ଜାତୀୟ

ଶୁଖୁନି ସିଏଏ କ୍ଷତ

ନୂଆଦିଲ୍ଲୀ,୨ା୩: ଠିକ୍‌ ସପ୍ତାହେ ତଳେ ଜାତୀୟ ରାଜଧାନୀର ଉତ୍ତର-ପୂର୍ବ ଅଞ୍ଚଳରେ ସୃଷ୍ଟି ହୋଇଥିଲା ହିଂସା। କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ଘଟିଥିଲା ସଂଘର୍ଷ। ଗତ ରବିବାର ଆରମ୍ଭ ହୋଇଥିବା ଏହି ହିଂସା...

ଆତଙ୍କବାଦୀଙ୍କ ସହଯୋଗୀଙ୍କ ପାଖରେ ଚାଇନିଜ୍‌ ଗ୍ରେନେଡ୍‌

ଶ୍ରୀନଗର,୧।୩: ଜମ୍ମୁ-କଶ୍ମୀର ପୋଲିସକୁ ବଡ଼ ସଫଳତା ମିଳିଛି। ଗନ୍ଦରବାଲ ଏବଂ ବଡ଼ଗାଓ୍ବଁରେ ମିଳିତ ସର୍ଚ୍ଚ ଅପରେଶନ ସମୟରେ ଆତଙ୍କବାଦୀଙ୍କ ୫ ସହଯୋଗୀଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ବହୁ ପରିମାଣର ଅସ୍ତ୍ରଶସ୍ତ୍ର ସହିତ ଚାଇନିଜ୍‌ ଗ୍ରେନେଡ୍‌ ଜବତ ହୋଇଛି। କଶ୍ମୀର ଜୋନ୍‌...

ହିଂସା ଯୋଗୁ ପରୀକ୍ଷା ଦେଇ ପାରି ନ ଥିବା ଛାତ୍ରୀଛାତ୍ର ମାର୍ଚ୍ଚ ୭ ପର୍ଯ୍ୟନ୍ତ ଦେବେ ପରୀକ୍ଷା: ସିବିଏସ୍‌ଇ

ନୂଆଦିଲ୍ଲୀ,୧।୩: ଦିଲ୍ଲୀରେ ଘଟିଥିବା ହିଂସା ଯୋଗୁ ପରୀକ୍ଷା ଦେଇପାରି ନ ଥିବା ଛାତ୍ରୀଛାତ୍ର ମାର୍ଚ୍ଚ ୭ ପର୍ଯ୍ୟନ୍ତ ପରୀକ୍ଷା ଦେଇପାରିବେ ବୋଲି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ସିବିଏସ୍‌ ପକ୍ଷରୁ ହିଂସାକାଣ୍ଡ ଘଟିଥିବା ସ୍କୁଲର...

ଆଖିରେ ଆଖିଏ ସ୍ବପ୍ନ: ପାଉଁଶଗଦାରେ ପ୍ରିୟ ପରିଜନଙ୍କୁ ଖୋଜୁଛନ୍ତି ଲୋକେ

ନୂଆଦିଲ୍ଲୀ,୧।୩: ଦିଲ୍ଲୀ ହଂସାରେ ମୃତ୍ୟୁ ସଂଖ୍ୟା ଇତିମଧ୍ୟରେ ୪୫ରେ ପହଞ୍ଚିଛି। ତେବେ ବି ବହୁ ଲୋକ ନିଖୋଜ ରହିଛନ୍ତି। ଆଖିରେ ଆଖିଏ ସ୍ବପ୍ନ ନେଇ ପ୍ରିୟ ପରିଜନଙ୍କୁ ଖୋଜିବା କାମରେ ଲାଗିଛନ୍ତି ବହୁ ଲୋକ। ହାତରେ ଫଟୋ ଧରି ମୃତଦେହ...

୫୦୦ ଏକର ସରକାରୀ ଜମି ହଡ଼ପ ମାମଲା: ଚପରାସୀଙ୍କୁ ଆଜୀବନ କରାଦଣ୍ଡ

ଭୋପାଳ,୧।୩: ମଧ୍ୟପ୍ରଦେଶରେ ସରକାରୀ ଜମି ହଡ଼ପ ମାମଲାରେ ଜଣେ ଚପରାସୀଙ୍କୁ ଆଜୀବନ କାରାଦଣ୍ଡାଦେଶ କରାଯାଇଛି। ଭୋପାଳରେ ଜିଲାପାଳଙ୍କ କାର୍ଯ୍ୟାଳୟରେ କାମ କରୁଥିବା ବାବୁଲାଲ ସୁନହରେଙ୍କ ବିରୋଧରେ ସରକାରୀ ଜମି ହଡ଼ପ ଅଭିଯୋଗ ହୋଇଥିଲା। ସେ ଏମ୍‌ପି ନଗରରେ ଏହି ଜମି...

ଦିଲ୍ଲୀ ହିଂସା: ୮ ଦିନ ହେଲା ସ୍ତ୍ରୀ-୪ ପିଲାଙ୍କ ବାଟ ଚାହିଁ ବସିଛନ୍ତି ରିକ୍ସା ଚାଳକ

ନୂଆଦିଲ୍ଲୀ,୧।୩: ଦିଲ୍ଲୀ ହିଂସାରେ ଇତିମଧ୍ୟରେ ୪୫ଟି ମୃତଦେହ ଉଦ୍ଧାର ହୋଇଛି। ଫେବୃୟାରୀ ୨୩ରେ ସ୍ତ୍ରୀ ଓ ୪ ପିଲାଙ୍କଠାରୁ ଅଲଗା ହୋଇଯାଇଥିବା ରିକ୍ସା ଚାଳକ ମଇନୁଦ୍ଦିନ୍‌ ଏବେ ମୁସ୍ତଫାବାଦ ଅଞ୍ଚଳର ଏକ ନାଳ କଡ଼ରେ ପଡ଼ି ରହିଛନ୍ତି। ଆଖିରୁ ତାଙ୍କର...

ନିଜକୁ ଜୀବିତ ପ୍ରମାଣ କରିବା ପାଇଁ ୨ ବର୍ଷ ହେଲା ସରକାରୀ କାର୍ଯ୍ୟାଳୟରେ ଘୁରି ବୁଲୁଛନ୍ତି ମହିଳା

ଭୋପାଳ,୧।୩: ଫିଲ୍ମ କାହାଣୀରେ ଜଣଙ୍କର ମୃତ୍ୟୁ ହୋଇଥିଲେ ମଧ୍ୟ ସେ ଜୀବିତ ଥିବା ଦେଖିବାକୁ ମିଳିଥାଏ। ତେବେ ମଧ୍ୟପ୍ରଦେଶରେ ଜଣେ ମହିଳାଙ୍କ ଜୀବନ ଏବେ ଫିଲ୍ମ କାହାଣୀ ପାଲଟି ଯାଇଛି। ସରକାରୀ କାଗଜପତ୍ରରେ ସେ ମୃତ ଘୋଷିତ ହୋଇଛନ୍ତି। ନିଜକୁ...

ଏନ୍‌ଡିଏ ସହ ମିଶି ୨ଶହ ବିଧାନସଭା ଆସନରେ ଜିତିବ ଜେଡିୟୁ: ନୀତୀଶ

ପାଟନା,୧।୩: ବିହାର ବିଧାନସଭା ନିର୍ବାଚନ ଚଳିତ ବର୍ଷ ହେବାକୁ ଯାଉଛି। ଏବେଠାରୁ ଏହାକୁ ନେଇ ରାଜନୀତି ହେଲାଣି ସରଗରମ। ରବିବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତାଙ୍କ ଜନ୍ମଦିନ ଅବସରରେ ପାଟନାର ଗାନ୍ଧୀ ମଇଦାନରୁ ଜନସଭାର ଶୁଭାରମ୍ଭ କରିଛନ୍ତି। ଏହି...

ଜଳ ସଂରକ୍ଷଣ ପାଇଁ ଅଣ୍ଟା ଭିଡ଼ିଲେ ୨୦ ହଜାର ଲୋକ: ୩ ଘଣ୍ଟାରେ ନିର୍ମାଣ ହେଲା ୪୦ ହଜାର କୁଣ୍ଡ

ଝାବୁଆ,୧।୩: ଜଳ ସଂରକ୍ଷଣ ପାଇଁ ମଧ୍ୟପ୍ରଦେଶ ଝାବୁଆ ଜିଲାରେ ରବିବାର ୨୦ ହଜାର ଲୋକ ମିଳିତ ଭାବେ କାମ କରିଛନ୍ତି। ସେମାନେ ସକାଳ ୬ଟା ପୂର୍ବାହ୍ନ ୯ଟା ମଧ୍ୟରେ ୪୦ ହଜାର ଜଳସଂରକ୍ଷଣ କୁଣ୍ଡ ନିର୍ମାଣ କରିଛନ୍ତି। ସାମାଜିକ ସଂସ୍ଥା...

୨୦୨୧ରେ ପଶ୍ଚିମବଙ୍ଗରେ ଭାଜପା ଗଢ଼ିବ ସରକାର: ଶାହା

କୋଲକାତା, ୧।୩: ଆସନ୍ତା ୨୦୨୧ରେ ହେବାକୁଥିବା ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭାଜପା ଦୁଇ ତୃତୀୟାଶଂ ସଂଖ୍ୟା ଗରିଷ୍ଠତା ହାସଲ କରି ସରକାର ଗଠନ କରିବ। କୋଲକାତାଠାରେ ଆୟୋଜିତ ଏକ ରାଲିରେ ଯୋଗଦେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏଭଳି କହିଛନ୍ତି। ଭାଜପା...

ବଞ୍ଚି ରହିଛି ଭାଇଚାରା: ଘର ଛାଡି ପଳାଉଥିବା ମୁସଲମାନ୍‌ଙ୍କୁ ସୁରକ୍ଷା ପ୍ରତିଶ୍ରୁତି ଦେଲେ ହିନ୍ଦୁ

ନୂଆଦିଲ୍ଲୀ, ୧।୩: ଦିଲ୍ଲୀରେ ଘଟିଥିବା ଭିଡ଼ ହିଂସାପରେ ଲୋକେ ନିଜର ସୁରକ୍ଷା ନେଇ ସନ୍ଦେହରେ ପଡ଼ିଛନ୍ତି। ଶାହିନ ବାଗ୍‌ଠାରୁ ମାତ୍ର ୨ କିମି ଦୂରରେ ଦକ୍ଷିଣ-ପୂର୍ବ ଦିଲ୍ଲୀର ଆଲି ଗାଁ ରହିଛି। ଏହି ଅଞ୍ଚଳ ଗୁର୍ଜର ବହୁଳ। ହଂସାକାଣ୍ଡ ପରେ...

ଇପିଏଫ୍‌ ସୁଧ ହାର ୮.୬୫ ପ୍ରତିଶତ ହେବା ସମ୍ଭାବନା: ମାର୍ଚ୍ଚ ୫ରେ ନିଷ୍ପତ୍ତି

ନୂଆଦିଲ୍ଲୀ,୧।୩: କର୍ମଚାରୀ ଭବିଷ୍ୟ ନିଧି ଜମା ଉପରେ ସୁଧ ହାର ଚଳିତ ୨୦୧୯-୨୦ ଆର୍ଥିକ ବର୍ଷରେ ୮.୬୫ ପ୍ରତିଶତ ରଖିବା ପାଇଁ ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି। ତେବେ ଏନେଇ ନିଷ୍ପତ୍ତି କର୍ମଚାରୀ ଭବିଷ୍ୟ ନିଧି ସଂଗଠନ(ଇପିଏଫ୍‌ଓ)ର କେନ୍ଦ୍ରୀୟ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri