ଜାତୀୟ

କରୋନା ଭୟ: ଭାରତୀୟ ବିମାନକୁ ଅନୁମତି ମିଳୁନି, ଯୋଗାଯୋଗ ବିଳମ୍ବକୁ ଦାୟୀକଲା ଚାଇନା

ଉହାନ,୨୨ା୨:ଚାଇନାରେ କରୋନା ଭାଇରସ୍‌ ଗୋଟାଏ ପରେ ଗୋଟାଏ ମୁଣ୍ଡ ଗଡ଼ାଇ ଚାଲିଥିବା ବେଳେ ପରିସ୍ଥିତି ଅଣାୟତ ହୋଇପଡ଼ିଛି। ଏବେସୁଦ୍ଧା ଚାଇନାରେ କରୋନା ମୃତ୍ୟୁସଂଖ୍ୟା ୨,୩୪୫ରେ ପହଞ୍ଚିଥିବାବେଳେ ପ୍ରାୟ ୭୬ ହଜାର ଲୋକ ଏଥିରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ପ୍ରାୟ ୨୮...

ମେଲାନିଆଙ୍କ କାର୍ଯ୍ୟକ୍ରମରୁ କେଜରିଓ୍ବାଲଙ୍କ ନାଁ ହଟାଇବାକୁ ନେଇ ଥରୁର କହିଲେ ଘୃଣ୍ୟ ରାଜନୀତି

ନୂଆଦିଲ୍ଲୀ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ଭାରତ ଗସ୍ତ ସମୟରେ ଦିଲ୍ଲୀର ଏକ ସରକାରୀ ସ୍କୁଲରେ ହାପିସେନ୍‌ କ୍ଲାସ କାର୍ଯ୍ୟକ୍ରମରେ ଯୋଗଦେବ। ହେଲେ ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ନେଇ ଏବେ ରାଜନୀତି ଆରମ୍ଭ ହୋଇଯାଇଛି।...

ନିର୍ଭୟା ମାମଲାର ଦୋଷୀ ବିନୟଙ୍କୁ ଲାଗିଲା ଆଉ ଏକ ଝଟ୍‌କା

ନୂଆଦିଲ୍ଲୀ,୨୨।୨: ଦିର୍ଘ ୭ ବର୍ଷ ଅର୍ଥାତ୍‌ ୨୦୧୨ ମସିହାର ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମାଙ୍କୁ ଲାଗିଛି ଆଉ ଏକ ଝଟ୍‌କା। ବିନୟ କାନ୍ଥରେ ମୁଣ୍ଡ ବାଡେଇ ଆହତ ହେବା ଓ ସେ ମାନସିକ ରୂପରେ ଅସୁସ୍ଥ...

ଟ୍ରମ୍ପଙ୍କୁ ୬ଶହ ଗ୍ରାମ ଓଜନର ଚାନ୍ଦିରେ ତିଆରି ଚାବି ଉପହାର ଦେବେ ଆଗ୍ରା ମେୟର

ମଥୁରା,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆସନ୍ତା ୨୪ ତାରିଖରେ ଆଗ୍ରା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ଆଗ୍ରାର ମେୟର ନବୀନ ଜୈନ ତାଙ୍କୁ ଆଗ୍ରା ସହରର ଏକ ଚାବି ଉପହାର ଦେବେ ବୋଲି ଜଣାପଡିଛି। ଏହା...

ଗୋଲ୍ଡ, ସିଲ୍‌ଭର ପ୍ଲେଟେଡ୍‌ ବାସନରେ ଟ୍ରମ୍ପ ଦମ୍ପତିଙ୍କୁ ପରସା ଯିବ ଖାଦ୍ୟ

ନୂଆଦିଲ୍ଲୀ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ଆସନ୍ତା ୨୪-୨୫ ତାରିଖରେ ଦୁଇ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ଏହି ଗସ୍ତକୁ ନେଇ ସବୁଠି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଦିଲ୍ଲୀ ଗସ୍ତ ସମୟରେ ଏମାନଙ୍କୁ...

ଟ୍ରମ୍ପ୍‌ଙ୍କ ଗସ୍ତ ପାଇଁ ସରକାର କେତେ କରୁଛନ୍ତି ଖର୍ଚ୍ଚ: ପ୍ରିୟଙ୍କା

ନୂଆଦିଲ୍ଲୀ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଗସ୍ତ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କେତେ ଖର୍ଚ୍ଚ କରୁଛନ୍ତି ସେ ନେଇ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପ୍ରଶ୍ନ କରିଛନ୍ତି। ଟ୍ରମ୍ପ୍‌ଙ୍କ ଗସ୍ତ ପାଇଁ ସମସ୍ତ ଖର୍ଚ୍ଚ...

ସୁନା ଭଣ୍ଡାରରେ ବହୁ ବିଷାକ୍ତ ସାପ !

ଲକ୍ଷ୍ନୌ,୨୨।୨: ଉତ୍ତରପ୍ରଦେଶ ସୋନଭଦ୍ରର ପାହାଡ଼ର ମାଟି ତଳେ ସୁନା ଭଣ୍ଡାର ସହିତ ଟନ୍‌ ଟନ୍‌ ୟୁରାନିୟମ ଗଚ୍ଛିତ ଥିବା ଜିଓଲୋଜିକାଲ ସର୍ଭେ ଅଫ୍‌ ଇଣ୍ଡିଆ ପକ୍ଷରୁ ସୂଚନା ଦିଆଯାଇଛି। ଏଠାରେ ୧୨ ଲକ୍ଷ କୋଟି ଟଙ୍କାର ସୁନା ଗଚ୍ଛିତ ଥିବା...

ମୌର୍ଯ୍ୟ ହୋଟେଲରେ ଟ୍ରମ୍ପ୍‌ଙ୍କ ରହଣୀ: ଗୋଟିଏ ରାତିର ରୁମ୍‌ ଭଡ଼ା ୮ ଲକ୍ଷ

ନୂଆଦିଲ୍ଲୀ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ୨ ଦିନିଆ ଗସ୍ତରେ ଭାରତ ଆସୁଛନ୍ତି। ତାଙ୍କ ଭାରତ ଗସ୍ତକୁ ସ୍ମୃତି ବହୁଳ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଉଦ୍ୟମ ଜାରି ରଖିଛନ୍ତି। ଟ୍ରମ୍ପ୍‌ ଦିଲ୍ଲୀର ମୌର୍ଯ୍ୟ ହୋଟେଲରେ ରହିବେ।...

ଭାରତୀୟ ସେନାର କଡ଼ା ଜବାବ: ୬ ପାକିସ୍ତାନୀ ଫରଓ୍ବାର୍ଡ ପୋଷ୍ଟ ଧ୍ୱଂସ

ଶ୍ରୀନଗର,୨୨।୨: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଲାଗି ରହିଛି। ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ତେବେ ଭାରତୀୟ ସେନା ଏହାର କଡ଼ା ଜବାବ ଦେଇଛି। ଭାରତୀୟ ସେନାର ପାଲଟା ଆକ୍ରମଣରେ ୩ ଜଣ ପାକିସ୍ତାନୀ ସୈନ୍ୟଙ୍କ...

ଟ୍ରମ୍ପଙ୍କ ଆଗ୍ରା ଗସ୍ତ ସମୟରେ ସୁରକ୍ଷା ବ୍ୟବସ୍ଥା ହେବ କଡାକଡି

ମଥୁରା,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଆଗ୍ରା ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ତେବେ ଟ୍ରମ୍ପ ଓ ତାଙ୍କ ପରିବାରଙ୍କ ସୁରକ୍ଷା ଦାୟିତ୍ୱ ଆମେରିକା ସିକ୍ରେଟ ସର୍ଭିସ ପାଖରେ ରହିଛି। ହେଲେ ବାହାରର ସୁରକ୍ଷା ଦାୟିତ୍ୱ ଏନ୍‌ଏସ୍‌ଜି...

ଥରୁରଙ୍କୁ ବିଦେଶ ଯିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୨।୨: ଦିଲ୍ଲୀର ରାଉଜ ଏଭିନ୍ୟୁ କୋର୍ଟ ଶନିବାର କଂଗ୍ରେସ ନେତା ଶଶି ଥରୁରଙ୍କୁ ବିଦେଶ ଗସ୍ତ ପାଇଁ ଅନୁମତି ପ୍ରଦାନ କରିଛନ୍ତି। ସେ ଫେବୃୟାରୀରୁ ମେ ୨୦୨୦ ମଧ୍ୟରେ ୟୁନାଇଟେଡ ଆରବ ଏମିରେଟ୍ସ(ୟୁଏଇ), ଫ୍ୟାନ୍ସ ଓ ନରଓ୍ବେ ଯାତ୍ରା କରିପାରିବେ।...

୧୨ ସର୍ଚ୍ଚ ଅପରେଶନ୍‌ରେ ୨୫ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି: ଡିଜିପି ଦିଲ୍‌ବାଗ୍‌ ସିଂ

ଶ୍ରୀନଗର,୨୨।୨: ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ଜମ୍ମୁ-କଶ୍ମୀରରେ ହୋଇଥିବା ୧୨ଟି ସଫଳ ସର୍ଚ୍ଚ ଅପରେଶନରେ ୨୫ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏନେଇ ଜମ୍ମୁ-କଶ୍ମୀର ଡିଜିପି ଦିଲ୍‌ବାଗ୍‌ ସିଂ ଶନିବାର ସୂଚନା ଦେଇଛନ୍ତି। ଶୁକ୍ରବାର ବିଳମ୍ବିିତ ରାତିରେ ୨ ଜଣ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri