ଜାତୀୟ

ବୁଲେଟ୍‌ ଚଢ଼ି ବିବାହମଣ୍ଡପରେ ପହଞ୍ଚିଲେ କନ୍ୟା

ପାଟନା,୭।୩: ସବାରି କିମ୍ବା ଚାରି ଚକିଆ ଯାନରେ କନ୍ୟା ବିବାହମଣ୍ଡପକୁ ଆସିବା କଥା ସମସ୍ତେ ଶୁଣିଥିବେ। ହେଲେ ବିହାରର ଗୟାରେ ଜଣେ କନ୍ୟା ୧୬ ଶୃଙ୍ଗାର ପରେ ବିବାହ ପୋଷାକରେ ସଜେଇ ହୋଇ ଚଷମା ଲଗାଇ ବୁଲେଟ୍‌ ଚଢ଼ି ମଣ୍ଡପରେ...

ଜୟାପ୍ରଦାଙ୍କ ନାଁରେ ଜାମିନ ବିହିନ ଓ୍ବାରେଣ୍ଟ ଜାରି

ରାମପୁର,୭।୩: ଆଚାର ସଂହିତା ଉଲ୍ଲଂଘନ ମାମଲାରେ ପୂର୍ବତନ ଏମ୍‌ପି ଜୟାପ୍ରଦା ହାଜର ନ ହେବାରୁ କୋର୍ଟ ତାଙ୍କ ନାଁରେ ଜାମିନ ବିହିନ ଓ୍ବାରେଣ୍ଟ ଜାରି କରିଛନ୍ତି। ଏହି ମାମଲାର ପରବର୍ତ୍ତି ଶୁଣାଣି ଏପ୍ରିଲ ୨୦ରେ ହେବ ବୋଲି ଜଣାପଡିଛି। ସୂଚନାଯୋଗ୍ୟ,...

କର୍କଟ ପୀଡ଼ିତଙ୍କ ପାଇଁ କେଶ ଦାନ କଲେ ୮୦ ଛାତ୍ରୀ

କୋଏମ୍ବାଟୁର,୭।୩ : କର୍କଟ ପୀଡ଼ିତଙ୍କ ପାଇଁ କେତେକ ଆର୍ଥିକ ସହାୟତା ପ୍ରଦାନ କରିଥାନ୍ତି। ତେବେ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଅସମର୍ଥ ଥିବା ତାମିଲନାଡୁର କୋଏମ୍ବାଟୁରର ଏକ ଘରୋଇ କଲେଜର ୮୦ ଜଣ ଛାତ୍ରୀ ନିଜ କେଶ ଦାନ କରିଛନ୍ତି।...

ଜେଏସ୍‌ପିଏଲ୍‌କୁ ଗୋଲ୍‌ଡେନ ପିକକ୍‌ ସମ୍ମାନ

ନୂଆଦିଲ୍ଳୀ,୭।୩: ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର ଲିଃ (ଜେଏସ୍‌ପିଏଲ) କୁ ସମ୍ମାନଜନକ ଗୋଲଡେନ ପିକକ ସିଏସ୍‌ଆର ସମ୍ମାନ – ୨୦୧୯ ପ୍ରଦାନ କରାଯାଇଛି। ଓଡିଶା, ଛତିଶଗଡ ଏବଂ ଝାଡଖଣ୍ଡରେ ବିଭିନ୍ନ ସାମାଜିକ ବିକାଶ କାର୍ଯ୍ୟକ୍ରମ ପାଇଁ ଜେଏସ୍‌ପିଏଲକୁ ଏହି ପୁରସ୍କାର...

‘ସିନ୍ଧିଆଙ୍କୁ ଅଣଦେଖା କଲେ ଅଡୁଆରେ ପଡ଼ିବେ କମଲନାଥ’

ଭୋପାଳ,୭ା୩(ପି.ଟି.): ମଧ୍ୟପ୍ରଦେଶରେ କଂଗ୍ରେସ ସରକାରରେ ଅସ୍ଥିରତା ସୃଷ୍ଟି ପାଇଁ ଘୋଡ଼ାବେପାର ଉଦ୍ୟମ ଅଭିଯୋଗ ହେଉଥିବାବେଳେ ସଙ୍କଟର ଖିଅ ଦଳ ଭିତରେ ବୋଲି ସୂଚନା ମିଳିଛି। ଦଳର ବରିଷ୍ଠ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଅଣଦେଖା ଓ ଅସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ କମଲନାଥଙ୍କ...

ଏନ୍‌ପିଡିଆର୍‌ଆର୍‌ ପୁନର୍ଗଠିତ

ନୂଆଦିଲ୍ଲୀ,୭ା୩(ପି.ଟି.): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଅଧ୍ୟକ୍ଷତାରେ ବିପର୍ଯ୍ୟୟ ବିପଦ ପ୍ରଶମନ ଜାତୀୟ ମଞ୍ଚ (ଏନ୍‌ପିଡିଆର୍‌ଆର୍‌) ଗଠନ କରାଯାଇଛି। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସଦସ୍ୟ ରହିଛନ୍ତି। ବିପର୍ଯ୍ୟୟ ପରିଚାଳନାରେ...

ବିମଲ ଜୁଲ୍‌କା ସିଆଇସି

ନୂଆଦିଲ୍ଲୀ,୭ା୩(ପି.ଟି.): ସୂଚନା କମିଶନର ବିମଲ ଜୁଲ୍‌କାଙ୍କୁ ଶୁକ୍ରବାର ମୁଖ୍ୟ ସୂଚନା କମିଶନର (ସିଆଇସି) ଭାବେ ନିଯୁକ୍ତି ମିଳିଛି। ଜାନୁୟାରୀ ୧୧ରେ ସିଆଇସି ସୁଧୀର ଭାର୍ଗବ ଅବସର ନେବା ପରଠୁ ଏହି ପଦବୀ ଖାଲି ପଡ଼ିଥିଲା। ତାଙ୍କ ସ୍ଥାନରେ ଜୁଲ୍‌କାଙ୍କୁ ରାଷ୍ଟ୍ରପତି...

୧୧ରେ ଦିଲ୍ଲୀ ଦଙ୍ଗା ଆଲୋଚନା

ନୂଆଦିଲ୍ଲୀ,୭ା୩: ହୋଲି ପରେ ମାର୍ଚ୍ଚ ୧୧ରେ ଦିଲ୍ଲୀ ଦଙ୍ଗା ପ୍ରସଙ୍ଗ ପାର୍ଲାମେଣ୍ଟ ଆଲୋଚନାରେ ସ୍ଥାନ ପାଇବ। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଗତ ସପ୍ତାହର ଦଙ୍ଗା ଉପରେ ଗୃହରେ ଉତ୍ତର ରଖିବେ। ସୋମବାର ଅଧିବେଶନ ଆରମ୍ଭ ହେବା ଦିନଠାରୁ ଦଙ୍ଗା...

ଅହମଦ ପଟେଲଙ୍କୁ ଆୟକର ସମନ

ନୂଆଦିଲ୍ଲୀ,୭ା୩(ପି.ଟି.): ଟିକସ ଫାଙ୍କି ସହ ସମ୍ପୃକ୍ତି ଅଭିଯୋଗରେ ବରିଷ୍ଠ କଂଗ୍ରେସ ନେତା ଅହମଦ ପଟେଲଙ୍କୁ ଆୟକର ବିଭାଗ ପକ୍ଷରୁ ସମନ ଜାରି କରାଯାଇଛି। ଦଳୀୟ ଅର୍ଥ କାରବାରକୁ ନେଇ ଟିକସ ଫାଙ୍କିର ତଦନ୍ତ କରୁଛି ଆୟକର ବିଭାଗ। ଦଳର କୋଷାଧ୍ୟକ୍ଷ...

ଧ୍ୱଜାବତରଣ ଉତ୍ସବରେ ଯୋଗଦେବେନି ଦର୍ଶକ

ନୂଆଦିଲ୍ଲୀ,୭ା୩(ପି.ଟି.): କରୋନା ସଂକ୍ରମଣ ଭୟରେ ଅଟ୍ଟାରୀ-ଓ୍ବାଘା ସୀମାରେ ପ୍ରତିଦିନ ସନ୍ଧ୍ୟାରେ ହେଉଥିବା ଧ୍ୱଜାବତରଣ ଉତ୍ସବରେ ଦର୍ଶକମାନଙ୍କୁ ଭାଗନେବାକୁ ଅନୁମତି ଦିଆଯିବନି। ଶନିବାରଠାରୁ ଏହି ପ୍ରତିକାର ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ପକ୍ଷରୁ କୁହାଯାଇଛି। ଭାରତ...

ହୋଲି ପାଳନ ବନ୍ଦ କଲା ସିଏପିଏଫ୍‌

ନୂଆଦିଲ୍ଲୀ,୭ା୩(ପି.ଟି.): କରୋନା ସଂକ୍ରମଣ ଭୟରେ ଆନୁଷ୍ଠାନିକ ଭାବେ ହୋଲି ନ ପାଳିବା ପାଇଁ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (ସିଏପିଏଫ୍‌) ନିଷ୍ପତ୍ତି ନେଇଛି। ଆଭ୍ୟନ୍ତରୀଣ ସୁରକ୍ଷା ଓ ସୀମା ସୁରକ୍ଷାରେ ମୁତୟନ ଥିବା ସିଆର୍‌ପିଏଫ୍‌ ଏବଂ ବିଏସ୍‌ଏଫ୍‌ ପକ୍ଷରୁ ସାମୂହିକ...

ସାଥୀ ଖୋଜିବାକୁ ୨ ହଜାର କିମି

ନୂଆଦିଲ୍ଲୀ, ୭।୩: ‘ବଞ୍ଜର ହୈ ସବ୍‌ ବଞ୍ଜର ହୈ। ହମ୍‌ ଢୁଣ୍ଡନେ ଜବ ଫିର୍ଦ୍ଦୋଷ ଚାଲେ। ତେରେ ଖୋଜ୍‌ ତଲାସ ମେଁ ଦେଖ୍‌ ପିୟା, ହମ୍‌ କିତନେ କାଲେ କୋଶ ଚାଲେ…’। ମହାନ୍‌ ସଙ୍ଗୀତକାର ଗୁଲ୍‌ଜାରଙ୍କ ରଚିତ ଏହି ଶାୟରୀକୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri