ଜାତୀୟ

କରୋନାକୁ ଭୟ ନ କରି କଲେ ବିବାହ: ବାଣ୍ଟିଲେ ସଚେତନତାର ବାର୍ତ୍ତା

ମୁମ୍ବାଇ,୧୯।୩: କରୋନା ଭାଇରସ ଏବେ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରିଥିବା ବେଳେ ବିଶ୍ୱ ଏକ ପ୍ରକାର ଅଚଳ ହୋଇଗଲାଣି କହିଲେ ଚଳେ। କରୋନାର ମୁକାବିଲା କରିବାକୁ ନାନା କଟକଣା କରାଯାଇଥିବା ବେଳେ ବିବାହ ଭଳି କାର୍ଯ୍ୟରୁ ବିରତ...

ଦେଶ ସେବା କରିବାକୁ ରାଜି ନିର୍ଭୟା ମାମଲାର ଦୋଷୀ, ତାଙ୍କୁ ଫାଶୀ ଦିଆ ନ ଯାଉ: ଓକିଲ ଏ.ପି. ସିଂହ

ନୂଆଦିଲ୍ଲୀ,୧୯।୩: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କ ସମସ୍ତ ଆବେଦନ ଖାରଜ ହୋଇଯିବା ପରେ ଶୁକ୍ରବାର ଭୋର ୫ଟା ୩୦ରେ ଏମାନେ ଫାଶୀ ଖୁଣ୍ଟରେ ଝୁଲିବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି। ହେଲେ ଏହାକୁ ନେଇ ମୁଖଁ ଖୋଲିଛନ୍ତି ଦୋଷୀଙ୍କ...

ନିର୍ଭୟା ମାମଲା: ଫାଶୀ ଖୁଣ୍ଟରେ ଝୁଲିବାକୁ ଆରମ୍ଭ ହେଲା କାଉଣ୍ଟ ଡାଉନ୍‌!

ନୂଆଦିଲ୍ଲୀ,୧୯।୩: ନିର୍ଭୟା ଗଣ ବଳାତ୍କାର ମାମଲାର ୪ ଦୋଷୀଙ୍କୁ ମାର୍ଚ୍ଚ ୨୦ ଭୋର ୫ଟା ୩୦ରେ ଫାଶୀ ଦେବା ଲାଗି ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ହେଲେ ଦୋଷୀମାନେ ଫାଶୀରେ ଝୁଲିବା ପୂର୍ବରୁ ଗୋଟିଏ ପରେ ଗୋଟିଏ ଅଭିଯୋଗ ଆଣି...

କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି: ୫୦ ପ୍ରତିଶତ କର୍ମଚାରୀ ଘରେ ବସି କରିବେ ଅଫିସ କାମ

ନୂଆଦିଲ୍ଲୀ,୧୯।୩: କରୋନା ଭାଇରସର ସଂକ୍ରମଣକୁ ଦେଖି କେନ୍ଦ୍ର ସରକାର ବି ଓ ସି ଗ୍ରୁପର ୫୦ ପ୍ରତିଶତ ସରକାରୀ କର୍ମଚାରୀ ନିତିଦିନ କାର୍ଯ୍ୟାଳୟ ଆସିବେ ବୋଲି କହିଛନ୍ତି। ବାକି ୫୦ ପ୍ରତିଶତ କର୍ମଚାରୀ ଘରେ ରହି କାମ କରିବେ ବୋଲି...

ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୯: ଭେଣ୍ଟିଲେଟରରେ ୨

ମୁମ୍ବାଇ,୧୯।୩: କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବେଳକୁ ବେଳ ବଢି ଚାଲିଥିବା ବେଳେ ମହାରାଷ୍ଟ୍ରରେ ସର୍ବାଧିକ ୪୯ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ଗୁରୁବାର ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ। ଏମାନଙ୍କ ମଧ୍ୟରୁ ୨ ଜଣଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିବା ସେ...

ନିର୍ଭୟା ମାମଲା: କୋର୍ଟ ବାହାରେ ବେହୋସ୍‌ ହେଲେ ଦୋଷୀଙ୍କ ପତ୍ନୀ

ନୂଆଦିଲ୍ଲୀ,୧୯।୩: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଶୁକ୍ରବାର ଫାଶୀ ଦେବା ଲାଗି ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଥିବା ବେଳେ ଗୁରୁବାର ଦୋଷୀ ପବନଙ୍କ କ୍ୟୁରେଟିଭ ପିଟିଶନ ସୁପ୍ରିମକୋର୍ଟଙ୍କ ଦ୍ୱାରା ଖାରଜ ହୋଇଯାଇଛି। ଅନ୍ୟପଟେ ଗୁରୁବାର ପଟିଆଲା...

ପରୀକ୍ଷା ସ୍ଥଗିତ ରଖିବାକୁ ସମସ୍ତ ବିଶ୍ୱବିଦ୍ୟାଳୟକୁ କହିଲା ୟୁଜିସି

ନୂଆଦିଲ୍ଲୀ,୧୯।୩ : ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ବିଭିନ୍ନ ବିଶ୍ୱବିଦ୍ୟାଳୟ ପରୀକ୍ଷାକୁ ସ୍ଥଗିତ ରଖିବା ଲାଗି ୟୁଜିସି ପକ୍ଷରୁ ଏକ ସର୍କୁଲାର ଜାରି କରାଯାଇଛି। ସମସ୍ତ ବିଶ୍ୱବିଦ୍ୟାଳୟକୁ ଏହି ନିର୍ଦ୍ଦେଶ ପାଳନ କରିବାକୁ ୟୁଜିସି କହିଛି। ମାର୍ଚ୍ଚ ୩୧...

ଆଇସିଏସ୍‌ସି, ଆଇଏସ୍‌ସି ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୧୯।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଆଇସିଏସ୍‌ସି ଏବଂ ଆଇଏସ୍‌ସି ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଏନେଇ ଗୁରୁବାର ଆଇସିଏସ୍‌ସି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୨୦୨୦ ଶିକ୍ଷାବର୍ଷର...

କରୋନା ଭାଇରସ୍‌କୁ ଦୂରେଇ ଦେବ ସୂର୍ଯ୍ୟରଶ୍ମି: ଅଶ୍ୱିନୀ ଚୌବେ

ନୂଆଦିଲ୍ଲୀ,୧୯।୩: କରୋନା ଭାଇରସ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା ବେଳେ ବିଶ୍ୱବ୍ୟାପୀ ଏଥିରେ ୮ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କର ମୃତ୍ୟୁ ହେଲାଣି। ଏହାସହ ୨ଲକ୍ଷରୁ ଊର୍ଦ୍ଧ୍ୱ ଏଥିରେ ସଂକ୍ରମିତ ହୋଇଥିବା ସୂଚନା ରହିଛି। କରୋନାର ଚିକିତ୍ସା ପାଇଁ କୌଣସି...

ଡବାବାଲା ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଯୋଗାଇବେନି ଡବା: ହାଜିଅଲ୍ଲୀ ଦରଘା ବନ୍ଦ

ମୁମ୍ବାଇ,୧୯।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୁମ୍ବାଇରେ ଡବାବାଲା ସଂଘ ପକ୍ଷରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଡବା ଯୋଗାଣ ବନ୍ଦ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ସହରରେ ପ୍ରତିଦିନ ଶହଶହ ଡବାବାଲା ହଜାର ହଜାର ଲୋକଙ୍କ ପାଖରେ ଖାଦ୍ୟ ଡବା...

କରୋନା ପ୍ରଭାବ: ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଦେଶର ଲକ୍ଷ ଲକ୍ଷ ରେସ୍ତୋରାଁ ବନ୍ଦ

ନୂଆଦିଲ୍ଲୀ,୧୯।୩: ଦେଶରେ କରୋନାର ପ୍ରଭାବକୁ ଦେଖି ନ୍ୟାଶନାଲ ରେଷ୍ଟୁରାଣ୍ଟ ଆସୋସିଏଶନ ଅଫ୍‌ ଇଣ୍ଡିଆ(ଏନ୍‌ଆର୍‌ଏଆଇ)ଏକ ଆଡଭାଇଜରୀ ଜାରି କରିଛି। ଏହି ଆଡଭାଇଜରୀ ଅନୁଯାୟୀ, ଦେଶର ଲକ୍ଷ ଲକ୍ଷ ରେସ୍ତୋରାଁକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅନୁମାନ କରାଯାଉଛି...

ଛତିଶଗଡ଼ରେ ପ୍ରଥମ କରୋନା ରୋଗୀ

ରାୟପୁର,୧୯।୩: କରୋନା ଆଁରେ ସାରା ବିଶ୍ୱ। ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ଭିତରେ ଗୁରୁବାର ଛତିଶଗଡ଼ରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତ ଯୁବତୀଙ୍କ ଜଣଙ୍କ ହେଉଛନ୍ତି ରାୟପୁରର ବାସିନ୍ଦା। ରବିବାର ଉକ୍ତ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri