ଜାତୀୟ

ନିର୍ଭୟା ମାମଲା: ଫାଶୀ ତାରିଖ ଘୁଞ୍ଚାଇବାକୁ ଆଉ ଏକ ଉଦ୍ୟମ

ନୂଆଦିଲ୍ଲୀ,୨୮।୨: ନିର୍ଭୟା ଗଣବାଳାତ୍କାର ମାମଲାର ୪ ଦୋଷୀଙ୍କୁ ମାର୍ଚ୍ଚ ୩ ସକାଳ ୬ଟାରେ ଫାଶୀ ଦେବାକୁ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ହେଲେ ଏହାକୁ ଘୁଞ୍ଚାଇବାକୁ ଦୋଷୀଙ୍କ ପକ୍ଷରୁ ଆଉ ଏକ ଉଦ୍ୟମ କରାଯାଇଛି। ଶୁକ୍ରବାର ଏହି ମାମଲାର ଅନ୍ୟତମ...

ଦିଲ୍ଲୀ ହିଂସା: ତାହିରଙ୍କ ଘରେ ପହଞ୍ଚିଲା କ୍ରାଇମ୍‌ ବ୍ରାଞ୍ଚ ଟିମ୍‌

ନୂଆଦିଲ୍ଲୀ,୨୮।୨: ସାମୂହିକ ଭାବେ ବହିଷ୍କୃତ ହୋଇଥିବା ଆମ ଆଦମୀ ପାର୍ଟି (ଏଏପି) ନେତା ତାହିର ହୁସେନଙ୍କ ଅଡ଼ୁଆ ଏବେ ବଢ଼ିବାରେ ଲାଗିଛି। ତାହିରଙ୍କ ବିରୋଧରେ ଉତ୍ତର-ପୂର୍ବ ଦିଲ୍ଲୀରେ ହିଂସା ଉସୁକାଇବା ଅଭିଯୋଗ ହୋଇଛି। ଏନେଇ ଦୟାଲପୁର ଥାନାରେ ତାଙ୍କ ନାଁରେ...

ଦିଲ୍ଲୀ ଦଙ୍ଗା ପୀଡିତଙ୍କୁ ମିଳୁଛି ରନ୍ଧା ଖାଦ୍ୟ

ନୂଆଦିଲ୍ଲୀ,୨୮।୨: ଉତ୍ତର-ପୂର୍ବ ଦିଲ୍ଲୀରେ ଗତ ୫ ଦିନ ହେବ ଉପୁଜିଥିବା ଦଙ୍ଗାରେ ଅନେକ ଲୋକ ସେମାନଙ୍କ ଜୀବିକା ହରାଇଥିବା ବେଳେ କେତେକ ବାସହରା ମଧ୍ୟ ହୋଇ ପଡିଛନ୍ତି। ଏମାନଙ୍କୁ ଏବେ ଦିଲ୍ଲୀ ଶିଖ ଗୁରୁଦ୍ୱାର ମ୍ୟାନେଜମେଣ୍ଟ କମିଟି ପକ୍ଷରୁ ରନ୍ଧା...

ମହାରାଷ୍ଟ୍ରରେ ଲାଗିଲା ପୋଷ୍ଟର: ପାକିସ୍ତାନୀ, ବାଲାଂଦେଶୀ ଅନୁପ୍ରବେଶକାରୀଙ୍କ ଠିକଣା ଦେଲେ ମିଳିବ ୫ହଜାର ଟଙ୍କା

ମୁମ୍ବାଇ,୨୮।୨: ମହାରାଷ୍ଟ୍ରରେ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌)ଅବୈଧ ପାକିସ୍ତାନୀ ଓ ବାଲାଂଦେଶୀଙ୍କ ବିରୋଧରେ ଏକ ମୋର୍ଚ୍ଚା ବାହାର କରିଛି। ଏମ୍‌ଏନ୍‌ଏସ୍‌ ପୁରା ମହାରାଷ୍ଟ୍ରରେ ଏକ ପୋଷ୍ଟର ଲାଗାଇଥିବା ଦେଖିବାକୁ ମିଳିଛି। ଯେଉଁଥିରେ ଲେଖାହୋଇଛି ପାକିସ୍ତାନୀ ଓ ବାଲାଂଦେଶୀ ଅନୁପ୍ରବେଶକାରୀଙ୍କ ଠିକଣା...

ଦିଲ୍ଲୀ ଦଙ୍ଗା: ମୃତ୍ୟୁ ସଂଖ୍ୟା ଛୁଇଁଲା ୪୨

ନୂଆଦିଲ୍ଲୀ,୨୮।୨: ପ୍ରାୟ ୫ ଦିନ ତଳେ ରାଜଧାନୀ ଦିଲ୍ଲୀର ଉତ୍ତର-ପୂର୍ବ ଦିଲ୍ଲୀରେ ହୋଇଥିବା ହିଂସାରେ ମୃତ୍ୟୁ ସଂଖ୍ୟା ଶୁକ୍ରବାର ସୁଦ୍ଧା ୪୨ରେ ପହଞ୍ଚିଛି। ଗୁରୁବାର ସୁଦ୍ଧା ଏହା ୩୮ ଥିଲା। କେତେଜଣ ଗୁରୁତରଙ୍କ ଚିକିତ୍ସା ଚାଲୁଥିବାରୁ ଆଗକୁ ମୃତ୍ୟୁ ସଂଖ୍ୟା...

ସରକାରୀ ସ୍କୁଲ-କଲେଜରେ ମୁସଲମାନଙ୍କ ପାଇଁ ୫ ପ୍ରତିଶତ ସଂରକ୍ଷଣ

ମୁମ୍ବାଇ,୨୮।୨: ମହାରାଷ୍ଟ୍ରର ସରକାରୀ ସ୍କୁଲ ଓ କଲେଜରେ ମୁସଲମାନଙ୍କ ପାଇଁ ୫ ପ୍ରତିଶତ ସଂରକ୍ଷରକୁ ଉଦ୍ଧବ ସରକାରଙ୍କ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏନ୍‌ସିପିର ରାଷ୍ଟ୍ରୀୟ ପ୍ରବକ୍ତା ତଥା ମହାରାଷ୍ଟ୍ରର ମନ୍ତ୍ରୀଥିବା ନଓ୍ବାଜ ମଲିକ କହିଛନ୍ତି ଖୁବ୍‌ଶୀଘ୍ର ଏହା ବିଧାନସଭାରେ...

ଦିଲ୍ଲୀରେ ଫେରୁଛି ଶାନ୍ତି: ରେଖା ଶର୍ମା

ନୂଆଦିଲ୍ଲୀ,୨୮।୨: ପ୍ରାୟ ୫ ଦିନ ପରେ ଦିଲ୍ଲୀରେ ସାଧାରଣ ଜୀବନଯାତ୍ରା ସ୍ବାଭାବିକ ହେବାରେ ଲାଗିଛି ବୋଲି କୁହାଯାଉଛି। ଶୁକ୍ରବାର ସକାଳେ ନ୍ୟାଶନାଲ କମିଶନ ଫର୍‌ ଓମେନ୍‌(ଏନ୍‌ସିଡବ୍ଲୁ)ର ମୁଖ୍ୟ ରେଖା ଶର୍ମା ଓ ତାଙ୍କର କେତେଜଣ ସହଯୋଗୀ ଉତ୍ତର-ପୂର୍ବ ଦିଲ୍ଲୀର ଜାଫରାବାଦ...

ଦିଲ୍ଲୀ ହିଂସା: ହିନ୍ଦୁ କନ୍ୟାଙ୍କ ବିବାହ ସମୟରେ ଘର ବାହାରେ ଜଗି ରହିଥିଲେ ମୁସଲମାନ ପଡୋଶୀ

ନୂଆଦିଲ୍ଲୀ,୨୮।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ରାଜଧାନୀ ଦିଲ୍ଲୀରେ ଉପୁଜିଥିବା ହିଂସାରେ ଏବେସୁଦ୍ଧା ୩୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାକୁ ଦେଖି ରାଜଧାନୀବାସୀ ଘରୁ ବାହାରକୁ ବାହାରିବାକୁ ଭୟ କରୁଛନ୍ତି। ଏହି ହିଂସା ସମୟରେ ଚାନ୍ଦବାଗ ଅଞ୍ଚଳରେ...

ଏସ୍‌ଏନ୍‌ ଶ୍ରୀବାସ୍ତବ ହେଲେ ଦିଲ୍ଲୀର ନୂଆ ପୋଲିସ କମିଶନର

ନୂଆଦିଲ୍ଲୀ,୨୮।୨: ଦିଲ୍ଲୀରେ ହିଂସା ଓ ଉତ୍ତେଜନା ମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦିଲ୍ଲୀର ନୂଆ ପୋଲିସ କମିଶନରଙ୍କୁ ନିଯୁକ୍ତି ଦେଇଛନ୍ତି। ୧୯୮୫ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ସ୍ପେଶାଲ ସିପି ଏସ୍‌ଏନ୍‌ ଶ୍ରୀବାସ୍ତବଙ୍କୁ ଦିଲ୍ଲୀର ନୂଆ ପୋଲିସ କମିଶନର ଭାବେ ନିଯୁକ୍ତ...

ଶାହରୁଖଙ୍କ ଶାଶୁଙ୍କ ଫାର୍ମ ହାଉସ୍‌ ଉପରେ ଲାଗିଲା ୩କୋଟି ଟଙ୍କାର ଜରିମାନା

ମୁମ୍ବାଇ,୨୮।୨: ବଲିଉଡ୍‌ ବାଦଶାହ ଶାହରୁଖ ଖାଁଙ୍କ ଶାଶୁ ସବିତା ଛିବାଙ୍କ ଫାର୍ମ ହାଉସ୍‌ ଉପରେ ୩କୋଟି ଟଙ୍କାର ଜରିମାନା ଲାଗିଥିବା ଜଣାପଡ଼ିଛି। ଡେଜା ବୁ ଫାମର୍‌ସ ପ୍ରାଇଭେଟ୍‌ ଲିମିଟେଡ୍‌ର ନିର୍ଦ୍ଦେଶକ ହେଉଛନ୍ତି ଶାହରୁଖଙ୍କ ଶାଶୁ ସବିତା ଓ ଶାଳୀ ନମିତା...

ହିଂସା ପରେ ଜାମା ମସ୍‌ଜିଦ୍‌ରେ ପ୍ରଥମ ଶୁକ୍ରବାର ପ୍ରାର୍ଥନା: ଦିଲ୍ଲୀ ପୋଲିସ ପାଇଁ ପରୀକ୍ଷାର ଦିନ

ନୂଆଦିଲ୍ଲୀ,୨୮।୨: ଗତ କିଛି ଦିନରୁ ଦିଲ୍ଲୀର ଉତ୍ତର-ପୂର୍ବ ଅଞ୍ଚଳରେ ହୋଇଥିବା ହିଂସାକାଣ୍ଡ ପରେ ଶୁକ୍ରବାର ପ୍ରଥମ ପ୍ରାର୍ଥନା ଅନୁଷ୍ଠିତ ହେବ। ସେହି ସମୟରେ ଆଇନ୍‌ ବ୍ୟବସ୍ଥାକୁ ସମ୍ଭାଳିବା ପୋଲିସ ପାଇଁ କୌଣସି ପରୀକ୍ଷାଠାରୁ କମ୍‌ ନୁହେଁ। ଏଥିସହ ଦିଲ୍ଲୀ ପୋଲିସ...

ରିମ୍ସରେ ହେବ ଲାଲୁଙ୍କ ଚିକିତ୍ସା

ରାଞ୍ଚି,୨୭।୨: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କର ଅନ୍ୟ କୌଣସି ହସ୍ପିଟାଲରେ ଚିକିତ୍ସା କରାଯିବ ନାହିଁ। ପୂର୍ବପରି ରାଞ୍ଚିର ରିମ୍ସ ହସ୍ପିଟାଲରେ ହିଁ ତାଙ୍କର ଚିକିତ୍ସା କରାଯିବ। ଗୁରୁବାର ରିମ୍ସ ମେଡିକାଲ ବୋର୍ଡର ଏକ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri