ଜାତୀୟ

ଭୟ-ଆତଙ୍କ ସ୍ଥିତିରେ ‘ଆଶାର ଗୀତ’ ଗାଇ କରୋନା ସହିତ ଲଢ଼େଇ ପାଇଁ ଲୋକଙ୍କୁ ଉତ୍ସାହିତ କରୁଛନ୍ତି ଡାକ୍ତର: ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୨୮।୪: ଦେଶରେ କରୋନା ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସହିତ ମାର୍ଗଦର୍ଶିକା ଜାରି କରାଯାଇଛି। ତେବେ ବି ଲୋକେ କରୋନ ସଂକ୍ରମଣ ନେଇ ଭୟଭୀତ ଏବଂ ଆତଙ୍କିତ ହୋଇ ପଡ଼ିଛନ୍ତି। ଲୋକଙ୍କ...

କରୋନାର ଚକ୍ରବ୍ୟୁହରେ ଲାଲୁ !

ପାଟନା,୨୮।୪: ରାଷ୍ଟ୍ରୀୟ ଜନତା ଦଳ ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବ ଏବେ କରୋନା ଚକ୍ରବ୍ୟୁହରେ ଫଶି ଯାଇଛନ୍ତି। ଲାଲୁ ପ୍ରସାଦ ଏବେ ରାଞ୍ଚିର ରିମ୍ସ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କୁ ଯେଉଁ ଡାକ୍ତର ଚିକିତ୍ସା କରୁଛନ୍ତି ଉକ୍ତ ଡାକ୍ତରଙ୍କ...

ସୁପ୍ରିମକୋର୍ଟର ଜଣେ କର୍ମଚାରୀ କରୋନା ପଜିଟିଭ

ନୂଆଦିଲ୍ଲୀ,୨୮।୪: କରୋନା ସଂକ୍ରମଣ ଦିନକୁ ଦିନ ବଢିବାରେ ଲାଗିଛି। ସୁପ୍ରିମକୋର୍ଟର ଜଣେ କର୍ମଚାରୀ କରୋନାରେ ପୀଡ଼ିତ ଥିବା ଜଣାପଡିବା ପରେ ଏବେ ଚିନ୍ତା ବଢି ଯାଇଛି। ଉକ୍ତ କର୍ମଚାରୀ ଜଣକ ଏପ୍ରିଲ ୧୬ରେ କୋର୍ଟ ଆସିଥିବା କୁହାଯାଉଛି। ତେଣୁ ଏହି...

ଲକ୍‌ଡାଉନ୍‌ ଯୋଗୁ କମିଛି ଅପରାଧ,ଏପ୍ରିଲ୍‌ରେ ଇ-ଫାଇଲିଂ ଦ୍ୱାରା ଦାଏର ହୋଇଛି ୩୦୫ ମାମଲା: ସିଜେଆଇ ବୋବ୍‌ଡେ

ନୂଆଦିଲ୍ଲୀ,୨୮।୪: ଭାରତରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ସ୍ଥିତିରେକ ସୁଧାର ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ହୋଇଛି। ତେବେ ଏହା ଦ୍ୱାରା ଆପରାଧୀକ ମାମଲା ଘଟିବା ମଧ୍ୟ କମ୍‌ ହୋଇଛି ବୋଲି ସୁପ୍ରିମ୍‌କୋର୍ଟର ପ୍ରଧାନ...

କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ କାମ ଦେବନି କନିକାଙ୍କ ପ୍ଲାଜମା !

ଲକ୍ଷ୍ନୌ,୨୮।୪: ବଲିଉଡ୍‌ ଗାୟିକା କନିକା କପୁର ନିକଟରେ କରୋନା ସଂକ୍ରମଣରୁ ସୁସ୍ଥ ହୋଇଥିବା ବେଳେ ଏବେ ସେ ପ୍ଲାଜମା ଦାନ କରିବାକୁ ମନ ବଳାଇଥିଲେ। ଯେଉଁଥିରେ ଅନ୍ୟ ସଂକ୍ରମିତଙ୍କ ଚିକିତ୍ସା କରାଯାଇ ପାରି ଥାଆନ୍ତା। ହେଲେ ଏବେ ଜଣାପଡିଛି କି...

ଶ୍ରୀ ହଜୁର ଶାହିବରୁ ଫେରିଥିବା ୫ ଜଣଙ୍କ ରିପୋର୍ଟ କରୋନା ପଜିଟିଭ

ଚଣ୍ଡିଗଡ଼,୨୮।୪: ମହାରାଷ୍ଟ୍ର ନାନ୍ଦେଡର ଶ୍ରୀ ହଜୁର ଶାହିବରୁ ପଞ୍ଜାବର ତନ ତରନ ଜିଲାକୁ ଫେରିଥିବା ୫ ଶ୍ରଦ୍ଧାଳୁ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ଏମାନଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପାଇବା ପରେ ନମୁନା ପରୀକ୍ଷାରୁ ସମସ୍ତ ୫ ଜଣଙ୍କ ରିପୋର୍ଟ...

ପ୍ରଥମ ପ୍ଲାଜମା ଥେରାପିରେ ସୁସ୍ଥ ହେଲେ ଦେଶର କରୋନା ସଂକ୍ରମିତ: ମୁମ୍ବାଇ, ଇନ୍ଦୋରରେ ଆରମ୍ଭ ହେବ ଏହି ଥେରାପି

ନୂଆଦିଲ୍ଲୀ,୨୮।୪: କରୋନା ସଂକ୍ରମିତଙ୍କ ଚିକିତ୍ସା କରିବାକୁ ଏବେ ପ୍ଲାଜମା ଥେରାପି ଦେଖାଇଛି ନୂତନ ଆଶାର ଆଲୋକ। ପ୍ରଥମେ ଦିଲ୍ଲୀରେ ଏହି ପ୍ଲାଜମା ଥେରାପି ଆରମ୍ଭ କରାଯାଇଥିବା ବେଳେ ଏହା ଯେଉଁ ୪୯ ବର୍ଷୀୟ ବ୍ୟକ୍ତିଙ୍କ ଉପରେ ପ୍ରଥମେ ପ୍ରୟୋଗ କରାଯାଇଥିଲା...

କରୋନାରେ ମୃତ ଡାକ୍ତରଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ପ୍ରଦାନ ଦାବି

କୋଲକାତା,୨୮।୪: କରୋନା ଭାଇରସ କବଳରେ ଏବେ ସାରା ବିଶ୍ୱ। ଡାକ୍ତରମାନେ ମଧ୍ୟ ଏହା କବଳରୁ ମୁକ୍ତ ହୋଇ ପାରୁ ନାହାନ୍ତି। ରବିବାର ପଶ୍ଚିମବଙ୍ଗର ଜଣେ ୬୯ ବର୍ଷୀୟ ଡାକ୍ତରଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ହୋଇଛି। ଡାକ୍ତର ଶିଶିର କୁମାର ମଣ୍ଡଳ...

ଛିଙ୍କିବା-କାଶିବା ସମୟରେ ମୁହଁରେ ହାତ ନ ଦେଲେ ଜରିମାନା: ଜୁନ୍‌ ୧ରୁ ସରକାରୀ ନିୟମ ଲାଗୁ

ବେଜିଂ,୨୮।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ଚାଇନା ସରକାର ଏକ ନୂଆ ନିୟମ ଲାଗୁ କରିବାକୁ ଯାଉଛନ୍ତି। ଏଣିକି ସର୍ବସାଧାରଣ ସ୍ଥଳରେ ଛିଙ୍କିବା ଅବା କାଶିବା ସମୟରେ ମୁହଁରେ ହାତ...

ବିନା ଟ୍ରାଏଲ୍‌ ପ୍ରତିଷେଧକ ଟୀକାର ଉତ୍ପାଦନ ମେ ମାସରୁ: ଭାରତରେ ୧୦୦୦ ଟଙ୍କାରେ ମିଳିବ

ନୂଆଦିଲ୍ଲୀ,୨୮।୪: କରୋନା ସଂକ୍ରମଣ ନେଇ ଭାରତରେ ସ୍ଥିତି ଧୀରେ ଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ପୁଣେ ସ୍ଥିତ କମ୍ପାନୀ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ କରୋନା ପ୍ରତିଷେଧକ ଟୀକାର କ୍ଲିନିକାଲ ଟ୍ରାଏଲ୍‌ ଏବଂ ଉତ୍ପାଦନ ମେ ମାସଠାରୁ...

ତ୍ରୁଟିପୂର୍ଣ୍ଣ କିଟ୍‌ ପାଇଁ ରାପିଡ୍‌ ଟେଷ୍ଟ ବନ୍ଦ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୮।୪(ପିଟି): କରୋନା ସଂକ୍ରମିତଙ୍କୁ ଚିହ୍ନଟ କରିବା ଉଦ୍ଦେଶ୍ୟରେ ଚାଇନାର ୨ଟି କମ୍ପାନୀରୁ ଭାରତକୁ ଆସିଥିବା କୋଭିଡ-୧୯ ରାପିଡ ଆଣ୍ଟିବଡି ଟେଷ୍ଟ କିଟ୍‌କୁ ବ୍ୟବହାର ନ କରିବାକୁ ସମସ୍ତ ରାଜ୍ୟକୁ ଇଣ୍ଡିଆନ କାଉନ୍‌ସିଲ ଅଫ ମେଡିକାଲ ରିସର୍ଚ୍ଚ(ଆଇସିଏମ୍‌ଆର) ସୋମବାର ମନା କରିଛି।...

ଆନ୍ଧ୍ର ରାଜଭବନର ୪ କର୍ମଚାରୀଙ୍କୁ କରୋନା: ଏମ୍‌ପିଙ୍କ ପରିବାରରୁ ୬ ଆକ୍ରାନ୍ତ

ଅମରାବତୀ,୨୮ା୪: ଆନ୍ଧ୍ରପ୍ରଦେଶ ରାଜଭବନର ୪ ଜଣ କର୍ମଚାରୀଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ସେହିପରି ଶାସକ ଦଳର ଜଣେ ଏମ୍‌ପିଙ୍କ ପରିବାରରୁ ୬ ଜଣ ଏହି ରୋଗରେ ଆକ୍ରାନ୍ତ ଥିବା ଜଣାପଡିଛି। ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧୭୭ରେ ପହଞ୍ଚତ୍ଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri