ଜାତୀୟ

କାମ ପଡ଼ିଲେ ଆସନ୍ତୁ ମୋ ପାଖକୁ, ଧର୍ମ-ପାର୍ଟିର ନାହିଁ ବାରଣ: କେଜରିଓ୍ବାଲ

ନୂଆଦିଲ୍ଲୀ,୧୬।୨: ଅରବିନ୍ଦ କେଜରିଓ୍ବାଲ ନିଜର ତୃତୀୟ ଇନିଂସ୍‌ ରବିବାର ଆରମ୍ଭ କରିଛନ୍ତି। ରାମଲୀଳା ମଇଦାନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାପରେ ସେ କହିଛନ୍ତି ଯେ, କାମ ପଡ଼ିଲେ ଆପଣମାନେ ମୋ ପାଖକୁ ଆସିପାରିବେ। ଏଥି ପାଇଁ ଧର୍ମ ଅବା ପାର୍ଟିର...

କେଜରିଓ୍ବାଲଙ୍କ ଶପଥ ଗ୍ରହଣ ଉତ୍ସବରେ ‘କୁନି ମଫଲରମ୍ୟାନ’

ନୂଆଦିଲ୍ଲୀ,୧୬।୨: ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ରବିବାର ତୃତୀୟଥର ଲାଗି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏହି ଶପଥ ଗ୍ରହଣ ସମାରୋହ ରାମଲୀଳା ମଇଦାନରେ ଅନୁଷ୍ଠିତ ହୋଇଛି। ଏଥିରେ କୌଣସି ନେତା ବା ମନ୍ତ୍ରୀ ନୁହେଁ...

ତୃତୀୟଥର ଲାଗି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୬।୨: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ତୃତୀୟଥର ଲାଗି ରବିବାର ଶପଥ ନେଇଛନ୍ତି ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ। ଉପରାଜ୍ୟପାଳ ଅନିଲ ବେଜଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ରାମଲୀଳା ମଇଦାନରେ ଆୟୋଜିତ ଶପଥ ଗ୍ରହଣ...

ମଦ୍ୟପଙ୍କୁ ପିଞ୍ଜରାରେ ୨୪ ଘଣ୍ଟା ବନ୍ଦ କରନ୍ତି ଗ୍ରାମବାସୀ

ସାଣନ୍ଦ,୧୬।୨: ମଦ୍ୟପାନ ବିରୋଧରେ ଦେଶରେ ସଚେତନତା ଅଭିଯାନ ଜାରି ରହିଛି। ଗୁଜରାଟ ସାଣନ୍ଦରେ ଲୋକେ ମଦ୍ୟପମାନଙ୍କୁ ସଚେତନ କରାଇବା ପାଇଁ ଏକ ନିଆରା ପଦକ୍ଷେପ ଗ୍ରହଣ କରିଛନ୍ତି। ସେମାନେ ମଦ୍ୟପଙ୍କୁ ଧରି ୨୪ ଘଣ୍ଟା ଲାଗି ପିଞ୍ଜରାରେ ବନ୍ଦ କରି...

ରିକ୍ସା ଚାଳକଙ୍କ ଝିଅ ବିବାହରେ ଶୁଭେଚ୍ଛା ବାର୍ତ୍ତା ପଠାଇଲେ ମୋଦି

ବାରାଣସୀ,୧୬।୨: ଉତ୍ତରପ୍ରଦେଶ ବାରାଣସୀର ରିକ୍ସା ଚାଳକ ମଙ୍ଗଳ କେବଟଙ୍କ ଘରେ ଝିଅ ବାହାଘର ପାଇଁ ଖୁସିର ପରିବେଶ ସୃଷ୍ଟି ହୋଇଛି। ଆଉ ଏହି ଖୁସି ଏବେ ଦ୍ୱିଗୁଣା ହୋଇଯାଇଛି। ଏହାର କାରଣ ହେଉଛି ମଙ୍ଗଳଙ୍କ ଝିଅ ବିବାହ ପାଇଁ ପ୍ରଧାନମନ୍ତ୍ରୀ...

ବାରାଣସୀ ପହଞ୍ଚିଲେ ମୋଦି

ବାରାଣସୀ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସକାଳେ ବାରାଣସୀ ପହଞ୍ଚିଛନ୍ତି। ସେଠାରେ ସେ ପ୍ରଥମେ ଜଙ୍ଗମଓ୍ବାଡି ମଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଏହି ସମୟରେ ତାଙ୍କ ସହ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା...

ଲୁଧିଆନା ଓ୍ବାକ୍ସ ମ୍ୟୁଜିୟମରେ ଲାଗିଲା କେଜରିଓ୍ବାଲଙ୍କ ମହମ ପ୍ରତିମୂର୍ତ୍ତି

ଲୁଧିଆନା,୧୬।୨: ପଞ୍ଜାବର ଲୁଧିଆନାରେ ଥିବା ‘ପ୍ରଭାକର ଓ୍ବାକ୍ସ ମ୍ୟୁଜିୟମ’ରେ ଆମ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜରିଓ୍ବାଲଙ୍କ ଏକ ମହମ ପ୍ରତିମୂର୍ତ୍ତି ରବିବାର ସ୍ଥାପନ କରାଯାଇଛି। ତୃତୀୟ ଥର ଲାଗି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ କେଜରିଓ୍ବାଲ ଶପଥ ନେବା ପୂର୍ବରୁ...

ମାନହାନି ମାମଲାରେ ରବିଶଙ୍କରଙ୍କୁ ସମନ

ଥିରୁଭାନନ୍ଥପୁରମ୍‌,୧୬ା୨(ପି.ଟି.): ଏକ ମାନହାନି ମାମଲାରେ ହାଜର ହେବା ଲାଗି କେନ୍ଦ୍ର ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦଙ୍କୁ ଶନିବାର କେରଳର ଏକ ଅଦାଲତ ସମନ ଜାରି କରିଛନ୍ତି। କଂଗ୍ରେସ ନେତା ତଥା ଥିରୁଭାନନ୍ଥପୁରମ୍‌ ଏମ୍‌ପି ଶଶୀ ଥରୁର ୨୦୧୮ ଡିସେମ୍ବରରେ କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ...

ଶାହ ଫୈଜଲଙ୍କ ବିରୋଧରେ ପିଏସ୍‌ଏରେ ମାମଲା

ଶ୍ରୀନଗର,୧୬ା୨(ପି.ଟି.): ପୂର୍ବତନ ଆଇଏଏସ୍‌ ଅଫିସରରୁ ରାଜନେତା ହୋଇଥିବା ଶାହ ଫୈଜଲଙ୍କ ବିରୋଧରେ ଜମ୍ମୁ-କଶ୍ମୀର ପ୍ରଶାସନ ସାଧାରଣ ନିରାପତ୍ତା ଆଇନ (ପିଏସ୍‌ଏ)ରେ ମାମଲା ରୁଜୁ କରିଛି। ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରଠାରୁ ଫୈଜଲ ଅଟକ ରହିଥିଲେ। ଶୁକ୍ରବାର ତାଙ୍କ ବିରୋଧରେ...

ଡିଜେ ଶବ୍ଦରେ ବରଙ୍କ ମୃତ୍ୟୁ

ହାଇଦ୍ରାବାଦ,୧୬ା୨: (ଆଇଏଏନ୍‌ଏସ୍‌): ତେଲଙ୍ଗାନାର ନିଜାମାବାଦ ଜିଲା ଅନ୍ତର୍ଗତ ବୋଧନ ସହରରେ ଏକ ବାହାଘର ଶୋଭାଯାତ୍ରାରେ ଉତ୍କଟ ଡିଜେ ଶବ୍ଦରେ ମୂର୍ଚ୍ଛା ଯାଇଥିବା ବରଙ୍କର ମୃତ୍ୟୁ ହୋଇଯାଇଛି। ହାଇଦ୍ରାବାଦଠାରୁ ପ୍ରାୟ ୨୦୦ କିଲୋମିଟର ଦୂରରେ ଏହି ଦୁଃଖଦ ଘଟଣା ଘଟିଛି। ଅତ୍ୟଧିକ...

ସିଦ୍ଧାର୍ଥ ଶୁକ୍ଳା ‘ବିଗ୍‌ ବସ୍‌ ୧୩’ ବିଜେତା

ମୁମ୍ବାଇ,୧୬ା୨: ବିଗ୍‌ ବସ୍‌ ହାଉସ୍‌ରେ ଦୀର୍ଘ ମାସର ସଂଘର୍ଷ ପରେ ଶନିବାର ଅନୁଷ୍ଠିତ ଗ୍ରାଣ୍ଡ ଫିନାଲେରେ ସିଦ୍ଧାର୍ଥ ଶୁକ୍ଳା ବିଜେତା ଘୋଷିତ ହୋଇଛନ୍ତି। ‘ଦିଲ୍‌ ସେ ଦିଲ୍‌ ତକ୍‌’ର ଅଭିନେତା ଟ୍ରଫି ସହ ୪୦ ଲକ୍ଷ ଟଙ୍କାର ପୁରସ୍କାର ଜିତିଛନ୍ତି।...

ମୁମ୍ବାଇରେ ସିଏଏ ବିରୋଧରେ ବିଶାଳ ରାଲି

ମୁମ୍ବାଇ,୧୬ା୨: ମୁମ୍ବାଇର ଆଜାଦ ମଇଦାନରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ), ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ଏବଂ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌)କୁ ବିରୋଧ କରି ଶନିବାର ବିଶାଳ ରାଲି ଅନୁଷ୍ଠିତ ହୋଇଯାଇଛି। ଏଥିରେ ମହିଳାଙ୍କ ସମେତ ଲକ୍ଷାଧିକ ଲୋକ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri