ଜାତୀୟ

ଶାହାଙ୍କ ସହ ସାକ୍ଷାତକାର ପରେ ଟୁଇଟ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୨: ତୃତୀୟଥର ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ଆମ ଆଦମୀ ପାର୍ଟିର ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ବୁଧବାର ଅପରାହ୍ନରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସହ ସାକ୍ଷାତକାର କରିଛନ୍ତି। ଦିଲ୍ଲୀ ବିଧାନସଭା ନିର୍ବାଚନ ପରେ ଶାହା ଓ...

ଫାଶୀ ଭୟରେ ସେଲ୍‌ରେ ଚୁପ୍‌ଚାପ୍‌ ରହୁଛନ୍ତି ୪ ଦୋଷୀ: ବିନୟ ଅଧିକ ବିଚଳିତ

ନୂଆଦିଲ୍ଲୀ,୧୯।୨: ନିର୍ଭୟା ମାମଲାର ୪ ଦୋଷୀଙ୍କୁ ଫାଶୀ ଦେବା ପାଇଁ ତୃତୀୟ ଥର ଡେଥ୍‌ ଓ୍ବାରେଣ୍ଟ୍‌ ଜାରି ହୋଇଛି। ଏହାକୁ ନେଇ ଭୟରେ ଅକ୍ଷୟ ସିଂ ଠାକୁର, ମୁକେଶ ସିଂ, ପଓ୍ବନ କୁମାର ଗୁପ୍ତା ଏବଂ ବିନୟ କୁମାର ଶର୍ମା...

ସ୍ବାମୀଙ୍କୁ ଛାଡପତ୍ର ଦେଲେ ସ୍ବାତୀ ମାଲିୱାଲ

ନୂଆଦିଲ୍ଲୀ,୧୯।୨: ଦିଲ୍ଲୀ ମହିଳା କମିଶନ ଅଧ୍ୟକ୍ଷା ସ୍ବାତୀ ମାଲିୱାଲ ସ୍ବାମୀ ନବୀନ ଜୟହିନ୍ଦଙ୍କଠାରୁ ଛାଡ଼ପତ୍ର ନେଇଛନ୍ତି। ଏନେଇ ଟୁଇଟରେ ସେ ସୂଚନା ଦେଇ ଏକ ଭାବପ୍ରବଣ କ୍ୟାପଶନ୍‌ ଲେଖିଛନ୍ତି। ମୋର ଏବଂ ନବୀନ ପରସ୍ପରଙ୍କୁ ଛାଡ଼ପତ୍ର ଜୀବନସାଥୀଙ୍କଠାରୁ ଅଲଗା ହେବା...

ଟ୍ରମ୍ପ୍‌ ବୁଲିଯିବେ ତାଜମହଲ: ଦୁର୍ଗନ୍ଧ ହଟାଇବା ପାଇଁ ଯମୁନାରେ ଛଡ଼ାଗଲା ୫୦୦ କ୍ୟୁସେକ୍‌ ଜଳ

ଆଗ୍ରା,୧୯।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତ ଗସ୍ତରେ ଆସୁଛନ୍ତି। ତାଙ୍କର ଭବ୍ୟ ସମ୍ବର୍ଦ୍ଧନା ପାଇଁ ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଉଦ୍ୟମ ଜାରି ରଖିଛନ୍ତି। ଟ୍ରମ୍ପ୍‌ ଯେପରି ଭାରତର ଦାରିଦ୍ର୍ୟ ନ ଦେଖି ପାରିବେ ସେଥିପାଇଁ ଅହମଦାବାଦ୍‌ ବିମାନବନ୍ଦରରୁ...

ସାବରମତୀ ଆଶ୍ରମକୁ ଗସ୍ତ କରିବେ ଟ୍ରମ୍ପ: ଉପହାରରେ ମିଳିବ ଗାନ୍ଧୀଙ୍କ ପସନ୍ଦର ଜିନିଷ

ଅହମଦାବାଦ,୧୯।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଗସ୍ତରେ ଚଳିତ ମାସରେ ଆସୁଛନ୍ତି। ଫେବୃଆରୀ ୨୪ ଓ ୨୫ ଏହି ଦୁଇ ଦିନିଆ ଗସ୍ତରେ ସେ ଗୁଜରାଟର ଅହମଦାବାଦ ଓ ଦିଲ୍ଲୀରେ ରହିବେ। ଏହି ଗସ୍ତ ସମୟରେ ଟ୍ରମ୍ପ ଅହମଦାବାଦର...

ଓ୍ବେଲସ୍ପୁନ୍‌ ସିଇଓ ଦିପାଳୀ ଗୋଏଙ୍କା କର୍ମଚାରୀଙ୍କ ସହିତ ଖୁସିରେ ନାଚିଲେ: ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୯।୨: ଓ୍ବେଲସ୍ପୁନ୍‌ ସିଇଓ ଦିପାଳୀ ଗୋଏଙ୍କା କର୍ମଚାରୀଙ୍କ ସହିତ ଅଫିସ୍‌ରେ ଖୁସିରେ ନାଚୁ ଥିବାର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ୪୫ ସେକେଣ୍ଡର ଏହି ଭିଡ଼ିଓରେ ହିନ୍ଦୀ ଫିଲ୍ମ ଷ୍ଟ୍ରିଟ୍‌ ଡ୍ୟାନ୍ସର ୩ଡିର ଗୀତ...

ଟ୍ରମ୍ପ୍‌ଙ୍କ କାର୍‌ ତାଜମହଲ ପରିସରକୁ ଯିବା ନେଇ ବିବାଦ: ସୁପ୍ରିମ୍‌କୋର୍ଟ କହିଲେ ଭିତରକୁ ଯିବନି ଗାଡ଼ି

ନୂଆଦିଲ୍ଲୀ,୧୯।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କାର ତାଜମହଲ ପରିସରକୁ ଯାଇପାରିବ ନାହିଁ। ଏନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ବାରଣ କରାଯାଇଛି। ତାଜମହଲ ସଂରକ୍ଷଣକୁ ଦୃଷ୍ଟିରେ ରଖି କୋର୍ଟ ଏଭଳି ନିର୍ଦ୍ଦେଶ ଜାରି କରିଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ତାଜମହଲ ପରିସର...

ଦିଲ୍ଲୀ-ମୁମ୍ବାଇ ତାପମାତ୍ରା ଭାଙ୍ଗିବ ରେକର୍ଡ; ଏପ୍ରିଲ୍‌ରେ ହେବ ଅଧିକ ଗରମ: ପାଣିପାଗ ବିଭାଗ

ନୂଆଦିଲ୍ଲୀ,୧୯।୨: ଚଳିତ ବର୍ଷ ଗ୍ରୀଷ୍ମ ଋତୁରେ ଦିଲ୍ଲୀ-ମୁମ୍ବାଇ ତାପମାତ୍ରା ପୂର୍ବର ରେକର୍ଡ ଭାଙ୍ଗିବ। ଏହା ସହିତ ଏପ୍ରିଲ୍‌ରେ ଏହି ଦୁଇ ଅଞ୍ଚଳରେ ତାପମାତ୍ରାରେ ୧ରୁ ୧.୫ ଡିଗ୍ରୀ ସେଲସିୟସ୍‌ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।...

ଟ୍ରମ୍ପ୍‌ କ’ଣ ଭଗବାନ; ୭୦ ଲକ୍ଷ ଲୋକ କରିବେ ସ୍ବାଗତ: ଅଧିର ରଞ୍ଜନ

ନୂଆଦିଲ୍ଲୀ,୧୯।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃୟାରୀ ୨୪ରେ ଭାରତ ଗସ୍ତରେ ଆସୁଛନ୍ତି। ଇତିମଧ୍ୟରେ ଟ୍ରମ୍ପ୍‌ଙ୍କର ଏକ ଭିଡ଼ିଓ ଜାରି ହୋଇଛି। ଏଥିରେ ଟ୍ରମ୍ପ୍‌ କହିଛନ୍ତି ଯେ, ଅହମଦାବାଦ୍‌ ବିମାନ ବନ୍ଦରଠାରୁ ମୋଟେରା ଷ୍ଟାଡ଼ିୟମ୍‌ ମଧ୍ୟରେ ତାଙ୍କୁ ୭୦ ଲକ୍ଷରୁ...

ଆଉ ଲଗାଇବାକୁ ପଡିବନି ଲମ୍ବା ଲାଇନ୍‌: ଘରେ ପହଞ୍ଚିବ ରାଶନ

ନୂଆଦିଲ୍ଲୀ,୧୯।୨: ବିଧାନସଭା ନିର୍ବାଚନ ପୂର୍ବରୁ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପକ୍ଷରୁ ଘରେ ଘରେ ରାଶନ ପହଞ୍ଚାଇବା ପାଇଁ ପ୍ରତିଶ୍ରୁତି ଦିଆଯାଇଥିଲା। ଏବେ ଏଏପି ଦିଲ୍ଲୀରେ ସରକାର ଗଢିବା ପରେ ରାଜ୍ୟରେ ଉକ୍ତ ଯୋଜନା ଲାଗୁ ପାଇଁ କାର୍ଯ୍ୟରମ୍ଭ ହୋଇଯାଇଛି। ଖାଦ୍ୟ...

ପୋଲିସ ଷ୍ଟେଶନ ସାମ୍ନାରେ ଗୋମାଂସ ତରକାରି ବାଣ୍ଟିଲେ କଂଗ୍ରେସ କାର୍ଯ୍ୟକର୍ତ୍ତା

ଥିରୁଭାନନ୍ଥପୁରମ୍‌,୧୯।୨: କେରଳରେ ପୁଣି ଗୋମାଂସକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ପୋଲିସ ପ୍ରଶିକ୍ଷଣ ନେଉଥିବା ପିଲାଙ୍କ ମେନ୍ୟୁରୁ ଗୋମାଂସ ହଟାଯିବା ପରେ କଂଗ୍ରେସ କାର୍ଯ୍ୟକର୍ତ୍ତା କୋଝିକୋଡ ଜିଲାର ମୁକ୍କାମ ପୋଲିସ ଷ୍ଟେଶନ ଆଗରେ ଗୋମାଂସ ତରକାରି ସହ ରୁଟି ବାଣ୍ଟିଛନ୍ତି।...

୧୫ ସରକାରୀ ଦସ୍ତାବିଜ୍‌ ବି ପ୍ରମାଣ କରିପାରିଲାନି ମହିଳାଙ୍କ ଭାରତୀୟ ନାଗରିକତ୍ୱ

ଗୁଆହାଟି,୧୯।୨: ଆସାମର ଜଣେ ୫୦ ବର୍ଷ ବୟସ୍କା ମହିଳା ୧୫ଟି ସରକାରୀ ଦସ୍ତାବିଜ୍‌ ଦାଖଲ କରିବା ପରେ ମଧ୍ୟ ନିଜର ଭାରତୀୟ ନାଗରିକତ୍ୱ ପ୍ରମାଣ କରି ପାରି ନାହାଁନ୍ତି। ଆସାମ ଫରେନ୍‌ ଟ୍ରିବ୍ୟୁନାଲ ଏବେ ତାଙ୍କୁ ବିଦେଶୀ ବୋଲି ଘୋଷଣା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri