ଜାତୀୟ

ରାମମନ୍ଦିରର ଭୂମି ପୂଜା ପାଇଁ ମୋଦିଙ୍କୁ ଆମନ୍ତ୍ରଣ କଲେ ଟ୍ରଷ୍ଟର ସଦସ୍ୟ

ଅଯୋଧ୍ୟା,୨୧।୨: ଉତ୍ତରପ୍ରଦେଶ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଶିଳାନ୍ୟାସ ହେବ ନାହିଁ, କେବଳ ଭୂମି ପୂଜା ହେବ। ଆଉ ଏହି ପୂଜା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମନ୍ତ୍ରଣ କରାଯାଇଛି ବୋଲି ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର...

ଓ୍ବାଇସିଙ୍କ ମଞ୍ଚରେ ପାକିସ୍ତାନ ଜିନ୍ଦାବାଦ୍‌ ନାରା ଦେଇଥିବା ଯୁବତୀ ଗିରଫ

ବେଙ୍ଗାଲୁରୁ,୨୧।୧: ଏଆଇଏମଆଇଏମ ମୁଖ୍ୟ ତଥା ଏମ୍‌ପି ଅସାଦୁଦ୍ଦିନ ଓ୍ବାଇସିଙ୍କ ସାମ୍ନାରେ ପାକିସ୍ତାନ ଜିନ୍ଦାବାଦ୍‌ ନାରା ଦେଇଥିବା ଯୁବତୀଙ୍କୁ ଗିରଫ କରିଛି ପୋଲିସ। ଅମୁଲ୍ୟା ଲିୟୋନା ନାମକ ଏହି ଯୁବତୀଙ୍କ ବିରୋଧରେ ରାଜଦ୍ରୋହ ମାମଲା ରୁଜୁ କରାଯାଇଛି। ତାଙ୍କ ଗିରଫ କରାଯାଇ...

ଦିଲ୍ଲୀ ନିର୍ବାଚନ ପରାଜୟ ପରେ ଭାଜପାକୁ ସଂଘର ଚେତାବନୀ: ସବୁବେଳେ ମୋଦି-ଶାହା ଜିତାଇପାରିବେ ନାହିଁ

ନୂଆଦିଲ୍ଲୀ,୨୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ସବୁପ୍ରକାର ଚେଷ୍ଟା କରିବା ସତ୍ତ୍ୱେ ଭାଜପାକୁ ମାତ୍ର ୮ଟି ଆସନ ମିଳିଛି। ନିର୍ବାଚନରେ ଶୋଚନୀୟ ପରାଜୟକୁ ନେଇ ଦଳ ମନ୍ଥନ ଆରମ୍ଭ କରିଛି। ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ମଧ୍ୟ ଦଳର ଏଭଳି ପରାଜୟକୁ...

ଦୁଇ ଦଳିତଙ୍କୁ ନିର୍ମମ ପ୍ରହାର

ଜୟପୁର,୨୧।୨(ପି.ଟି.):ରାଜସ୍ଥାନର ନାଗୌର ଅନ୍ତର୍ଗତ କାର୍‌ନୁ ଗ୍ରାମରେ ଦୁଇ ଦଳିତ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯିବା ଘଟଣା ଏବେ ରାଜନୈତିକ ଝଡ଼ ସୃଷ୍ଟି କରିଛି। ଏକ ମୋଟର ସାଇକେଲ ଶୋ’ରୁମ୍‌ରୁ ଏଦୁହେଁ ଟଙ୍କା ଚୋରି କରୁଥିବା ଅଭିଯୋଗ କାରଣରୁ ଏମାନଙ୍କୁ ଆକ୍ରମଣ...

ଦୁର୍ଘଟଣାରେ ଗଲା ୨୬ ଜୀବନ

ଚେନ୍ନାଇ,୨୧।୨(ପି.ଟି./ ଆଇଏଏନ୍‌ଏସ୍‌):ତାମିଲନାଡୁରେ ଗୁରୁବାର ଦୁଇଟି ରାସ୍ତା ଦୁର୍ଘଟଣାରେ ୨୬ ଜଣଙ୍କ ମୃତ୍ୟୁ ଘଟିଛି। ତିରୁପୁର ଜିଲା ଅନ୍ତର୍ଗତ ଅବିନାଶୀ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨୦ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ ମହିଳା ଅଛନ୍ତି। ଟାଇଲ୍‌ ନେଇ...

ଏପ୍ରିଲରେ ରାହୁଲଙ୍କ ଦ୍ୱିତୀୟ ଇନିଂସ: ପୁଣି ହେବେ କଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୧।୨(ଆଇଏଏନ୍‌ଏସ୍‌):କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣିଥରେ ଦଳର ମଙ୍ଗ ଧରିବେ। ଆସନ୍ତା ଏପ୍ରିଲରେ ସେ କଂଗ୍ରେସ ଅଧ୍ୟକ୍ଷ ପଦକୁ ଫେରିବେ ବୋଲି ସୂତ୍ରରୁ ଜଣାପଡ଼ିଛି। ବଜେଟ ଅଧିବେଶନ ଶେଷ ହେବା ପରେ ଅମଳର ପର୍ବ ବୈଶାଖୀ ବେଳକୁ ତାଙ୍କୁ ଏହି...

ଉଚ୍ଛେଦ ହେବନି ୩୭୧

ଇଟାନଗର,୨୧।୨(ପି.ଟି.):ଉତ୍ତର-ପୂର୍ବାଞ୍ଚଳକୁ ସ୍ବତନ୍ତ୍ର କ୍ଷମତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୧କୁ ହଟାଯିବ ନାହିଁ। ଏହାକୁ ଉଚ୍ଛେଦ କରିବା ପାଇଁ କେନ୍ଦ୍ର ସରକାରଙ୍କ କୌଣସି ଉଦ୍ଦେଶ୍ୟ ନାହିଁ। ଅନୁଚ୍ଛେଦ ୩୭୧କୁ ନେଇ ଗୁଜବ ପ୍ରସାର କରୁଥିବା ଲୋକେ ସେମାନଙ୍କ ଉଦ୍ୟମରେ ସଫଳ ହେବେ...

ପାନ୍‌ କାର୍ଡ ନୁହେଁ ନାଗରିକତ୍ୱର ପ୍ରମାଣ

ଗୁଆହାଟୀ,୨୧।୨: ପର୍ମାନେଣ୍ଟ ଆକାଉଣ୍ଟ ନମ୍ବର (ପାନ୍‌) କାର୍ଡ ଓ ବ୍ୟାଙ୍କ ଦସ୍ତାବିଜଗୁଡ଼ିକୁ ନାଗରିକତ୍ୱର ପ୍ରମାଣ ଭାବେ ଗ୍ରହଣ କରାଯାଇ ପାରିବ ନାହିଁ। ସେହିପରି ‘ଗାଓଁ ବୁରା’ ବା ଗ୍ରାମ ପ୍ରଧାନଙ୍କ ଦ୍ୱାରା ଜାରି କରାଯାଇଥିବା ପ୍ରମାଣପତ୍ର ମଧ୍ୟ ନାଗରିକତ୍ୱର ପ୍ରମାଣ...

ଶାହାଙ୍କ ଅରୁଣାଚଳ ଗସ୍ତକୁ ଚାଇନାର ବିରୋଧ

ନୂଆଦିଲ୍ଲୀ/ବେଜିଂ,୨୧।୨ (ପି.ଟି./ଆଇଏଏନ୍‌ଏସ୍‌):କରୋନା ଭାଇରସ୍‌ ସଂକ୍ରମଣରେ ଛଟପଟ ହେଉଥିବା ଚାଇନା ଭାରତର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ଅରୁଣାଚଳ ଗସ୍ତକୁ ବିରୋଧ କରିଛି। ଗୁରୁବାର ଅରୁଣାଚଳ ପ୍ରଦେଶର ପ୍ରତିଷ୍ଠା ଦିବସରେ ଶାହା ଇଟାନଗର ଯାଇଥିବାବେଳେ ବେଜିଂ ଏହାକୁ ଦୃଢ଼ ବିରୋଧ କରିଛି। ଭାରତୀୟ...

ଟ୍ରମ୍ପ୍‌ ବୁଲିବେ ତାଜମହଲ: ମଧ୍ୟାହ୍ନଠାରୁ ସାଧାରଣ ଲୋକଙ୍କ ପ୍ରବେଶ ଉପରେ କଟକଣା

ଆଗ୍ରା,୨୦।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତ ଗସ୍ତରେ ଆସୁଛନ୍ତି। ତାଙ୍କର ଭବ୍ୟ ସମ୍ବର୍ଦ୍ଧନା ପାଇଁ ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଉଦ୍ୟମ ଜାରି ରଖିଛନ୍ତି। ଫେବୃୟାରୀ ୨୪ରେ ଟ୍ରମ୍ପ୍‌ ଆଗ୍ରାରେ ସ୍ତ୍ରୀ ମେଲାନିଆ ଟ୍ରମ୍ପ୍‌ ତାଜମହଲ ବୁଲିଯିବେ। ତେଣୁ...

ପିଓକେରେ ସକ୍ରିୟ ରହିଛି ୧୫-୨୦ ଆତଙ୍କବାଦୀ ଶିବିର: ସେନାମୁଖ୍ୟ

ନୂଆଦିଲ୍ଲୀ,୨୦।୨: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଉଦ୍ୟମ ଅବ୍ୟାହତ ରଖିଛି। ଏବେ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ୧୫-୨୦ ଆତଙ୍କବାଦୀ ଶିବିର ସକ୍ରିୟ ରହିଛି। ସେଠାରେ ପ୍ରାୟ ୨୫୦ରୁ ୩୫୦ ଆତଙ୍କବାଦୀ ତାଲିମ୍‌ ନେଉଛନ୍ତି। ଏନେଇ ଭାରତୀୟ ସେନାମୁଖ୍ୟ ଜେନେରାଲ...

ପାହାଡ଼ ଉପରୁ ମିଳିଲା ୩ ହଜାର ଟନ୍‌ ସୁନା ପଥର ସନ୍ଧାନ

ଲକ୍ଷ୍ନୌ,୨୦।୨: ଗ୍ରାମ୍‌ ନୁହେଁ ଅବା କିଲେ ନୁହେଁ ଏକ ଥରକେ ୩ ହଜାର ଟନ୍‌ ସୁନା ମିଳିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଉତ୍ତରପ୍ରଦେଶର ସୋନଭଦ୍ର ଅଞ୍ଚଳରେ ଥିବା ପାହାଡ଼ର ମାଟି ତଳେ ୩ ହଜାର ଟନ୍‌...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri