ଜାତୀୟ

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି

ନୂଆଦିଲ୍ଲୀ,୨୪ା୬: ଭାଜପା ଏମ୍‌ପି ଭର୍ତ୍ତୃହରି ମହତାବ ସୋମବାର କାମଚଳା ବାଚସ୍ପତି ଭାବେ ଶପଥ ନେଇଛନ୍ତି। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥପାଠ କରାଇଛନ୍ତି। ଲଗାତର ୬ ଥର ବିଜେଡିର ଏମ୍‌ପି ହୋଇଥିବା ବେଳେ ଭର୍ତ୍ତୃହରି ଗତ ନିର୍ବାଚନରେ...

ଆଜିଠୁ ଲୋକ ସଭାର ପ୍ରଥମ ଅଧିବେଶନ: ନୂଆ ଏମ୍‌ପି ନେବେ ଶପଥ

ନୂଆଦିଲ୍ଲୀ,୨୪।୬: ନୂତନ ସରକାର ଗଠନ ପରେ ୧୮ତମ ଲୋକ ସଭାର ପ୍ରଥମ ଅଧିବେଶନ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି। ଲୋକ ସଭାର ପ୍ରଥମ ଅଧିବେଶନର ପ୍ରଥମ ଦିନରେ ବିରୋଧୀ ଇଣ୍ଡିଆ ଆଲାଇନ୍ସର ଏମ୍‌ପିମାନେ ସୋମବାର ସକାଳେ ସଂସଦ କମ୍ପ୍ଲେକ୍ସରେ ଏକାଠି...

ୟୁପିରେ ବାବୁଙ୍କୁ ସୋସିଆଲ ମିଡିଆ ମନା: ନିର୍ବାଚନରେ ଭାଜପାର ପରାଜୟକୁ ନେଇ ଯୋଗୀ ସରକାର କ୍ଷୁବ୍ଧ

ଲକ୍ଷ୍ନୌ,୨୪ା୬: ଭାଜପା ଶାସିତ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ପୂର୍ବରୁ ଛାପା ଗଣମାଧ୍ୟମ ଓ ରେଡିଓ କାର୍ଯ୍ୟକ୍ରମରେ ସରକାରୀ କର୍ମଚାରୀମାନଙ୍କ ଯୋଗଦାନ ଉପରେ ରୋକ ଲଗାଇଥିଲେ। ଏବେ ଏହି କଟକଣାକୁ ଆହୁରି କଡ଼ାକଡ଼ି କରିବାକୁ ଯାଇ ସୋସିଆଲ ମିଡିଆ...

ସ୍ବର୍ଣ୍ଣମନ୍ଦିରରେ ଯୋଗ କରି କ୍ଷମା ପ୍ରାର୍ଥନା

ଅମୃତସର,୨୪ା୬:ଜୁନ୍‌ ୨୧ରେ ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଥିବାବେଳେ ପଞ୍ଜାବର ଅମୃତସରସ୍ଥିତ ସ୍ବର୍ଣ୍ଣମନ୍ଦିରରେ ଜଣେ ଯୁବତୀ ଯୋଗାଭ୍ୟାସ କରି ଅଡ଼ୁଆରେ ଫସିଛନ୍ତି। ଇନ୍‌ଫ୍ଲ୍ୟୁଏନ୍ସର ଅର୍ଚ୍ଚନା ମକ୍‌ଓ୍ବାନା ଯୋଗ କରୁଥିବାବେଳର ଫଟୋ ଓ ଭିଡିଓ ସାମାଜିକ ଗଣମାଧ୍ୟମରେ ପ୍ରସାରିତ...

ଲୋକ ସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଭାଜପା-ବିରୋଧୀ ବାକଯୁଦ୍ଧ, ପ୍ରୋଟେମ ସ୍ପଇକରଙ୍କଉ ସମର୍ଥନ ଦେବନି ଇଣ୍ଡିଆ

ନୂଆଦିଲ୍ଲୀ,୨୩।୬: ୧୮ତମ ଲୋକ ସଭାର ପ୍ରଥମ ସ୍ବତନ୍ତ୍ର ଅଧିବେଶନ ସୋମବାର ଠାରୁ ଆରମ୍ଭ ହେଉଛି। ସୋମବାର ଓ ମଙ୍ଗଳବାର ଦିନ ନୂଆ ନିର୍ବାଚିତ ଏମପିମାନେ ଶପଥ ଗ୍ରହଣ କରିବେ। ନବ ନିର୍ବାଚିତ ଏମପିଙ୍କ ଶପଥ ଗ୍ରହଣ କରିବା ପାଇଁ ରାଷ୍ଟ୍ରପତି...

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା: ୭୫୦ ପରୀକ୍ଷାର୍ଥୀ ଆସିଲେନି

ନୂଆଦିଲ୍ଲୀ,୨୩ା୬:ଏନ୍‌ଇଇଟି-ୟୁଜି ପରୀକ୍ଷାରେ ଅନିୟିତତା ଓ ରେଜଲ୍ଟ ବିଭ୍ରାଟ ଘଟଣାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଗ୍ରେସ୍‌ ମାର୍କ ପାଇଥିବା ୧,୫୬୩ ପରୀକ୍ଷାର୍ଥୀଙ୍କୁ ସାନି ପରୀକ୍ଷା ଦେବା ପାଇଁ ସୁଯୋଗ ଦିଆଯାଇଥିଲା। ପରୀକ୍ଷା ନ ଦେଲେ ଗ୍ରେସ୍‌ମାର୍କକୁ ବାଦ୍‌ ଦିଆଯାଇ ଅବଶିଷ୍ଟ ମାର୍କକୁ...

ଆର୍‌ଏଲ୍‌ଭି ଲ୍ୟାଣ୍ଡିଂରେ ଇସ୍ରୋର ହାଟ୍ରିକ୍‌ ସଫଳତା

ନୂଆଦିଲ୍ଲୀ,୨୩ା୬:ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଏହାର ପୁନଃ ଉତ୍‌କ୍ଷେପଣଯୋଗ୍ୟ ଯାନ (ଆର୍‌ଏଲ୍‌ଭି)କୁ ରବିବାର କ୍ରମାଗତ ତୃତୀୟ ଥର ପାଇଁ ନିରାପଦର ସହ ଅବତରଣ କରାଇ ହ୍ୟାଟ୍ରିକ୍‌ ସଫଳତା ହାସଲ କରିଛି। କୌଣସି ମହାକାଶ ସଂସ୍ଥା ପାଇଁ ଏହା ଏକ...

ସିବିଆଇ ଟିମ୍‌ ଉପରେ ଆକ୍ରମଣ: NEET ପ୍ରଶ୍ନପତ୍ର ଲିକ ମାମଲାର ଯାଞ୍ଚବେଳେ ଅଘଟଣ

ନୂଆଦିଲ୍ଲୀ,୨୩।୬: NEET ପ୍ରଶ୍ନପତ୍ର ଲିକ ମାମଲାର ଯାଞ୍ଚ କରିବା ପାଇଁ ଦିଲ୍ଲୀରୁ ବିହାରର ନୱାଡାରେ ପହଞ୍ଚିଥିବା ସିବିଆଇ ଟିମ ଉପରେ ଗ୍ରାମବାସୀ ଆକ୍ରମଣ କରିଛନ୍ତି। ରଜୌଲି ପୋଲିସର ହସ୍ତକ୍ଷେପ ପରେ ସିବିଆଇ ଦଳର ଅଧିକାରୀଙ୍କୁ ଉଦ୍ଧାର କରାଯାଇ ଥିଲା। ନୱାଡା...

ଉପନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମାଷ୍ଟରଷ୍ଟ୍ରୋକ୍‌:୧୪ ବିଧାୟକଙ୍କ ମିଳିଲା ବଡ଼ ଦାୟିତ୍ୱ

ଜୟପୁର,୨୩।୬: ରାଜସ୍ଥାନର ପାଞ୍ଚଟି ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଭଜନ ଲାଲ ଶର୍ମା ୧୪ ମୀନା ବିଧାୟକଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଭାଜପାରେ ମୀନା ଭୋଟରଙ୍କୁ ବଜାୟ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପଦକ୍ଷେପ ନେଇଥିବା ଜଣାପଡିଛି।...

ରାହୁଲ କରିଥିଲେ କି କଳାଜାଦୁ, ମହାରାଷ୍ଟ୍ରରେ ଏଫଆଇଆର ରୁଜୁ

ନୂଆଦିଲ୍ଲୀ,୨୩।୬: ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀଙ୍କ ‘ଖଟାଖଟ’ ମନ୍ତବ୍ୟ ଖୁବ୍‌ ଚର୍ଚ୍ଚାରେ ରହିଥିଲା। ହେଲେ ଏହି ମନ୍ତବ୍ୟ ଏବେ ତାଙ୍କୁ ଅସୁବିଧାରେ ପକାଇଛି। ପୁଣେରେ ବ୍ଲାକ ମ୍ୟାଜିକ ଆକ୍ଟ ୨୦୧୩ ଅଧିନରେ ତାଙ୍କ ନାଁରେ ଅଭିଯୋଗ ହୋଇଛି। ତେବେ...

ଜାମିନ୍‌ ପାଇଁ ସୁପ୍ରିମକୋର୍ଟ ଗଲେ କେଜ୍‌ରିଓ୍ବାଲ୍‌: ଏହି ଦିନ ହେବ ଶୁଣାଣି

ନୂଆଦିଲ୍ଲୀ,୨୩।୬: ଦିଲ୍ଲୀର ଅବକାରୀ ନୀତି ମାମଲାରେ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ରବିବାର ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ଦିଲ୍ଲୀ ହାଇକୋର୍ଟଙ୍କ ଜାମିନ ନାମଞ୍ଜୁର ହେବାରୁ କେଜ୍‌ରିୱାଲ ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଛନ୍ତି। କେଜ୍‌ରିୱାଲଙ୍କ ଓକିଲମାନେ ଆସନ୍ତାକାଲି ଅର୍ଥାତ୍‌ ସୋମବାର ସକାଳେ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପିଏମ ସୂର୍ଯ୍ୟ ଘର ଯୋଜନାରେ ଏମିତି ପାଇବେ ଲାଭ

ନୂଆଦିଲ୍ଲୀ,୨୩।୬: ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ମାଗଣା ବିଦ୍ୟୁତ ଯୋଜନା ସହ ଜଡିତ ଏକ ବଡ ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଗ୍ରହଣ କରୁଥିବା ସବସିଡି ଉପରେ ଅତିରିକ୍ତ ସବସିଡି ପ୍ରଦାନ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri