ଜାତୀୟ

କରୋନା ଆରୋଗ୍ୟ ହାର ୨୫.୧୯%

ନୂଆଦିଲ୍ଲୀ,୧।୫: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩ ହଜାର ଅତିକ୍ରମ କରିଥିବାବେଳେ ଆରୋଗ୍ୟ ହାରରେ ଉଲ୍ଲେଖନୀୟ ବୃଦ୍ଧି ଘଟିଛି। ୧୪ ଦିନ ତଳେ ଆରୋଗ୍ୟ ହାର ୧୩ ପ୍ରତିଶତ ରହିଥିବାବେଳେ ଏବେ ତାହା ୨୫.୧୯ ପ୍ରତିଶତକୁ ବୃଦ୍ଧି ପାଇଥିବା ଗୁରୁବାର...

୩୦ ବର୍ଷ ପରେ ପ୍ରଥମ ଥର: ସାହରନପୁରରୁ ଦିଶୁଛି ହିମାଳୟ

ମିରଟ,୧।୫: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଜାରି ଲକ୍‌ଡାଉନ୍‌ ଯୋଗୁ ଯାନବାହନ ଚଳାଚଳ ବନ୍ଦ ଥିବାରୁ ପ୍ରଦୂଷଣ ହ୍ରାସ ପାଇଛି। ଉତ୍ତରପ୍ରଦେଶର ସାହରନପୁରରେ ଏୟାର କ୍ୱାଲିଟି ଇଣ୍ଡେକ୍ସ (ଏକ୍ୟୁଆଇ) ୫୦ ତଳକୁ ଖସିଥିବାରୁ ସେଠାରୁ ଗଙ୍ଗୋତ୍ରିର ହିମ ଆଚ୍ଛାଦିତ...

କରୋନା ଭାଇରସ: ଭାରତ ପାଇଁ ଗୁରୁତ୍ୱପୁର୍ଣ୍ଣ ମେ’ ମାସ

ନୂଆଦିଲ୍ଲୀ,୩୦।୪: କରୋନା ଭାଇରସର ସଂକ୍ରମଣ ଏପର୍ଯ୍ୟନ୍ତ ଦେଶରେ କମ୍‌ ହୋଇନାହିଁ। ଏପଟେ କିନ୍ତୁ ଆଉ ମାତ୍ର ୩ ଦିନ ପରେ ସରିବ ଲକ୍‌ଡାଉନ ଅବଧି। ଏପଟେ କରୋନାକୁ ହରାଇବାର ମୁଖ୍ୟ ମାଧ୍ୟମ ଲକ୍‌ଡାଉନ୍‌ କୁହାଯାଉଥିବା ବେଳେ ଯଦି ମେ’ ୩...

ଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧,୭୧୮ ନୂଆ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୩୦।୪: ଦେଶରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧,୭୧୮ ନୂଆ ରୋଗୀ ଚିହ୍ନଟ ହେବା ପରେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩.୦୫୦ରେ ପହଞ୍ଚିଛି। ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟ ଓ...

ପ୍ରବାସୀଙ୍କୁ ଆଣିବାକୁ ସ୍ବତନ୍ତ୍ର ଟ୍ରେନ୍‌ ପାଇଁ କେନ୍ଦ୍ର ନିକଟରେ ଦାବି କଲେ ସୁଶିଲ

ପାଟନା,୩୦।୪: ଲକ୍‌ଡାଉନ ଯୋଗୁ ରାଜ୍ୟ ବାହାରେ ଫସି ରହିଥିବା ଲୋକଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଆଣିବାକୁ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ ପାଇଁ କେନ୍ଦ୍ର ନିକଟରେ ପ୍ରସ୍ତାବ ରଖିଛନ୍ତି ବିହାର ଉପ ମୁଖ୍ୟମନ୍ତ୍ରୀ ସୁଶିଲ କୁମାର ମୋଦି। ଟୁଇଟ୍‌ କରି...

ସନ୍ତାନ ପ୍ରସବ କଲେ କରୋନା ପଜିଟିଭ ମହିଳା

ଆଗ୍ରା,୩୦।୪: ଉତ୍ତରପ୍ରଦେଶ ଆଗ୍ରାରେ ଜଣେ କରୋନା ପଜିଟିଭ ମହିଳା ଗୁରୁବାର ସିଜରିଆନ ସେକ୍ସନ ମାଧ୍ୟମରେ ଏକ ସନ୍ତାନ ପ୍ରସବ କରିଛନ୍ତି। ସରୋଜିନି ନାଇଡୁ ମେଡିକାଲରେ ସେ ସନ୍ତାନ ପ୍ରସବ କରିଥିବା ବେଳେ ଉଭୟ ମା’ଓ ଶିଶୁଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା...

ବାହାର ରାଜ୍ୟରେ ଥିବା ସମସ୍ତ ଶିକ୍ଷାର୍ଥୀ, ଶ୍ରମିକଙ୍କୁ ଆଣିବା ସମ୍ଭବ ନୁହେଁ: ଅଶୋକ

ପାଟନା,୩୦।୪: କରୋନା ଭାଇରସର ସଂକ୍ରମଣକୁ ଦେଖି ସାରା ଦେଶରେ ୪୦ ଦିନିଆ ଲକ୍‌ଡାଉନ ଘୋଷଣା କରାଯାଇଛି। ଏବେ ଏହା ପୂରଣ ହେବାକୁ ଆଉ ମାତ୍ର ୩ ଦିନ ବାକି ଥିବା ବେଳେ ଏହି ସମୟରେ ବାହାରେ ରହି ଯାଇଥିବା ଶିକ୍ଷାର୍ଥୀ...

ଚନ୍ଦନଓ୍ବାଡି ଶ୍ମଶାନ ଘାଟରେ ରିଷିଙ୍କ ଶେଷକୃତ୍ୟ ହେବ ସମ୍ପନ୍ନ: ସାମିଲ ହେବେ ୧୫ ଜଣ

ମୁମ୍ବାଇ,୩୦।୪: ବଲିଉଡ୍‌ର ଭେଟେରାନ୍‌ ଆକ୍ଟର ରିଷି କପୁରଙ୍କର ଗୁରୁବାର ପରଲୋକ ହୋଇଛି। ତାଙ୍କ ବିୟୋଗରେ ବଲିଉଡ୍‌ ଦୁନିଆରେ ଏକ ଅପୂରଣୀୟ କ୍ଷତି ଘଟିଛି। ଦିନକ ପୂର୍ବରୁ ଅଭିନେତା ଇର୍ଫାନ ଖାଁଙ୍କ ଦେହାନ୍ତ ଆଉ ୨୪ ଘଣ୍ଟା ନ ପୁରୁଣୁ ରିଷିଙ୍କ...

କରୋନା ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ସବୁ ବ୍ୟକ୍ତିଙ୍କୁ ହେବନାହିଁ ସଂକ୍ରମଣ !

ନୂଆଦିଲ୍ଲୀ,୩୦।୪: କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱରେ ଏକ ଭୟର ବାତାବରଣ ସୃଷ୍ଟି କରିଛି। ଏହି ମାହାମାରୀ କବଳରେ ଏବେ ସାରା ବିଶ୍ୱ। କରୋନା ସଂକ୍ରମିତଙ୍କୁ ଛୁଇଁଲେ ଏହା ବ୍ୟାପିଥାଏ ବୋଲି ଧାରଣ ରହିଛି। ହେଲେ ନିକଟରେ କରାଯାଇଥିବା...

ରିଷି କହୁଥିଲେ ନିଚ୍ଛକ କଥା: ପିତା ରାଜକପୁରଙ୍କ ବିବାହ ପରର ସମ୍ପର୍କରେ ନିଜ ପୁସ୍ତକରେ କରିଥିଲେ ଉଲ୍ଲେଖ

ମୁମ୍ବାଇ,୩୦।୪: ବଲିଉଡ୍‌ର ରୋମାଣ୍ଟିକ୍‌ ଅଭିନେତା ରିଷି କପୁର ସବୁବେଳେ ନିଚ୍ଛକ  କଥା ହିଁ କହୁଥିଲେ। ଏଥିପ୍ରତି ତାଙ୍କର ଭୟ ବି ନ ଥିଲା। ଯାହା ସତ ତାହା ହିଁ ସବୁବେଳେ ତାଙ୍କ ପାଇଁ ଥିଲା ସତ୍ୟ। ବେଳେବେଳେ ଅଧା ରାତିରେ...

ତୃତୀୟ ଲକ୍‌ଡାଉନରେ ପୁଣିଥରେ ଶୂନ୍ୟରୁ କାମ ଆରମ୍ଭ କରିବ ଦିଲ୍ଲୀ !

ନୂଆଦିଲ୍ଲୀ,୩୦।୪: କରୋନା ଭାଇରସ ସଂକ୍ରମଣକୁ ନେଇ ଦେଶରେ ଚାଲିଥିବା ଲକ୍‌ଡାଉନ ୨.୦ର ଅବଧି ପୂରଣ ହେବାକୁ ଆଉମାତ୍ର ୪ ଦିନ ବାକି ରହିଛି। ହେଲେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାର ନାଁ ନେଉନି। ରାଜଧାନୀ ଦିଲ୍ଲୀରେ କରୋନା...

ଦେଶରେ କରୋନା ନେଲା ୧,୦୭୪ ମୁଣ୍ଡ

ନୂଆଦିଲ୍ଲୀ,୩୦।୪: କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗୁରୁବାର ସକାଳ ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩,୦୫୦ରେ ପହଞ୍ଚିଛି। ଏବେ ସୁଦ୍ଧା କରୋନାରେ ୧,୦୭୪ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଗତ ୨୪ ଘଣ୍ଟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri