ଜାତୀୟ

କ୍ଷତିଗ୍ରସ୍ତଙ୍କ ପାଇଁ କ’ଣ ପଦକ୍ଷେପ ନେଇଛ

ନୂଆଦିଲ୍ଲୀ,୩ା୩ (ପି.ଟି.): ଉତ୍ତରପୂର୍ବ ଦିଲ୍ଲୀ ଦଙ୍ଗାରେ କ୍ଷତିଗ୍ରସ୍ତ ଲୋକମାନଙ୍କ ଚିକିତ୍ସା ଓ ଥଇଥାନ ପାଇଁ କ’ଣ ପଦକ୍ଷେପ ନେଇଛ ରିପୋର୍ଟ ଦାଖଲ କରିବା ଲାଗି ହାଇକୋର୍ଟ ସୋମବାର ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି ଡି.ଏନ୍‌. ପଟେଲ...

୧୧ ଦୋଷୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ

ରାଞ୍ଚି,୩ା୩: ଜଣେ ଆଇନ ଛାତ୍ରୀଙ୍କୁ ଗଣବଳାତ୍କାର କରିବା ମାମଲାରେ ରାଞ୍ଚିର ଏକ କୋର୍ଟ ୧୧ ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରି ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଜିଲା ଜଜ୍‌ ନଭ୍‌ନୀତ୍‌ କୁମାର ଫେବୃୟାରୀ ୨୬ରେ ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରିଥିବା ବେଳେ ସୋମବାର ଦଣ୍ଡାଦେଶ...

ଗର୍ଭପାତ ସମୟସୀମା ବୃଦ୍ଧି ବିଲ୍‌ ଲୋକ ସଭାରେ ଆଗତ

ନୂଆଦିଲ୍ଲୀ,୩ା୩(ପି.ଟି.): ହସ୍ପିଟାଲ ଦ୍ୱାରା ଅନୁମୋଦିତ ଗର୍ଭପାତ ପାଇଁ ସର୍ବାଧିକ ସମୟସୀମା ୨୦ ସପ୍ତାହରୁ ୨୪ ସପ୍ତାହକୁ ବଢ଼ାଇବା ପାଇଁ ଏକ ବିଲ୍‌ ସୋମବାର ଲୋକ ସଭାରେ ଆଗତ ହୋଇଛି। ଦିଲ୍ଲୀ ଦଙ୍ଗାକୁ ନେଇ ଗୃହରେ ପ୍ରବଳ ହଟ୍ଟଗୋଳ ଚାଲିଥିବାବେଳେ ସ୍ବାସ୍ଥ୍ୟମନ୍ତ୍ରୀ...

ନାବାଳିକାଙ୍କୁ ଗଣବଳାତ୍କାର ପରେ ହତ୍ୟା

ତେଜ୍‌ପୁର,୩ା୩: ଆସାମର ବିଶ୍ୱନାଥ ଜିଲା ଅନ୍ତର୍ଗତ ଚକ୍‌ଲା ଗ୍ରାମରେ ଜଣେ ନାବାଳିକା(୧୨)ଙ୍କୁ ଗଣବଳାତ୍କାର କରାଯିବା ପରେ ମାରି ଗଛରେ ଟଙ୍ଗାଇ ଦିଆଯାଇଛି। ପୋଲିସ ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଥିବା ବେଳେ ୭ ସ୍କୁଲ ଛାତ୍ରଙ୍କୁ ଅଟକ ରଖାଯାଇଥିବା ପ୍ରକାଶ। ହାଇସ୍କୁଲ...

ବିବାଦୀୟ ଜମି ଉପରୁ ଦାବି ଛାଡ଼ିଲେ ମୁସଲମାନ

ନୂଆଦିଲ୍ଲୀ,୩ା୩ (ପି.ଟି.): ଦୀର୍ଘ ୧୦ ବର୍ଷ ଧରି ଦିଲ୍ଲୀର ଶାହରନପୁରସ୍ଥିତ ଏକ ଜମିକୁ ନେଇ ଲାଗି ରହିଥିବା ବିବାଦର ପରିସମାପ୍ତି ଲାଗି ମୁସଲମାନ ଓ ଶିଖ୍‌ ସମ୍ପ୍ରଦାୟ ନିଷ୍ପତ୍ତି ନେଇଛନ୍ତି। ଏହି ଜମିକୁ ନେଇ ୨୦୧୪ରେ ଦଙ୍ଗା ସୃଷ୍ଟି ହୋଇଥିଲା।...

ପାର୍ଲାମେଣ୍ଟରେ ଶାସକ- ବିରୋଧୀ ଧସ୍ତାଧସ୍ତି

ନୂଆଦିଲ୍ଲୀ,୩ା୩: ପାର୍ଲାମେଣ୍ଟର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ସୋମବାର ଆରମ୍ଭ ହୋଇଥିବା ବେଳେ ଦିଲ୍ଲୀ ଦଙ୍ଗାକୁ ନେଇ ଶାସକ ଓ ବିରୋଧୀ ଦଳ ମୁହାଁମୁହିଁ ହୋଇଛନ୍ତି। ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଲୋକ ସଭାରେ ବିରୋଧୀ ସଦସ୍ୟମାନେ ହଟ୍ଟଗୋଳ କରିବା...

୩ କରୋନା ରୋଗୀ ଚିହ୍ନଟ

ନୂଆଦିଲ୍ଲୀ,୩ା୩(ପି.ଟି.): ଭାରତରେ ଆଉ ୩ ଜଣ କରୋନା ରୋଗୀ ଦିଲ୍ଲୀ, ତେଲଙ୍ଗାନା ଓ ଜୟପୁରରୁ ଚିହ୍ନଟ ହୋଇଛନ୍ତି। ଇଟାଲୀରୁ ଦିଲ୍ଲୀ ଆସିଥିବା ବ୍ୟକ୍ତିଙ୍କ ଠାରେ କରୋନା ଭୂତାଣୁ ଥିବା ଜଣାପଡିଛି। ତେଲେଙ୍ଗାନାରେ କରୋନା ସଂକ୍ରମିତ ବ୍ୟକ୍ତି ଜଣକ ପୂର୍ବରୁ ଦୁବାଇ...

ସୋସିଆଲ ମିଡିଆ ଛାଡ଼ିବେ ମୋଦି

ନୂଆଦିଲ୍ଲୀ,୩ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ସୋସିଆଲ ମିଡିଆ ଛାଡ଼ିବା ନେଇ ଚିନ୍ତା କରୁଥିବା ସୋମବାର ଟୁଇଟ୍‌ କରି ଜଣାଇଛନ୍ତି। ଆସନ୍ତା ରବିବାର ପରେ ସେ ଟୁଇଟର, ଫେସ୍‌ବୁକ, ଇନ୍‌ଷ୍ଟାଗ୍ରାମ ଓ ୟୁଟ୍ୟୁବ୍‌ ଛାଡ଼ିପାରନ୍ତି ବୋଲି ଉଲ୍ଲେଖ କରିଛନ୍ତି ।...

ପୁଣି ଅଟକିଲା ଫାଶୀ

ନୂଆଦିଲ୍ଲୀ, ୩ା୩(ପି.ଟି./ଆଇଏଏନ୍‌ଏସ୍‌): ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ମୃତ୍ୟୁଦଣ୍ଡାଦେଶ ପାଇଥିବା ୪ ଦୋଷୀଙ୍କୁ ମଙ୍ଗଳବାର ଫାଶୀ ଦିଆଯିବ ନାହିଁ। ଦିଲ୍ଲୀର ପଟିଆଲା ହାଉସ୍‌ କୋର୍ଟ ପୂର୍ବରୁ ଜାରି କରିଥିବା ଡେଥ୍‌ ଓ୍ବାରେଣ୍ଟ ଉପରେ ସୋମବାର ରୋକ ଲଗାଇଛନ୍ତି। ଫଳରେ...

ତୃତୀୟ ଥର ଟଳିଲା ନିର୍ଭୟା ଦୋଷୀଙ୍କ ଫାଶୀ: ସାଢ଼େ ୧୨ ଘଣ୍ଟା ପୂର୍ବରୁ ରଦ୍ଦ ହେଲା ଡେଥ୍‌ ଓ୍ବାରେଣ୍ଟ

ନୂଆଦିଲ୍ଲୀ,୨।୩: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କ ଫାଶୀଦଣ୍ଡ ପୁଣି ଥରେ ଟଳିଯାଇଛି। ମାର୍ଚ୍ଚ ୩ ତାରିଖ ସକାଳ ୬ଟାରେ ୪ ଦୋଷୀ ଆଉ ଫାଶୀଖୁଣ୍ଟରେ ଝୁଲିବେ ନାହିଁ। ନିର୍ଭୟାଙ୍କ ଅନ୍ୟ ଏକ ଦୋଷୀ ପବନ ଗୁପ୍ତାଙ୍କ ଏକ ଆବେଦନ...

ପ୍ରଧାନ ଶିକ୍ଷକଙ୍କ ବିଦାୟ ସମୟରେ କାନ୍ଦିଲେ ଛାତ୍ରୀଛାତ୍ର

ନଓ୍ବାଡା,୨।୩: ସାଧାରଣତଃ ଅତି ନିଜ ବ୍ୟକ୍ତିଙ୍କ ବିଦାୟୀ ସମୟରେ ଆଖିରେ ଲୁହ ଆସିଯାଇଥାଏ। କିନ୍ତୁ କେବେ ଶୁଣିଛନ୍ତି ବା ଦେଖିଛନ୍ତି କି ଜଣେ ଶିକ୍ଷକଙ୍କ ବିଦାୟି ସମୟରେ ସାରା ସ୍କୁଲ କାନ୍ଦୁଥିବାର। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବିହାର...

ନିର୍ଭୟା ଦୋଷୀଙ୍କୁ ଫାଶୀ ଖୁଣ୍ଟରେ ଝୁଲାଇବାକୁ ପ୍ରସ୍ତୁତ ହେଉଛନ୍ତି ଜହ୍ଲାଦ ପବନ

ନୂଆଦିଲ୍ଲୀ,୨।୩: ନିର୍ଭୟା ଗଣବଳାତ୍କାର ମାମଲର ୪ ଦୋଷୀଙ୍କୁ ମଙ୍ଗଳବାର ସକାଳ ୬ଟାରେ ଫାଶୀ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ତୃତୀୟ ଥର ଲାଗି ଡେଥ୍‌ ଓ୍ବାରେଣ୍ଟ ମଧ୍ୟ ଜାରି କରାଯାଇଛି। ମଙ୍ଗଳବାର ସକାଳେ ଫାଶୀ ଥିବାରୁ ଜହ୍ଲାଦ ପବନ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri