ଜାତୀୟ

୧୧୨ ଜିଲାରେ ସର୍ଭେ କରିବ ନୀତି ଆୟୋଗ

ନୂଆଦିଲ୍ଲୀ,୨୭ା୪: କୋଭିଡ୍‌-୧୯ର ମୁକାବିଲା ପାଇଁ ଭାରତରେ ଗରିବମାନେ ସୋସିଆଲ ଡିଷ୍ଟାନ୍ସିଂ କରୁଛନ୍ତି କି? ଏହି ପ୍ରଶ୍ନର ଉତ୍ତର ଖୋଜିବା ପାଇଁ ଦେଶର ୧୦୦ରୁ ଊର୍ଦ୍ଧ୍ୱ ଜିଲାରେ ନୀତି ଆୟୋଗ ସର୍ଭେ କରିବ। ପ୍ରତି ୨-୩ ସପ୍ତାହରେ ସର୍ବେକ୍ଷଣ କରାଯାଇ ସରକାରୀ...

ଲକ୍ଷଣ ନ ଥିବା ୬୫ ପ୍ରତିଶତ କରୋନା ସଂକ୍ରମିତଙ୍କ ଯୋଗୁ ଭୋପାଳରେ ସଙ୍କଟ

ଭୋପାଳ,୨୬।୪: କରୋନା ସଂକ୍ରମଣ ନେଇ ଭାରତରେ ସ୍ଥିତି ସଙ୍କଟଜନକ ହେବାରେ ଲାଗିଛି। ମଧ୍ୟପ୍ରଦେଶରେ କରୋନା ସଂକ୍ରମଣକୁ ନେଇ ଏକ ବଡ଼ ସମସ୍ୟା ଦେଖାଦେଇଛି। ଏଠାରେ ୬୫ ପ୍ରତିଶତଙ୍କଠାରେ କୌଣସି ଲକ୍ଷଣ ପ୍ରକାଶ ପାଇନାହିଁ। ମାତ୍ର ପରବର୍ତ୍ତୀ ସମୟରେ ସେମାନେ ସୁପର...

ବଢିବ ଲକ୍‌ଡାଉନ ଅବଧି !

ନୂଆଦିଲ୍ଲୀ,୨୬।୪: କରୋନା ଭାଇରସ ସଂକ୍ରମଣକୁ ନେଇ ଏବେ ସାରା ଦେଶରେ ଲକ୍‌ଡାଉନ ପାଳନ କରାଯାଉଥିବା ବେଳେ ଅନ୍ୟପଟେ କିନ୍ତୁ ସଂକ୍ରମଣ କମିବାର ନାଁ ନେଉନାହିଁ। ଏବେ ରାଜ୍ୟ ବାହାରେ ଥିବା ଲୋକଙ୍କୁ ପ୍ରତି ରାଜ୍ୟ ସରକାର ନିଜ ନିଜ ରାଜ୍ୟକୁ...

ଏମ୍ସରେ ଜଣେ ନର୍ସ କରୋନା ସଂକ୍ରମିତ

ରିଶିକେଶ,୨୬।୪: ଦେଶରେ କାୟା ବିସ୍ତାର କରି ଚାଲିଛି କରୋନା ଭାଇରସ। ଉତ୍ତରାଖଣ୍ଡର ରିଶିକେଶରେ ଥିବା ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଜଣେ ନର୍ସ କରୋନାରେ ସଂକ୍ରମିତ ହୋଇଥିବା ରବିବାର ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ଦିଲ୍ଲୀ ଷ୍ଟେଟ...

ଲକ୍‌ଡାଉନ: ଭାଜପା ନେତାଙ୍କ ଭିନ୍ନ ଧରଣର ପ୍ରଦର୍ଶନ

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ସଂକ୍ରମିତଙ୍କ ବୃଦ୍ଧିକୁ ନେଇ ଚିନ୍ତା ବଢୁଥିବା ବେଳେ କେନ୍ଦ୍ର ସରକାର ଓ ପଶ୍ଚିମବଙ୍ଗ ସରକାରଙ୍କ ମଧ୍ୟରେ ତୁତୁମେମେ ଜାରି ରହିଛି। ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ମହାସଚିବ ତଥା ପଶ୍ଚିମବଙ୍ଗ ପାର୍ଟି ପ୍ରଭାରୀ କୌଳାସ ବିଜୟଭର୍ଗିୟ...

ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା

ମୁମ୍ବାଇ,୨୬।୪: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଥରହର କରୁଛି। ଦିନକୁ ହଜାର ହଜାର ଲୋକ ଏହି ମହାମାରୀରେ ସଂକ୍ରମିତ ହେଉଥିବା ବେଳେ ହଜାର ହଜାର ଲୋକଙ୍କ ମୃତ୍ୟୁ ମଧ୍ୟ ହେଉଛି। ଆମେରିକା ଭଳି ବିକାଶଶୀଳ ଦେଶ ମଧ୍ୟ କରୋନା...

ପ୍ଲାଜମା ଦାନ ପାଇଁ ଅନୁରୋଧ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ସଂକ୍ରମଣ ଏବେ ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଉଥିବାରୁ ସମସ୍ତେ ଏବେ ଏଥିରୁ ରକ୍ଷା ପାଇବା ପାଇଁ ଚେଷ୍ଟା କରୁଛନ୍ତି। ରାଜଧାନୀ ଦିଲ୍ଲୀ ଓ ମହାରାଷ୍ଟ୍ରରେ ସ୍ଥିତି ଅଣାୟତ ହେବାରୁ ଏହା ସେଠାକାର ସରକାରଙ୍କୁ ଚିନ୍ତାରେ ପକାଇ...

୬ ପୋଲିସ କରୋନା ପଜିଟିଭ: ବନ୍ଦ ହେଲା ୨ ପୋଲିସ ଷ୍ଟେଶନ

କୋଏମ୍ବାଟୁର,୨୬।୪: ତାମୁଲନାଡୁର କୋଏମ୍ବାଟୁରରେ ୬ଜଣ ପୋଲିସଙ୍କ ନିକଟରେ କରୋନା ପଜିଟିଭ ମିଳିବାରୁ ଏବେ ସେଠାକାର ୨ ପୋଲିସ ଷ୍ଟେଶନକୁ ବନ୍ଦ କରି ଦିଆଯାଇଥିବା ସୂଚନା ମିଳିଛି। ପୋଦାନୁର ଓ କୁନିଆମୁଥୁରରେ ଥିବା ଏହି ପୋଲିସ ଷ୍ଟେଶନକୁ ସାମୟିକ ଭାବେ ବନ୍ଦ...

କରୋନା ଆତଙ୍କ: ଫେରିଗଲା ଭାରତୀୟଙ୍କ ମୃତଦେହ

ନୂଆଦିଲ୍ଲୀ,୨୬।୪: ନିକଟ ଅତୀତରେ ଆବୁ ଧାବିରୁ ଭାରତ ଆସିଥିବା ୩ ମୃତଦେହ ପୁଣିଥରେ ଆବୁଧାବି ଫେରିଯିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ୩ ପ୍ରବାସୀ ଭାରତୀୟଙ୍କ ମୃତ୍ୟୁ ପରେ ସେମାନଙ୍କ ମୃତ ଦେହକୁ ବିମାନ ଯୋଗେ ଦିଲ୍ଲୀ ପଠାଯାଇଥିଲା।...

ମନ୍‌ କି ବାତ: କରୋନା ମୁକାବିଲାକୁ ନେଇ ଦେଶବାସୀଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ମନ୍‌ କି ବାତ କାର୍ଯ୍ୟକ୍ରମରେ କରୋନା ମୁକାବିଲାକୁ ନେଇ ଦେଶବାସୀଙ୍କ ପ୍ରଶଂସା କରିଛନ୍ତି। କରୋନା ବିରୋଧରେ ଲୋକ ଲଢେଇ କରୁଛନ୍ତି ଓ ସରକାର ଜନତାଙ୍କ ସହଯୋଗ ପାଇ କରୋନା ଯୁଦ୍ଧରେ ବିଜୟୀ...

ଲୋକ ସଭା, ୫ ବିଧାନସଭାରେ କଣ୍ଟ୍ରୋଲ ରୁମ୍‌

ନୂଆଦିଲ୍ଲୀ,୨୬।୪(ପି.ଟି.): କୋଭିଡ୍‌-୧୯ ବିରୋଧୀ ଲଢ଼େଇରେ ଏମ୍‌ପି, ବିଧାୟକ ଓ ଜନସାଧାରଣଙ୍କ ସହ ସମନ୍ବୟ ରକ୍ଷା ଲାଗି ଲୋକ ସଭା ଏବଂ ୫ ରାଜ୍ୟ ବିଧାନସଭାରେ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। ଗତ ୨୧ ତାରିଖରେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା...

ଲକ୍‌ଡାଉନ ନୁହେଁ, ଗୋଷ୍ଠୀ ସଂକ୍ରମଣରୁ ମୁକ୍ତି ଜରୁରୀ

ମୁମ୍ବାଇ,୨୬।୪(ପିଟି): କରୋନା ମହାମାରୀକୁ ପ୍ରତିହତ କରିବାକୁ ସାରା ଦେଶରେ ମେ’୩ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରାଯାଇଛି। ସବୁ ବନ୍ଦ ରହିଥିବାରୁ ଦେଶର ଅର୍ଥନୈତିକ ସ୍ଥିତି ମଧ୍ୟ ବିଗିଡ଼ି ଗଲାଣି। ଲକ୍‌ଡାଉନ ହଟିବା ପରେ ଏହି ମହାମାରୀକୁ କିପରି ରୋକାଯାଇପାରିବ ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri