ଜାତୀୟ

ଜେଲରେ ପ୍ରତିଷେଧକ ବ୍ୟବସ୍ଥା ନେଇ ରିପୋର୍ଟ ତଲବ

ନୂଆଦିଲ୍ଲୀ,୧୭।୩(ପି.ଟି.): କରୋନାକୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଥିବାବେଳେ ସାରା ଦେଶରେ ଥିବା ଜେଲ୍‌ଗୁଡ଼ିକରେ ଅତ୍ୟଧିକ ବନ୍ଦୀଙ୍କୁ ନେଇ ସର୍ବୋଚ୍ଚ ଅଦାଲତ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସୁପ୍ରିମକୋର୍ଟ ନିଜଆଡୁ ଏହାକୁ ମାମଲା ଭାବେ ଗ୍ରହଣ କରି ଶୁଣାଣି ପାଇଁ ନିଷ୍ପତ୍ତି...

ସାନିଟାଇଜର୍‌ର ବହୁଳ ବ୍ୟବହାର କ୍ଷତିକାରକ

ନୂଆଦିଲ୍ଲୀ, ୧୭।୩: ସାରା ବିଶ୍ୱରେ କରୋନା ଭାଇରସ ବ୍ୟାପିବାରେ ଲାଗିଛି। ଏ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିବା ବେଳେ ଡାକ୍ତର ଏବଂ ବିଶେଷଜ୍ଞମାନେ ଆରମ୍ଭରୁ ସ୍ବଚ୍ଛତା ଏବଂ ରକ୍ଷଣାବେକ୍ଷଣ ଉପରେ ପରାମର୍ଶ ଦେଉଛନ୍ତି। ସର୍ବାଧିକ ସଂକ୍ରମଣ ବିସ୍ତାର...

ମହାମାରୀ ବର୍ଷକୁ ନେଉଛି ୭.୨୦ ଲକ୍ଷ ଜୀବନ: ବିଶ୍ୱକୁ କ୍ଷତି ୩୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୭।୩: ଚିକିତ୍ସା ବିଜ୍ଞାନର ଦ୍ରୁତ ଅଗ୍ରଗତି ସତ୍ତ୍ୱେ କରୋନା ଭଳି ରୋଗ ମହାମାରୀ ରୂପ ନେଇଥିବା ଦେଖାଯାଇଛି। ଏଭଳି ବିଭିନ୍ନ ମହାମାରୀ ଯୋଗୁ ବିଶ୍ୱ ଅର୍ଥବ୍ୟବସ୍ଥା ବୃହତ୍‌ କ୍ଷତି ସହୁଛି। ୟୁରୋପୀୟ ପାର୍ଲାମେଣ୍ଟର ଏକ ରିପୋର୍ଟ ମୁତାବକ ଏଭଳି ସମସ୍ୟା...

ରଞ୍ଜନ ଗୋଗୋଇ ରାଜ୍ୟ ସଭାକୁ ମନୋନୀତ

ନୂଆଦିଲ୍ଲୀ, ୧୭।୩(ପି.ଟି.): ଭାରତର ପୂର୍ବତନ ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କୁ ସରକାର ରାଜ୍ୟ ସଭାକୁ ମନୋନୀତ କରିଛନ୍ତି। ଏନେଇ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୮୦ର ଧାରା (୧)ର ଉପଧାରା...

ଆଜି ଆସ୍ଥାଭୋଟ ଲାଗି ସାନି ନିର୍ଦ୍ଦେଶ

ଭୋପାଳ,୧୭।୩: ମଙ୍ଗଳବାର ସୁଦ୍ଧା ବିଧାନସଭାରେ ଆସ୍ଥାଭୋଟର ସମ୍ମୁଖୀନ ହେବା ଲାଗି ରାଜ୍ୟପାଳ ଲାଲ୍‌ଜୀ ଟଣ୍ଡନ ସୋମବାର ମୁଖ୍ୟମନ୍ତ୍ରୀ କମଲନାଥଙ୍କ ପାଇଁ ସାନି ସମୟସୀମା ଧାର୍ଯ୍ୟ କରିଛନ୍ତି। ଯଦି ସରକାର ଶକ୍ତି ପରୀକ୍ଷାର ସମ୍ମୁଖୀନ ନ ହୁଅନ୍ତି ତେବେ ଏହା ଆସ୍ଥା...

ତେଲେଙ୍ଗାନା ବିଧାନସଭାରେ ସିଏଏ, ଏନ୍‌ଆରସି, ଏନ୍‌ପିଆରକୁ ବିରୋଧ

ହାଇଦ୍ରାବାଦ,୧୬।୩: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ଏନ୍‌ଆରସି ଓ ଏନ୍‌ପିଆର ବିରୋଧରେ ତେଲେଙ୍ଗାନା ବିଧାନସଭାରେ ଏକ ପ୍ରସ୍ତାବ ପାସ୍‌ ହୋଇଛି। ସୋମବାର ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ଗୃହରେ ଏହି ପ୍ରସ୍ତାବକୁ ଉପସ୍ଥାପନ କରିଥିଲେ। ଏହି ଆଇନକୁ ସଂଶୋଧିତ କରିବା ପାଇଁ...

ମାର୍ଚ୍ଚ ୧୭ରେ ବହୁମତ ସାବ୍ୟସ୍ତ କରିବାକୁ କମଲନାଥଙ୍କୁ ଚିଠି ଲେଖିଲେ ରାଜ୍ୟପାଳ

ଭୋପାଳ,୧୬।୩: ମଧ୍ୟପ୍ରଦେଶ ରାଜନୀତିରେ ଚାଲିଥିବା ହାଇଡ୍ରାମା ଉପରେ ରହଛି ସମସ୍ତଙ୍କର ନଜର। ସୋମବାର କମଲନାଥ ସରକାର ବହୁମତ ସାବ୍ୟସ୍ତ କରିବାକୁ ଥିବା ବେଳେ କରୋନା ଭାଇରସ ପାଇଁ ମଧ୍ୟପ୍ରଦେଶ ବିଧାନସଭା ଆସନ୍ତା ୨୬ ପର୍ଯ୍ୟନ୍ତ ସ୍ଥଗିତ ରଖାଗଲା। ଏହାକୁ ଦେଖି...

କରୋନା ଭୟ: ସିଦ୍ଧିବିନାୟକଙ୍କ ଦର୍ଶନ ଉପରେ କଟକଣା ଲଗାଇଲା ଟ୍ରଷ୍ଟ

ମୁମ୍ବାଇ,୧୬।୩: କରୋନା ଭାଇରସ୍‌ ଆତଙ୍କକୁ ଦେଖି ଦେଶରେ ସବୁ ପ୍ରକାରର ସାବଧାନତା ଓ ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ସୁରକ୍ଷା ଦୃଷ୍ଟିରୁ ଅଧିକାଂଶ ରାଜ୍ୟରେ ସ୍କୁଲ, କଲେଜ, ସିନେମା ହଲ, ମଲ ବନ୍ଦ କରାଯାଇଥିବା ବେଳେ ଗୋଟିଏ ସ୍ଥାନରେ ୫୦ରୁ...

ହସ୍ପିଟାଲରୁ ଲୁଚି ପଳାଇଲେ ୧୧ କରୋନା ସନ୍ଦିଗ୍ଧ

ମୁମ୍ବାଇ,୧୬।୩: ମହାରାଷ୍ଟ୍ରରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ନଭି ମୁମ୍ବାଇର ଏକ ହସ୍ପିଟାଲରୁ ୧୧ଜଣ କରୋନା ସନ୍ଦିଗ୍ଧ ରୋଗୀ ଲୁଚି ପଳାଇ ଯାଇଥିବା ଜଣାପଡିଛି। ଏମାନେ ଦୁବାଇରୁ ଫେରିଥିବା ବେଳେ ସେମାନଙ୍କ ନିକଟରେ କରୋନା ଭାଇରସ...

ନିର୍ଭୟା ମାମଲା: ରାଷ୍ଟ୍ରପତିଙ୍କୁ ଇଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ଦୋଷୀଙ୍କ ପରିବାର

ନୂଆଦିଲ୍ଲୀ,୧୬।୩: ନିର୍ଭୟା ଗଣବଳାତ୍କାର ମାମଲାରେ ଏବେ ନୂଆ ମୋଡ ଆସିଛି। ଫାଶୀ ଖୁଣ୍ଟରେ ଝୁଲିବାକୁ ଥିବା ୪ଦୋଷୀଙ୍କ ପରିବାରଲୋକ ଇଛାମୃତ୍ୟୁ ପାଇଁ ରାଷ୍ଟ୍ରପତିଙ୍କୁ ଏକ ଚିଠି ଲେଖି ଅନୁମତି ମାଗିଛନ୍ତି। ଇଛାମୃତ୍ୟୁ ମାଗିଥିବା ବ୍ୟକ୍ତିଙ୍କ ମଧ୍ୟରେ ରହିଛନ୍ତି ଦୋଷୀଙ୍କ ମା’-ବାପା,...

ସୁପ୍ରିମକୋର୍ଟରେ ଖାରଜ ହେଲା ମୁକେଶଙ୍କ ଆବେଦନ

ନୂଆଦିଲ୍ଲୀ,୧୬।୩: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟ ଦୋଷୀ ମୁକେଶ ସିଂହଙ୍କ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ମୁକେଶ ପୁଣି ଥରେ କ୍ୟୁରେଟିଭ୍‌ ପିଟିଶନ ଦାଖଲ କରିବା ପାଇଁ ସୁପ୍ରିମକୋର୍ଟର ଅନୁମତି ମାଗିଥିଲେ। ତେବେ ଏହାର ଶୁଣାଣି କରି ସୁପ୍ରିମକୋର୍ଟ ମୁକେଶଙ୍କ...

ନିଜର ଅନୁଭୂତି ବଖାଣିଲେ କରୋନାକୁ ହରାଇଥିବା ଦିଲ୍ଲୀର ପ୍ରଥମ ରୋଗୀ

ନୂଆଦିଲ୍ଲୀ,୧୬।୩: କରୋନା ଭାଇରସ୍‌କୁ ନେଇ ସାରା ବିଶ୍ୱରେ ଆତଙ୍କ ଖେଳିଯାଇଛି। ଭାରତରେ ଏପର୍ଯ୍ୟନ୍ତ ୧୧୬ଟି ସଂକ୍ରମିତ ରୋଗୀଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୨ଜଣଙ୍କର ମୃତ୍ୟୁ ହୋଇସାରିଛି। ଦେଶର ଅଧିକାଂଶ ରାଜ୍ୟରେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସ୍କୁଲ, କଲେଜ, ସିନେମା ହଲ୍‌,...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri