ଜାତୀୟ

କରୋନା ଭାଇରସ: ଚିକିତ୍ସା କରୁଥିବା ଡାକ୍ତରଙ୍କ ପରିବାର ହେଲେ ସଂକ୍ରମିତ

ନୂଆଦିଲ୍ଲୀ,୨୬।୩: କରୋନା, କ୍ୱାରାଣ୍ଟାଇନ୍‌, ଆଇସୋଲେଶନ। ଏବେ ଏହି ଶବ୍ଦର ବହୁଳ ବ୍ୟବହାର କରାଯାଉଛି। ଆଉ ଏହି ଶବ୍ଦ ଗୁଡିକ ସାଧାରଣ ଜନତା ପାଇଁ ସୃଷ୍ଟି କରିଛି ଭୟ। କରୋନା ଭାଇରସ ଏବେ ବିଶ୍ୱର ମୁଣ୍ଡ ବିଗାଡି ଥିବା ବେଳେ ଭାରତୀୟ...

୧୬ ଦିନରେ ଭାରତରେ ୧୬ କରୋନା ମୃତ୍ୟୁ: ସଂକ୍ରମିତଙ୍କ ସଂଖ୍ୟା ୬୫୦ ଟପିଲା

ନୂଆଦିଲ୍ଲୀ,୨୬।୩: କରୋନା ସଂକ୍ରମଣ ସାରା ପୃଥିବୀରେ କୋକୁଆ ଭୟ ସୃଷ୍ଟି କରିଛି। ଭାରତରେ ଅବସ୍ଥା ଧୀରେଧୀରେ ସଙ୍କଟଜନକ ହେବାରେ ଲାଗିଛି। ଗତ ୧୬ ଦିନ ମଧ୍ୟରେ ଦେଶରେ ୧୬ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଇତିମଧ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା...

ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ୧ କୋଟି ଟଙ୍କା ଦାନ କଲେ ଜନ ସେନା ମୁଖ୍ୟ

ନୂଆଦିଲ୍ଲୀ,୨୬।୩: କରୋନା ଭାଇରସ ଏବେ ବିଶ୍ୱ ପାଇଁ ଏକ ଚ୍ୟାଲେଞ୍ଜ ହୋଇ ଠିଆ ହୋଇଛି। ଭାରତ ମଧ୍ୟ ଏହାସହ ଲଢିବାକୁ ସବୁ ପ୍ରକାର ଉଦ୍ୟମ ଜାରି ରଖିଛି। ଏହା ପରେ ବି ଭାରତରେ ବେଳକୁ ବେଳ କରୋନା ସଂକ୍ରମିତ ଓ...

ପୁଣେରେ ସଂକ୍ରମିତ ଦମ୍ପତି ହେଲେ ସୁସ୍ଥ

ମୁମ୍ବାଇ,୨୬ା୩: ବିଶ୍ୱବ୍ୟାପୀ କରୋନା ପ୍ରଭାବରେ ଲୋକେ ଆତଙ୍କିତ ଥିବାବେଳେ ଗୁଡ଼ି ପଡ଼ଓ୍ବାରେ ମହାରାଷ୍ଟ୍ରକୁ ଏକ ଖୁସି ଖବର ମିଳିଛି। ମହାରାଷ୍ଟ୍ରର ପୁଣେରେ ପ୍ରଥମ କରୋନା ସଂକ୍ରମିତ ଦମ୍ପତି ଠିକ ହୋଇଯାଇଛନ୍ତି। ଏଥିଲାଗି ଉଭୟଙ୍କୁ ହସ୍ପିଟାଲରୁ ଡିସ୍‌ଚାର୍ଜ କରିଦିଆଯାଇଛି। ଏହି ଦମ୍ପତି...

କରୋନା ସାଜିଲା ବାଧକ: ବିବାହ ସ୍ଥଗିତ ରଖିଲେ ଉପ ଜିଲାପାଳ

ରାୟପୁର,୨୬।୩: କରାନା ଭାଇରସ ସଂକ୍ରମଣକୁ ରୋକିବାକୁ ସରକାର ସାରା ଦେଶକୁ ୨୧ ଦିନ ପାଇଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ସାରା ଦେଶ ଏକ ପ୍ରକାର ଠପ୍‌ ହୋଇଯାଇଛି କହିଲେ ଚଳେ। ନିକଟରେ ଛତିଶଗଡ଼ ରାୟପୁରର ଉପ ଜିଲାପାଳ ଶୀତଲ...

ଲକ୍‌ଡାଉନ୍‌କୁ ମହାଭାରତ ଯୁଦ୍ଧ ସହ ତୁଳନା କଲେ ମୋଦି

ନୂଆଦିଲ୍ଲୀ,୨୬ା୩(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘାତକ କରୋନା ଭାଇରସ୍‌ ପରିପ୍ରେକ୍ଷୀରେ ଚାଲିଥିବା ୨୧ ଦିନିଆ ଲକ୍‌ଡାଉନ୍‌କୁ ମହାଭାରତ ଯୁଦ୍ଧ ସହ ତୁଳନା କରିଛନ୍ତି। ନିଜ ସଂସଦୀୟ କ୍ଷେତ୍ର ବାରାଣସୀର ଜନତାଙ୍କୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସମ୍ବୋଧିତ କରି ମୋଦି କହିଛନ୍ତି,...

କଶ୍ମୀରରେ ପ୍ରଥମ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଶ୍ରୀନଗର,୨୬।୩: ଜମ୍ମୁ-କଶ୍ମୀର ଶ୍ରୀଗନରରେ କରୋନା ଭାଇରସରେ ସଂକ୍ରମିତ ପ୍ରଥମ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ଗୁରୁବାର ଶ୍ରୀନଗର ହାଇଦରପୋରା ଅଞ୍ଚଳର ଜଣେ ୬୫ ବର୍ଷୀୟ ବ୍ୟକ୍ତିଙ୍କର ଏହି ରୋଗରେ ମୃତ୍ୟୁ ହୋଇଥିବା ଜଣାପଡିଛି। ଜମ୍ମୁ-କଶ୍ମୀରର ପ୍ରିନ୍ସପାଲ ସେକ୍ରେଟାରୀ(ଯୋଜନା ଆୟୋଗ)ରୋହିତ କନସଲ ଟୁଇଟ୍‌...

ଅର୍ଥ ବ୍ୟବସ୍ଥାକୁ ଲାଗିବ ୯ ଲକ୍ଷ କୋଟିର ଝଟକା

ନୂଆଦିଲ୍ଲୀ,୨୬। ୩: କୋଭିଡ ୧୯ ପାଇଁ ସାରା ଦେଶକୁ ଏବେ ଲକ୍‌ଡାଉନ କରାଯାଇଛି। ଏହା ଦ୍ୱାରା ଦେଶର ମୋଟ ଘରୋଇ ଉତ୍ପାଦ(ଜିଡିପି)କୁ ପ୍ରାୟ ୪% ବା ୧୨୦ ବିଲିୟନ ଡଲାର(୯ ଲକ୍ଷ କୋଟି)ର ଝଟକା ଲାଗିବା ନେଇ ଆଶଙ୍କା କରାଯାଉଛି।...

ଏନ୍‌ପିଆର୍‌, ଜନଗଣନା ସ୍ଥଗିତ

ନୂଆଦିଲ୍ଲୀ,୨୬ା୩(ପି.ଟି.) : ଦେଶରେ ୨୧ ଦିନିଆ ଲକ୍‌ଡାଉନ୍‌ ଯୋଗୁ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ପିଆର୍‌) ଏବଂ ପ୍ରଥମ ପର୍ଯ୍ୟାୟ ଜନଗଣନା କାର୍ଯ୍ୟକୁ ସ୍ଥଗିତ ରଖାଯାଇଛି। ଏହି ଦୁଇ ପ୍ରକ୍ରିୟା ଏପ୍ରିଲ ୧ରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଚାଲିବାକୁ ଥିଲା। ସେନ୍‌ସସ୍‌...

କରୋନା ଆତଙ୍କ ଅତିରଞ୍ଜିତ

ନୂଆଦିଲ୍ଲୀ,୨୬ା୩(ଆଇଏଏନ୍‌ଏସ୍‌) : କରୋନା ଭୂତାଣୁକୁ ନେଇ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି ହୋଇଛି। ଭାରତରେ ମଧ୍ୟ ଏହାର ପ୍ରଭାବ ଅନୁଭୂତ ହୋଇଛି। କିନ୍ତୁ ଭାରତରେ ଏହାର ପ୍ରାଦୁର୍ଭାବ ଯେତିକି ନାହିଁ, ତା’ଠୁ ବଳି ଏହାକୁ ନେଇ ଲୋକଙ୍କୁ ଭୟଭୀତ କରାଯାଉଛି।...

ଭିଡିଓ କଲ୍‌ରେ ବାହାଘର

ପାଟନା, ୨୫।୩: କୋଭିଡ୍‌-୧୯ ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ଦେଶରେ ୫ଶହ ଟପିଥିବା ବେଳେ ସଂକ୍ରମଣ ରୋକିବା ପାଇଁ ସାମାଜିକ ଦୂରତ୍ୱ ବା ସୋସିଆଲ ଡିଷ୍ଟାନ୍ସକୁ ଗୁରୁତ୍ୱ ଦିଆଯାଉଛି। ଏହି ସମୟରେ ବିହାରରେ ଏକ ମୁସଲମାନ ଦମ୍ପତିଙ୍କ ବାହାଘର (ନିକାହ) ବେଳର...

ପୁଅ ବିଦେଶରୁ ଫେରିଥିବା ସୂଚନା ଦେଇ ନ ଥିବାରୁ ଡିଏସ୍‌ପିଙ୍କ ନାଁରେ ଏତଲା

ହାଇଦ୍ରାବାଦ,୨୫।୩: ସାରା ବିଶ୍ୱରେ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। ଭାରତରେ ଏପର୍ଯ୍ୟନ୍ତ କରୋନାରେ ୧୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୦୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଛନ୍ତି। ଏଥିରୁ ବର୍ତ୍ତିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri