ଜାତୀୟ

୪ ଲକ୍ଷ ଲୋକଙ୍କୁ ଖାଦ୍ୟ ଯୋଗାଇଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୨୯ା୩(ପି.ଟି.): ଲକ୍‌ଡାଉନ ସମୟରେ ନିଜ ନିଜ ରାଜ୍ୟକୁ ଫେରି ନ ଯାଇ ଦିଲ୍ଲୀରେ ରହିବା ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଦାଦନ ଶ୍ରମିକମାନଙ୍କୁ ଅନୁରୋଧ କରିଛନ୍ତି। ଏଥିପାଇଁ ଦିଲ୍ଲୀ ସରକାର ୮୦୦ରୁ ଅଧିକ ସ୍ଥାନରେ ସେମାନଙ୍କ ପାଇଁ ମଧ୍ୟାହ୍ନ ଓ...

ଭାରତରେ ସଂକ୍ରମିତଙ୍କ ସଂଖ୍ୟା ହଜାରେ ଟପିଲା

ନୂଆଦିଲ୍ଲୀ,୨୯ା୩: ଭାରତରେ ବିଭିନ୍ନ କଟକଣା ସତ୍ତ୍ୱେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଶନିବାର ସନ୍ଧ୍ୟା ସୁଦ୍ଧା ଭାରତରେ ୨୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିପାଇ ୧୦୦୩ରେ ପହଞ୍ଚିଛି। ଗତ ଦୁଇଦିନରେ ସଂକ୍ରମିତଙ୍କ ସଂଖ୍ୟା ୨୦୦ରୁ ଉର୍ଦ୍ଧ୍ୱ...

ସାଂସଦ ପାଣ୍ଠିରୁ ସବୁ ଭାଜପା ଏମ୍‌ପି କୋଟିଏ ଦେବେ

ନୂଆଦିଲ୍ଲୀ,୨୯ା୩: କରୋନା ଭାଇରସ୍‌ର ମୁକାବିଲା କରିବା ଲାଗି ସମସ୍ତ ଭାଜପା ଏମ୍‌ପି ସେମାନଙ୍କ ଅଞ୍ଚଳର ବିକାଶ ଲାଗି ଉଦ୍ଦିଷ୍ଟ ବାର୍ଷିକ ବିକାଶ ପାଣ୍ଠି(ଏମ୍‌ପି ଲ୍ୟାଡ୍‌)ରୁ କୋଟିଏ ଟଙ୍କା ଲେଖାଏ କେନ୍ଦ୍ରୀୟ ରିଲିଫ ପାଣ୍ଠିକୁ ଦାନ କରିବେ ବୋଲି ଭାଜପା ଅଧ୍ୟକ୍ଷ...

ଜରୁରୀ ସହାୟତା ପାଣ୍ଠି ଗଠନ କଲେ ମୋଦି

ନୂଆଦିଲ୍ଲୀ,୨୯ା୩(ପି.ଟି.): କରୋନା ସଂକ୍ରମଣ ରୋକିବା ସହ ପରିସ୍ଥିତିର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଜରୁରିକାଳୀନ ସହାୟତା ପାଣ୍ଠି ଗଠନ ଲାଗି ଶନିବାର ଘୋଷଣା କରିଛନ୍ତି। ସୁସ୍ଥ ଭାରତ ଗଠନରେ ପ୍ରଧାନମନ୍ତ୍ରୀଙ୍କ ନାଗରିକ ସହାୟତା ଓ ଜରୁରୀ ସ୍ଥିତିରେ...

ଆଗକୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୨୯ା୩(ପି.ଟି.): କରୋନା ଭୂତାଣୁ ଭାରତରେ ଗୋଷ୍ଠୀ ସଂକ୍ରମଣ ପର୍ଯ୍ୟାୟକୁ ଆସିଥିବା ଆଶଙ୍କା କରାଯାଉଥିବାବେଳେ ଆଗାମୀ ଦିନରେ ସୃଷ୍ଟି ହେବାକୁ ଯାଉଛି ବଡ଼ ଚ୍ୟାଲେଞ୍ଜ। ଏହାର ମୁକାବିଲା ପାଇଁ ସରକାର ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ଉପରେ ଜୋର୍‌ ଦେଉଛନ୍ତିି। ବିଭିନ୍ନ ରାଜ୍ୟରେ ସଂକ୍ରମିତ...

ଗଛ ଉପରେ ସେଲ୍ଫ କ୍ୱାରାଣ୍ଟାଇନ୍‌ରେ ରହିଲେ ବାହାର ରାଜ୍ୟରୁ ଫେରିଥିବା ଶ୍ରମିକ

ପୁରୁଲିଆ,୨୮।୩: ସମସ୍ତଙ୍କୁ ଡରାଉଛି କରୋନା ଭାଇରସର ସଂକ୍ରମଣ। ତେବେ ବିଦେଶରୁ ଫେରିଥିବା ଲୋକେ କ୍ୱାରାଣ୍ଟାଇନ୍‌ରେ ରହିବାକୁ ସରକାର ପରାମର୍ଶ ଦେଇଛନ୍ତି। ଏମିତି କରାଗଲେ ସଂକ୍ରମଣକୁ ରୋକାଯାଇ ପାରିବ ବୋଲି କୁହାଯାଇଛି। ଏବେ ପଶ୍ଚିମବଙ୍ଗ ପୁରୁଲିଆ ବଳରାମପୁର ଅଞ୍ଚଳରେ ଥିବା ଭାଙ୍ଗିଡି...

ଚାଇନାରୁ ଫେରିଥିବା ଛାତ୍ରଙ୍କ ଅନୁଭୂତି ଶୁଣିଲେ ମୋଦି

ନୂଆଦିଲ୍ଲୀ,୨୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନାର ଉହାନରୁ ଫେରିଥିବା ଜଣେ ଛାତ୍ରଙ୍କ ସହ ଟେଲିଫୋନ୍‌ ଯୋଗେ କଥା ହୋଇଥିବା ଜଣାପଡିଛି। ଉକ୍ତ ଛାତ୍ର ଜଣଙ୍କ ହେଲେ ଜମ୍ମୁ-କଶ୍ମୀର କାସକୁଟ ବନିହାଲର ନିଜାମୁର ରେହେମାନ। ସେ ଚାଇନାର ଉହାନ ସହରରେ ରହୁଥିବା...

କରୋନା ସହିତ ଲଢ଼େଇ କରିବା ଲାଗି ଭାରତୀୟଙ୍କ ଶରୀରରେ ରହିଛି ବିରଳ ଆର୍‌ଏନ୍‌ଏ: ସର୍ଭେ

ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ହାହାକାର ସୃଷ୍ଟି ହୋଇଛି। ଏଥି ପାଇଁ ଔଷଧ ପ୍ରସ୍ତୁତି ପାଇଁ ପୃଥିବୀର ବିକାଶିତ ରାଷ୍ଟ୍ରର ବୈଜ୍ଞାନିକମାନେ ଦିନରାତି ପ୍ରୟାସ ଜାରି ରଖିଛନ୍ତି। ତେବେ ଏହାର ମୁକାବିଲା ପାଇଁ ଭାରତୀୟଙ୍କ ଶରୀରରେ ଏକ...

ଦିଲ୍ଲୀକୁ ଫେରିଲା ୮୦ ଦଶକର ନିର୍ମଳ ଆକାଶ

ନୂଆଦିଲ୍ଲୀ, ୨୮ା୩- କିଛି ଦିନ ପୂର୍ବରୁ ବିପଦଜନକ ଅବସ୍ଥାକୁ ଆସିଯାଇଥିବା ଦିଲ୍ଲୀର ବାୟୁମଣ୍ଡଳ ଏବେ ସ୍ବଚ୍ଛ ହେବାରେ ଲାଗିଛି । ଦୀର୍ଘ ବର୍ଷ ପରେ ନିର୍ମଳ ଆକାଶ ଦେଖିବାକୁ ପାଇଛନ୍ତି  ଦିଲ୍ଲୀବାସୀ। ରାସ୍ତାରେ ଯାନବାହନ ଚଳାଚଳ ନିଷିଦ୍ଧ, ବିଭିନ୍ନ ଶିଳ୍ପ,...

ଲକ୍‌ଡାଉନ୍‌ ସମୟରେ ଫସଲ ଅମଳ କରିପାରିବେ ଚାଷୀ: କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୮।୩: କରୋନା ଭାଇରସ୍‌ ଯୋଗୁ ସାରା ଦେଶରେ ୨୧ ଦିନ ଯାଏଁ କେନ୍ଦ୍ର ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଲୋକମାନେ ବାହାରକୁ ବାହାରି ପାରୁ ନ ଥିବା ବେଳେ ଚାଷୀ ଫସଲ କାର୍ଯ୍ୟ ମଧ୍ୟ କରିପାରୁ ନାହାନ୍ତି। ଏଥିଯୋଗୁ ଫସଲ...

ସରକାରଙ୍କୁ ରିଷି କପୁରଙ୍କ ଅନୁରୋଧ: ସନ୍ଧ୍ୟାରେ ଖୋଲାଯାଉ ମଦ ଦୋକାନ

ମୁମ୍ବାଇ,୨୮।୩: କରୋନା ଭାଇରସର ଭୟାବହତାକୁ ଦେଖି ସାରା ଦେଶ ଲକ୍‌ଡାଉନ୍‌ ଥିବା ବେଳେ ଏହାକୁ ନେଇ ସମୟ ସମୟରେ ବଲିଉଡ୍‌ର ଭେଟେରାନ କଳାକାର ରିଷି କପୁର ଟୁଇଟର୍‌ରେ କିଛି ନା କିଛି ଶେୟାର କରୁଥିବା ଦେଖାଯାଇଛି। ଏହି ମାଇକ୍ରୋବ୍ଲଗିଙ୍ଗ ସାଇଟ୍‌ରେ...

କରୋନା ଭାଇରସ ଭଳି ହେଲମେଟ୍‌ ପିନ୍ଧି ସଚେତନତା ସୃଷ୍ଟି କଲେ ପୋଲିସ

ଚେନ୍ନାଇ,୨୮।୩: କରୋନା ଭାଇରସ ସଂକ୍ରମଣ ସମୟରେ ଘରେ ରହିବା କେତେ ଜରୁରୀ ତାହା ଏପର୍ଯ୍ୟନ୍ତ ଅଧିକାଂଶ ଲୋକେ ବୁଝି ପାରି ନ ଥିବା କୁହାଯାଏ। ସବୁ ରାଜ୍ୟରେ ପୋଲିସ ବାହାରକୁ ବାହାରୁଥିବା ଲୋକଙ୍କୁ ଏ ସମ୍ପର୍କରେ ବୁଝାଉଥିବା ବେଳେ ଅନେକ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri