ଜାତୀୟ

ସ୍ବର୍ଗତା ସୁଷମାଙ୍କ ଜନ୍ମଦିନରେ ମନେପକାଇଲେ ମୋଦି, ଶାହା

ନୂଆଦିଲ୍ଲୀ,୧୪।୨: ଭାରତୀୟ ରାଜନୀତିର ଲୋକପ୍ରିୟ ତଥା ଭାଜପାର ବରିଷ୍ଠ ନେତ୍ରୀ ସ୍ବର୍ଗତା ସୁଷମା ସ୍ବରାଜଙ୍କ ଶୁକ୍ରବାର ୬୮ତମ ଜନ୍ମଦିନ। ୧୯୫୨ ଫେବୃୟାରୀ ୧୪ରେ ପଞ୍ଜାବର ଅମ୍ବାଲାରେ ସେ ଜନ୍ମଗ୍ରହଣ କରିଥିଲେ। ସୁଷମା ଆମ ଗହଣରେ ନାହାନ୍ତି ହେଲେ ଏହି ଅବସରରେ...

ଭାରତ ପାଖରେ ପର୍ଯ୍ୟାପ୍ତ ଔଷଧ ଗଚ୍ଛିତ ଅଛି, ଭୟ କରିବାର ଆବଶ୍ୟକାତା ନାହିଁ: ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ,୧୪।୨: କରୋନା ଭାଇରସକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଚାଇନାରେ ଏହି ଭାଇରସ ୧୪ଶହରୁ ଅଧିକ ଲୋକଙ୍କ ଜୀବନ ନେଇ ସାରିଥିବା ବେଳେ ଏଥିରେ ୫୦ ହଜାରରୁ ଊର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ହୋଇଛନ୍ତି। ତେବେ ଔଷଧ...

ଆରଜେଡି ଛାଡିବେ ଲାଲୁଙ୍କ ସମୁଦି

ପାଟନା,୧୪।୨: ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ସମୁଦି ଚନ୍ଦ୍ରିକା ରାୟ ଦଳ ଛାଡିବେ ବୋଲି ଜଣାପଡିଛି। ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ସେ ଦଳ ଛାଡିବା ନେଇ ସଙ୍କେତ ଦେଇଛନ୍ତି। ଆରଜେଡି ଛାଡି ସେ ନୀତିଶ...

ପୁଲଓ୍ବାମା ଆକ୍ରମଣକୁ ପୂରିଲା ବର୍ଷେ: ଶହୀଦଙ୍କୁ ସିଆରପିଏଫ୍‌ ପକ୍ଷରୁ ସଲାମ

ନୂଆଦିଲ୍ଲୀ,୧୪।୨: ୨୦୧୯ ଫେବୃଆରୀ ୧୪ରେ ଜମ୍ମୁ କଶ୍ମୀରର ପୁଲୱାମାରେ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଏହି ଆତଙ୍କବାଦୀଙ୍କ ଆକ୍ରମଣରେ ୪୦ ସିଆରପିଏଫ ଯବାନ ଶହୀଦ ହୋଇଥିଲେ। ଏହି ଆକ୍ରମଣକୁ ପୂରିଛି ବର୍ଷେ। ଶହୀଦଙ୍କୁ ସିଆରପିଏଫ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ‘ଆମେ...

ଆର୍‌.କେ ପାଚୌରିଙ୍କ ପରଲୋକ

ନୂଆଦିଲ୍ଲୀ,୧୪।୨: ବିଶିଷ୍ଟ ପରିବେଶବିତ ତଥା ପୂର୍ବତନ ଶକ୍ତି ଓ ସମ୍ବଳ ପ୍ରତିଷ୍ଠାନ(ଟିଇଆରଆଇ)ର ମୁଖ୍ୟ ଆର.କେ ପାଚୌରୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସେ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ହୃଦଘାତର ଶିକାର ହୋଇ...

କୋଲକାତା ବିମାନବନ୍ଦରରେ ୨ କରୋନା ସନ୍ଦିଗ୍ଧ

କୋଲକାତା,୧୪।୨(ପି.ଟି.):ବ୍ୟାଙ୍କକ୍‌ରୁ ଆସି କୋଲକାତା ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ଥିବା ୨ ଜଣ ଯାତ୍ରୀଙ୍କଠାରେ କରୋନା ଭୂତାଣୁ ଥିବା ସନ୍ଦେହ କରାଯିବାରୁ ସେମାନଙ୍କୁ ଅନ୍ୟମାନଙ୍କଠାରୁ ଅଲଗା ରଖି ଚିକିତ୍ସା କରାଯାଉଛି। ମଙ୍ଗଳବାରଠାରୁ ହିମାଦ୍ରି ବର୍ମନ ଏବଂ ବୁଧବାରରୁ ନଗେନ୍ଦ୍ର ସିଂଙ୍କୁ ବେଲାଘାଟ ଆଇଡି...

ପୋଲିସ ପଞ୍ଝାରେ ସଞ୍ଜୀବ ଚାଓ୍ବଲା

ନୂଆଦିଲ୍ଲୀ,୧୪।୨(ପି.ଟି.):କ୍ରିକେଟର ସବୁଠୁ ବଡ଼ ମ୍ୟାଚ୍‌ ଫିକ୍ସିଂ ମାମଲାରେ ଓ୍ବାଣ୍ଟେଡ୍‌ ଥିବା ସଞ୍ଜୀବ ଚାଓ୍ବଲାଙ୍କୁ ଗୁରୁବାର ବ୍ରିଟେନ ପ୍ରତ୍ୟର୍ପଣ କରିଛି। ଦିଲ୍ଲୀ ପୋଲିସ ତାଙ୍କୁ ଏହି ମାମଲାରେ ଏକ ସ୍ଥାନୀୟ କୋର୍ଟରେ ହାଜର କରିଥିଲା। କୋର୍ଟଙ୍କ ଅନୁମତି କ୍ରମେ ତାଙ୍କୁ ଜେରା...

ଆଜି ଆସିବ ବିନୟଙ୍କ ପିଟିଶନର ରାୟ

ନୂଆଦିଲ୍ଲୀ,୧୪।୨(ପି.ଟି.):ରାଷ୍ଟ୍ରପତି ରାଜକ୍ଷମା ଆବେଦନକୁ ଖାରଜ କରିବା ପରେ ନିର୍ଭୟା ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମା ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସର୍ବୋଚ୍ଚ ଅଦାଲତ ଗୁରୁବାର ଉକ୍ତ ପିଟିଶନର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି। ଶୁକ୍ରବାର ଅପରାହ୍ନ...

କେଜ୍‌ରିଓ୍ବାଲଙ୍କ ଶପଥଗ୍ରହଣ ଉତ୍ସବରେ ସାମିଲ ହେବେ ବେବି ମଫଲର୍‌ମ୍ୟାନ୍‌

ନୂଆଦିଲ୍ଲୀ,୧୪।୨(ପି.ଟି.):ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ୧୬ ତାରିଖରେ ରାମଲୀଳା ମଇଦାନରେ ତୃତୀୟ ଥର ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାକୁ ଯାଉଥିଲାବେଳେ ଏହି ଉତ୍ସବକୁ ଅନ୍ୟ କୌଣସି ମୁଖ୍ୟମନ୍ତ୍ରୀ କିମ୍ବା ବାହାର ରାଜ୍ୟର...

ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍‌ଓ୍ବେରେ ଦୁର୍ଘଟଣା: ୧୪ ମୃତ, ୨୫ ଆହତ

ଫିରୋଜାବାଦ,୧୪।୨(ପି.ଟି.):ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍‌ଓ୍ବେରେ ଏକ ବସ୍‌ ରାସ୍ତା ପାର୍ଶ୍ୱରେ ଛିଡ଼ାହୋଇଥିବା ଏକ ଟ୍ରକ୍‌କୁ ଧକ୍କା ଦେବାରୁ ୧୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୨୫ ଜଣ ଆହତ ହୋଇଛନ୍ତି। ବୁଧବାର ରାତିରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି...

ସ୍ବାକ୍ଷର ହେବ ୩.୫ ବିଲିୟନ ଡଲାର ପ୍ରତିରକ୍ଷା ଚୁକ୍ତି

ନୂଆଦିଲ୍ଲୀ,୧୪।୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ୨୪ ତାରିଖରୁ ଦୁଇଦିନିଆ ଭାରତ ଗସ୍ତରେ ଆସୁଥିବାବେଳେ ଏହି ଅବସରରେ ଦୁଇଦେଶ ମଧ୍ୟରେ ୩.୫ ବିଲିୟନ ଡଲାର (୨୫,୦୦୦ କୋଟି ଟଙ୍କା)ରୁ ଊର୍ଦ୍ଧ୍ୱ ମୂଲ୍ୟର ଦୁଇଟି ବୃହତ୍‌ ପ୍ରତିରକ୍ଷା ଚୁକ୍ତି ସ୍ବାକ୍ଷର ହେବାକୁ ଯାଉଛି।...

୨୨ ଗ୍ରାମ ନ୍ୟାୟାଳୟ ପାଇଁ ଜାରି ହୋଇଛି ବିଜ୍ଞପ୍ତି

ନୂଆଦିଲ୍ଲୀ,୧୪।୨: ଓଡ଼ିଶା ସରକାର ୨୨ଟି ଗ୍ରାମ ନ୍ୟାୟାଳୟ (ଭିଲେଜ୍‌ କୋର୍ଟ) ପ୍ରତିଷ୍ଠା ପାଇଁ ବିଜ୍ଞପ୍ତି ଜାରି କରିଛନ୍ତି। ସୁପ୍ରିମକୋର୍ଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦାଖଲ ହୋଇଥିବା ସତ୍ୟପାଠରୁ ଏହି ବିଷୟ ଜଣାପଡ଼ିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ୩୧ଟି ଭିଲେଜ୍‌ କୋର୍ଟ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri