ଜାତୀୟ

ସରକାରଙ୍କୁ ରିଷି କପୁରଙ୍କ ଅନୁରୋଧ: ସନ୍ଧ୍ୟାରେ ଖୋଲାଯାଉ ମଦ ଦୋକାନ

ମୁମ୍ବାଇ,୨୮।୩: କରୋନା ଭାଇରସର ଭୟାବହତାକୁ ଦେଖି ସାରା ଦେଶ ଲକ୍‌ଡାଉନ୍‌ ଥିବା ବେଳେ ଏହାକୁ ନେଇ ସମୟ ସମୟରେ ବଲିଉଡ୍‌ର ଭେଟେରାନ କଳାକାର ରିଷି କପୁର ଟୁଇଟର୍‌ରେ କିଛି ନା କିଛି ଶେୟାର କରୁଥିବା ଦେଖାଯାଇଛି। ଏହି ମାଇକ୍ରୋବ୍ଲଗିଙ୍ଗ ସାଇଟ୍‌ରେ...

କରୋନା ଭାଇରସ ଭଳି ହେଲମେଟ୍‌ ପିନ୍ଧି ସଚେତନତା ସୃଷ୍ଟି କଲେ ପୋଲିସ

ଚେନ୍ନାଇ,୨୮।୩: କରୋନା ଭାଇରସ ସଂକ୍ରମଣ ସମୟରେ ଘରେ ରହିବା କେତେ ଜରୁରୀ ତାହା ଏପର୍ଯ୍ୟନ୍ତ ଅଧିକାଂଶ ଲୋକେ ବୁଝି ପାରି ନ ଥିବା କୁହାଯାଏ। ସବୁ ରାଜ୍ୟରେ ପୋଲିସ ବାହାରକୁ ବାହାରୁଥିବା ଲୋକଙ୍କୁ ଏ ସମ୍ପର୍କରେ ବୁଝାଉଥିବା ବେଳେ ଅନେକ...

ଫେଲ୍‌ ମାରିବ ପ୍ରଧାନମନ୍ତ୍ରୀଙ୍କ ଲକ୍‌ଡାଉନ୍‌: ନୀତୀଶ

ପାଟନା,୨୮।୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କହିଛନ୍ତି, ଫେଲ୍‌ ମାରିବ ପ୍ରଧାନମନ୍ତ୍ରୀ ମୋଦିଙ୍କ ଲକ୍‌ଡାଉନ୍‌। ତେବେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଏବେ ଶ୍ରମିକମାନେ ବିଭିନ୍ନ ରାଜ୍ୟରୁ ଘରମୁହାଁ ହୋଇଛନ୍ତି। ବିଶେଷ...

ଲକ୍‌ ଡାଉନ୍‌ରେ ରାଜସ୍ଥାନ ଶୂନଶାନ୍‌: ଜୟପୁର ସହରରେ ପଶିଲେ ହରିଣ ପଲ

ଜୟପୁର,୨୮।୩: ସାରା ପୃଥିବୀ କରୋନା ଆତଙ୍କରେ ରହିଛି। ଏପରି ସ୍ଥଳେ ଭାରତ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ ଡାଉନ୍‌ ଜାରି କରାଯାଇଛି। ଫଳରେ ସମଗ୍ର ଦେଶର ରାସ୍ତାଘାଟ ଜନଶୂନ୍ୟ ହୋଇପଡ଼ିଛି। ଏଭଳି ସ୍ଥିତି ରାଜସ୍ଥାନରେ ମଧ୍ୟ ଦେଖିବାକୁ ମିଳିଛି।...

କରୋନା ଭାଇରସ୍‌: ଭଡାଟିଆଙ୍କୁ ଭଡା ମାଗିଲେ ଜେଲ୍‌ ଯିବେ ଘର ମାଲିକ

ନଏଡା,୨୮।୩: ସାରା ଦେଶରେ କରୋନା ଯୋଗୁ ଲକ୍‌ଡାଉନ୍‌ ରହିଛି। ଏଥିଯୋଗୁ ଲୋକମାନେ ବାହାରକୁ ବାହାରି ପାରୁ ନ ଥିବା ବେଳେ କେତେକ ନିଜର ଜୀବିକା ମଧ୍ୟ ହରାଇସାରିଲେଣି। ଇତିମଧ୍ୟରେ ତ୍ତରପ୍ରଦେଶର ନଏଡାରେ ରହୁଥିବା ଭଡାଟିଆଙ୍କ ପାଇଁ ଜିଲାପାଳ ଏକ ବଡ଼...

କେରଳରେ ପ୍ରଥମ ମୁଣ୍ଡ ନେଲା କରୋନା

କୋଚି,୨୮।୩: କେରଳରେ କରୋନା ଭାଇରସ୍‌ ସଂକ୍ରମଣରେ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ଶନିବାର କୋଚିର ଏକ ହସ୍ପିଟାଲରେ ଜଣେ ୬୯ବର୍ଷୀୟ ବୃଦ୍ଧଙ୍କ କରୋନାରେ ମୃତ୍ୟୁ ହୋଇଛି। ଏନେଇ ରାଜ୍ୟସରକାର ସୂଚନା ଦେଇଛନ୍ତି। କେରଳରେ ଏହା ପ୍ରଥମ ମୃତ୍ୟୁ ଘଟଣା...

ରାମାୟଣର ପ୍ରସାରଣ ପରେ ସୋସିଆଲ ମିଡିଆରେ ଖୁସି ବ୍ୟକ୍ତ କରୁଛନ୍ତି ଦର୍ଶକେ

ନୂଆଦିଲ୍ଲୀ,୨୮।୩: କରୋନା ଭାଇରସ ସଂକ୍ରମଣକୁ ରୋକିବାକୁ ଏବେ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ଦୂରଦର୍ଶନରେ ପୁଣିଥରେ ରାମାୟଣ ଧାରାବାହିକ ପ୍ରସାରଣ ହେବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଭିନ୍ନ ଭିନ୍ନ ମତ ପ୍ରକାଶ ପାଇଛି।...

ଲକ୍‌ଡାଉନ୍‌ ପରେ ବି ଚାଲି ଚାଲି ଘରକୁ ଫେରିବାକୁ ଚାହୁଁଛନ୍ତି ଲୋକେ

ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣକୁ ରୋକିବାକୁ ସାରା ବିଶ୍ୱ ଏକ ପ୍ରକାର ଲକ୍‌ ଡାଉନ୍‌ ହୋଇଯାଇଛି। ଭାରତ ଏବେ ଏହି ଲକ୍‌ଡାଉନ୍‌ ମାଧ୍ୟମରେ କରୋନା ସହ ଲଢି ପାରିବ ବୋଲି ଆଲୋଚନା ହେଉଥିବା ବେଳେ ଅନ୍ୟପଟେ ବାହାର ରାଜ୍ୟରେ ଥିବା ଦିନ...

ଭାରତରେ କରୋନା ଆତଙ୍କ: ମୃତ୍ୟୁ ସଂଖ୍ୟା ୨୩; ସଂକ୍ରମିତଙ୍କ ସଂଖ୍ୟା ୯୦୦ ଟପିଲା

ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣ ସାରା ପୃଥିବୀରେ କୋକୁଆ ଭୟ ସୃଷ୍ଟି କରିଛି। ଭାରତରେ ଅବସ୍ଥା ଧୀରେଧୀରେ ସଙ୍କଟଜନକ ହେବାରେ ଲାଗିଛି। ଭାରତ ଦ୍ୱିତୀୟ ଷ୍ଟେଜ୍‌ରୁ ତୃତୀୟ ଷ୍ଟେଜ୍‌ ଆଡ଼କୁ ଯାଉଥିବା କୁହାଯାଉଛି। ଗତ ୧୮ ଦିନ ମଧ୍ୟରେ ଦେଶରେ ୨୩...

କ୍ୱାରାଣ୍ଟାଇନ୍‌ରୁ ଖସିଯାଇ ୯୦ ବର୍ଷୀୟା ବୃଦ୍ଧାଙ୍କୁ ହତ୍ୟାକଲେ ଯୁବକ

ମଦୁରାଇ,୨୮।୩: ତାମିଲନାଡୁ ଥେନି ଜିଲାରେ ଜଣେ ୩୪ ବର୍ଷ ବୟସ୍କ ଯୁବକ କ୍ୱାରାଣ୍ଟାଇନରୁ ଖସିଯାଇଛନ୍ତି। ଉକ୍ତ ଯୁବକ ଜଣଙ୍କ ଶ୍ରୀଲଙ୍କାରୁ ଫେରିବା ପରେ ତାଙ୍କ ଘରେ କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ହେଲେ ଶୁକ୍ରବାର ବିଳମ୍ବିତ ରାତିରେ ସେ ଉଲଗ୍ନ ଅବସ୍ଥାରେ ଘରୁ...

କରୋନା ଚିକିତ୍ସାକୁ ନେଇ ନର୍ସଙ୍କ ସହ ସିଧାସଳଖ କଥା ହେଲେ ମୋଦି

ପୁଣେ,୨୮।୩: ଦେଶର ବିପତ୍ତି ସମୟରେ ଏବେ କରୋନା ଯୋଦ୍ଧା ସାଜିଥିବା ନର୍ସଙ୍କ ସହ ସିଧାସଳଖ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶୁକ୍ରବାର ଅପରାହ୍ନରେ ପ୍ରଧାନମନ୍ତ୍ରୀ ପୁଣେ, ନାଇଡୁ ହସ୍ପିଟାଲର ଜଣେ ସିନିଅର ନର୍ସଙ୍କ ପର୍ସନାଲ ନମ୍ବରକୁ ଫୋନ୍‌ କରି...

କବାଟ ନବ୍‌-ମୋବାଇଲ୍‌-ଲାପଟପ୍‌ ଦ୍ୱାରା ବି ହୋଇପାରେ କରୋନା ସଂକ୍ରମଣ !

ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏହାର ସଂକ୍ରମଣ ନେଇ ବିଭିନ୍ନ ସମୟରେ ବହୁ ଗୁଜବ ମଧ୍ୟ ଶୁଣିବାକୁ ମିଳୁଛି। ତେବେ ସଂକ୍ରମିତଙ୍କ ସହିତ ସିଧାସଳଖ ସମ୍ପର୍କରେ ଆସିଲେ ଏହାର ସଂକ୍ରମଣ ହୋଇଥାଏ। ତେବେ କବାଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri