ଜାତୀୟ

ବହୁରୂପୀ କରୋନା: ସେଥିପାଇଁଁ ଅଧିକ ସତର୍କତା ଜରୁରୀ

ନୂଆଦିଲ୍ଲୀ,୨୦।୪: ବିଶ୍ୱର ମୁଣ୍ଡ ବିଗାଡିଲାଣି ଚାଇନାରୁ ଆସିଥିବା କରୋନା ଭାଇରସ। ଏହି ଭାଇରସ ସଂକ୍ରମଣରେ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଲକ୍ଷ ଲକ୍ଷ ଲୋକ ଏଥିରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ଏମିତିକି ଆମେରିକା ଭଳି ଶକ୍ତିଶାଳୀ...

କରୋନା ସଂକ୍ରମଣ ରୋକିବାକୁ ସକ୍ଷମ କି କ୍ଲୋରିନ୍‌ ଡାଇଅକ୍ସାଇଡ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୪: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଆତଙ୍କ ଜାରି ରହିଛି। ଏପରିସ୍ଥଳେ କେତେକ ଲୋକ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ କରୋନା ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ବହୁ ଗୁଜବ ସୃଷ୍ଟିକାରୀ ଭିଡ଼ିଓ ଏବଂ ଲେଖାମାନ ପ୍ରକାଶିତ କରୁଛନ୍ତି। ସମ୍ପ୍ରତି...

ଖୁସି ଖବର: ଗୋଆ, ମଣିପୁର ହେଲା କରୋନା ମୁକ୍ତ ରାଜ୍ୟ

ନୂଆଦିଲ୍ଲୀ,୨୦।୪: ଦେଶରେ କେରାନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଗୋଆ ଓ ମଣିପୁରରୁ ଆସିଛି ଖୁସି ଖବର। ଏହି ୨ ରାଜ୍ୟ କରୋନା ମୁକ୍ତ ଘୋଷଣା କରାଯାଇଛି। ଗୋଆରେ ୭ ଜଣ କରୋନାରେ ସଂକ୍ରମିତ ହୋଇଥିବା ବେଳେ ସମସ୍ତେ...

ଶ୍ରମିକଙ୍କୁ ଆନ୍ତଃ ରାଜ୍ୟ ଯାତାୟାତ ମନା

ନୂଆଦିଲ୍ଲୀ,୨୦ା୪(ପି.ଟି.): ଲକ୍‌ଡାଉନ ଯୋଗୁ ଦେଶର ବିଭିନ୍ନ ସ୍ଥାନରେ ଅଟକି ରହିଥିବା ଶ୍ରମିକଙ୍କୁ ସେହି ରାଜ୍ୟରେ କାର୍ଯ୍ୟ କରିବା ଲାଗି ସୁଯୋଗ ପ୍ରଦାନ କରାଯିବ। ସେମାନେ କେତେକ ସର୍ତ୍ତରେ ଉକ୍ତ ରାଜ୍ୟ ମଧ୍ୟରେ କାମ ପାଇଁ ବିଭିନ୍ନ ସ୍ଥାନକୁ ଯିବାକୁ ଅନୁମତି...

ଆସିପାରେ କରୋନା ବଜେଟ

ନୂଆଦିଲ୍ଲୀ,୨୦ ।୪: କରୋନା ବିରୋଧୀ ଲଢ଼େଇରେ ସରକାର ପ୍ରାଥମିକ ପର୍ଯ୍ୟାୟରେ ୧.୭ ଲକ୍ଷ କୋଟି ଟଙ୍କାର ଏକ ପ୍ୟାକେଜ ଘୋଷଣା କରିଛନ୍ତି। କ୍ଷତିଗ୍ରସ୍ତ ହୋଇଥିବା ଶିଳ୍ପଜଗତ ଲାଗି ଏବେ ଯାଏ କୌଣସି ବିଶେଷ ପ୍ୟାକେଜ ଘୋଷଣା ହୋଇଛନ୍ତି। ସରକାରଙ୍କ ଏ...

ଡିବିଟିରେ ୩୬,୬୫୯ କୋଟି

ନୂଆଦିଲ୍ଲୀ,୨୦।୪: ସୁବିଧାର ପ୍ରତ୍ୟକ୍ଷ ହସ୍ତାନ୍ତର(ଡିବିଟି) ଦ୍ୱାରା ଦେଶର ୧୬.୦୧ କୋଟି ଲୋକଙ୍କ ପାଖକୁ ସରକାର ୩୬,୬୫୯ କୋଟି ଟଙ୍କା ପଠାଇଛନ୍ତି। ପବ୍ଲିକ ଫାଇନାନ୍ସ ମ୍ୟାନେଜମେଣ୍ଟ ସିଷ୍ଟମ(ପିଏଫ୍‌ଏମ୍‌ଏସ୍‌)ରେ ମାର୍ଚ୍ଚ ୨୪ରୁ ଏପ୍ରିଲ ୧୭ ମଧ୍ୟରେ ଏହି ଅର୍ଥ ଲୋକଙ୍କ ବ୍ୟାଙ୍କଖାତାରେ ସିଧାସଳଖ...

ବିନା ମାସ୍କରେ ମିଳିବନି ପେଟ୍ରୋଲ,ଡିଜେଲ

ନୂଆଦିଲ୍ଲୀ,୨୦।୪: ପେଟ୍ରୋଲିୟମ ଡିଲର୍ସ ଆସୋସିଏଶନ ପକ୍ଷରୁ ଏକ ବଡ ଘୋଷଣା କରାଯାଇଛି। ଆସୋସିଏଶନର ଅଧ୍ୟକ୍ଷ ଅଜୟ ବଂଶଲ କହିଛନ୍ତି ଯେ, ପେଟ୍ରୋଲ ପମ୍ପଗୁଡିକରେ କାମ କରୁଥିବା କର୍ମଚାରୀଙ୍କ ସୁରକ୍ଷାକୁ ଧ୍ୟାନରେ ରଖି ବିନା ମାସ୍କରେ ଆସୁଥିବା ଗ୍ରାହଙ୍କୁ ପେଟ୍ରୋଲ ପମ୍ପରେ...

କରୋନା ଦେଖେନି ଧର୍ମ-ବର୍ଣ୍ଣ-ଜାତି: ଏକଜୁଟ ହୋଇ ଆମେ ଲଢ଼ିବା ଭାରତବାସୀ; କହିଲେ ମୋଦି

ନୂଆଦିଲ୍ଲୀ,୧୯।୪: କରୋନା ସଂକ୍ରମଣ ଧର୍ମ, ବର୍ଣ୍ଣ, ଜାତି ଦେଖେନି। ଏହା ଯେ କୌଣସି ଲୋକଙ୍କୁ ମଧ୍ୟ ସଂକ୍ରମିତ ହୋଇପାରେ। ଏହା ବିରୋଧରେ ଆମେ ଭାରତବାସୀ ଏକଜୁଟ ହୋଇ ଲଢ଼ିବାର ଆବଶ୍ୟକତା ରହିଛି। କରୋନା ଲଢ଼େଇ ପାଇଁ ଆମ ମଧ୍ୟରେ ଭାଇଚାରା...

ଦିଲ୍ଲୀରେ ସଙ୍କଟ: ନୂଆ ୧୮୬ କରୋନା ସଂକ୍ରମିତଙ୍କଠାରେ ନ ଥିଲା ପୂର୍ବରୁ କୌଣସି ଲକ୍ଷଣ

ନୂଆଦିଲ୍ଲୀ,୧୯।୪: ଭାରତରେ କରୋନା ସଂକ୍ରମଣର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ଦେଶରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହାରରେ କେତେକ ରାଜ୍ୟରେ ହ୍ରାସ ପରିଲକ୍ଷିତ ହେବାରେ ଲାଗିଛି। ତେବେ ଇତିମଧ୍ୟରେ ଦିଲ୍ଲୀରେ ନୂଆ ସଙ୍କଟ ଦେଖାଦେଇଛି।...

ପୃଥିବୀରେ କରୋନା ସଂକ୍ରମଣ କରି ଏବେ ଔଷଧ ପ୍ରସ୍ତୁତି କଞ୍ଚାମାଲକୁ ୫ ଗୁଣା ଅଧିକ ଦାମରେ ବିକୁଛି ଚାଇନା

ନୂଆଦିଲ୍ଲୀ/ବେଜିଂ,୧୯।୪: ସାରା ପୃଥିବୀରେ କରୋନା ସଂକ୍ରମଣ କରିବା ପରେ ଏବେ ଚାଇନା ନିଜର ଅର୍ଥନୀତିକୁ ସଜାଡ଼ିବା ଲାଗି ନୂଆ ଉପାୟ ଆପଣେଇବାରେ ଲାଗିଛି। କରୋନା ମୁକାବିଲା ପାଇଁ ଆବଶ୍ୟକ ଔଷଧ ଏବଂ ସାନିଟାଇଜର ପ୍ରସ୍ତୁତିରେ ଦରକାର ହେଉଥିବା କଞ୍ଚାମାଲକୁ ଚାଇନା...

କରୋନା ଯୋଦ୍ଧାଙ୍କ ମୃତ୍ୟୁରେ ୫୦ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କଲେ ସରକାର

ଭୋପାଳ,୧୯।୪: କରୋନା ଯୁଦ୍ଧରେ ହାରିଗଲେ ଇନ୍ଦୋରର ପୋଲିସ ଇନ୍ସପେକ୍ଟର ଦେବେନ୍ଦ୍ର କୁମାର। ତାଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ ପାଇଁ...

ଲକ୍‌ଡାଉନ ସମୟରେ ଲଣ୍ଡା ହୋଇ କାହିଁକି ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରୁଛନ୍ତି ଲୋକେ

ନୂଆଦିଲ୍ଲୀ,୧୯।୪: ବର୍ତ୍ତମାନ କରୋନା ଭାଇରସକୁ ନେଇ ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଅଧିକାଂଶ ଲୋକେ ଘରେ ରହି ସମୟ କାଟୁଛନ୍ତି। ବିଶେଷ ଭାବେ ପୁରୁଷମାନେ ଏହି ସମୟରେ ନୂଆ ନୂଆ ଚ୍ୟାଲେଞ୍ଚ ନେଇ ଏହାର ଫଟୋ ଓ ଭିଡିଓ ସୋସିଆଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri