡରାଉଛି ସୁସ୍ଥ ଲୋକ ମଧ୍ୟ ଏହାକୁ ସେତିକି ଭୟ କରୁଛନ୍ତି। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ଉତ୍ତର ପ୍ରଦେଶର ସାହାରନପୁର ଅଞ୍ଚଳରେ। ନକୁର ପୋଲିସ ଷ୍ଟେଶନ ଅଞ୍ଚଳରେ ଜଣେ ସରକାରୀ...

ହଟ୍‌ସ୍ପଟ୍‌ ଅଞ୍ଚଳରେ ହେବ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌: ୩୦ ମିନିଟ୍‌ରେ ଚିହ୍ନଟ ହେବେ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୨।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଏପରିସ୍ଥଳେ ଭାରତୀୟ ମେଡିକାଲ ରିସର୍ଚ୍ଚ ପରିଷଦ(ଆଇସିଏମ୍‌ଆର୍‌) ପକ୍ଷରୁ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ ଉପରେ ଗୁରୁତ୍ୱାରୋପ କରାଯାଇଛି। କରୋନା ହଟ୍‌ସ୍ପଟ୍‌ ପାଲଟିଥିବା ଅଞ୍ଚଳରେ କମ୍‌ ସମୟରେ ସଂକ୍ରମିତଙ୍କୁ ଚିହ୍ନଟ କରିବା ଲାଗି ଏହି...

ସ୍ମାର୍ଟ ସିଟିର ଶୀର୍ଷରେ ଥିବା ଇନ୍ଦୋର ବି କରୋନା କବଳରେ

ଇନ୍ଦୋର,୨।୪: କରୋନା ଭାଇରସ ଏବେ ସାରା ବିଶ୍ୱକୁ ଥରାଇ ଦେଇଛି। ଭାରତରେ ଏହାର ଉପସ୍ଥିତି ଧୀରେ ଧୀରେ ବ୍ୟାପକ ହେବାରେ ଲାଗିଛି। ମହାରାଷ୍ଟ୍ରରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏହା ଉଭୟ ରାଜ୍ୟ ଓ...

କରୋନାକୁ ହରାଇବାକୁ ପଡିବ: ଭିଡ଼ିଓ କନଫରେନ୍ସିଂ ଯୋଗେ ମୁଖ୍ୟମନ୍ତ୍ରୀମାନଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୨।୪: ଦେଶରେ କରୋନା ଭାଇରସ ସଂକ୍ରମଣ ବଢି ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ପୁଣିଥରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥା ହୋଇଛନ୍ତି। କରୋନା ସହ ଲଢିବାକୁ ମୋଦି ନୂଆ ରଣନୀତି ବିଷୟରେ...

ଭାରତରୁ କରୋନାକୁ ମୂଳପୋଛ କରିବା ଲାଗି ସେନା ଭିଡ଼ିଲା ଅଣ୍ଟା: ୧୩୩ ହସ୍ପିଟାଲରେ ୮ ହଜାର ଡାକ୍ତର ପ୍ରସ୍ତୁତ

ନୂଆଦିଲ୍ଲୀ,୨।୪: ଭାରତରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ସେନା ଅଣ୍ଟା ଭିଡ଼ିଛି। ଏନେଇ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଏକ ଭିଡ଼ିଓ କନଫରେନ୍ସିଂ କରିଛନ୍ତି। ଏଥିରେ ଯୋଗଦେଇଥିବା ଚିଫ୍‌ ଅଫ୍‌ ଡିଫେନ୍ସ୍‌ ଷ୍ଟାଫ୍‌(ସିଡିଏସ୍‌) ବିପିନ ରାଓ୍ବତ ସେନା ପକ୍ଷରୁ କରୋନା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri