ଜାତୀୟ

ମୋଦି-ଟ୍ରମ୍ପ୍‌ଙ୍କ ମେଗା ଶୋ: ବଲିଉଡ୍‌ ଷ୍ଟାରଙ୍କୁ ନିମନ୍ତ୍ରଣ

ଅହମଦାବାଦ୍‌, ୧୮।୨: ଗୁଜରାଟ ଅହମଦାବାଦ୍‌ର ମୋଟେରା ଷ୍ଟାଡିୟମ୍‌ରେ ଫେବୃୟାରୀ ୨୪ରେ ହେବାକୁ ଥିବା ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ଙ୍କ ମେଗା ଶୋ ସମସ୍ତେ ଟ୍ରମ୍ପ୍‌ରେ ଯୋଗଦେବା ପାଇଁ ବଲିଉଡ୍‌ ଷ୍ଟାରଙ୍କୁ ନିମନ୍ତ୍ରଣ କରାଯାଇଛି। ଏଥିରେ...

ପ୍ରଶାନ୍ତ କିଶୋର ଆରମ୍ଭ କରିବେ ‘ବାତ୍‌ ବିହାର କି’ କାର୍ଯ୍ୟକ୍ରମ

ପାଟନା,୧୮।୨: ଦିଲ୍ଲୀରେ ଅରବିନ୍ଦ କେଜରିଓ୍ବାଙ୍କ ନେତୃତ୍ୱାଧିନ ଆମ ଆଦମୀ ପାର୍ଟି(ଏଏପି)ର ବିପୁଳ ବିଜୟ ପରେ ଶ୍ରେୟ ନେଇଛନ୍ତି ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର। ମଙ୍ଗଳବାର ବିହାରର ପାଟନାରେ ସେ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରିଛନ୍ତି। ଏହି ସମ୍ମିଳନୀରେ...

ଆମେରିକାରେ ନ ଥିବେ ଡୋନାଲ୍ଡ ଟ୍ରମ୍ପଙ୍କ ଏମିତି ପ୍ରଶଂସକ!

ହାଇଦ୍ରାବାଦ୍‌,୧୮।୨: ଫେବୃୟାରୀ ୨୪ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ଅହମଦାବାଦ ଯିବେ। ତାଙ୍କୁ ସ୍ବାଗତ କରିବା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଟ୍ରମ୍ପଙ୍କୁ ଦେଖିବା ପାଇଁ ଲୋକଙ୍କ ମଧ୍ୟରେ ଉତ୍ସୁକତା...

ନୁହେଁ ମୁଁ ପରମାତ୍ମା ଅବା ଧର୍ମରାଜ; ମାର୍ଚ୍ଚ ୩ରେ ବି ହେବନି ଫାଶୀ: ନିର୍ଭୟା ଦୋଷୀଙ୍କ ଆଇନଜୀବୀ ଏ.ପି. ସିଂ

ନୂଆଦିଲ୍ଲୀ,୧୮।୨: ନିର୍ଭୟା ଦୋଷୀଙ୍କୁ ଫାଶୀ ଦେବା ଲାଗି ସୋମବାର ଡେଥ୍‌ ଓ୍ବାରେଣ୍ଟ ଜାରି ହୋଇଛି। ଗତ ୪୧ ଦିନ ମଧ୍ୟରେ ତୃତୀୟ ଥର ପାଇଁ ଏଭଳି ଓ୍ବାରେଣ୍ଟ୍‌ ଜାରି ହୋଇଛି। ତେବେ ଏହାକୁ ନେଇ ଦୋଷୀଙ୍କ ଆଇନଜୀବୀ ଏ.ପି. ସିଂ...

ବିରୋଧ ପ୍ରଦର୍ଶନ ସ୍ଥଳରେ ପ୍ଲାକର୍ଡ ଧରି କଲେ ବିବାହ

ଚେନ୍ନାଇ,୧୮।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାକରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ନେଇ ଆଜିବି ଦେଶର ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ କରାଯାଉଛି। ଏହାକୁ ନେଇ ତାମିଲନାଡୁର ଓଲ୍ଡ ଓ୍ବାଶରମ୍ୟାନପେଟ ଅଞ୍ଚଳରେ ବିରୋଧ ପ୍ରଦର୍ଶନ କରାଯାଉଛି। ସୋମବାର ଏହି ପ୍ରଦର୍ଶନ ସ୍ଥଳରେ...

ଟ୍ରମ୍ପଙ୍କ ଗସ୍ତ ପୂର୍ବରୁ ଅହମଦାବାଦ ପହଞ୍ଚିଲେ ୨୦୦ ଆମେରିକା ସୁରକ୍ଷାକର୍ମୀ: ସ୍ବତନ୍ତ୍ର ଗାଡିରେ କରିବେ ରୋଡ ଶୋ’

ଅହମଦାବାଦ,୧୮।୨: ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ୨ ଦିନିଆ ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତ ୨୪-୨୫ରେ ସେମାନେ ଭାରତ ଆସୁଥିବା ବେଳେ ଏହା ପୂର୍ବରୁ ସୁରକ୍ଷାର ସମସ୍ତ...

ଚାଇନା ଔଷଧ କମ୍ପାନୀରେ ତାଲା: ଭାରତରେ ବଢୁଛି ପାରାସିଟାମଲ, ଏଜିଥ୍ରୋମାଇସିନ୍‌ ଦାମ

ନୂଆଦିଲ୍ଲୀ,୧୮।୨: ଚାଇନାରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସଂକ୍ରମଣ ରୋକିବା ପାଇଁ ଚାଇନା ପକ୍ଷରୁ ନାନା ଉପାୟ କରାଯାଉଛି। କରୋନା ଆତଙ୍କରେ ବହୁ କମ୍ପାନୀରେ କାମ କରିବାକୁ କର୍ମଚାରୀ ନ ଆସିବାରୁ ତାଲା ଝୁଲୁଛି।...

ପରିବାରର ସହଯୋଗ ନ ମିଳିବାରୁ ପୋଲିସ ଷ୍ଟେଶନରେ ବିବାହ କଲେ ପ୍ରେମୀ ଯୁଗଳ

ଲକ୍ଷ୍ନୌ,୧୮।୨: ଉତ୍ତର ପ୍ରଦେଶ ଲକ୍ଷ୍ନୌର ପ୍ରେମୀ ଯୁଗଳ ମନିଷ ଓ କିରଣଙ୍କୁ ପରିବାର ଲୋକଙ୍କ ସହଯୋଗ ନ ମିଳିବାରୁ ସେମାନେ ପୋଲିସର ସହାୟତା ନେଇଥିଲେ। ଏହାପରେ ଲକ୍ଷ୍ନୌର ମହିଳା ଥାନାରେ ପୋଲିସ ଉପସ୍ଥିତିରେ ସୋମବାର ସେମାନଙ୍କର ବିବାହ ହୋଇଥିବା ଜଣାପଡିଛି।...

ଟ୍ରମ୍ପ୍‌ଙ୍କ ବ୍ୟୟ ବହୁଳ ଭାରତ ଗସ୍ତ: ସ୍ବାଗତ କରିବେ ଲକ୍ଷେ ଲୋକ; ୭ କିମି ରୋଡ ଶୋରେ ଖର୍ଚ୍ଚ ହେବ କୋଟି କୋଟି ଟଙ୍କା

ଅହମଦାବାଦ୍‌,୧୮।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃୟାରୀ ୨୪ରେ ଭାରତ ଗସ୍ତରେ ଆସୁଛନ୍ତି। ଏହି ବ୍ୟୟ ବହୁଳ ଗସ୍ତରେ ଆସି ସେ ଅହମଦାବାଦ୍‌ର ମୋଟେରା ଷ୍ଟାଡିୟମ୍‌ରେ ନମସ୍ତେ ଟ୍ରମ୍ପ୍‌ କାର୍ଯ୍ୟକ୍ରମରେ ଯୋଗଦେବେ। ଅହମଦାବାଦ ବିମାନ ବନ୍ଦରରୁ ୭କିମିର ଏକ ରୋଡ୍‌...

ତାପସ ପାଲଙ୍କ ପରଲୋକ

କୋଲକାତା,୧୮।୨: ବଙ୍ଗାଳୀ ଫିଲ୍ମ ଅଭିନେତା ତଥା ତୃଣମୂଳ କଂଗ୍ରେସର ପୂର୍ବତନ ଏମ୍‌ପି ତାପସ ପାଲଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଛି। ପୁଅଙ୍କ ଘରକୁ...

କଶ୍ମୀର ଗସ୍ତରେ ଆସିଥିବା ବ୍ରିଟିଶ୍‌ ଏମ୍‌ପିଙ୍କୁ ଦିଲ୍ଲୀରୁ ଫେରାଇଦିଆଗଲା

ନୂଆଦିଲ୍ଲୀ,୧୮ା୨: ଏକ ବ୍ରିଟିଶ ପ୍ରତିନିଧି ଦଳର ନେତୃତ୍ୱ ନେଇ କଶ୍ମୀର ଗସ୍ତରେ ଆସିଥିବା ଲେବର ପାର୍ଟି ଏମ୍‌ପି ଡେବି ଆବ୍ରାହାମ୍ସଙ୍କୁ ଭାରତରେ ପ୍ରବେଶ ପାଇଁ ଅନୁମତି ଦିଆଯାଇନାହିଁ। ତାଙ୍କର ଇ-ଭିଜା ରଦ୍ଦ ହୋଇଥିବା ସରକାର କହିଛନ୍ତି। ତେବେ ସେ ଦିଲ୍ଲୀରେ...

ସିଏଏ, ଏନ୍‌ପିଆର୍‌, ଏନ୍‌ଆର୍‌ସିକୁ ଦୃଢ଼ ସମର୍ଥନ: ରାଷ୍ଟ୍ରପତିଙ୍କୁ ୧୫୪ ବିଶିଷ୍ଟ ବ୍ୟକ୍ତିଙ୍କ ପତ୍ର

ନୂଆଦିଲ୍ଲୀ,୧୮ା୨ (ପି.ଟି.): କେନ୍ଦ୍ର ସରକାରଙ୍କ ସିଏଏ, ଏନ୍‌ପିଆର୍‌ ଓ ଏନ୍‌ଆର୍‌ସିକୁ ଅନେକ ସ୍ଥାନରେ ବିରୋଧ କରାଯାଇ ବିକ୍ଷୋଭ ଜାରି ରହିଥିବାବେଳେ ସୋମବାର ୧୫୪ ବିଶିଷ୍ଟ ନାଗରିକ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ପତ୍ରଲେଖି ଏଥିପ୍ରତି ଦୃଢ଼ ସମର୍ଥନ ଜଣାଇଛନ୍ତି। ଏହି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri