ଜାତୀୟ

କରୋନା ଆତଙ୍କ ଅତିରଞ୍ଜିତ

ନୂଆଦିଲ୍ଲୀ,୨୬ା୩(ଆଇଏଏନ୍‌ଏସ୍‌) : କରୋନା ଭୂତାଣୁକୁ ନେଇ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି ହୋଇଛି। ଭାରତରେ ମଧ୍ୟ ଏହାର ପ୍ରଭାବ ଅନୁଭୂତ ହୋଇଛି। କିନ୍ତୁ ଭାରତରେ ଏହାର ପ୍ରାଦୁର୍ଭାବ ଯେତିକି ନାହିଁ, ତା’ଠୁ ବଳି ଏହାକୁ ନେଇ ଲୋକଙ୍କୁ ଭୟଭୀତ କରାଯାଉଛି।...

ଭିଡିଓ କଲ୍‌ରେ ବାହାଘର

ପାଟନା, ୨୫।୩: କୋଭିଡ୍‌-୧୯ ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ଦେଶରେ ୫ଶହ ଟପିଥିବା ବେଳେ ସଂକ୍ରମଣ ରୋକିବା ପାଇଁ ସାମାଜିକ ଦୂରତ୍ୱ ବା ସୋସିଆଲ ଡିଷ୍ଟାନ୍ସକୁ ଗୁରୁତ୍ୱ ଦିଆଯାଉଛି। ଏହି ସମୟରେ ବିହାରରେ ଏକ ମୁସଲମାନ ଦମ୍ପତିଙ୍କ ବାହାଘର (ନିକାହ) ବେଳର...

ପୁଅ ବିଦେଶରୁ ଫେରିଥିବା ସୂଚନା ଦେଇ ନ ଥିବାରୁ ଡିଏସ୍‌ପିଙ୍କ ନାଁରେ ଏତଲା

ହାଇଦ୍ରାବାଦ,୨୫।୩: ସାରା ବିଶ୍ୱରେ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। ଭାରତରେ ଏପର୍ଯ୍ୟନ୍ତ କରୋନାରେ ୧୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୦୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଛନ୍ତି। ଏଥିରୁ ବର୍ତ୍ତିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି।...

ମଧ୍ୟପ୍ରଦେଶରେ ପ୍ରଥମ ମୁଣ୍ଡ ନେଲା କରୋନା

ଭୋପାଳ,୨୫।୩: କରୋନା ଭାଇରସ୍‌ରେ ସଂକ୍ରମିତ ହୋଇ ମଧ୍ୟପ୍ରଦେଶରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଉଜୈନରେ ରହୁଥିବା ଜଣେ ମହିଳାଙ୍କ ବୁଧବାର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିବଲା। ସୂଚନାଯୋଗ୍ୟ, ଉକ୍ତ ମହିଳାଙ୍କ ରିପୋର୍ଟ କରୋନା...

ଦେଶରେ ପ୍ରଥମ ଖବରଦାତା କରୋନାରେ ହେଲେ ସଂକ୍ରମିତ

ଭୋପାଳ,୨୫।୩: ମଧ୍ୟପ୍ରଦେଶ ଭୋପାଳରେ ବୁଧବାର କରୋନା ଭାଇରସ୍‌ ସଂକ୍ରମଣର ଦ୍ୱିତୀୟ ମାମଲା ସାମ୍ନାକୁ ଆସିଛି। ଉକ୍ତ ସଂକ୍ରମିତ ରୋଗୀ ହେଉଛନ୍ତି ଜଣେ ଖବରଦାତା। ତେବେ ଭାରତରେ କରୋନା ଭାଇରସ୍‌ରେ ଜଣେ ଖବରଦାତା ସଂକ୍ରମିତ ହୋଇଥିବା ଘଟଣା ହେଉଛି ପ୍ରଥମ। ଯେଉଁ...

କରୋନା ସ୍ଥିତିରେ ସୁଧାର ଆସିବା ପରେ ଚାଇନାରେ ପୁଣି ଖୋଲିଲା ଫିଲ୍ମ ହଲ୍‌, ରିଲିଜ୍‌ ହେବ ପୁରୁଣା ହିଟ୍‌ ଫିଲ୍ମ

ବେଜିଂ: କରୋନା ଭାଇରସ୍‌ ଚାଇନାର ମନୋରଞ୍ଜନ ଇଣ୍ଡଷ୍ଟ୍ରି ଉପରେ ପ୍ରଭାବ ପକାଇଥିଲା। ଫଳରେ ଫିଲ୍ମ ହଲ୍‌ଗୁଡ଼ିକ ବନ୍ଦ କରି ଦିଆଯାଇଥିଲା। ଏବେ ସ୍ଥିତିରେ ସୁଧାର ଆସିଥିବାରୁ ଚାଇନାର ପ୍ରାୟ ୬୦୦ରୁ ୭୦୦ ଫିଲ୍ମ ହଲ୍‌ ପୁଣି ଆରମ୍ଭ ହୋଇଛି। ଏମିତିରେ...

ଉତ୍ତରପ୍ରଦେଶ ପରେ ବିହାର ସରକାରଙ୍କ ଘୋଷଣା: ସମସ୍ତ ରାଶନକାର୍ଡଧାରୀଙ୍କୁ ମିଳିବ ହଜାରେ ଲେଖାଏଁ ସହାୟତା ରାଶି

ପାଟନା,୨୫।୩: ମହାମାରୀ କରୋନା ଭାଇରସ୍‌ ସାରା ଦେଶରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏବେ ବେଲଗାମ ହୋଇପଡ଼ିଛି। ଏହି ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ୨୧ଦିନ ଯାଏଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ଅଧିକାଂଶ ଲୋକ...

‘ଆଭିଗନ୍‌’ ଔଷଧ କରୋନା ମୁକାବିଲାରେ ହେବ ସହାୟକ: ଭାରତୀୟ ଡାକ୍ତର

ନୂଆଦିଲ୍ଲୀ,୨୫।୩: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ଦେଖାଦେଇଛି। ସାରା ପୃଥିବୀରେ ଏହାର ମୁକାବିଲା ପାଇଁ ଔଷଧ ପ୍ରସ୍ତୁତିରେ ବୈଜ୍ଞାନିକମାନେ ଦିନରାତି ଗବେଷଣା ଜାରି ରଖିଛନ୍ତି। ତେବେ ଭାରତୀୟ ଡାକ୍ତର ପ୍ରଫେସର ନାରାୟଣ ଋଷି କରୋନା ସଂକ୍ରମିତଙ୍କୁ ସୁସ୍ଥ କରିବାରେ...

କରୋନା ପ୍ରଭାବ: କ୍ୟାବିନେଟ୍‌ ବୈଠକରେ ବି ସାମାଜିକ ଦୂରତା

ନୂଆଦିଲ୍ଲୀ,୨୫।୩: କରୋନା ସଂକ୍ରମଣର ମୁକାବିଲା ପାଇଁ ଭାରତ ସରକାରଙ୍କ ପକ୍ଷରୁ କେତେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ମର୍ମରେ ୨୧ ଦିନର ଲକ୍‌ ଡାଉନ୍‌ ଘୋଷଣା ହୋଇଛି। ସାମାଜିକ ଦୂରତା ବଢ଼ାଇବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ...

କରୋନା ସଂକ୍ରମଣ: କେନ୍ଦ୍ରୀୟ ବିଦ୍ୟାଳୟର ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ବିନା ପରୀକ୍ଷାରେ ପାସ୍‌

ନୂଆଦିଲ୍ଲୀ,୨୫।୩: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ସମସ୍ତ ସ୍କୁଲ ବନ୍ଦ ରହିଥିବାରୁ ପରୀକ୍ଷା କରିବା ଅସମ୍ଭବ। ତେଣୁ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରୀଛାତ୍ରଙ୍କୁ ବିନା ପରୀକ୍ଷା ପାସ୍‌...

ଲକ୍‌ ଡାଉନ୍‌: ଅନିଶ୍ଚିତ ଭବିଷ୍ୟତ ମଧ୍ୟରେ ୨୪ କୋଟି ୯୮ ଲକ୍ଷରୁ ଅଧିକ ଶ୍ରମିକ

ନୂଆଦିଲ୍ଲୀ,୨୫।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଭାରତ ସରକାର ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରିଛନ୍ତି। ଲକ୍‌ ଡାଉନ୍‌ ଘୋଷଣା ପରେ ପନିପରିବା, ଖାଦ୍ୟ ସାମଗ୍ରୀର ଦାମ ବଢ଼ିବାରେ...

ଗାଁକୁ କ୍ୱାରାଣ୍ଟାଇନ୍‌ କଲେ ଗ୍ରାମବାସୀ

ଲୁଧିଆନା,୨୫।୩: କରୋନା ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ପଞ୍ଜାବର ଏକ ଗାଁକୁ ଗ୍ରାମବାସୀ କ୍ୱାରାଣ୍ଟାଇନ୍‌ କରିଛନ୍ତି। ସ୍ଥାନୀୟ ନାଭା ଅଞ୍ଚଳରେ ଥିବା ଅଗେତା ଗାଁକୁ ଅନ୍ୟ ଗାଁଠାରୁ ଅଲଗା କରି ରଖିବାକୁ ଗ୍ରାମବାସୀମାନେ ଉଦ୍ୟମ ଆରମ୍ଭ କରିଛନ୍ତି। ଜନତା କର୍ଫ୍ୟୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri