ଜାତୀୟ

କେମ୍ବ୍ରିଜ ବିଶ୍ୱବିଦ୍ୟାଳୟ ଗବେଷକଙ୍କ ଯୁକ୍ତି: ଭାରତରେ ୪୯ ଦିନର ଲକ୍‌ଡାଉନ୍‌ ଜରୁରୀ

ନୂଆଦିଲ୍ଲୀ,୩୦ା୩: କରୋନା ଭାଇରସ୍‌ ଯୋଗୁ ବିଶ୍ୱ ଏବେ ଆତଙ୍କିତ ହୋଇପଡ଼ିଛି। ଏହି ମହାମାରୀକୁ ରୋକିବା ଲାଗି ବିଭିନ୍ନ ଦେଶ ପକ୍ଷରୁ ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ବିଶେଷକରି ଅଧିକାଂଶ ଦେଶ ଲକ୍‌ଡାଉନ୍‌ ଉପରେ ଗୁରୁତ୍ୱ ଦେଇଛନ୍ତି। ଭାରତରେ ମଧ୍ୟ...

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୭୧, ସୁସ୍ଥ ହେଲେ ୯୯

ନୂଆଦିଲ୍ଲୀ,୩୦।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ସୋମବାର ସକାଳ ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୧୦୭୧ରେ। ବଡ ଖବର ହେଉଛି ଏଥିରେ ୯୯ ଜଣ ସୁସ୍ଥ ହାଇଥିବା ଜଣାପଡିଛି। ସେହିପରି...

ଅସୁବିଧା ସମୟରେ ଭଡାଟିଆଙ୍କୁ ସାହା ହେଲେ ଘର ମାଲିକ

ନଏଡା,୩୦।୩: ମହାମାରୀ କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ସମସ୍ତେ ପ୍ରାଣପଣେ ଉଦ୍ୟମ ଚଳାଇଛନ୍ତି। ଏହି ଘଡିସନ୍ଧି ମୁହୂର୍ତ୍ତରେ କେତେକ ଲୋକ ନିଜର ମାନବିକତାର ପରିଚୟ ମଧ୍ୟ ଦେଉଛନ୍ତି। ଲକ୍‌ଡାଉନ୍‌ ସମୟରେ ଯାହାର ଯେତିକି ସାମାର୍ଥ୍ୟ ସେ ସେହି ଅନୁସାରେ...

ଲକ୍‌ଡାଉନ ବିରୋଧୀ ଅଭିନବ ଲଢ଼େଇ

ନୂଆଦିଲ୍ଲୀ, ୩୦। ୩: କରୋନା ଯୋଗୁ ବର୍ତ୍ତମାନ ସାରା ବିଶ୍ୱରେ ଲକ୍‌ଡାଉନ ପାଇଁ ଆର୍ଥତ୍କ କାର୍ଯ୍ୟକଳାପ ହ୍ରାସ ହୋଇଛି। ଏଭଳି ସମୟରେ କମ୍ପାନୀଗୁଡିକ ଚାପରେ ରହିବା ଫଳରେ ଛଟେଇ ସ୍ଥିତି ଉପୁଜିବା ଆଶଙ୍କା କରାଯାଉଛି। ବିଭିନ୍ନ ଦେଶ ପ୍ୟାକେଜ ଘୋଷଣା...

ପିଏମ୍‌-କେୟାର୍ସ ପାଣ୍ଠିକୁ ୧୫୧ କୋଟି ଦେବ ରେଲଓ୍ବେ

ନୂଆଦିଲ୍ଲୀ,୩୦ା୩(ପି.ଟି.): କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ଗଠନ କରିଥିବା ପିଏମ୍‌-କେୟାର୍ସ ପାଣ୍ଠିକୁ ରେଲଓ୍ବେ ୧୫୧ କୋଟି ଟଙ୍କା ଦାନ କରିବ। ରେଳମନ୍ତ୍ରୀ ପୀୟୂଷ ଗୋୟଲ ରବିବାର ଏହା ଘୋଷଣା କରିଛନ୍ତି। ମନ୍ତ୍ରୀ ଗୋୟଲ ଏବଂ ସୁରେଶ ଅଙ୍ଗଦି ମାସକର ଲେଖାଏ...

୨୦୦ କି.ମି. ଚାଲି କର୍ମଚାରୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୩୦ା୩: କରୋନା ସଂକ୍ରମଣ କମାଇବା ପାଇଁ ସରକାର ଘୋଷଣା କରିଥିବା ଲକ୍‌ଡାଉନ୍‌ ଦାଦନ ଶ୍ରମିକଙ୍କ ଦୁଃଖକୁ ବହୁଗୁଣିତ କରିଦେଇଛି। ରାଜଧାନୀ ଦିଲ୍ଲୀରୁ ଘରକୁ ଫେରିବା ଲାଗି ଜଣେ ୩୮ ବର୍ଷୀୟ ଯୁବକ ୨୦୦ କିଲୋମିଟର ଚାଲିବା ପରେ ଶନିବାର ସକାଳେ...

ଦିନକୁ ୨୦୦ ଜଣଙ୍କ ସହ ଭାବ ବିନିମୟ କରୁଛନ୍ତି ମୋଦି

ନୂଆଦିଲ୍ଲୀ,୩୦ା୩(ପି.ଟି.): କରୋନା ଭାଇରସ୍‌ ବିରୋଧରେ ଭାରତର ଲଢ଼େଇ ସମ୍ପର୍କରେ ମତାମତ ନେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିୟମିତ ଭାବେ ଦେଶବାସୀଙ୍କ ସହ ଯୋଗାଯୋଗ କରୁଛନ୍ତି। ଏହିକ୍ରମରେ ସେ ଦୈନିକ ୨୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ସହ ଭାବ ବିନିମୟ କରୁଛନ୍ତି...

ଭଡ଼ା ମାଗିବେ ନାହିଁ ଘର ମାଲିକ: ଲକ୍‌ଡାଉନ୍‌ ବେଳେ ସମ୍ପୂର୍ଣ୍ଣ ମଜୁରି ଦେବେ ନିଯୁକ୍ତିଦାତା

ନୂଆଦିଲ୍ଲୀ,୩୦ା୩: କୋଭିଡ୍‌-୧୯ ସଂକ୍ରମଣ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ୨୧ ଦିନିଆ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ସମୟ ମଧ୍ୟରେ ନିଯୁକ୍ତିଦାତାମାନେ କର୍ମଚାରୀମାନଙ୍କୁ ସମ୍ପୂର୍ଣ୍ଣ ମଜୁରି ପ୍ରଦାନ କରିବେ। ସେମାନଙ୍କ ଦରମାରୁ କାଟଛାଣ୍ଟ କରିବା ଅନୁଚିତ...

ଥମୁନି ଦାଦନଙ୍କ ଗଣପଳାୟନ

ନୂଆଦିଲ୍ଲୀ,୩୦ା୩(ପି.ଟି.): କୋଭିଡ୍‌-୧୯ ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ଲକ୍‌ଡାଉନ୍‌ ଡାକରା ପଞ୍ଚମ ଦିନରେ ପହଞ୍ଚତ୍ଛି। ସାମ୍ପ୍ରତିକ ଅଚଳାବସ୍ଥା ଦେଶର ବଡ଼ ବଡ଼ ସହରରେ ନିୟୋଜିତ ଦାଦନ ଶ୍ରମିକମାନଙ୍କ ଦୁର୍ଦ୍ଦଶାକୁ ବହୁଗୁଣିତ କରିଛି। ଫଳରେ ସେମାନେ ନିଜ କର୍ମକ୍ଷେତ୍ର...

୨୪ ଘଣ୍ଟାରେ ଗଲା ୮ ଜୀବନ: ୨୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୩୦ା୩(ପି.ଟି.): ଲକ୍‌ଡାଉନ ସତ୍ତ୍ୱେ ଦିନକୁ ଦିନ ଅଧିକ ଭୟଙ୍କର ହେଉଛି କରୋନା। ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣଙ୍କ ଜୀବନ ନେଲାଣି ଏହି ଭୂତାଣୁ। ଦେଶରେ ମୃତ୍ୟୁସଂଖ୍ୟା ୨୭ରେ ପହଞ୍ଚିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ମହାରାଷ୍ଟ୍ରରେ...

ଆଲ୍‌କୋହଲ ଯାଞ୍ଚ୍‌କୁ ସାମୟିକ ବନ୍ଦ ରଖିବାକୁ ଅନୁରୋଧ କଲା ଏୟାର ଇଣ୍ଡିଆ ପାଇଲଟ ସଂଘ

ନୂଆଦିଲ୍ଲୀ,୨୯।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି ହୋଇଛି। ସ୍ପାଇସ୍‌ ଜେଟ୍‌ର ଜଣେ ପାଇଲଟଙ୍କ ନମୁନା ପରୀକ୍ଷା ରିପୋର୍ଟ ପଜିଟିଭ୍‌ ଆସିଛି। ଏପରିସ୍ଥଳେ ସାମୟିକ ଭାବେ ଆଲ୍‌କୋହଲ ଯାଞ୍ଚ୍‌କୁ ସାମୟିକ ବନ୍ଦ ରଖିବାକୁ ଏୟାର ଇଣ୍ଡିଆ ପାଇଲଟ ସଂଘ ପକ୍ଷରୁ...

ବିଦେଶ ଯାତ୍ରାରେ ନ ଯାଇ ବି ସ୍ପାଇସ୍‌ ଜେଟ୍‌ ପାଇଲଟ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୨୯।୩: କରୋନା ସଂକ୍ରମିତଙ୍କ ସଂଖ୍ୟା ଭାରତରେ ବଢ଼ିବାରେ ଲାଗିଛି। ବିଦେଶରୁ ସ୍ବଦେଶ ଫେରିଥିବା ବହୁ ଭାରତୀୟଙ୍କଠାରେ କରୋନା ସଂକ୍ରମଣ ଚିହ୍ନଟ ହୋଇଛି। ତେବେ ସ୍ପାଇସ୍‌ ଜେଟ୍‌ର ଜଣେ ପାଇଲଟ ମାର୍ଚ୍ଚରେ କୌଣସି ବିଦେଶ ଉଡ଼ାଣ କରି ନ ଥିଲେ ମଧ୍ୟ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri