ଜାତୀୟ

ଖବରକୁ ଭୁଲ୍‌ ପ୍ରମାଣ କରିବାକୁ ମଞ୍ଚରେ ଚିକେନ ଖାଇଲେ ମନ୍ତ୍ରୀ

ହାଇଦ୍ରାବାଦ,୨୯।୨: କରୋନା ଭାଇରସ ସାରା ବିଶ୍ୱର ଚିନ୍ତା ବଢାଇଥିବା ବେଳେ ଭାରତରେ ମଧ୍ୟ କେତେଜଣ କରୋନା ସଂକ୍ରମିତଙ୍କୁ ଦେଖି ଲୋକଙ୍କ ମଧ୍ୟରେ ଛନକା ପଶିଯାଇଛି। ଏହି କରୋନା ଭାଇରସ କେମିତି ବା କାହା ମାଧ୍ୟମରେ ହେଉଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ...

କହ୍ନେୟାଙ୍କ ନଁ। ରେ ଚାଲିବ ଦେଶଦ୍ରୋହ ମାମଲା

ନୂଆଦିଲ୍ଲୀ,୨୯ା୨(ପି.ଟି.): ଜବାହରଲାଲ ନେହେରୁ ଛାତ୍ର ସଂସଦ (ଜେଏନ୍‌ୟୁଏସ୍‌ୟୁ)ର ପୂର୍ବତନ ସଭାପତି କହ୍ନେୟା କୁମାର ଓ ଅନ୍ୟ ଦୁଇଜଣଙ୍କ ବିରୋଧରେ ଦେଶଦ୍ରୋହ ମୋକଦ୍ଦମା ଚାଲିବ। ଏଥିପାଇଁ ଦିଲ୍ଲୀ ସରକାର ପୋଲିସକୁ ଅନୁମତି ଦେଇଛନ୍ତି। ୨୦୧୬ ଦେଶଦ୍ରୋହ ମାମଲାରେ କହ୍ନେୟାଙ୍କ ସମେତ ଜେଏନ୍‌ୟୁ...

କେନ୍ଦ୍ରକୁ ଜବାବ ମାଗିଲେ ହାଇକୋର୍ଟ

ନୂଆଦିଲ୍ଲୀ,୨୯ା୨(ପି.ଟି.):କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସମେତ ଦଳର କେତେଜଣ ନେତା ଉତ୍ତେଜନାପୂର୍ଣ୍ଣ ଭାଷଣ ଦେଉଥିବାରୁ ସେମାନଙ୍କ ବିରୋଧରେ ଏତଲା ଦାଏର ପାଇଁ ନିର୍ଦ୍ଦେଶ ଦେବାକୁ ଦିଲ୍ଲୀ...

ପୁଲ୍‌ଓ୍ବାମା ଆକ୍ରମଣ: ଜଣେ ଗିରଫ

ପୁଲ୍‌ଓ୍ବାମା,୨୯ା୨(ପି.ଟି.):ପୁଲ୍‌ଓ୍ବାମା ଆତଙ୍କବାଦୀ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)କୁ ଶୁକ୍ରବାର ପ୍ରଥମ ବଡ଼ ସଫଳତା ମିଳିଛି। ଗତବର୍ଷ ଫେବୃୟାରୀ ୧୪ରେ ହୋଇଥିବା ଏହି ଆତ୍ମଘାତୀ ଆକ୍ରମଣରେ ୪୦ ସିଆର୍‌ପିଏଫ୍‌ ଯବାନ ଶହୀଦ ହୋଇଥିଲେ। ଏହି ମାମଲାରେ ଜୈଶ-ଇ-ମହମ୍ମଦ (ଜେଇଏମ୍‌)ର...

ଆମକୁ ପଢ଼ାଅନି ରାଜଧର୍ମ ପାଠ

ନୂଆଦିଲ୍ଲୀ, ୨୯ା୨: ଦିଲ୍ଲୀ ହିଂସାକୁ ନେଇ ଭାଜପା ରାଜଧର୍ମ ପାଳନ କରୁ ବୋଲି କଂଗ୍ରେସ କହିବା ପରେ ଏହାର ଜବାବ ଦେଇଛି ଶାସକ ଦଳ। ଆମକୁ ରାଜଧର୍ମ ପାଠ ପଢ଼ାଅନି ବୋଲି ଭାଜପା ନେତା ତଥା କେନ୍ଦ୍ରମନ୍ତ୍ରୀ ରବିଶଙ୍କର ପ୍ରସାଦ...

ପୋଲିସ କମିଶନର ଭାବେ ଶ୍ରୀବାସ୍ତବଙ୍କୁ ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ,୨୯ା୨(ପି.ଟି.): ଦିଲ୍ଲୀ ପୋଲିସରେ ସ୍ବତନ୍ତ୍ର ପୋଲିସ କମିଶନର(ଆଇନ ଶୃଙ୍ଖଳା) ଭାବେ ଗତ ସପ୍ତାହରେ ନିଯୁକ୍ତି ପାଇଥିବା ବରିଷ୍ଠ ଆଇପିଏସ୍‌ ଅଫିସର ଏସ୍‌.ଏନ୍‌. ଶ୍ରୀବାସ୍ତବ ରବିବାର ଦିଲ୍ଲୀ ପୋଲିସ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୋଲିସ କମିଶନର ପଦରୁ...

ଟ୍ରାକ୍‌କୁ ଫେରୁଛି ରାଜଧାନୀ

ନୂଆଦିଲ୍ଲୀ,୨୯ା୨: ପାଞ୍ଚଦିନ ପରେ ଦିଲ୍ଲୀବାସୀଙ୍କୁ ମିଳିଛି ସାମାନ୍ୟ ଆଶ୍ୱସ୍ତି। ସାମ୍ପ୍ରଦାୟିକ ଦଙ୍ଗାରେ ୪୩ ଜଣଙ୍କ ଜୀବନ ଚାଲିଯିବା ଉତ୍ତାରୁ କେତେକ ଅଞ୍ଚଳରେ ଧୀରେ ଧୀରେ ଶାନ୍ତି ଫେରୁଥିବା ପରିଲକ୍ଷିତ ହୋଇଛି। ସମୟ ଗଡ଼ିଚାଲିବା ସହ ଟ୍ରାକ୍‌କୁ ଫେରୁଛି ଜାତୀୟ ରାଜଧାନୀ।...

ଦିଲ୍ଲୀ ଦଙ୍ଗା: ମୃତ୍ୟୁସଂଖ୍ୟା ୪୩

ନୂଆଦିଲ୍ଲୀ,୨୯ା୨(ପି.ଟି.): କେନ୍ଦ୍ରର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ଦିଲ୍ଲୀରେ ଚାଲିଥିବା ସଂଘର୍ଷରେ ମୃତ୍ୟୁସଂଖ୍ୟା ୪୩ ଛୁଇଁଛି। ଗୁରୁବାର ସୁଦ୍ଧା ୩୮ ଜଣଙ୍କ ଜୀବନ ଯାଇଥିବାବେଳେ ଶୁକ୍ରବାର ଗୁରୁ ତେଗ୍‌ ବାହାଦୁର (ଜିଟିବି) ହସ୍ପିଟାଲରେ ଆଉ ୫ ଜଣଙ୍କ ମୃତ୍ୟୁ...

ଚଳିତ ବର୍ଷ ହେବ ଉତ୍ତପ୍ତ ବର୍ଷ !

ନୂଆଦିଲ୍ଲୀ,୨୮।୨: ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ପୃଥିବୀର ତାପମାତ୍ରା ବଢୁଥିବା ବେଳେ ଚଳିତ ବର୍ଷ ମାର୍ଚ୍ଚରୁ ମେ ମାସ ମଧ୍ୟରେ ଭାରତର ଅଧିକାଂଶ ସହର ଉତ୍ତପ୍ତ ସହର ହେବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ। ଏହି ୩ ମାସ ମଧ୍ୟରେ...

ବହାଦୁରଗଡ଼ରେ ଭୟାବହ ଅଗ୍ନିକାଣ୍ଡ: କେମିକାଲ ଫ୍ୟାକ୍ଟ୍ରିରେ ଲାଗିଲା ନିଆଁ

ନୂଆଦିଲ୍ଲୀ,୨୮।୨: ଦିଲ୍ଲୀ ନିକଟସ୍ଥ ବହାଦୁରଗଡ଼ରେ ଥିବା ଏକ କେମିକାଲ ଫ୍ୟାକ୍ଟ୍ରିରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ଆହତ ହୋଇଥିବା ସୂଚନା ମିଳିଛି। ଉକ୍ତ ଫାକ୍ଟ୍ରିରେ ବଏଲର୍‌ ଫାଟିବାରୁ ଏହି ଅଗ୍ନିକାଣ୍ଡ ଘଟିଥିଲା। ଚାହୁଁ...

ଦିଲ୍ଲୀ ଦଙ୍ଗା: ବାସହରାଙ୍କ ପାଇଁ ୨୫ ହଜାର ଟଙ୍କା ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୮।୨: ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଦଙ୍ଗା ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଯେଉଁମାନଙ୍କ ଘର ସମ୍ପୂର୍ଣ୍ଣ ଅବା ଅଧାରୁ ଊର୍ଦ୍ଧ୍ୱ ନଷ୍ଟ ହୋଇଯାଇଛି ସେମାନଙ୍କୁ ସରକାରଙ୍କ ପକ୍ଷରୁ ୨୫...

ହିଂସାରେ ପ୍ରଭାବିତ ଅଞ୍ଚଳର ପରିଦର୍ଶନ କଲେ ଉପରାଜ୍ୟପାଳ

ନୂଆଦିଲ୍ଲୀ,୨୮।୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ଉତ୍ତର-ପୂର୍ବ ଦିଲ୍ଲୀରେ ହୋଇଥିବା ହିଂସା ଏବେ ଥମିଛି। ହେଲେ ଏବେ ବି ଲୋକଙ୍କ ମନରୁ ଭୟ ଦୂରେଇନାହିଁ। ଏହି ହିଂସାକାଣ୍ଡରେ ୪୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଲୋକ ଆହତ ହୋଇଛନ୍ତି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri