ନୂଆଦିଲ୍ଲୀ, ୧୬ା୫: ପ୍ରାଣଘାତୀ କରୋନା ଏବେ ବିଶ୍ୱରେ ଆତଙ୍କ ସୃଷ୍ଟିକରିଛି। ଏପର୍ଯ୍ୟନ୍ତ ଏନେଇ କୌଣସି ସଫଳ ଔଷଧ ମଧ୍ୟ ବାହାରି ନାହିଁ। ବିଭିନ୍ନ ଦେଶରେ ପ୍ରୟାସ ଜାରି ରହିଛି। ହାଇଡ୍ରୋକ୍ସିକ୍ଲୋରୋକୁଇନ୍କୁ ଭରସା କରାଯାଉଛି। ହେଲେ ଆୟୁର୍ବେଦିକ ଔଷଧ ଅଶ୍ୱଗନ୍ଧା ଯେ,...
ନୂଆଦିଲ୍ଲୀ,୧୬ା୫(ପି.ଟି.): ମୋବାଇଲ ଫୋନ୍ କରୋନା ଭୂତାଣୁର ବାହକ ହେବାର ସମ୍ଭାବନା ରହୁଥିବା ରାୟପୁର ଏମ୍ସର ଡାକ୍ତରମାନେ ସତର୍କ କରାଇଦେଇଛନ୍ତି। ଏହା ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ସକ୍ରମିତ କରିବା ଆଶଙ୍କା ଥିବାରୁ ହସ୍ପିଟାଲଗୁଡ଼ିକରେ ମୋବାଇଲ ଫୋନ୍ ବ୍ୟବହାର ଉପରେ କଟକଣା ଲଗାଇବାକୁ ସେମାନେ...
ନୂଆଦିଲ୍ଲୀ,୧୬ା୫: କରୋନା ଭାଇରସ୍ ଯୋଗୁ ଜାରି ଲକ୍ଡାଉନ୍ ଫଳରେ ସୃଷ୍ଟି ହୋଇଥିବା ଅଚଳାବସ୍ଥା ପରିପ୍ରେକ୍ଷୀରେ ୯ ରାଜ୍ୟ ସେମାନଙ୍କ ଶ୍ରମ ଆଇନରେ ସଂଶୋଧନ ଆଣିଛନ୍ତି। ଭାଜପାର ବିଚାର ମାର୍ଗଦର୍ଶକ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍ଏସ୍ଏସ୍) ସମର୍ଥିତ ଭାରତୀୟ ମଜଦୁର ସଂଘ...
Page 3,929 of 4,846« First«...102030...3,9273,9283,9293,9303,931...3,9403,9503,960...»Last »
Archives
Model This Week
ପିଲାଙ୍କ ଧରିତ୍ରୀ