ଜାତୀୟ

କୋଭିଡ୍‌ କଣ୍ଟ୍ରୋଲ ରୁମ୍‌ ଖୋଲିଲେ ସୋନିଆ

ନୂଆଦିଲ୍ଲୀ,୩୧ା୩ (ଆଇଏଏନ୍‌ଏସ୍‌): କୋଭିଡ୍‌-୧୯ ସମ୍ପର୍କରେ ରାଜ୍ୟ ସଂଗଠନଗୁଡ଼ିକ ସହ ସମନ୍ବୟ ରକ୍ଷା କରି ମାନବୀୟ ସହାୟତା ଯୋଗାଇବା ଲାଗି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏକ କଣ୍ଟ୍ରୋଲ ରୁମ୍‌ ଖୋଲିଛନ୍ତି। ଏଆଇସିସି ମୁଖ୍ୟାଳୟରେ ଖୋଲାଯାଇଥିବା କେନ୍ଦ୍ରୀୟ କଣ୍ଟ୍ରୋଲ ରୁମ୍‌ରେ ଏମ୍‌ପି...

ହାତପାଣ୍ଠିରୁ ପିଏମ୍‌-କେୟାର୍ସକୁ ଦେଲେ ୩୫ ଏମ୍‌ପି

ନୂଆଦିଲ୍ଲୀ,୩୧ା୩(ପି.ଟି.): କରୋନା ମୁକାବିଲା ଲାଗି ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ଅନୁରୋଧକ୍ରମେ ୩୫ ଜଣ ଏମ୍‌ପି ସେମାନଙ୍କ ହାତପାଣ୍ଠି (ଏମ୍‌ପି ଲାଡ୍ସ)ରୁ ୧ କୋଟି ଲେଖାଏ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଗଠିତ ପିଏମ୍‌-କେୟାରର୍ସ ପାଣ୍ଠିକୁ ଦେବା ଲାଗି ମଞ୍ଜୁରୀ ପ୍ରଦାନ...

ଯୋଗ ଭିଡିଓ ଶେୟାର କଲେ ମୋଦି

ନୂଆଦିଲ୍ଲୀ,୩୧ା୩ (ଆଇଏଏନ୍‌ଏସ୍‌): ଲକ୍‌ଡାଉନ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜକୁ ଫିଟ୍‌ନେସ ରଖିବା ପାଇଁ ନେଉଥିବା ପଦକ୍ଷେପ ସମ୍ପର୍କରେ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଅନେକ ବର୍ଷ ଧରି ଯୋଗ ତାଙ୍କ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଥିବା ସେ କହିଛନ୍ତି।...

ଏ କୁଳର ନା ସେ କୁଳର

ନୂଆଦିଲ୍ଲୀ,୩୧ା୩(ପି.ଟି.): ମୁଣ୍ଡ ପରେ ମୁଣ୍ଡ ନେଇଚାଲିଥିବା ଘାତକ ଭୂତାଣୁ କୋଭିଡ୍‌-୧୯ର ମୁକାବିଲା ପାଇଁ କେନ୍ଦ୍ର ସରକାର ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ସୋମବାର ଏହି ତାଲାବନ୍ଦ ଡାକରା ଷଷ୍ଠ ଦିନରେ ପହଞ୍ଚତ୍ଛି। ଦେଶର ବଡ଼ ବଡ଼ ସହରରୁ ଦାଦନ ଶ୍ରମିକଙ୍କ...

ବଢ଼ି ନ ପାରେ ଲକ୍‌ଡାଉନ ଅବଧି

ନୂଆଦିଲ୍ଲୀ,୩୧ା୩(ପି.ଟି.): ଦେଶରେ ଗତ ମଙ୍ଗଳବାରଠାରୁ ଲାଗୁ ହୋଇଥିବା ୨୧ ଦିନିଆ ଲକ୍‌ଡାଉନ ସମୟସୀମା ବୃଦ୍ଧି ପାଇପାରେ ବୋଲି ଗୁଜବ ପ୍ରଚାରିତ ହେଉଥିବାବେଳେ ସେଭଳି ଯୋଜନା ନ ଥିବା ସୋମବାର ସରକାର ସ୍ପଷ୍ଟ କରିଛନ୍ତି। ଲକ୍‌ଡାଉନ ସମୟ ବୃଦ୍ଧି ନେଇ କେତେକ...

ଚଢ଼ାଦରରେ କିଣୁଛନ୍ତି ୬୦.୯% ଭାରତୀୟ

ନୂଆଦିଲ୍ଲୀ, ୩୧ା୩(ଆଇଏଏନ୍‌ଏସ୍‌): କରୋନା ଭାଇରସ୍‌ ସଂକ୍ରମଣ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବାବେଳେ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଦରଦାମ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଅସାଧୁ ବ୍ୟବସାୟୀମାନେ ଅଚଳାବସ୍ଥାର ସୁଯୋଗ ନେଇ କଳାବଜାର କରିବାରେ ଲାଗିଛନ୍ତି। ଏଥିଯୋଗୁ ୬୦.୯%...

କରୋନା ଯୋଦ୍ଧାଙ୍କ ପାଇଁ ୧୦ ଲକ୍ଷର ବୀମା ଘୋଷଣା କଲେ ମମତା

କୋଲକାତା,୩୦।୩: କରୋନା ସଂକ୍ରମଣ ଦେଶରେ ବୃଦ୍ଧି ପାଉଥିବା ବେଳେ ଏହାକୁ ନେଇ ଚିନ୍ତା ବି ବଢି ଯାଉଛି। ହେଲେ ଏହି ସମୟରେ କରୋନା ଯୋଦ୍ଧା ଭାବେ ଯେଉଁମାନେ କାମ କରୁଛନ୍ତି ସେମାନଙ୍କ ଲାଗି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୧୦...

କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି: ଅଟୋମୋବାଇଲ୍‌ କମ୍ପାନୀ ତିଆରି କରିବେ ଭେଣ୍ଟିଲେଟର

ନୂଆଦିଲ୍ଲୀ,୩୦।୩: ମହାମାରୀ କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ସୋମବାର ଅଟୋମୋବାଇଲ୍‌ କମ୍ପାନୀକୁ ଭେଣ୍ଟିଲେଟର ତିଆରି କରିବାକୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଅଟୋମୋବାଇଲ କମ୍ପାନୀ ମଧ୍ୟ କାମ କରିବାକୁ ଆରମ୍ଭ...

ଲକ୍‌ଡାଉନ୍‌: ଘରକୁ ଫେରୁଥିବା ବ୍ୟକ୍ତିଙ୍କ ଶେଷ କଥା, ଯଦି ନେବାକୁ ଆସିପାରିବ ତେବେ ଆସ…

ଆଗ୍ରା,୩୦।୩: କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ବର୍ତ୍ତମାନ ସାରା ଦେଶରେ ୨୧ ଦିନ ଯାଏଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନ୍‌ରେ ଜରୁରୀ ସେବା ଜାରି ରହିଥିବା ବେଳେ ଅନ୍ୟ କାର୍ଯ୍ୟପନ୍ଥା ସବୁ ବନ୍ଦ ରହିଛି। କାର୍ଯ୍ୟ ବନ୍ଦ ହୋଇଯିବାରୁ...

କରୋନା ସମ୍ପର୍କରେ ଜାଣିବା ପାଇଁ ୭୪ ପ୍ରତିଶତ ଭାରତୀୟ ଅଗ୍ରଣୀ ଗଣମାଧ୍ୟମ ଉପରେ କରୁଛନ୍ତି ନିର୍ଭର !

ନୂଆଦିଲ୍ଲୀ,୩୦।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣ ରୋକିବା ଲାଗି ସାମାଜିକ ଦୂରତା ଅପରିହାର୍ଯ୍ୟ ହୋଇଥିବାରୁ ଭାରତ ସରକାର ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଘରେ ବନ୍ଦ ଥିବା ୧୩୦ କୋଟି ଭାରତୀୟଙ୍କ ମଧ୍ୟରୁ ୯୬...

ଲକ୍‌ଡାଉନ୍‌: ୪୦ କୋଟି ୮୨ ଲକ୍ଷରୁ ଅଧିକ ଭାରତୀୟଙ୍କ ଘରେ ରହିଛି ୨୧ ଦିନର ଖାଦ୍ୟ ସାମଗ୍ରୀ !

ନୂଆଦିଲ୍ଲୀ,୩୦।୩: କରୋନା ସଂକ୍ରମିତଙ୍କ ସଂଖ୍ୟା ଭାରତରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ୩୧.୪ ପ୍ରତିଶତ ଅର୍ଥାତ୍‌ ୪୦ କୋଟି ୮୨ ଲକ୍ଷରୁ ଅଧିକ ଭାରତୀୟଙ୍କ ଘରେ ଆସନ୍ତା...

ଗୋଟିଏ ପରିବାରର ୧୩ ଜଣ କରୋନାରେ ପୀଡ଼ିତ

ମିରଠ,୩୦।୩: ଉତ୍ତରପ୍ରଦେଶର ମିରଠରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏଠାରେ ଏବେ ଗୋଟିଏ ପରିବାରର ୧୩ ଜଣ କରୋନା ଭାଇରସରେ ପୀଡ଼ିତ ଥିବା ଜଣାପଡିଛି। ଏମାନଙ୍କ ସଂଖ୍ୟା ଆହୁରି ବଢିପାରେ ବୋଲି କୁହାଯାଉଛି। କାରଣ ଉକ୍ତ ପରିବାରର ୪୬...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri