ଜାତୀୟ

ମଧ୍ୟପ୍ରଦେଶ ସଙ୍କଟ: ଭଙ୍ଗାଗଢ଼ା ରାଜନୀତି ଛାଡ଼ି ଶୀଘ୍ର ଶକ୍ତି ପରୀକ୍ଷା କରିବାକୁ କହିଲେ ସୁପ୍ରିମ୍‌କୋର୍ଟ

ଭୋପାଳ,୧୯।୩: ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ କମଲନାଥ ସରକାରଙ୍କ ସଙ୍କଟ ବଢ଼ିଚାଲିଛି। ଗୁରୁବାର ସୁପ୍ରିମ୍‌କୋର୍ଟ ବିଧାନସଭାରେ ଶୀଘ୍ର ଶକ୍ତି ପରୀକ୍ଷା କରିବାକୁ କହିଛନ୍ତି। ବିଦ୍ରୋହୀ ବିଧାୟକ ନିଜର ଇସ୍ତଫା ଦେଇଥିବା ନିଶ୍ଚିତ କରନ୍ତୁ। ଗୋଟିଏ ଦିନରେ ୧୬ ବିଦ୍ରୋହୀ ବିଧାୟକଙ୍କ ଇସ୍ତଫା ନେଇ...

ଫାଶୀ ଦେଲେ ସମାଜ କେବେ ବି ହେବନି ଅପରାଧ ମୁକ୍ତ: ପୂର୍ବତନ ବିଚାରପତି କୁରିଏନ

ନୂଆଦିଲ୍ଲୀ,୧୯।୩: ନିର୍ଭୟା ମାମଲାରେ ୪ ଦୋଷୀଙ୍କୁ ଫାଶୀଦଣ୍ଡ ନେଇ ସୁପ୍ରିମ୍‌କୋର୍ଟର ପୂର୍ବତନ ବିଚାରପତି କୁରିଏନ ଯୋଶେଫ ମନ୍ତବ୍ୟ ଦେଇଛନ୍ତି। ଏବେ ଏହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। କୁରିଏନ କହିଛନ୍ତି ଯେ, ଅପରାଧୀଙ୍କୁ ଫାଶୀଦଣ୍ଡ ଦେଲେ ସମାଜ କେବେ ବି...

ନିର୍ଭୟା ମାମଲା: ଖାରଜ ହେଲା ପବନଙ୍କ କ୍ୟୁରେଟିଭ ପିଟିଶନ

ନୂଆଦିଲ୍ଲୀ,୧୯।୩: ନିଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ପବନ ଗୁପ୍ତାଙ୍କ କ୍ୟୁରେଟିଭ ପିଟିଶନକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରି ଦେଇଛନ୍ତି। ଘଟଣା ସମୟରେ ସେ ନାବାଳକ ଥିବା ଦର୍ଶାଇ ସୁପ୍ରିମକୋର୍ଟରେ କ୍ୟୁରେଟିଭ ପିଟିଶନ ଦାଖଲ କରିଥିଲେ। ଏବେ ନିର୍ଭୟା ମାମଲାର...

ପୁଅର ପାପ ଧୋଉଛନ୍ତି ୯୭ ବର୍ଷୀୟା ମା’

ପ୍ରୟାଗରାଜ: ଗଙ୍ଗାଜଳ ବାଣ୍ଟିଲେ ପାପ ଦୂର ହେବ। ଏଇ ବିଶ୍ୱାସରେ୧୫ ବର୍ଷ ହେଲାଣି ବିଭିନ୍ନ ସ୍ଥାନ ବୁଲି ବୁଲି ଗଙ୍ଗାଜଳ ବାଣ୍ଟୁଛନ୍ତି ପାର୍ବତୀ । ଅବଶ୍ୟ ପାର୍ବତୀ ନିଜ ପାପ ଦୂର କରିବା ପାଇଁ ଏଇ କାମ କରୁନାହାନ୍ତି ବରଂ...

ରାଜ୍ୟ ସଭା ସଦସ୍ୟ ଭାବେ ଶପଥ ନେଲେ ପୂର୍ବତନ ସିଜେଆଇ

ନୂଆଦିଲ୍ଲୀ,୧୯।୩: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ରଞ୍ଜନ ଗୋଗୋଇ ଗୁରୁବାର ରାଜ୍ୟସଭା ଏମ୍‌ପି ଭାବେ ଶପଥ ଗ୍ରହଣ କରିଛନ୍ତି। ଏହାପରେ ଗୋଗୋଇ ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌ ଭେଙ୍କିଆ ନାଇଡୁଙ୍କୁ ସାକ୍ଷାତ୍‌ କରିଛନ୍ତି। ସୂଚନାଯୋଗ୍ୟ, ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ଗୋଗୋଇଙ୍କୁ...

ସେଲ୍ଫ ଆଇସୋଲେଶନରେ ସୋନମ: ଝରକା ଦେଇ ଶାଶୁଙ୍କ ସହ କଥା ହେଲେ

ମୁମ୍ବାଇ, ୧୯।୩: ବଲିଉଡ୍‌ ନାୟିକା ସୋନମ କପୁର କରୋନାରୁ ଦୂରେଇ ରହିବା ପାଇଁ ସେଲ୍ଫ ଆଇସୋଲେଶନରେ ଥିବା ଜଣାପଡିଛି। ନିକଟରେ ସେ ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ଲଣ୍ଡନରୁ ଫେରିଥିବା ବେଳେ ନିଜ ଘରେ ୧୪ ଦିନ ପାଇଁ...

କରୋନା ସଂକ୍ରମଣ ଯୋଗୁ ବାତିଲ ହେଲା ୧୬୮ ଟ୍ରେନ୍‌

ନୂଆଦିଲ୍ଲୀ,୧୯।୩: କରୋନା କବଳରେ ସାରା ବିଶ୍ୱ। ଏବେ ଏହା ଭାରତ ପାଇଁ ଚ୍ୟାଲେଞ୍ଜ ହୋଇ ଠିଆ ହୋଇଛି। ଏବେ ଭାରତରେ ଏହା ଷ୍ଟେଜ୍‌ ୨ରେ ଥିବାରୁ ଏହାକୁ ଦୂରେଇ ଦେବାକୁ ଚାଲିଛି ପ୍ରୟାସ। ଦେଶର ବିଭିନ୍ନ ସ୍ଥାନରେ ଏକ ପ୍ରକାର...

କରୋନା ଭାଇରସ: ନଏଡ଼ାରେ ହୋଇପାରେ ୪ଶହ ଶଯ୍ୟା ବିଶିଷ୍ଟ ହସ୍ପିଟାଲ

ନୂଆଦିଲ୍ଲୀ,୧୯।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ବୁଧବାର ସୁଦ୍ଧା ଭାରତରେ ୧୬୬ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏହାକୁ ଦୃଷ୍ଟିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦେଶକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ...

ସୋସିଆଲ୍‌ ମିଡ଼ିଆରେ ଛାତ୍ରୀଛାତ୍ରଙ୍କୁ ଦିଆଯିବ ହୋମ୍‌ ଓ୍ବାର୍କ

ଅହମଦାବାଦ୍‌, ୧୯।୩: ସାରା ବିଶ୍ୱରେ କରୋନାକୁ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସୁରକ୍ଷା ଦୃଷ୍ଟିରୁ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରି ଦିଆଯାଇଛି। ଛାତ୍ରୀଛାତ୍ରଙ୍କ ପାଠପଢ଼ା ବାଧାପ୍ରାପ୍ତ ହେଉଛି। ତେବେ ଗୁଜରାଟରେ ଶିକ୍ଷା ବିଭାଗ ସରକାରୀ ସ୍କୁଲ ଶିକ୍ଷକଙ୍କୁ ପିଲାଙ୍କ...

ଜିମ୍‌ ବନ୍ଦ ହେବାରୁ ରାସ୍ତା ଉପରେ ବ୍ୟାୟାମ କଲେ ଲୋକେ

ମୁମ୍ବାଇ,୧୯।୩: ସବୁଆଡେ କରୋନା ଭାଇରସ ଭୟ। ଦିନକୁ ଦିନ ଏହା ବଢି ଚାଲି ଥିବାରୁ ଏହାକୁ ରୋକିବାକୁ ଯାଇ ସରକାର ବିଭିନ୍ନ ପ୍ରକାର କଟକଣା ଜାରି କରିଛନ୍ତି। ଦେଶର ଅଧିକାଂଶ ରାଜ୍ୟରେ ଶିକ୍ଷାନୁଷ୍ଠାନ, ଜିମ୍‌, ସିନେମା ହଲ୍‌, ମଲ୍‌ ଆଦି...

କରୋନା ସନ୍ଦିଗ୍ଧଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୧୯ା୩(ପି.ଟି.): ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ କରୋନା ସନ୍ଦିଗ୍ଧ ବୁଧବାର ଏହାର ସପ୍ତମ ମହଲାରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ବିମାନବନ୍ଦର କର୍ତ୍ତୃପକ୍ଷ ତାଙ୍କୁ ହସ୍ପିଟାଲର ଆଇସୋଲେଶନ ଓ୍ବାର୍ଡରେ ଭର୍ତ୍ତି କରାଇବାର କିଛି ସମୟ ପରେ ସେ ଏଭଳି...

ଦେଶରେ ୧୫୧, ବିଦେଶରେ ୨୭୬ ଭାରତୀୟଙ୍କୁ କରୋନା

ନୂଆଦିଲ୍ଲୀ, ୧୯।୩ : ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୁଧବାର ସନ୍ଧ୍ୟା ସୁଦ୍ଧା ୧୫୧କୁ ବୃଦ୍ଧି ପାଇଛି ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏମାନଙ୍କ ସଂସ୍ପଶର୍ର୍ରେ ଆସିଥିବା ୫,୭୦୦ ବ୍ୟକ୍ତିଙ୍କୁ ପର୍ଯ୍ୟବେକ୍ଷଣରେ ରଖାଯାଇଛି। ଦିଲ୍ଲୀରେ ଅଦ୍ୟାବଧି ଜଣେ ବିଦେଶୀଙ୍କୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri