ଜାତୀୟ

ହିଂସାକାରୀଙ୍କୁ ଛଡ଼ାଯିବନି: ଶାହା

ନୂଆଦିଲ୍ଲୀ, ୧୩।୩: ଦିଲ୍ଲୀ ହିଂସାକାଣ୍ଡ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ରାଜ୍ୟ ସଭାରେ ନିଜ ଉତ୍ତର ରଖିଛନ୍ତି। ବିରୋଧୀ ଦଳ ସଦସ୍ୟଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଆଲୋଚନାରୁ ଦୂରେଇ ଯିବା ଲାଗି ସରକାର ଚାହାନ୍ତିନି। ଦିଲ୍ଲୀ...

ନିଜ ନୀତି ଆଦର୍ଶ ଭୁଲିଛନ୍ତି ସିନ୍ଧିଆ: ରାହୁଲ

ନୂଆଦିଲ୍ଲୀ,୧୩।୩(ପି.ଟି.): ଜ୍ୟୋତିରାଦିତ୍ୟ ସିନ୍ଧିଆ ତାଙ୍କ ରାଜନୈତିକ ଭବିଷ୍ୟତକୁ ନେଇ ସନ୍ଦିହାନ ଥିବାରୁ ସେ ନିଜର ନୀତି ଆଦର୍ଶକୁ ଭୁଲିଯାଇଛନ୍ତି। ସେହି କାରଣରୁ ସେ ଭାଜପାରେ ସମ୍ମାନ ପାଇବେ ନାହିଁ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର କହିଛନ୍ତି। କଂଗ୍ରେସ ସହ...

ଶାହାଙ୍କୁ ଭେଟିଲେ ସିନ୍ଧିଆ: ଭୋପାଳରେ ଭବ୍ୟ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ/ଭୋପାଳ,୧୩।୩(ପି.ଟି.): ଭାଜପାରେ ଯୋଗଦେବାର ଦିନକ ପରେ ଜ୍ୟୋତିରାଦିତ୍ୟ ସିନ୍ଧିଆ ଗୁରୁବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଥିଲେ। ତାଙ୍କର ଯୋଗଦାନ ମଧ୍ୟପ୍ରଦେଶ ଜନସାଧାରଣଙ୍କ ସେବା କରିବା ଲାଗି ଭାଜପାର ସଂକଳ୍ପକୁ ଅଧିକ ସୁଦୃଢ଼ କରିବ...

୨୨ ବିଦ୍ରୋହୀ ବିଧାୟକଙ୍କୁ ବାଚସ୍ପତିଙ୍କ ନୋଟିସ

ଭୋପାଳ,୧୩।୩(ପି.ଟି.): ମଧ୍ୟପ୍ରଦେଶର ୨୨ ଜଣ କଂଗ୍ରେସ ବିଧାୟକ ଇସ୍ତଫା ଦେଇଥିବାବେଳେ ବାଚସ୍ପତି ଏନ୍‌.ପି. ପ୍ରଜାପତି ସେମାନଙ୍କୁ ନୋଟିସ ଜାରି କରିଛନ୍ତି। ସେମାନେ ସ୍ବେଚ୍ଛାକୃତ ଭାବେ ଇସ୍ତଫା ଦେଇଛନ୍ତି ନା ଚାପର ବଶବର୍ତ୍ତୀ ହୋଇ ଏଭଳି ନିଷ୍ପତ୍ତି ନେଇଛନ୍ତି ତାହା ସ୍ପଷ୍ଟ...

ପୁଣି ଘୁଞ୍ଚିବ କି ଫାଶୀ ଦଉଡ଼ି: ମାଣ୍ଡୋଲି ଜେଲ୍‌ ପ୍ରଶାସନଠାରୁ ଏପ୍ରିଲ ୮ ସୁଦ୍ଧା ରିପୋର୍ଟ ତଲବ !

ନୂଆଦିଲ୍ଲୀ,୧୨।୩: ନିର୍ଭୟା ମାମଲାରେ ୪ ଦୋଷୀଙ୍କ ଫାଶୀ ସମୟ ପୁଣିଥିରେ ଘୁଞ୍ଚିବାର ସମ୍ଭାବନା ଦେଖାଦେଇଛି। ଦୋଷୀ ପଓ୍ବନ ତାଙ୍କୁ ଜେଲ୍‌ରେ ପିଟାଯାଇଥିବା ଅଭିଯୋଗ କରିଥିଲେ। ଏନେଇ କଡ଼କଡ଼ଡୁମା ଅଦାଲତ ଏପ୍ରିଲ ୮ ସୁଦ୍ଧା ମାଣ୍ଡୋଲି ଜେଲ୍‌ ପ୍ରଶାସନଠାରୁ ରିପୋର୍ଟ ତଲବ...

କରୋନା ମୁକାବିଲା ପ୍ରସ୍ତୁତି: ଦେଶର ୫୨ ଯାଞ୍ଚ୍‌ କେନ୍ଦ୍ରରେ ପରୀକ୍ଷା ହେଉଛି ସନ୍ଦିଗ୍ଧଙ୍କ ୫ ନମୂନା

ନୂଆଦିଲ୍ଲୀ,୧୨।୩ : ପୃଥିବୀର ୧୨୧ଟି ଦେଶରେ କରୋନା ସଂକ୍ରମଣ ହୋଇଛି। ଦିନକୁ ଦିନ ଏଥିରେ ଗୋଟିଏ ପରେ ଗୋଟିଏ ଦେଶ ଯୋଡ଼ି ହେବାରେ ଲାଗିଛନ୍ତିି। ଭାରତରେ ସନ୍ଦିଗ୍ଧଙ୍କ ନମୂନା ଯାଞ୍ଚ୍‌ ପାଇଁ ୫୨ଟି କେନ୍ଦ୍ର ସ୍ଥାପିତ ହୋଇଛି। ଏସବୁ କେନ୍ଦ୍ରରେ...

ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩ ଛୁଇଁଲା: ୩୫ ଦିନ ପାଇଁ ବିଦେଶୀଙ୍କ ଉପରେ କଟକଣା

ନୂଆଦିଲ୍ଲୀ,୧୨।୩: ଭାରତରେ କରୋନା ସଂକ୍ରମଣଙ୍କ ସଂଖ୍ୟା ୭୩ ଛୁଇଁଛି। ସୁରକ୍ଷା ଦୃଷ୍ଟିରୁ ଭାରତରେ ପ୍ରବେଶ ପାଇଁ ବିଦେଶୀ ନାଗରିକଙ୍କ ଉପରେ ୩୫ ଦିନିଆ କଟକଣା ଜାରି ହୋଇଛି। ସେମାନଙ୍କୁ ଏପ୍ରିଲ୍‌ ୧୫ ପର୍ଯ୍ୟନ୍ତ ଭାରତରେ ପ୍ରବେଶ ଅନୁମତି ମିଳିବ ନାହିଁ।...

ଭାରତରେ ଆକ୍ରମଣ ଷଡ଼ଯନ୍ତ୍ର: ଲଞ୍ଚ୍‌ପ୍ୟାଡ୍‌-୬ରେ ଆତଙ୍କବାଦୀଙ୍କୁ ତାଲିମ ଦେଉଛି ପାକିସ୍ତାନ

ଶ୍ରୀନଗର,୧୨।୩: ଭାରତରେ ଆତଙ୍କବାଦୀ ଆକ୍ରମଣ କରାଇବା ପାଇଁ ପାକିସ୍ତାନ ଉଦ୍ୟମ ଜାରି ରଖିଛି। ଏହି ମର୍ମରେ ନିୟନ୍ତ୍ରଣ ରେଖାଠାରୁ କିଛି କିଲୋମିଟର ଦୂରରେ ଜୈଶ୍‌ କମାଣ୍ଡର ଅବୁ ହମ୍‌ଜା ୨୫ରୁ ଅଧିକ ଆତଙ୍କବାଦୀଙ୍କୁ ତାଲିମ ଦେଉଛନ୍ତି। ଏହା ପଛରେ ପାକିସ୍ତାନୀ...

ରାଜନୈତିକ ଜୀବନ ଭଳି ଜ୍ୟୋତିରାଦିତ୍ୟଙ୍କ ଲଭ୍‌ଷ୍ଟୋରୀ ବି ରୋମାଞ୍ଚକର

ନୂଆଦିଲ୍ଲୀ,୧୨।୩: ଜ୍ୟୋତିରାଦିତ୍ୟ ସିନ୍ଧିଆ ଭାଜପାରେ ଦେବାପରେ ରାଜନୈତିକ ମହଲରେ ନାନା ଚର୍ଚ୍ଚା ଜାରି ରହିଛି। ରାଜନୈତିକ ଜୀବନ ଭଳି ଜ୍ୟୋତିରାଦିତ୍ୟଙ୍କ ଲଭ୍‌ଷ୍ଟୋରୀ ମଧ୍ୟ ବେଶ୍‌ ରୋମାଞ୍ଚକର। ତାଙ୍କ ସ୍ତ୍ରୀ ପ୍ରିୟଦର୍ଶିନୀ ସିନ୍ଧିଆ ହେଉଛନ୍ତି ଗୁଜରାଟ ବଡ଼ୌଦାର ଗାଏକ୍ୱାଡ୍‌ ମରାଠା ରାଜବଂଶର...

କରୋନା ମୁକାବିଲା ପାଇଁ ଭାରତର ପ୍ରସ୍ତୁତି: ଏପ୍ରିଲ୍‌ ୧୫ ପର୍ଯ୍ୟନ୍ତ ଭିଜା ରଦ୍ଦ

ନୂଆଦିଲ୍ଲୀ,୧୨।୩: କରୋନା ସଂକ୍ରମଣ ମୁକାବିଲା ପାଇଁ ଭାରତ ପ୍ରସ୍ତୁତି ଆରମ୍ଭ କରିଛି। ଏହି ମର୍ମରେ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏପ୍ରିଲ୍‌ ୧୫ ପର୍ଯ୍ୟନ୍ତ ସମସ୍ତ ଭିଜା ରଦ୍ଦ କରିଛି। ସେହିପରି ମାର୍ଚ୍ଚ ୧୩ ପର୍ଯ୍ୟନ୍ତ ଜାରି ହୋଇଥିବା ସମସ୍ତ ଭିଜା...

୩ ଘଣ୍ଟାରେ ରାଜ୍ୟ ସଭା ଟିକେଟ

ନୂଆଦିଲ୍ଲୀ/ଭୋପାଳ,୧୨।୩(ପି.ଟି./ଆଇଏଏନ୍‌ଏସ୍‌) :ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ବିରୋଧରେ କୁହୁଳୁଥିବା ଅସନ୍ତୋଷର ଧୂଆଁ ଶେଷରେ ନିଆଁର ରୂପ ନେଇ ତାଙ୍କ ନେତୃତ୍ୱାଧୀନ କଂଗ୍ରେସ ସରକାରକୁ ଗାଦିଚ୍ୟୁତ କରିବାକୁ ବସିଛି। ବରିଷ୍ଠ କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଦଳରୁ ଇସ୍ତଫା ଦେଇ ଭାଜପାରେ ସାମିଲ...

କରୋନା ବିଶ୍ୱ ମହାମାରୀ ଘୋଷିତ

ନୂଆଦିଲ୍ଲୀ,୧୨ା୩: କରୋନଜନିତ ମୃତ୍ୟୁସଂଖ୍ୟା ବୁଧବାର ୪୩୦୦ ଅତିକ୍ରମ କରିଥିବାବେଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏହାକୁ ବିଶ୍ୱ ମହାମାରୀ ଘୋଷଣା କରିଛି। ସାରା ପୃଥିବୀରେ କରୋନା ଭୂତାଣୁ ସଂକ୍ରମଣକୁ ନେଇ ଆମେ ଗଭୀର ଭାବେ ଚିନ୍ତିତ ବୋଲି ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri