ଜାତୀୟ

ମଧ୍ୟପ୍ରଦେଶରେ ୫୩ ବର୍ଷ ତଳ ଘଟଣାର ପୁନରାବୃତ୍ତି: ବିଜୟାରାଜେଙ୍କ ପରେ ଏବେ ନାତି ଜ୍ୟୋତିରାଦିତ୍ୟ

ଭୋପାଳ,୧୧।୩: ମଧ୍ୟପ୍ରଦେଶରେ କଂଗ୍ରେସରୁ ଜ୍ୟୋତିରାଦିତ୍ୟ ସିନ୍ଧିଆ ଇସ୍ତଫା ଦେଇଛନ୍ତି। ଏପରି କରି ସେ ୫୩ ବର୍ଷ ତଳର ଇତିହାସ ଲୋକଙ୍କୁ ମନେ ପକାଇ ଦେଇଛନ୍ତି। ସେତେବେଳେ ବିଜୟାରାଜେ ସିନ୍ଧିଆ କଂଗ୍ରେସକୁ କ୍ଷମତାଚ୍ୟୁତ କରିଥିଲେ। ଏବେ ସେଇ ବାଟ ଆପଣେଇଛନ୍ତି ନାତି...

କରୋନା ଭାଇରସର ଔଷଧକୁ ନେଇ ଗବେଷଣା କରିବ ଏମ୍ସ!

ନୂଆଦିଲ୍ଲୀ,୧୧।୩: ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ର ଡାକ୍ତରମାନେ ଅଗାମୀ ଦିନରେ କରୋନା ଭାଇରସର ଔଷଧ ଓ ଟିକାକୁ ନେଇ ଗବେଷଣା କରିବେ ବୋଲି ଜଣାପଡିଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) ଯେଉଁ ନିର୍ଦ୍ଦେଶ ଜାରି କରିଛି ସେହି ଅନୁଯାୟୀ...

ଯୋଗୀ ଦେଖିବେ ବିକାଶ କାର୍ଯ୍ୟ: ହଠାତ୍‌ ଯେ କୌଣସି ଜିଲାରେ ଓହ୍ଲାଇବ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର

ଲକ୍ଷ୍ନୌ,୧୦।୩ : ଚଳିତ ମାସରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିଜର ୩ ବର୍ଷର ଶାସନ ପୂରା କରିବେ। ଇତିମଧ୍ୟରେ ରାଜ୍ୟରେ ବିକାଶ ଯୋଜନା ଉପରେ ସରକାର ଗୁରୁତ୍ୱ ଦେଇଆସିଛନ୍ତି। ଆଉ ୨ ବର୍ଷ ପରେ ସରକାରଙ୍କୁ ବିଧାନସଭା ନିର୍ବାଚନର...

ଦଳ ବିରୋଧୀ କାର୍ଯ୍ୟ ପାଇଁ ଜ୍ୟୋତିରାଦିତ୍ୟ କଂଗ୍ରେସରୁ ବହିଷ୍କୃତ

ନୂଆଦିଲ୍ଲୀ,୧୦।୩: ମଧ୍ୟପ୍ରଦେଶରେ ଦଳ ବିରୋଧୀ କାର୍ଯ୍ୟ କରିଥିବା ଅଭିଯୋଗରେ କଂଗ୍ରେସରୁ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ବହିଷ୍କାର କରାଯାଇଛି। ଏନେଇ କଂଗ୍ରେସର ବରିଷ୍ଠ ସଦସ୍ୟ କେ.ସି. ବେଣୁଗୋପାଳ ସୂଚନା ଦେଇଛନ୍ତି। ଜ୍ୟୋତିରାଦିତ୍ୟ ନିଜ ଇସ୍ତଫା ଦେଇ ଏହାର ଏକ ଫଟୋ ନିଜ ଟୁଇଟର...

କେରଳରେ ୧୨ କରୋନା ସଂକ୍ରମିତ: ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବନ୍ଦ ଶିକ୍ଷାନୁଷ୍ଠାନ

ଥିରୁଭାନନ୍ତପୁରମ,୧୦।୩: କରୋନା ଭାଇରସରେ ସଂକ୍ରମିତ ୬ ରୋଗୀ ଚିହ୍ନଟ ହେବା ପରେ ଏବେ କେରଳରେ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୧୨ରେ। ଏହାକୁ ଦୃଷ୍ଟିରେ ରଖି ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ୭ମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ କ୍ଲାସ ଓ ପରୀକ୍ଷାକୁ ମଙ୍ଗଳବାର...

‘ମ୍ୟାନ ଭର୍ସେସ ଓ୍ବାଇଲ୍ଡ’ରେ ରଜନୀକାନ୍ତଙ୍କ ଲୁକ୍ସକୁ ପସନ୍ଦ କରୁଛନ୍ତି ଦର୍ଶକେ

ମୁମ୍ବାଇ,୧୦।୩: ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ ୬୯ ବର୍ଷ ବୟସରେ ବି ପ୍ରଶଂସକଙ୍କ ମନରେ ଘର କରି ରହିଛନ୍ତି। ଏବେବି ଦର୍ଶକେ ତାଙ୍କୁ ସେହି ସୁପରଷ୍ଟାର ବୋଲି ଭାବନ୍ତି। ଏଥର ‘ମ୍ୟାନ ଭର୍ସେସ ଓ୍ବାଇଲ୍ଡ’ରେ ରଜନୀକାନ୍ତଙ୍କୁ ଦେଖିବାକୁ ମିଳିବ। ଏହାର ଟିଜର...

କମଲନାଥଙ୍କ ସରକାର ଭାଙ୍ଗିବା ପାଇଁ ପୁରସ୍କାର: ଭାଜପାରେ ସମ୍ମାନ, ମିଳିବ ମନ୍ତ୍ରୀପଦ !

ନୂଆଦିଲ୍ଲୀ, ୧୦।୩: ମଧ୍ୟପ୍ରଦେଶ ରାଜନୈତିକ ସମୀକରଣରେ ନୂଆ ମୋଡ଼ ଆସିଛି। ଜ୍ୟୋତିରାଦିତ୍ୟ ସିନ୍ଧିଆ କଂଗ୍ରେସ ଛାଡ଼ିଛନ୍ତି। ସେ ଏବେ ଭାଜପାରେ ଯୋଗଦେବେ ବୋଲି କୁହାଯାଉଛି। ତାଙ୍କୁ ସମର୍ଥନ କରୁଥିବା ୨୦ କଂଗ୍ରେସ ବିଧାୟକଙ୍କ ଇସ୍ତଫା ମଞ୍ଜୁର ହେଲେ ରାଜ୍ୟ ବିଧାନସଭାରେ...

ରାଣା କପୁର କ୍ରୟ କରିଥିବା ରାଜୀବ ଗାନ୍ଧୀଙ୍କ ପେଣ୍ଟିଂକୁ ଜବତ କଲା ଇଡି

ମୁମ୍ବାଇ,୧୦।୩: ୟସ୍‌ ବ୍ୟାଙ୍କ ଫାଉଣ୍ଡର ରାଣା କପୁରଙ୍କ ଉପରେ ଗୋଟିଏ ପରେ ଗୋଟିଏ ଅସୁବିଧା ଯେମିତି ମାଡି ଆସୁଛି। ୟସ୍‌ ବ୍ୟାଙ୍କ ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ବେଳେ ଏହାର କାରବାରକୁ ନେଇ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ)କେତେ...

କଂଗ୍ରେସରୁ ଇସ୍ତଫା ଦେଲେ ଜ୍ୟୋତିରାଦିତ୍ୟ

ନୂଆଦିଲ୍ଲୀ,୧୦।୩: ମଧ୍ୟପ୍ରଦେଶର କ୍ଷମତା ରାଜନୀତି ଏବେ ଦିଲ୍ଲୀ ପହଞ୍ଚିଛି। କଂଗ୍ରେସ ଦଳର ଅସନ୍ତୁଷ୍ଟ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ସୋନିଆ ଗାନ୍ଧୀଙ୍କ ନିକଟକୁ ପଠାଇ ଦେଇଛନ୍ତି। ଭାଜପା ଟିକଟରୁ ସେ ରାଜ୍ୟ ସଭାକୁ...

ଖାଲକୁ ଖସିଲା ବସ: ୫ମୃତ, ୩୪ ଆହତ

ଶିମଲା,୧୦।୩: ହିମାଚଳପ୍ରଦେଶରେ ଭୋର୍‌ ୬ଟା ୪୫ରେ ଏକ ମର୍ମନ୍ତୁଦ ବସ ଦୁର୍ଘଟଣା ଘଟିଛି। ଭରମୋର-ପାଠାଣକୋଟ ଜାତୀୟ ରାଜପଥର ଚେହଲିଠାରେ ଏକ ଯାତ୍ରୀବାହୀ ବସ ଖାଲକୁ ଖସି ପଡ଼ିଛି। ଏଥିରେ ୫ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩୪ ଲୋକ ଆହତଙ୍କ ହୋଇଛନ୍ତି। ଖବର...

ସିଏଏ ହିଂସା: ହାଇକୋର୍ଟଙ୍କ ରାୟକୁ ବିରୋଧ କରି ସୁପ୍ରିମକୋର୍ଟ ଯାଇପାରନ୍ତି ଯୋଗୀ ସରକାର

ଲକ୍ଷ୍ନୌ,୧୦।୩: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଉତ୍ତରପ୍ରଦେଶରେ ଉପୁଜିଥିବା ହିଂସାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ଏକ ପୋଷ୍ଟର ଯୋଗୀ ଆଦିତ୍ୟନାଥଙ୍କ ସରକାର ଜାରି କରିଥିଲେ। ଗୋଟିଏ ଦିନ ପୂର୍ବରୁ ଏହି ପୋଷ୍ଟରକୁ ହଟାଇବାକୁ ଆହ୍ଲାବାଦ ହାଇ କୋର୍ଟ ନିର୍ଦ୍ଦେଶ ଦେଇଥିଲେ।...

ମାଙ୍କଡ଼ ତଡ଼ିବା ପାଇଁ ଭାଲୁ ପୋଷାକ ପିନ୍ଧିଲେ ଆଇଟିବିପି ଯବାନ: ସୋସିଆଲ୍‌ ମିଡ଼ିଆରେ ଭିଡ଼ିଓ ଭାଇରାଲ

ଡେରାଡୁନ୍‌: ଉତ୍ତରାଖଣ୍ଡରେ ମାଙ୍କଡ଼ଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ସେମାନେ ଲୋକଙ୍କ ଘରେ ପଶି ଖାଦ୍ୟ ପଦାର୍ଥ ଛଡ଼ାଇ ନେବା ସହିତ ନାନା ପ୍ରକାର ହଇରାଣ କରୁଛନ୍ତି। ଲୋକେ ମାଙ୍କଡ଼ଙ୍କ ଆତଙ୍କରେ ଆତଙ୍କିତ ହୋଇପଡ଼ିଛନ୍ତି। ଏହାକୁ ଦୃଷ୍ଟିରେ ରଖି ଆଇଟିବିପି ୭...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri