ଜାତୀୟ

ବିହାର ବିଧାନସଭାରେ ମୂଷାଧରି ପହଞ୍ଚିଲେ ବିଧାୟକ

ପାଟନା,୬।୩: ବିହାର ବିଧାନସଭାର ବଜେଟ ଅଧିବେଶନ ସମୟରେ ଶୁକ୍ରବାର ଏକ ଅଦ୍ଭୁଦ ଘଟଣା ଦେଖିବାକୁ ମିଳିଛି। ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)ର ଜଣେ ବିଧାୟକ ଶୁକ୍ରବାର ଏକ ମୂଷାକୁ ଯନ୍ତାରେ ଧରି ବିଧାନସଭାରେ ପହଞ୍ଚିଥିବା ଦେଖାଯାଇଥିଲା। ଏହାକୁ ନେଇ ବିବାହରର ପୂର୍ବତନ...

ପ୍ରଶାନ୍ତ କୁମାରଙ୍କ ଉପରେ ନ୍ୟସ୍ତ କରାଗଲା ୟସ୍‌ ବ୍ୟାଙ୍କର ଦାୟିତ୍ୱ

ନୂଆଦିଲ୍ଲୀ,୬।୩: ୟସ୍‌ ବ୍ୟାଙ୍କର ଆର୍ଥିକ ସ୍ଥିତି ବିଗିଡିବା ଯୋଗୁ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛନ୍ତି। ଫଳରେ ଗ୍ରାହକ ଏପ୍ରିଲ ୩ ତାରିଖ ପର୍ଯ୍ୟନ୍ତ ମାତ୍ର ୫୦ ହଜାର ଟଙ୍କା ଉଠାଇ...

ମୋଦିଙ୍କ ଚିନ୍ତାଧାରା ଦେଶର ଅର୍ଥନୀତିକୁ ବିଗାଡି ଦେଇଛି: ରାହୁଲ

ନୂଆଦିଲ୍ଲୀ,୬।୩: ଦେଶରେ ୟେସ୍‌ ବ୍ୟାଙ୍କରେ ଦେଖାଦେଇଥିବା ସଙ୍କଟକୁ ନେଇ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଶୁକ୍ରବାର ଏହି ପ୍ରସଙ୍ଗରେ ରାହୁଲ ଟୁଇଟ୍‌ କରି କହିଛନ୍ତି ମୋଦିଙ୍କ ଚିନ୍ତାଧାରା ଯୋଗୁ ଆଜି ଦେଶର...

ମହାରାଷ୍ଟ୍ରର ସବୁ ଜିଲାରେ ହେବ ମହିଳା ପୋଲିସ ଷ୍ଟେଶନ: ଅଜିତ ପାଓ୍ବାର

ମୁମ୍ବାଇ,୬।୩: ମହାରାଷ୍ଟ୍ରର ଶିବସେନା ମେଣ୍ଟ ସରକାର ଏବେ ଲୋକଙ୍କ ହିତ ଉଦ୍ଦେଶ୍ୟରେ କାମ କରିବା ଆରମ୍ଭ କରିଥିବା ଆଲୋଚନା ହେଉଛି। ଶୁକ୍ରବାର ବିଧାନସଭାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଗୋଟିଏ ବଡ କଥା କହିଛନ୍ତି। ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାର କହିଛନ୍ତି ଏବେ ମହାରାଷ୍ଟ୍ରର...

କରୋନା ଭାଇରସ ଭୟ: ସ୍ଥଗିତ ରହିଲା ଆଇଫା ଆଓ୍ବାର୍ଡ ଉତ୍ସବ

ମୁମ୍ବାଇ,୬।୩: ସାରା ଦେଶରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରରେ ଆୟୋଜିତ ହେବାକୁ ଥିବା ଇଣ୍ଟରନ୍ୟାଶନାଲ ଇଣ୍ଡିଆନ ଫିଲ୍ମ ଏକାଡେମୀ(ଆଇଫା) ଆଓ୍ବାର୍ଡକୁ ସ୍ଥଗିତ ରଖାଯାଇଛି। ଦେଶରେ କରୋନା ଭାଇରସକୁ ଦେଖି ମହାରାଷ୍ଟ୍ର ସରକାରଙ୍କ...

ମହାରାଷ୍ଟ୍ରରେ ଚାଷୀଙ୍କ ପାଇଁ ଖୁସି ଖବର: ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣଛାଡ କଲେ ସରକାର

ମୁମ୍ବାଇ,୬।୩: ମହାରାଷ୍ଟ୍ର ବିଧାନସଭାରେ ଶୁକ୍ରବାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ମହାରାଷ୍ଟ୍ରରେ ଶାସନ କ୍ଷମତା ହାତେଇଥିବା ଶିବସେନାର ଏହା ପ୍ରଥମ ବଜେଟ। ଗୃହରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ଅଜିତ ପାଓ୍ବାର ଚଳିତ ବର୍ଷର ପ୍ରଥମ ବଜେଟ ଉପସ୍ଥାପନ କରିଛନ୍ତି।...

କରୋନା ଭାଇରସ: ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୩୧

ନୂଆଦିଲ୍ଲୀ,୬।୩: କରୋନା ଭାଇରସ ଏବେ ଦେଶରେ କୋକୁଆ ଭୟ ସୃଷ୍ଟି କରିଛି। ଦିଲ୍ଲୀରେ ଶୁକ୍ରବାର ଆଉ ଜଣେ ପଜିଟିଭ ମିଳିବା ପରେ ଏବେ ଭାରତରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୩୧ରେ। ଏଥିରୁ ଦୂରେଇ ରହିବାକୁ ସରକାରୀ ଓ...

ଦିଲ୍ଲୀ ହିଂସାକୁ ନେଇ ସଂସଦରେ କଂଗ୍ରେସର ବିରୋଧ ପ୍ରଦର୍ଶନ: ମାର୍ଚ୍ଚ ୧୧ଯାଏ ଗୃହ ମୁଲତବୀ

ନୂଆଦିଲ୍ଲୀ,୬।୩: ଦିଲ୍ଲୀ ହିଂସାକୁ ନେଇ ବିରୋଧୀ ରାଜନୀତି କରୁଥିବା ବେଳେ ଏହାକୁ ଅସ୍ତ୍ର କରି ଶାସକ ଦଳକୁ ଘେରିବାକୁ ଉଦ୍ୟମ ଚଳାଇଛନ୍ତି। ଏଥିପାଇଁ ସୋମବାରଠାରୁ ଗୃହ କାର୍ଯ୍ୟ ସଠିକ୍‌ ଭାବେ ପରିଚାଳିତ ହୋଇପାରୁନାହିଁ। ଏହି କ୍ରମରେ ଶୁକ୍ରବାର ମଧ୍ୟ କଂଗ୍ରେସ...

ଘନେଇଲା କମଲନାଥଙ୍କ ସଙ୍କଟ

ଭୋପାଳ, ୬ା୩(ପି.ଟି.): ମଧ୍ୟପ୍ରଦେଶର କମଲନାଥ ସରକାରଙ୍କ ସଙ୍କଟ ଘନେଇବାରେ ଲାଗିଛି। ଗୁରୁବାର କଂଗ୍ରେସ ବିଧାୟକ ହରଦୀପ ସିଂ ଡଙ୍ଗ୍‌ ନିଜର ଇସ୍ତଫାପତ୍ର ବାଚସ୍ପତି ଏନ୍‌.ପି. ପ୍ରଜାପତିଙ୍କ ନିକଟକୁ ପଠାଇଛନ୍ତି। ଦ୍ୱିତୀୟ ଥର ସେ କଂଗ୍ରେସ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ...

ଭାରତରେ ପ୍ରବେଶ ପାଇଁ ଆବଶ୍ୟକ ସ୍ବାସ୍ଥ୍ୟ ପ୍ରମାଣପତ୍ର

ନୂଆଦିଲ୍ଲୀ,୬ା୩(ପି.ଟି.): ଭାରତ ସରକାର ଭିଜା ଉପରେ ଅତିରିକ୍ତ କଟକଣା ଜାରି କରିଛନ୍ତି। କରୋନା ସଂକ୍ରମିତ ଇଟାଲୀ ଏବଂ ଦକ୍ଷିଣ କୋରିଆରୁ ଆସିଥିବା କିମ୍ବା ସେଠାକୁ ଯାଇଥିବା ବ୍ୟକ୍ତି ଭାରତରେ ପ୍ରବେଶ କରିବାକୁ ହେଲେ ସେମାନଙ୍କୁ କରୋନା ନେଗେଟିଭ୍‌ ପ୍ରମାଣପତ୍ର ଦେଖାଇବାକୁ...

ଓଡ଼ିଶାରେ ହେଉ କରୋନା ପରୀକ୍ଷା କେନ୍ଦ୍ର

ନୂଆଦିଲ୍ଲୀ,୬ା୩: ପାର୍ଲାମେଣ୍ଟରେ ଗୁରୁବାର କରୋନା ସମ୍ପର୍କିତ ଆଲୋଚନା ବେଳେ ଓଡ଼ିଶା ଓ ଦେଶର ଅନ୍ୟ ଭାଗରେ ତୁରନ୍ତ ପରୀକ୍ଷା କେନ୍ଦ୍ର ଖୋଲିବା ଲାଗି ବିଜେଡି ଏମ୍‌ପି ଦାବି କରିଥିଲେ। ଏଥିସହିତ ଭୁବନେଶ୍ୱର ବିମାନବନ୍ଦରରେ ଏକ ଯାଞ୍ଚ ଓ କ୍ୱାରାଣ୍ଟାଇନ କେନ୍ଦ୍ର...

ଚାଇନା ଜାହାଜକୁ ମିଳୁନି ଅନୁମତି

ନୂଆଦିଲ୍ଲୀ,୬ା୩(ପି.ଟି.): ୧୬,୦୭୬ ଯାତ୍ରୀ ଓ କର୍ମଚାରୀଙ୍କୁ ନେଇ ଆସିଥିବା ଚାଇନାର କେତେକ ଜାହାଜ ତଥା ପୂର୍ବରୁ ଚାଇନା ଯାଇଥିବା ଜାହାଜଗୁଡ଼ିକୁ ଭାରତୀୟ ବନ୍ଦର ମଧ୍ୟରେ ପ୍ରବେଶ କରିବାକୁ ଅନୁମତି ଦିଆଯାଇନାହିଁ। ତେବେ ଉକ୍ତ ଜାହାଜରେ ଥିବା ଯାତ୍ରୀ ଓ କର୍ମଚାରୀମାନଙ୍କୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri