ଜାତୀୟ

ମୁକାବିଲା ପାଇଁ ନିଆଯାଉଛି ପଦକ୍ଷେପ

ନୂଆଦିଲ୍ଲୀ,୬ା୩(ପି.ଟି.): ଦେଶରେ କରୋନା ସଂକ୍ରମଣ ରୋକିବା ଲାଗି ସବୁ ପଦକ୍ଷେପ ନିଆଯାଉଛି। ଅଦ୍ୟାବଧି ୨୮,୫୨୯ ଜଣଙ୍କୁ ପର୍ଯ୍ୟବେକ୍ଷଣରେ ରଖାଯାଇଛି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଗୁରୁବାର ପାର୍ଲାମେଣ୍ଟର ଉଭୟ ଗୃହରେ କହିଛନ୍ତି। ବୁଧବାର ସୁଦ୍ଧା ଦେଶରେ ୨୯ କରୋନା ସଂକ୍ରମିତ ଚିହ୍ନଟ...

କରୋନା ଭାଇରସ ଯୋଗୁ ବାତିଲ ହେଲା ମୋଦିଙ୍କ ବିଦେଶ ଗସ୍ତ

ନୂଆଦିଲ୍ଲୀ,୫।୩: କରୋନା ଭାଇରସ ଏବେ ସାରା ବିଶ୍ୱର ପ୍ରାୟ ୮୨ ଦେଶକୁ ବ୍ୟାପିଥିବା ବେଳେ ଏହାର ଭୟାବହତାକୁ ଦୃଷ୍ଟିରେ ରଖି ଏବେ ବିଦେଶ ଗସ୍ତ ଉପରେ ନାନା କଟକଣା ଲଗାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ-ୟୁରୋପୀୟ ସଂଘର ଶିଖର ସମ୍ମିଳନୀରେ...

ନିର୍ଭୟା ମାମଲା: ଡେଥ୍‌ ଓ୍ବାରେଣ୍ଟ ଜାରି ପରେ ବିଚଳିତ ହୋଇପଡିଲେ ଓକିଲ ଏ.ପି. ସିଂ

ନୂଆଦିଲ୍ଲୀ,୫।୩: ନିର୍ଭୟା ଗଣବଳାତ୍କାର ମାମଲାରେ ୪ ଦୋଷୀଙ୍କୁ ଫାଶୀ ଦେବାଲାଗି ଗୁରୁବାର ନୂଆ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ମାର୍ଚ୍ଚ ୨୦ ଭୋର ୫ଟା ୩୦ରେ ଏମାନଙ୍କୁ ଫାଶୀ ଦିଆଯିବାକୁ କୋର୍ଟ ଡେଥ୍‌ ଓ୍ବାରେଣ୍ଟ ଜାରି କରିଛନ୍ତି। ଏହାପରେ ଦୋଷୀଙ୍କ...

କରୋନା ଭାଇରସ ଚାଇନାରୁ ଆସିଥିବାରୁ ଏହା ବେଶିଦିନ ରହିବ ନାହିଁ: ମୋରାରି ବାପୁ

ପ୍ରୟାଗରାଜ,୫।୩: କରୋନା ଭାଇରସ ଚାଇନାରୁ ଆରମ୍ଭ ହୋଇଥିବା ବେଳେ ଏବେ ଏହା ଭାରତ ସମେତ ବିଭିନ୍ନ ଦେଶକୁ ବ୍ୟାପିବାରେ ଲାଗିଛି। ଇତିମଧ୍ୟରେ ଏହାକୁ ନେଇ ଭିନ୍ନ ଭିନ୍ନ ମତ ପ୍ରକାଶ ପାଉଥିବା ବେଳେ ଆଧ୍ୟାତ୍ମିକ ଗୁରୁ ମୋରାରି ବାପୁ ମଜାଳିଆ...

୫ମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ଦିଲ୍ଲୀର ସମସ୍ତ ସ୍କୁଲ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ

ନୂଆଦିଲ୍ଲୀ,୫।୩: କରୋନା ଭାଇରସ ଏବେ ଭାରତରେ ଧୀରେ ଧୀରେ ପାଦ ରଖିବା ଆରମ୍ଭ କରିଛି। ଗୁରୁବାର ସୁଦ୍ଧା କରୋନା ଭାଇରସରେ ୩୦ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡିଛି, ଏହାସହ ପାଖାପାଖି ୨୯ ହଜାର ଲୋକଙ୍କ ଉପରେ କଡା ନଜର ରଖାଯାଇଛି...

ଲୋକସଭାରେ ହଙ୍ଗାମା ପରେ କଂଗ୍ରେସର ୭ଏମ୍‌ପିଙ୍କୁ ନିଲମ୍ବିତ କଲେ ବାଚସ୍ପତି

ନୂଆଦିଲ୍ଲୀ,୫।୩: ସଂସଦରେ ଲଗାତାର ହେଉଥିବା ହଟ୍ଟଗୋଳ ଯୋଗୁ ଲୋକ ସଭା ବାଚସ୍ପତି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଗୁରୁବାର କଂଗ୍ରେସର ୭ଜଣ ଏମ୍‌ପିଙ୍କୁ ଲୋକ ସଭା ବାଚସ୍ପତି ନିଲମ୍ବିତ କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗୁରୁବାର ଗୃହରେ ବଜେଟ ଅଧିବେଶନ ଚାଲିଥିବା...

କୋର୍ଟ ପରିସରରୁ ତାହିର ହୁସେନଙ୍କୁ ଗିରଫ କଲା କ୍ରାଇମ୍‌ବ୍ରାଞ୍ଚ

ନୂଆଦିଲ୍ଲୀ,୫।୩: ଦିଲ୍ଲୀ ହିଂସା ଓ ଇଣ୍ଟଲିଜେନ୍ସ ବ୍ୟୁରୋ (ଆଇବି) ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ମାମଲାରେ ସଂମ୍ପୃକ୍ତ ଥିବା ଅଭିଯୋଗରେ ଆମ୍‌ ଆଦମୀ ପାର୍ଟି (ଏଏପି)ର ନିଲମ୍ବିତ କାଉନସିଲର ତାହିର ହୁସେନଙ୍କୁ ଦିଲ୍ଲୀ ପୋଲିସର କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ଗିରଫ କରିଛି।...

ଭିଭିଆଇପି ବିମାନ ସୁରକ୍ଷା: ଆମେରିକା-ଭାରତ ୧୨୦୦ କୋଟି ଚୁକ୍ତି

ନୂଆଦିଲ୍ଲୀ,୫।୩: ଭିଭିଆଇପି ବିମାନ ସୁରକ୍ଷା ପାଇଁ ଆମେରିକା ଭାରତ ମଧ୍ୟରେ ୧୨୦୦ କୋଟି ଟଙ୍କାର ଚୁକ୍ତି ହୋଇଛି। ଏହି ବିକଶିତ ପ୍ରଣାଳୀ ଭିଭିଆଇପି ବିମାନକୁ କ୍ଷେପଣାସ୍ତ୍ରରୁ ସୁରକ୍ଷିତ ରଖିବାକୁ ସକ୍ଷମ ହେବ ବୋଲି କୁହାଯାଉଛି। ଏହାକୁ ୨ଟି ବୋଇଙ୍ଗ୍‌-୭୭୭ ବିମାନରେ...

ଦୋଷୀ ଫାଶୀ ଖୁଣ୍ଟରେ ଛୁଲିଲା ପରେ ଖୁସି ହେବି: ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ,୫।୩: ନିର୍ଭୟା ଗଣ ବଳାତ୍କାର ମାମଲାର ୪ ଦୋଷୀଙ୍କ ପାଇଁ ଗୁରୁବାର ଚତୁର୍ଥ ଥର ଲାଗି ନୂଆ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ମାର୍ଚ୍ଚ ୨୦ ଭୋର ୫ଟା ୩୦ରେ ଏମାନଙ୍କୁ ତିହାର ଜେଲ ପରିସରରେ ଫାଶୀ ଦିଆଯିବାକୁ ସ୍ଥିର...

ଟାଇଟାନିକ ଜାହାଜ କ୍ୟାପଟେନ୍‌ଙ୍କ ଭଳି ହର୍ଷବର୍ଦ୍ଧନ ଦେଉଛନ୍ତି ଆଶ୍ୱାସନା: ରାହୁଲ

ନୂଆଦିଲ୍ଲୀ,୫।୩: ଭାରତରେ କରୋନା ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ବୃଦ୍ଧି ପାଇବାରେ ଲାଗିଛି। ତେବେ ଏହାକୁ ଭୟ ନ କରି ସତର୍କ ରହିବାକୁ ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ କହିଛନ୍ତି। ଲୋକଙ୍କୁ ଅଯଥା ଚିନ୍ତା ନ କରିବା ଲାଗି ସେ...

ମାର୍ଚ୍ଚ ୨୦ ଭୋର ୫ଟା ୩୦ରେ ଫାଶୀ ଖୁଣ୍ଟରେ ଝୁଲିବେ ନିର୍ଭୟା ମାମଲାର ୪ ଦୋଷୀ

ନୂଆଦିଲ୍ଲୀ,୫।୩: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କ ମୃତ୍ୟୁର ନୂଆଦିନ ସ୍ଥିର କରାଯାଇଛି। ପଟିଆଲା ହାଉସ କୋର୍ଟ ପକ୍ଷରୁ ଗୁରୁବାର ଦୋଷୀଙ୍କ ଫାଶୀ ଲାଗି ଚତୁର୍ଥ ଥର ପାଇଁ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ମାର୍ଚ୍ଚ ୨୦...

ଇସ୍କନ ମନ୍ଦିର ଆସିଲେ ଦେବାକୁ ପଡିବ ସ୍ବାସ୍ଥ୍ୟ ପ୍ରମାଣପତ୍ର

ମଥୁରା,୫।୩: ଦିଲ୍ଲୀର ମଥୁରାରେ ଥିବା ବୃନ୍ଦାବନ ଇସ୍କନ ମନ୍ଦିରର ପିଆର୍‌ଓ ସୌରଭ ଦାସ ଗୁରୁବାର କହିଛନ୍ତି, ଆସନ୍ତା ଦୁଇ ମାସ ପର୍ଯ୍ୟନ୍ତ ଇସ୍କନ ମନ୍ଦିର ନ ଆସିବା ପାଇଁ ବିଦେଶୀ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି। ଆଉ ଯଦି କେହି ପର୍ଯ୍ୟଟକ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri