ଜାତୀୟ

୬୧ ହଜାର କିଲୋମିଟର ଯାତ୍ରା କରି, ମଥାରେ ଲଗାଇଲେ ୪୦ ଶହୀଦ ଯବାନଙ୍କ ଘରର ମାଟି

ଶ୍ରୀନଗର,୧୪।୨: ଗତବର୍ଷ ପୁଲଓ୍ବାମାରେ ଶହୀଦ ହୋଇଥିବା ୪୦ ଯବାନଙ୍କୁ ଶୁକ୍ରବାର ଶ୍ରୀନଗରରେ ଥିବା ସିଆର୍‌ପିଏଫ୍‌ର ଲେଥପୋରା ଶହୀଦ ସ୍ମାରକରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ମହାରାଷ୍ଟ୍ରର ଉମେଶ ଗୋପିନାଥ ଯାଦବ ଏହି ଶ୍ରଦ୍ଧାଞ୍ଜଳି ଉତ୍ସବର ବିଶେଷ ଅତିଥି ଥିବା ସୂଚନା ମିଳିଛି।...

କେଜରିଓ୍ବାଲଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ଗୀତିକାର ଜାଭେଦ

ନୂଆଦିଲ୍ଲୀ,୧୪।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ବହୁମତରେ ଆମ ଆଦମୀ ପାର୍ଟି(ଏଏପି) ବିଜୟ ଲାଭ କରିଛି। ଏଥିପାଇଁ ଏଏପିକୁ ଦିଲ୍ଲୀବାସୀଙ୍କଠାରୁ ଆରମ୍ଭ କରି ବିଭିନ୍ନ ରାଜନୈତିକ ଦଳ ଓ ସେଲିବ୍ରିଟିଙ୍କ ଶୁଭେଚ୍ଛାର ସୂଅ ଛୁଟିବାରେ ଲାଗିଛି। ଇତିମଧ୍ୟରେ ବଲିଉଡ୍‌ ଗୀତିକାର ଜାଭେଦ...

ଶାହୀନ ବାଗ ଆସିବାକୁ ଭିନ୍ନ ଢଙ୍ଗରେ ମୋଦିଙ୍କୁ ନିମନ୍ତ୍ରଣ କଲେ ପ୍ରଦର୍ଶନକାରୀ

ନୂଆଦିଲ୍ଲୀ,୧୪।୨: ରାଜଧାନୀର ଶାହୀନ ବାଗରେ ଗତ ପ୍ରାୟ ୨ ମାସେ ହେବ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ ଚାଲିଛି। ଏହି ବିରୋଧ ପ୍ରଦର୍ଶନକୁ ନେଇ ଦିଲ୍ଲୀ ବିଧାନସଭା ନିର୍ବାଚନରେ ମଧ୍ୟ ରାଜନୀତି କରାଯାଇଥିଲା। ହେଲେ ଶୁକ୍ରବାର ସେଠାରେ...

ଖବରଦାତାଙ୍କ ବେଶରେ ଯୋଗୀଙ୍କ ଉପରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ: ଗୁଇନ୍ଦା ବିଭାଗ

ଲକ୍ଷ୍ନୌ,୧୪।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ନେଇ ଭୟ ରହିଛି। ଖବରଦାତା ବେଶରେ ଆତଙ୍କବାଦୀ ଗୋରଖପୁରର ଗୋରଖନାଥଙ୍କ ମନ୍ଦିର ବା ଭିଆଇପି ଗତିବିଧି ସମୟରେ ଯୋଗୀଙ୍କ ଉପରେ ଆକ୍ରମଣ କରିପାରନ୍ତି ବୋଲି ଗୁଇନ୍ଦା ବିଭାଗ ପକ୍ଷରୁ...

ନିର୍ଭୟା ମାମଲା: ବିନୟଙ୍କୁ ଝଟ୍‌କା, ସୁପ୍ରିମକୋର୍ଟରେ ଖାରଜ ହେଲା ଆବେଦନ

ନୂଆଦିଲ୍ଲୀ,୧୪।୨: ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀ ବିନୟ ଶର୍ମାଙ୍କ ଆବେଦନକୁ ଶୁକ୍ରବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ରାଷ୍ଟ୍ରପତି ବିନୟଙ୍କ କ୍ଷମା ଆବେଦନକୁ ଖାରଜ କରିବା ପରେ ସେ ଏହାକୁ ନେଇ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ, ଯାହା ଏବେ ଖାରଜ ହୋଇଯାଇଛି।...

ନିର୍ଭୟା ମାମଲା ଶୁଣାଣି ବେଳେ କୋର୍ଟ ଭିତରେ ବେହୋସ୍‌ ହୋଇଗଲେ ଜଷ୍ଟିସ ଭାନୁମଥି

ନୂଆଦିଲ୍ଲୀ,୧୪।୨: ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀଙ୍କୁ ଅଲଗା ଅଲଗା ଫାଶୀ ଦେବାକୁ ନେଇ ଶୁକ୍ରବାର ଶୁଣାଣି ଚାଲୁଥିବା ସମୟରେ କୋର୍ଟ ଭିତରେ ଜଷ୍ଟିସ ଆର୍‌. ଭାନୁମଥି ବେହୋସ୍‌ ହୋଇଯାଇଥିବା ଜଣାପଡିଛି। ଏହାପରେ ଶୁଣାଣିକୁ ସ୍ଥଗିତ ରଖାଯାଇଛି। ଏହାପରେ ତାଙ୍କୁ ତାଙ୍କ...

ଶପଥ ଗ୍ରହଣ ଉତ୍ସବକୁ ମୋଦିଙ୍କୁ ନିମନ୍ତ୍ରଣ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୪।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଅରବିନ୍ଦ କେଜରିଓ୍ବାଲ ତୃତୀୟ ଥର ଲାଗି ଆସନ୍ତା ୧୬ ତାରିଖ ଅର୍ଥାତ୍‌ ରବିବାର ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ରାମଲୀଳା ମଇଦାନରେ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଏହି ଶପଥ ଗ୍ରହଣ ଉତ୍ସବରେ...

ନଡ଼ିଆ ଷଢ଼େଇ ଗଛରେ ଟାଙ୍ଗି ପକ୍ଷୀଙ୍କୁ ଖାଦ୍ୟ-ପାନୀୟ ଦେଉଛନ୍ତି ଛାତ୍ରୀଛାତ୍ର

ବେଙ୍ଗାଲୁରୁ,୧୪।୨: ଦକ୍ଷିଣ କନ୍ନଡରେ ଥିବା ଏକ ସରକାରୀ ସ୍କୁଲରେ ପିଲାମାନେ ସ୍କୁଲ ନିକଟରେ ଥିବା ଗଛରେ ନଡିଆ ଷଢ଼େଇ ଟାଙ୍କି ପକ୍ଷୀମାନଙ୍କୁ ଖାଦ୍ୟ ପାନୀୟ ଦେଉଥିବା ଲକ୍ଷ୍ୟ କରାଯାଇଛି। ନଡିଆ ଷଢ଼େଇରେ ପାଣି ଓ ଖାଦ୍ୟ ରଖିବା ଫଳରେ ବିଭିନ୍ନ...

ସାଇ ବାବାଙ୍କ ମନ୍ଦିରକୁ ୮ ଲକ୍ଷ ଟଙ୍କା ଦାନ କଲେ ଭିକାରି

ବିଜୟଓ୍ବାଡା,୧୪।୨: ୟାଦି ରେଡ୍ଡି ନାମକ ଜଣେ ୭୩ ବର୍ଷିୟ ଭିକାରି ବିଜୟଓ୍ବାଡାରେ ଥିବା ସାଇ ବାବା ମନ୍ଦିରକୁ ୮ ଲକ୍ଷ ଟଙ୍କା ଦାନ କରି ଆସିଛନ୍ତି ଚର୍ଚ୍ଚାକୁ। ମନ୍ଦିର ଦ୍ୱାରରେ ପ୍ରତିଦିନ ବସି ହାତ ପାତୁଥିବା ୟାଦିଙ୍କ ଏହି ବଦାନ୍ୟତା...

ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ, ପୁଲଓ୍ବାମା ଆକ୍ରମଣରେ କିଏ ଲାଭବାନ ହୋଇଛି

ନୂଆଦିଲ୍ଲୀ,୧୪।୨: ପୁଲଓ୍ବାମା ଆକ୍ରମଣର ବର୍ଷପୂର୍ତ୍ତୀ ଅବସରରେ ଶହୀଦ ଯବାନଙ୍କୁ ସାରା ଦେଶ ମନେ ପକାଉଛି। ଏହି ଅବସରରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଏକ ଟୁଇଟ୍‌କୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ପୁଲଓ୍ବାମା ଆକ୍ରମଣରେ ଶହୀଦ ହୋଇଥିବା ଯବାନଙ୍କୁ...

ଶହୀଦ ବୀର ଯବାନଙ୍କୁ ଦେଶ କେବେ ଭୁଲିବନି: ମୋଦି

ନୂଆଦିଲ୍ଲୀ,୧୪।୨: ୨୦୧୯, ଫେବୃୟାରୀ ୧୪ରେ ଜମ୍ମୁ-କଶ୍ମୀରର ପୁଲୱାମାରେ ଆତଙ୍କବାଦୀ ଆକ୍ରମଣ ୪୦ ଜଣ ଯବାନ ଶହୀଦ ହୋଇଥିଲେ। ଶୁକ୍ରବାର ଏହି ଆକ୍ରମଣକୁ ବର୍ଷେ ପୂରିଛି। ଏହି ଘଟଣାକୁ ମନେପକାଇ ଦେଶବାସୀ ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ସ୍ବର୍ଗତା ସୁଷମାଙ୍କ ଜନ୍ମଦିନରେ ମନେପକାଇଲେ ମୋଦି, ଶାହା

ନୂଆଦିଲ୍ଲୀ,୧୪।୨: ଭାରତୀୟ ରାଜନୀତିର ଲୋକପ୍ରିୟ ତଥା ଭାଜପାର ବରିଷ୍ଠ ନେତ୍ରୀ ସ୍ବର୍ଗତା ସୁଷମା ସ୍ବରାଜଙ୍କ ଶୁକ୍ରବାର ୬୮ତମ ଜନ୍ମଦିନ। ୧୯୫୨ ଫେବୃୟାରୀ ୧୪ରେ ପଞ୍ଜାବର ଅମ୍ବାଲାରେ ସେ ଜନ୍ମଗ୍ରହଣ କରିଥିଲେ। ସୁଷମା ଆମ ଗହଣରେ ନାହାନ୍ତି ହେଲେ ଏହି ଅବସରରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri