ଜାତୀୟ

ଦିଲ୍ଲୀରେ ପହଞ୍ଚିଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ: ମୋଦି, ସୋନିଆଙ୍କୁ କରିବେ ସାକ୍ଷାତକାର

ନୂଆଦିଲ୍ଲାୀ,୨୧।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ତଥା ଶିବେସେନା ମୁଖ୍ୟ ଉଦ୍ଧବ ଠାକରେ ଶୁକ୍ରବାର ଦିଲ୍ଲୀରେ ପହଞ୍ଚିଛନ୍ତି। ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା କାର୍ଯ୍ୟକ୍ରମ ଅନୁସାରେ ଉଦ୍ଧବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୌଜନମୂଳକ ସାକ୍ଷାତକାର କରିବେ। ମୋଦିଙ୍କୁ ଭେଟିବା ପରେ ଦିଲ୍ଲୀ ସଫଦରଜଙ୍ଗ ଲେନ୍‌-୧୫ରେ...

୩୦ଥର ଦଣ୍ଡ ବୈଠକ କଲେ ମାଗଣାରେ ମିଳିବ ପ୍ଲାଟଫର୍ମ ଟିକେଟ

ନୂଆଦିଲ୍ଲୀ,୨୧।୨: ୧୦ଟଙ୍କାର ପ୍ଲାଟଫର୍ମ ଟିକେଟକୁ ମାଗଣାରେ ନେବାକୁ ଚାହୁଁଛନ୍ତି। ଯଦି ହଁ ତେବେ ଆପଣଙ୍କୁ ଏଥିପାଇଁ କିଛି ସର୍ତ୍ତ ପୁରା କରିବାକୁ ପଡ଼ିବ। ଆଉ ଏହି ସର୍ତ୍ତ ମଧ୍ୟ ଶରୀର ପାଇଁ ଲାଭଦାୟକ। କଥାଟି ଟିକେ ଅଡ଼ୁଆ ଲାଗୁଛି ହେଲେ...

ପରିବାର ନିୟୋଜନକୁ ନେଇ ଜାରି କରାଯାଇଥିବା ସର୍କୁଲାରକୁ ଫେରାଇ ନେଲେ ମଧ୍ୟପ୍ରଦେଶ ସରକାର

ଭୋପାଳ,୨୧।୨: ଜନସଂଖ୍ୟା ନିୟନ୍ତ୍ରଣ କରିବାକୁ ଯାଇ ମଧ୍ୟପ୍ରଦେଶର କମଳନାଥ ସରକାର ଯେଉଁ ସର୍କୁଲାର ଜାରି କରିଥିଲେ ତାହା ପରେ ବିବାଦୀୟ ହୋଇ ପଡିବାରୁ ସରକାର ଏହାକୁ ଫେରାଇ ନେଇଥିବା କହିଛନ୍ତି। ମଧ୍ୟପ୍ରଦେଶର ସ୍ବାସ୍ଥ୍ୟମନ୍ତ୍ରୀ ତୁଳସୀ ସିଲାଓ୍ବତ ଏହା ଫେରାଇ ନିଆଯାଇଥିବା...

ଶୈବପୀଠରେ ପୂଜାର୍ଚ୍ଚନା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୨୧।୨: ମହାଶିବରାତ୍ରୀ ଅବସରରେ ଶୁକ୍ରବାର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୋରଖପୁର ଶୈବ ପୀଠକୁ ଯାଇ ପୂଜାର୍ଚ୍ଚନା କରିଛନ୍ତି। ମନ୍ଦିରରେ ଜଳାଭିଷେକ କରିବା ସହ ପୁଷ୍ପାଞ୍ଜଳି ଦେଇଥିଲେ। ମୁଖ୍ୟମନ୍ତ୍ରୀ ଗସ୍ତକୁ ନେଇ ମନ୍ଦିରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା। ମହାଶିବରାତ୍ରୀ...

ଅସ୍ତ୍ରବିରତି ଉଲ୍ଲଂଘନରେ ଜଣେ ପାକିସ୍ତାନ ସେନା ନିହତ

ଶ୍ରୀନଗର,୨୧।୨: ପାକିସ୍ତାନ ସେନା ପକ୍ଷରୁ କରାଯାଇଥିବା ଅସ୍ତ୍ରବିରତି ଉଲ୍ଲଂଘନର କଡା ଜବାବ ଦେଇଛି ଭାରତୀୟ ସେନା। ଭାରତୀୟ ସେନାଙ୍କ ଗୁଳିରେ ଗୁରୁବାର ଜଣେ ପାକିସ୍ତାନ ସେନାଙ୍କ ମୃତ୍ୟୁ ହୋଇଛି। ଏଥିସହ କେତେକ ସେନା ଆହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ,...

ଓ୍ବାରିସ ପଠାନଙ୍କ ଉପରେ କଟକଣା ଲଗାଇଲେ ଓ୍ବାଇସି

ନୂଆଦିଲ୍ଲୀ,୨୧।୨: ଅଲ୍‌ ଇଣ୍ଡିଆ ମଜଲିସ୍‌-ଇ-ଇତେହାଦୁଲ ମୁସ୍ଲିମିନ୍‌(ଏଆଇଏମ୍‌ଆଇଏମ) ନେତା ଓ୍ବାରିସ ପଠାନଙ୍କ ଉପରେ ଶୁକ୍ରବାର କଟକଣା ଲଗାଇଛନ୍ତି ଦଳର ସୁପ୍ରିମୋ ଅସାଦୁଦ୍ଦିନ ଓ୍ବାଇସି। ପଠାନ ଗଣମାଧ୍ୟମ ବା ସାର୍ବଜନୀନ ଭାବରେ କୌଣସି ମନ୍ତବ୍ୟ ଦେଇପାରିବେ ନାହିଁ ବୋଲି ଦଳ ପକ୍ଷରୁ କୁହାଯାଇଛି।...

ମହାଶିବରାତ୍ରୀରେ ଘୋଷଣା ହେଲା କେଦାରନାଥ କବାଟ ଖୋଲିବା ତିଥି

ଡେରାଡୁନ,୨୧।୨: ପବିତ୍ର ମହାଶିବରାତ୍ରୀ ଅବସରରେ ଉତ୍ତରାଖଣ୍ଡରେ ଥିବା କେଦାରନାଥ ଧାମର କବାଟ ଖୋଲିବା ତିଥି ଘୋଷଣା ହୋଇଛି। ଭକ୍ତଙ୍କ ପାଇଁ ଆସନ୍ତା ଏପ୍ରିଲ ୨୯ ତାରିଖ ସକାଳ ୬ଟା ୧୦ ମିନିଟ୍‌ରେ ଏକାଦଶ ଜ୍ୟୋର୍ତିଲିଙ୍ଗ କେଦାରନାଥଙ୍କ କବାଟ ଖୋଲିବ। ଏହାପରେ...

ଶିବଭକ୍ତ ପୋଲିସକର୍ମୀ

ଭୋପାଳ,୨୧।୨: ମଧ୍ୟପ୍ରଦେଶ ଭୋପାଳର ଜଣେ ସିଂଘମଙ୍କୁ ଶିବଭକ୍ତ ଅବତାରରେ ଦେଖିବାକୁ ମିଳିଛି। ମହାଶିବରାତ୍ରୀର ପୂର୍ବ ସନ୍ଧ୍ୟାରେ ଭୋପାଳରେ ଆଇପିଏସ୍‌ ମିଟ୍‌ର ଆୟୋଜନ ହୋଇଥିଲା। ଏହି ଅବସରରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥ ମଧ୍ୟ ଯୋଗଦେଇଥିବା ବେଳେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ...

ମଞ୍ଚରେ ବଂଶୀ ବଜାଇଲେ ତେଜ ପ୍ରତାପ

ବୈଶାଳି, ୨୧।୨: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତଥା ବିହାରର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ତେଜ ପ୍ରତାପ ଯାଦବ ଭିନ୍ନ ଭିନ୍ନ ଲୁକ୍‌ରେ ନଜର ଆସିଛନ୍ତି। ରାଜନୀତି ଅପେକ୍ଷା ଭିନ୍ନ ଅନ୍ଦାଜକୁ ସେ ସର୍ବଦା ଚର୍ଚ୍ଚାରେ ଥାନ୍ତି। କେତେବେଳେ...

ଲୁଚିଛପି ବିବାହରେ ଯୋଗଦେବା ପାଇଁ ପାକିସ୍ତାନ ଗଲେ ଶତ୍ରୁଘ୍ନ ସିହ୍ନା! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୨: ଅଭିନେତା ତଥା କଂଗ୍ରେସ ନେତା ଶତ୍ରୁଘ୍ନ ସିହ୍ନା ଏକ ବିବାହ ଭୋଜିରେ ଯୋଗ ଦେବା ପାଇଁ ପାକିସ୍ତାନ ଯାଇଥିବା ଜଣାପଡିଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସେ ଲାହୋରରେ ଏକ ବିବାହ କାର୍ଯ୍ୟକ୍ରମରେ ଯୋଗ...

ମହାଶିବରାତ୍ରି ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୧।୨: ପବିତ୍ର ମହାଶିବରାତ୍ରି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ମୋଦି ଟୁଇଟ କରି ଦେଶବାସୀଙ୍କୁ ମହାଶିବରାତ୍ରିର ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି। ଏଥିସହ ବାବା ଭୋଳାନାଥଙ୍କ କୃପାରୁ ସମସ୍ତଙ୍କ ଜୀବନରେ...

ଭାଜପାର ବି ଟିମ୍‌ ଭଳି କାମ କରୁଛି ଏଆଇଏମ୍‌ଆଇଏମ୍‌: ତେଜସ୍ବୀ ଯାଦବ

ନୂଆଦିଲ୍ଲୀ,୨୧।୨: ଅଲ୍‌ ଇଣ୍ଡିଆ ମଜଲିସ୍‌-ଇ-ଇତେହାଦୁଲ ମୁସ୍ଲିମିନ୍‌(ଏଆଇଏମ୍‌ଆଇଏମ)ର ପୂର୍ବତନ ବିଧାୟକ ଓ୍ବାରିସ୍‌ ପଠାନଙ୍କ ବିବାଦୀୟ ବୟାନକୁ କଡା ସମାଲୋଚନା କରିଛନ୍ତି ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ। ଓ୍ବାରିସ୍‌୍‌ଙ୍କ ମନ୍ତବ୍ୟ ନିନ୍ଦନୀୟ, ତାଙ୍କୁ ଗିରଫ କରିବା ଉଚିତ୍‌ ବୋଲି ସେ କହିଛନ୍ତି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri