ଜାତୀୟ

କବାଟ ନବ୍‌-ମୋବାଇଲ୍‌-ଲାପଟପ୍‌ ଦ୍ୱାରା ବି ହୋଇପାରେ କରୋନା ସଂକ୍ରମଣ !

ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏହାର ସଂକ୍ରମଣ ନେଇ ବିଭିନ୍ନ ସମୟରେ ବହୁ ଗୁଜବ ମଧ୍ୟ ଶୁଣିବାକୁ ମିଳୁଛି। ତେବେ ସଂକ୍ରମିତଙ୍କ ସହିତ ସିଧାସଳଖ ସମ୍ପର୍କରେ ଆସିଲେ ଏହାର ସଂକ୍ରମଣ ହୋଇଥାଏ। ତେବେ କବାଟ...

କରୋନା ପାଇଁ ଟ୍ରେନ୍‌ ବଗିକୁ ଆଇସୋଲେଶନ ଓ୍ବାର୍ଡରେ କରାଗଲା ପରିବର୍ତ୍ତନ

ନୂଆଦିଲ୍ଲୀ,୨୮।୩: କରୋନା ଭାଇରସ କବଳରେ ଭାରତ। ଏବେ ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୯ଶହ ଛୁଇଁବାକୁ ଯାଉଥିବା ବେଳେ ମୃତକଙ୍କ ସଂଖ୍ୟା ୨୦ ଅତିକ୍ରମ କରି ସାରିଲାଣି। ବିଶେଷଜ୍ଞଙ୍କ ମତ ଅନୁଯାୟୀ ଏହା ଆଗକୁ ବୃଦ୍ଧି ପାଇପାରେ। ଏହାକୁ ଦେଖି ବିଭିନ୍ନ...

ଲକ୍‌ଡାଉନ୍‌: ରାଜରାସ୍ତାରେ ନୀଳଗାଈ

ନୂଆଦିଲ୍ଲୀ: କରୋନା ଭାଇରସ୍‌ ଯୋଗୁ ଏବେ ସବୁ ଦେଶ ଲକ୍‌ଡାଉନ୍‌ ହୋଇ ଯାଇଥିବାରୁ ଲୋକମାନେ ଘର ଭିତରେ ରହୁଛନ୍ତି। ସେଥିପାଇଁ ଚାରିଆଡେ ରାସ୍ତାଘାଟ ଶୂନଶାନ୍‌ ହୋଇଯାଇଛି। ଲୋକେ କେହି ପଦାକୁ ବାହାରୁ ନାହାନ୍ତି। ତେଣୁ ପ୍ରକୃତିର ବିଭିନ୍ନ ରୂପକୁ ଏବେ...

ପ୍ରାଣୀ ଅଙ୍ଗରୁ ଚାଲିଛି ଔଷଧ ପ୍ରସ୍ତୁତି ପ୍ରୟାସ

ନୂଆଦିଲ୍ଲୀ: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା ମହାମାରୀ କରୋନା ଭୂତାଣୁ ଆଜି ବିଶ୍ୱର ଅନେକ ଦେଶକୁ ଗ୍ରାସ କରିସାରିଲାଣି। ଏଥିରେ ଲକ୍ଷାଧିକ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ହଜାର ହଜାର ଲୋକଙ୍କ ଜୀବନ ଗଲାଣି। ଭୂତାଣୁର ମୂଳ ଉତ୍ସ...

କୋଟିଏ ଲୋକଙ୍କ ପିଛା ଉତ୍ତରାଖଣ୍ଡରେ ୩୦୮ ଭେଣ୍ଟିଲେଟର

ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଦେଶରେ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ସମ୍ପ୍ରତି ଭାରତ ସଂକ୍ରମଣ ଦ୍ୱିତୀୟ ଷ୍ଟେଜ୍‌ରେ ରହିଥିବାବେଳେ ତୃତୀୟ ଷ୍ଟେଜ୍‌କୁ ଯିବାର ଆଶଙ୍କା ଦେଖାଦେଇଛି। ତେବେ...

ଲକ୍‌ଡାଉନ୍‌ରେ ଘରୁ ନ ବାହାରିବା ପାଇଁ ଲୋକଙ୍କୁ ହାତ ଯୋଡ଼ିଲେ ଟ୍ରାଫିକ୍‌ ପୋଲିସ

ବିଜୟଓ୍ବାଡ଼ା,୨୮।୩: କରୋନା ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏପରସ୍ଥଳେ ଲୋକେ ସରକାରଙ୍କ ନିର୍ଦ୍ଦେଶ ବେ ଖାତିର କରି ଘରେ ନ ରହି ବାହାରକୁ ବାହାରୁଛନ୍ତି। ଏନେଇ ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡ଼ାରେ...

ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ବିକ୍ରି ଉପରେ କଟକଣା

ନୂଆଦିଲ୍ଲୀ,୨୮ା୩(ପି.ଟି.): ମହାମାରୀ କୋଭିଡ୍‌-୧୯ ଜନିତ ଜରୁରୀ ଆବଶ୍ୟକତାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ବିକ୍ରି ଓ ବଣ୍ଟନ ଉପରେ କଟକଣା ଜାରି କରିଛି। ଜନସ୍ବାର୍ଥ ଲାଗି ଏହା ଜରୁରୀ ବୋଲି ମନ୍ତ୍ରଣାଳୟ ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ କୁହାଯାଇଛି। ଏଥିପାଇଁ...

ସହଯୋଗ ଭିତ୍ତିରେ ଭୂତାଣୁକୁ ରୋକ

ନୂଆଦିଲ୍ଲୀ,୨୮ା୩: ଭାରତରେ କରୋନା ଭାଇରସ୍‌ କ୍ରମଶଃ କାୟା ବିସ୍ତାର କରିବାରେ ଲାଗିଛି। ଏଥିଲାଗି ସମସ୍ତେ ତତ୍ପର। ଆତ୍ମ ସଂଯମ ଓ ସହଯୋଗ ଦ୍ୱାରା ଏହାକୁ ରୋକାଯାଇ ପାରିବ। ବିଶେଷକରି ବିଭିନ୍ନ ରାଜ୍ୟର ରାଜ୍ୟପାଳ, କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ଉପରାଜ୍ୟପାଳ ଓ ସମସ୍ତ...

ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରେଡିଓ ଜକିଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୨୭।୩: କରୋନା ଭାଇରସକୁ ନେଇ ସାରା ବିଶ୍ୱରେ ଚିନ୍ତା ବଢି ଚାଲିଛି। ଏହାକୁ କାବୁ କରିବାକୁ ସବୁ ସ୍ତରରେ ପ୍ରୟାସ ଜାରି ରହିଛି। ଏବେ କରୋନାକୁ ନେଇ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ବିଭିନ୍ନ ଗଣମାଧ୍ୟମରେ କରୋନାକୁ...

୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୫ ନୂଆ ରୋଗୀ: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୨୪

ନୂଆଦିଲ୍ଲୀ,୨୭।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ବଢିବାରେ ଲାଗିଛି। ଶୁକ୍ରବାର ୭୫ ଜଣ ନୂଆ ରୋଗୀ ଚିହ୍ନଟ ହେବା ପରେ ଏବେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୨୪ରେ ପହଞ୍ଚିଥିବା ଜଣାପଡିଛି। ଏମାନଙ୍କ ମଧ୍ୟରୁ ପ୍ରାୟ ୬୦...

କୋଭିଡ ୧୯ର ମାଇକ୍ରୋସ୍କୋପି ପ୍ରତିଛବି ପ୍ରକାଶ କଲେ ଭାରତୀୟ ବିଶେଷଜ୍ଞ

ନୂଆଦିଲ୍ଲୀ,୨୭।୩: ଭାରତୀୟ ବିଶେଷଜ୍ଞଙ୍କୁ ମିଳିଛି ଏକ ସଫଳତା। SARS-CoV-2 virus ବା କୋଭିଡ ୧୯ର ଏକ ମାଇକ୍ରୋସ୍କୋପି ପ୍ରତିଛବି ଭାରତୀୟ ବିଶେଷଜ୍ଞଙ୍କ ଦ୍ୱାରା ଜାରି କରାଯାଇଛି। କେରଳରେ ଜାନୁୟାରୀ ୩୦ରେ ଚିହ୍ନଟ ହୋଇଥିବା ପ୍ରଥମ କରୋନା ସଂକ୍ରମିତଙ୍କ ଗଳାର ସ୍ବାବ୍‌...

ପୂର୍ବତନ କେନ୍ଦ୍ରମନ୍ତ୍ରୀ ବେଣି ପ୍ରସାଦଙ୍କ ପରଲୋକ

ଲକ୍ଷ୍ନୌ,୨୭।୩: ପୁର୍ବତନ କେନ୍ଦ୍ରମନ୍ତ୍ରୀ ବେଣି ପ୍ରସାଦ ବର୍ମାଙ୍କର ଶୁକ୍ରବାର ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ପରଲୋକ ହୋଇଛି। ଦୀର୍ଘଦିନ ହେବ ସେ ଅସୁସ୍ଥ ଥିଲେ। ସମାଜବାଦୀ ପାର୍ଟିର ଜଣେ ଆଗଧାଡିର ନେତା ଭାବେ ସେ ବେଶ୍‌ ପରିଚିତ ଥିଲେ। ସମାଜବାଦୀ ପାର୍ଟିରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri