ଜାତୀୟ

କରୋନା ଭାଇରସ: ବିହାରରେ ୩୮ ବର୍ଷ ବୟସ୍କ ଯୁବକଙ୍କ ମୃତ୍ୟୁ

ପାଟନା,୨୨।୩: ଦେଶରେ କରୋନା ଭାଇରସର ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ବିହାରରେ ଜଣେ ୩୮ ବର୍ଷ ବୟସ୍କ ଯୁବକଙ୍କ ମୃତ୍ୟୁ ପରେ ଏବେ ଏହି ସଂଖ୍ୟା ୬ରେ ପହଞ୍ଚିଛି। ଅସୁସ୍ଥ ଥିବା ଯୁବକ ଜଣଙ୍କୁ ପାଟନାର ଏମ୍ସରେ ଭର୍ତ୍ତି କରାଯାଇଥିଲା।...

ପଞ୍ଜାବକୁ ଲକ୍‌ଡାଉନ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୨।୩: କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢିବାରୁ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ରବିବାର ସମ୍ପୂର୍ଣ୍ଣ ରାଜ୍ୟକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ପ୍ରଥମେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ରାଜ୍ୟକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା...

ମୋଦିଙ୍କ ନିବେଦନ ସହର ଛାଡି ଗାଁକୁ ଯାଆନ୍ତୁ ନାହିଁ

ନୂଆଦିଲ୍ଲୀ,୨୨।୩: କରୋନା ଭାଇରସର ଭୟାବହତାକୁ ଦେଖି ଦେଶର ଅଧିକାଂଶ ସହରକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ଲୋକଙ୍କ ପେଟପାଟଣା ଉପରେ ଏହାର ପ୍ରଭାବ ପଡିଛି। ଏହାକୁ ଦେଖି ସହରରେ ରହି କାମ କରୁଥିବା ଅଧିକାଂଶ ଲୋକେ ଏବେ ଗାଁ ମୁହାଁ...

କରୋନା ନେଲା ଆଉ ଏକ ମୁଣ୍ଡ

ମୁମ୍ବାଇ,୨୨।୩: କରୋନା ଭାଇରସ ଏବେ ଆଉ ଏକ ମୁଣ୍ଡ ନେଇଛି। ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସର୍ବାଧିକ ଥିବା ବେଳେ ରବିବାର ସକାଳେ ସେଠାରେ ୬୩ ବର୍ଷ ବୟସ୍କ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏହାକୁ ନେଇ ଏବେ...

ରୋମରେ ଥିବା ୨୬୩ ଭାରତୀୟଙ୍କୁ ନେଇ ଦିଲ୍ଲୀ ପହଞ୍ଚିଲା ସ୍ବତନ୍ତ୍ର ବିମାନ

ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ଏବେ ଇଟାଲିରେ କାୟା ବିସ୍ତାର କରି ଚାଲିଛି। ଚାଇନାର ମୃତ୍ୟୁହାରକୁ ଟପି ଗଲାଣି ଇଟାଲିର କରୋନା ସଂକ୍ରମିତଙ୍କ ମୃତ୍ୟୁ ହାର। ଏବେ ଇଟାଲିରେ ୪ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ, ବେଳକୁ ବେଳ...

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୩୨୪

ନୂଆଦିଲ୍ଲୀ,୨୨।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱକୁ ତା କବଳକୁ ନେଇ ସାରିଲାଣି। ସବୁ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସମୟ କ୍ରମେ ବଢିବାରେ ଲାଗିଛି। ରବିବାର ସକାଳ ସୁଦ୍ଧା ଆମ ଦେଶରେ କରୋନା ସଂକ୍ରମିତଙ୍କ...

ମୁଁ ଘରେ ରହି କାମ କରୁଛି ଆପଣମାନେ ବି ‘ଜନତା କର୍ଫ୍ୟୁ’କୁ ସହଯୋଗ କରନ୍ତୁ: ରାଜନାଥ

ନୂଆଦିଲ୍ଲୀ,୨୨।୩: ସାରା ଦେଶରେ ରବିବାର ପାଳନ କରାଯାଇଛି ‘ଜନତା କର୍ଫ୍ୟୁ’। କରୋନା ଭାଇରସର ଭୟାବହତାକୁ ଦେଖି ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ କ୍ରମେ ‘ଜନତା କର୍ଫ୍ୟୁ’ ପାଳନ କରାଯାଉଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଦେଶବାସୀଙ୍କୁ କହିଛନ୍ତି ମୁଁ ଘରେ ବସି...

ବେତନ ବୃଦ୍ଧି କରି ନ ପାରନ୍ତି ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୨।୩: ମହାମାରୀ କରୋନା ସଂକ୍ରମଣ ସାରା ବିଶ୍ୱର ଅର୍ଥନୀତିକୁ ପ୍ରଭାବିତ କରିଛି। ଭାରତର ଆଇଟି କମ୍ପାନୀଗୁଡ଼ିକ ଉପରେ ଏହାର ପ୍ରଭାବ ପଡିଛି। ତେଣୁ ଏହି କମ୍ପାନୀଗୁଡ଼ିକ ଚଳିତ ବର୍ଷ ବେତନ ବୃଦ୍ଧି ନ କରିପାରନ୍ତି ବୋଲି କୁହାଯାଉଛି। ସେହିପରି ବୋନସ୍‌...

୧୨ ରେଳଯାତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ,୨୨।୩(ପି.ଟି.): ଦୁଇଟି ଟ୍ରେନରୁ ୧୨ ଜଣଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ଗତ ୧୩ ତାରିଖରେ ଏପି ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସରେ ୮ ଜଣ ଦିଲ୍ଲୀରୁ ରାମଗୁଣ୍ଡମ୍‌ ଯାଉଥିଲେ। ୧୬ ତାରିଖରେ ଅନ୍ୟ ୪ ଜଣ ଗୋଦାନ...

‘ସଙ୍କଟ ଆଗରେ ମୁଣ୍ଡ ନୁଆଁଇବନି ଭାରତ’

କରୋନା ସଂକ୍ରମଣକୁ ନେଇ ଦେଶ ଏବେ ସଙ୍କଟମୟ ପରିସ୍ଥିତି ଦେଇ ଗତି କରୁଛି। ତେବେ ଏହାକୁ ନେଇ ଭୟ କରିବାର କିଛି କାରଣ ନାହିଁ। ସଙ୍କଟ ନିକଟରେ ଦେଶ ମୁଣ୍ଡ ନୁଆଁଇବ ନାହିଁ ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ...

ଜନତା କର୍ଫ୍ୟୁ ପୂର୍ବରୁ ଦେଶବାସୀଙ୍କୁ ମୋଦିଙ୍କ ଆହ୍ବାନ: ସତର୍କ ହୁଅ, ଭୟ କରନି

ନୂଆଦିଲ୍ଲୀ,୨୨।୩: ଜନତା କର୍ଫ୍ୟୁ ପାଳନର ଦିନକ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ପୁଣିଥରେ ଦେଶବାସୀଙ୍କ ସହଯୋଗ ଲୋଡ଼ିଛନ୍ତି। କରୋନା ସଂକ୍ରମଣ ରୋକିବା ଦିଗରେ ସତର୍କ ରୁହନ୍ତୁ କିନ୍ତୁ ଭୟଭୀତ ହୁଅନ୍ତୁ ନାହିଁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଲୋକମାନଙ୍କୁ ଘରେ...

‘ତାଳି ନ ବଜାଇ ଆର୍ଥିକ ପ୍ୟାକେଜ୍‌ର ଘୋଷଣା କରନ୍ତୁ ସରକାର’: ରାହୁଲ

ନୂଆଦିଲ୍ଲୀ,୨୧।୩: କରୋନା ଭାଇରସ କବଳରେ ଏବେ ସାରା ବିଶ୍ୱ। ଭାରତରେ ମଧ୍ୟ କରୋନାର ପ୍ରଭାବ କିଛି କମ୍‌ ନାହିଁ। ଏବେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପାଖାପାଖି ୩ଶହ ହୋଇଥିବା ବେଳେ ୪ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଏପରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri