ଜାତୀୟ

ଇସ୍କନ ମନ୍ଦିର ଆସିଲେ ଦେବାକୁ ପଡିବ ସ୍ବାସ୍ଥ୍ୟ ପ୍ରମାଣପତ୍ର

ମଥୁରା,୫।୩: ଦିଲ୍ଲୀର ମଥୁରାରେ ଥିବା ବୃନ୍ଦାବନ ଇସ୍କନ ମନ୍ଦିରର ପିଆର୍‌ଓ ସୌରଭ ଦାସ ଗୁରୁବାର କହିଛନ୍ତି, ଆସନ୍ତା ଦୁଇ ମାସ ପର୍ଯ୍ୟନ୍ତ ଇସ୍କନ ମନ୍ଦିର ନ ଆସିବା ପାଇଁ ବିଦେଶୀ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି। ଆଉ ଯଦି କେହି ପର୍ଯ୍ୟଟକ...

କରୋନା ଭାଇରସ ଭୟ: ସ୍ଥଗିତ ରହିଲା ଏସିଆନ ସିକ୍ୟୁରିଟି କନଫରେନ୍ସ

ନୂଆଦିଲ୍ଲୀ,୫।୩: କରୋନା ଭାଇରସ ଏବେ ସାରା ବିଶ୍ୱର ଚିନ୍ତା ବଢାଇ ଦେଇଛି। ଏହାକୁ ନେଇ କେତେକ ଦେଶରେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମକୁ ବାତିଲ କରିବାକୁ ପଡିଲାଣି। ସେହିପରି ରାଜଧାନୀ ଦିଲ୍ଲୀରେ ଆସନ୍ତା ୧୨-୧୩ ତାରିଖରେ ଆୟୋଜିତ ହେବାକୁ...

ସୀମାରେ ଯାଞ୍ଚ୍‌ କଡ଼ାକଡ଼ି, ବିମାନ ବନ୍ଦରରେ ହାଇ ଆଲର୍ଟ: କରୋନା ମୁକାବିଲା ପାଇଁ ପ୍ରସ୍ତୁତି

ନୂଆଦିଲ୍ଲୀ,୫।୩: ଭାରତରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ରାଜନେତାଙ୍କୁ ମଧ୍ୟ କରୋନା ଭୟ ଘାରିଛି। ତେବେ ସରକାର ସୁରକ୍ଷା ପଦକ୍ଷେପ ଗ୍ରହଣ କରିଥିବା ରାଜ୍ୟ ସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଗୁରୁବାର ସୂଚନା...

କରୋନା ଭାଇରସ ଯୋଗୁ କ୍ୟାସ୍‌ଲେସ ହେଉଛନ୍ତି ଲୋକେ

ନୂଆଦିଲ୍ଲୀ,୫।୩: କରୋନା ଭାଇରସ ବିଶ୍ୱର ଅଧିକାଂଶ ଦେଶରେ ପହଞ୍ଚି ସାରିଥିବା ବେଳେ ଭାରତରେ ମଧ୍ୟ ଏହା ପହଞ୍ଚି ଯାଇଛି। ସମୟ କ୍ରମେ ଭାରତରେ ଏହା କାୟା ବସ୍ତାର କରିଚାଲିଥିବା ବେଳେ ଏବେ ଏଥିରୁ ଦୂରେଇ ରହିବାକୁ ନାନା ଉପାୟ ଚିନ୍ତା...

କରୋନା ପ୍ରଭାବ: ମାସ୍କ୍‌, ସାନିଟାଇଜର ଦାମରେ ୧୦ଗୁଣା ବୃଦ୍ଧି

ନୂଆଦିଲ୍ଲୀ,୫।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷା ପାଇଁ ମାସ୍କ ପିନ୍ଧିବା ନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଲୋକଙ୍କୁ ସତର୍କ କରାଯାଇଛି। ଏହା ସହିତ ହାତ ଧୋଇବା ଉପରେ ମଧ୍ୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଗୁରୁତ୍ୱାରୋପ କରିଛି। ଭଲ...

ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବାରୁ କାର୍ତ୍ତିୟାନି ଓ ଭାଗିରଥି ଆମ୍ମାଙ୍କୁ ମିଳିବ ‘ନାରୀ ଶକ୍ତି ପୁରସ୍କାର’

କୋଲ୍ଲମ,୫।୩: କେରଳର ୧୦୫ ବର୍ଷିୟା ଭାଗିରଥି ଆମ୍ମା ନିଜ ଜୀବନରେ ବହୁ ଉତ୍ଥାନ ପତନକୁ ସାମ୍ନା କରିଛନ୍ତି। ହେଲେ ପରିଣତ ବୟସରେ ସେ ଏମିତି କାମ କରିଛନ୍ତି ଯାହା ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି। ୨୦୧୮ରେ ଭାଗିରଥି ଆମ୍ମା କେରଳ...

୫ ବର୍ଷରେ ମୋଦିଙ୍କ ବିଦେଶ ଯାତ୍ରାରେ ୪୪୬ କୋଟି ୫୨ ଲକ୍ଷ ଖର୍ଚ୍ଚ

ନୂଆଦିଲ୍ଲୀ,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଦେଶ ଯାତ୍ରାରେ ଗତ ୫ ବର୍ଷ ମଧ୍ୟରେ ୪୪୬ କୋଟି ୫୨ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ଲୋକ ସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ବି. ମୁରଲୀଧରନ ଏହି ସୂଚନା...

କରୋନା ଭାଇରସ ଚିହ୍ନଟ ପୂର୍ବରୁ ନିଜକୁ କୋଠରିରେ ବନ୍ଦକରି ରଖିଲେ ଚାଇନା ନାଗରିକ

ନୂଆଦିଲ୍ଲୀ,୫।୩: କରୋନା ଭାଇରସ ଏବେ ଭାରତରେ ତା’ର ସ୍ଥିତି ଜାହିର କରିବା ପରେ ଏବେ ଏହାକୁ ନେଇ ସମସ୍ତେ ଏକପ୍ରକାର ଭୟଭିତ ହୋଇଯାଇଛନ୍ତି। ଦିଲ୍ଲୀରେ ଦୁଇଦିନ ତଳେ ପ୍ରଥମ କରୋନା ସଂକ୍ରମିତଙ୍କ ଚିହ୍ନଟ କରାଯାଇଥିବା ବେଳେ ଏବେ ସେଠାରେ ଭୟର...

ଭୋଟର ପରିଚୟ ପତ୍ରରେ କୁକୁର ଫଟୋ

କୋଲକାତା,୫।୩ : ଭୋଟର ପରିଚୟ ପତ୍ରରେ ସମ୍ପୃକ୍ତ ଭୋଟରଙ୍କ ଫଟୋ ରହିଥାଏ। ତେବେ ପଶ୍ଚିମବଙ୍ଗରେ ଜଣେ ଲୋକଙ୍କ ଭୋଟର ପରିଚୟ ପତ୍ରରେ ତାଙ୍କ ନିଜ ଫଟୋ ସ୍ଥାନରେ କୁକୁର ଫଟୋ ରହିଛି। ଏନେଇ ସେ ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ...

ହିନ୍ଦୁ-ମୁସଲମାନ୍‌ କଲେ କିଡ୍‌ନୀ ଅଦଳବଦଳ

ନୂଆଦିଲ୍ଲୀ,୫।୩: ଦେଶରେ ବିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ବାଦବିବାଦ ଜାରି ରହିଥିବା ବେଳେ କଶ୍ମୀରର ଜଣେ ମୁସଲମାନ୍‌ ଝିଅ ଏବଂ ହରିୟାଣାର ଜଣେ ହିନ୍ଦୁ ଝିଅ ପରସ୍ପର ପରିବାର ସଦସ୍ୟଙ୍କୁ କିଡ୍‌ନୀ ଅଦଳବଦଳ କରି ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି।...

‘ଘୃଣା, ହିଂସା ବିକାଶର ଶତ୍ରୁ’

ନୂଆଦିଲ୍ଲୀ,୫ା୩(ପି.ଟି.): ଘୃଣା ଓ ହିଂସା ବିକାଶର ଶତ୍ରୁ। ଦେଶରେ ବିସ୍ତାର କରାଯାଉଥିବା ବିଭାଜନବାଦୀ ନୀତିରୁ ‘ଭାରତମାତା’ର କ୍ଷତି ସାଧିତ ହେବ ବୋଲି ବୁଧବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି। କଂଗ୍ରେସ ପ୍ରତିନିଧି ଦଳ ସହ ଉତ୍ତର-ପୂର୍ବ ଦିଲ୍ଲୀର ଦଙ୍ଗା...

ଦେଶରେ ୨୯ କରୋନା ସଂକ୍ରମିତ: ପ୍ରସ୍ତୁତ ରହିବାକୁ ଡବ୍ଲ୍ୟୁଏଚ୍‌ଓର ପରାମର୍ଶ

ନୂଆଦିଲ୍ଲୀ,୫।୩: ଭାରତରେ କରୋନା ଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୨୯ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରେ ୧୬ ଇଟାଲୀ ପର୍ଯ୍ୟଟକ ଅଛନ୍ତି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ବୁଧବାର ପ୍ରକାଶ କରିଛନ୍ତି। ବାହାର ଦେଶରୁ ଭାରତକୁ ଆସୁଥିବା ପ୍ରତ୍ୟେକ ଯାତ୍ରୀଙ୍କୁ ବିମାନବନ୍ଦରଗୁଡ଼ିକରେ କଡ଼ା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri