ଜାତୀୟ

ଉତ୍ତେଜନା ସୃଷ୍ଟିକାରୀ ଭାଷଣ ଯୋଗୁ ଦିଲ୍ଲୀ ହିଂସା: ଏପ୍ରିଲ୍‌ ୧୩ରେ ଶୁଣାଣି; କେନ୍ଦ୍ରକୁ ରିପୋର୍ଟ ତଲବ

ନୂଆଦିଲ୍ଲୀ,୨୭।୨: ଉତ୍ତେଜନା ସୃଷ୍ଟିକାରୀ ଭାଷଣ ଯୋଗୁ ଦିଲ୍ଲୀ ହିଂସା ହୋଇଥିବା ନେଇ ହାଇକୋର୍ଟରେ ଏକ ମାମଲା ଦାଖଲ କରାଯାଇଥିଲା। ଏହାର ବିଚାର କରି ଦିଲ୍ଲୀ ହାଇକୋର୍ଟ ଗୁରୁବାର କେନ୍ଦ୍ର ସରକାରଙ୍କୁ ରିପୋର୍ଟ ତଲବ କରିଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି...

ସବୁ ଜଳିଗଲା ପରେ…

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀରେ ଜାରି ରହିଥିବା ହିଂସାକାଣ୍ଡ ଏବେ ଥମିବାରେ ଲାଗିଛି। ୩ ଦିନ ପରେ ପ୍ରଶାସନର ଚେତା ପଶିଛି। ହିଂସାକାଣ୍ଡ ଘଟିଥିବା ଅଞ୍ଚଳରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। ସବୁକିଛି ଜଳିଗଲା ପରେ ଚତୁର୍ଥ ଦିନ ଲୋକଙ୍କ ମନରୁ ଭୟ...

ସୋନିଆ, ପ୍ରିୟଙ୍କାଙ୍କୁ ଭେଟିଲେ ସିଦ୍ଧୁ

ନୂଆଦିଲ୍ଳୀ,୨୭।୨: କଂଗ୍ରେସ ନେତା ତଥା ପଞ୍ଜାବର ବିଧାୟକ ନଭଜୋତ୍‌ ସିଂହ ସିଦ୍ଧୁ ବୁଧବାର କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଓ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଭେଟିଛନ୍ତି। ଦଳର ମୁଖିଆ ତାଙ୍କୁ ଦିଲ୍ଲୀ ଡକାଇଥିବା ବେଳେ ମଙ୍ଗଳବାର ଓ...

ବିଚାରପତି ମୁରଲିଧରଙ୍କ ବଦଳିକୁ ନେଇ ମୁହଁ ଖୋଲିଲେ ରବିଶଙ୍କର

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀ ହାଇକୋର୍ଟର ବିଚାରପତି ଏସ୍‌. ମୁରଲିଧରଙ୍କ ରାତି ଅଧିଆ ବଦଳିକୁ ନେଇ ଏବେ ରାଜନୀତି ହୋଇଛି ସରଗରମ। ଏହାକୁ ନେଇ ବିରୋଧୀ କଂଗ୍ରେସ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଥିବା ବେଳେ କେନ୍ଦ୍ରମନ୍ତ୍ରୀ ରବିଶଙ୍କର ପ୍ରସାଦ ଗୋଟିଏ ପରେ ଗୋଟିଏ...

ନୁହେଁ ଆମେ ହିନ୍ଦୁ ଅବା ମୁସଲମାନ୍‌: ହିନ୍ଦୁସ୍ତାନୀ ଆମେ ଦେଶ ଆମ ହିନ୍ଦୁସ୍ତାନ

ଆମେଠି,୨୭।୨: ଦେଶରେ ହିନ୍ଦୁ-ମୁସଲମାନ୍‌ ନେଇ ହିଂସା ଘଟୁଥିବାବେଳେ ଉତ୍ତରପ୍ରଦେଶ ଆମେଠିର ପିଢ଼ି ଗାଁରେ ଭାଇଚାରାର ନିଆରା ଉଦାହରଣ ସୃଷ୍ଟି କରିଛନ୍ତି ଦୁଇ ବାଲ୍ୟ ବନ୍ଧୁ କୃଷ୍ଣଦତ୍ତ ତିଓ୍ବାରି ଏବଂ ବକରିଦି। ୮୨ ବର୍ଷ ବୟସ୍କ ବକରିଦି ସ୍ଥାନୀୟ ମଦ୍ରାସାରେ ଶିକ୍ଷାଦାନ...

୧ କିଲୋ ଜିଆ ଖତରୁ ୨ କୋଟିର ମାଲିକ

ମିରଟ,୨୭।୨: ଦୃଢ଼ ମନୋବଳ ଆଗରେ ସମସ୍ତ ବାଧାବିଘ୍ନ ହାର ମାନିଥାଏ। ଏହାର ଉଦାହରଣ ସୃଷ୍ଟି କରିଛନ୍ତି ଉତ୍ତରପ୍ରଦେଶର ମିରଟରେ ବାସ କରୁଥିବା ଅମିତ ତ୍ୟାଗୀ। ଏମ୍‌ବିଏ ପଢ଼ି ସେ ଚାକିରି କରିଥିଲେ। ତେବେ ଏହା ତାଙ୍କୁ ଆତ୍ମସନ୍ତୋଷ ଦେଇ ନ...

ଅକ୍ସିଜେନ୍‌ ସାହାଯ୍ୟରେ ପରୀକ୍ଷା ଦେଲେ ଛାତ୍ରୀ

ବରେଲି(ଉତ୍ତର ପ୍ରଦେଶ): ଦୃଢ଼ ଇଚ୍ଛାଶକ୍ତି ଥିଲେ କୌଣସି ପ୍ରତିବନ୍ଧକ ଲକ୍ଷଚ୍ୟୁତ କରିପାରେନି। ନିଜର ଆତ୍ମବିଶ୍ୱାସ ଆଗରେ ରୋଗ ମଧ୍ୟ ହାର୍‌ ମାନିଯାଏ। ଏହା ପ୍ରମାଣିତ କରିଛନ୍ତି, ବରେଲିର ଦଶମ ଶ୍ରେଣୀ ଛାତ୍ରୀ ସାଫିଆ ଜାଭେଦ୍‌।୧୬ ବର୍ଷୀୟା ସାଫିଆ ଦୀର୍ଘ ୫...

ମୋଦି ପାଳନ କରନ୍ତୁ ରାଜଧର୍ମ: ଅଟଳଙ୍କ ପରାମର୍ଶ ମନେ ପକାଇଲେ ସୋନିଆ

ନୂଆଦିଲ୍ଲୀ,୨୭।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଦିଲ୍ଲୀରେ ହିଂସାକାଣ୍ଡ ଜାରି ରହିଛି। ଏପରିସ୍ଥଳେ କଂଗ୍ରେସ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜଧର୍ମ ପାଳନ କରନ୍ତୁ ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କହିଛନ୍ତି। ଏହାପୂର୍ବରୁ...

ଦିଲ୍ଲୀ ହିଂସା: ରାଷ୍ଟ୍ରପତିଙ୍କୁ ଭେଟିଲେ ସୋନିଆ, ମନମୋହନ

ନୂଆଦିଲ୍ଲୀ,୨୭।୨: ରାଜଧାନୀ ଦିଲ୍ଲୀରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବ୍ୟାପିଥିବା ହିଂସା ଉଗ୍ର ରୂପ ନେଇଛି। ଏଭଳି ପରିସ୍ଥିତିକୁ ଦେଖି କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ କଂଗ୍ରେସ ପ୍ରତିନିଧି ମଣ୍ଡଳଙ୍କ ସହ ଗୁରୁବାର...

ଦିଲ୍ଲୀ ହିଂସା ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବିଫଳତା: ରଜନୀକାନ୍ତ

ଚେନ୍ନାଇ,୨୭।୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ଦିଲ୍ଲୀରେ ଉପୁଜିଥିବା ହିଂସାକୁ ଏବେ ପ୍ରାୟ ସବୁ ମହଲରେ ନିନ୍ଦା କରାଯାଉଛି। ଏହାକୁ ନେଇ ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଅଭିନେତାରୁ ରାତନେତା ହୋଇଥିବା ରଜନୀକାନ୍ତ କହିଛନ୍ତି...

ଦିଲ୍ଲୀ ହିଂସା: ହିନ୍ଦୁଙ୍କ ପଡ଼ୋଶୀଙ୍କ ଘରେ ଆଶ୍ରୟ ନେଇଛନ୍ତି ୪୦ରୁ ଅଧିକ ମୁସଲମାନ୍‌

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀରେ ଜାରି ରହିଥିବା ହିଂସା ନେଇ ସ୍ଥିତି ସଙ୍କଟ ଜନକ ରହିଛି। ଉତ୍ତର-ପୂର୍ବ ଦିଲ୍ଲୀରେ ହିଂସାକାଣ୍ଡରେ ବହୁ ଘରେ ଓ ଦୋକାନରେ ବିକ୍ଷୋଭକାରୀ ନିଆଁ ଲଗାଇ ଦେଇଛନ୍ତି। ସ୍ଥାନୀୟ ଅଶୋକ ନଗର ଅଞ୍ଚଳରେ ୪୦ରୁ ଅଧିକ ମୁସଲମାନ୍‌ ହିନ୍ଦୁ...

ଦିଲ୍ଲୀ ହିଂସା: ସ୍କାନରରେ ହ୍ବାଟସ୍‌ ଆପ୍‌ ଗ୍ରୁପ

ନୂଆଦିଲ୍ଲୀ,୨୭।୨: ଉତ୍ତର-ପୂର୍ବ ଦିଲ୍ଲୀରେ ବେଳକୁ ବେଳ ହିଂସା ଉଗ୍ରରୂପ ନେଇଥିବାରୁ ସମସ୍ତଙ୍କ ଚିନ୍ତା ବଢିଯାଇଛି। ବିଶେଷ ଭାବେ ଦିଲ୍ଲୀ ବାହାରର ଲୋକେ ହିଂସା ବଢାଉଥିବା ଅନୁମାନ କରି ଏବେ ଏମାନଙ୍କ ଉପରେ କଡା ନଜର ରଖାଯାଇଛି। ଏହାସହ ହ୍ବାଟସ୍‌ ଆପ୍‌...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri