ଜାତୀୟ

୭୦ ନବ ନିର୍ବାଚିତ ବିଧାୟକଙ୍କ ମଧ୍ୟରୁ ୫୨ କୋଟିପତି: ୪୩ଙ୍କ ବିରୋଧରେ ଆପରାଧୀକ ମାମଲା

ନୂଆଦିଲ୍ଲୀ,୧୨।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ସଂଖ୍ୟା ଗରିଷ୍ଠତା ହାସଲ କରିଛି। ୭୦ ବିଧାନସଭା ଆସନ ମଧ୍ୟରୁ ଏଏପି ଖାତାକୁ ୬୨ ଯାଇଥିବାବେଳେ ଭାଜପା ୮ ଆସନରେ ସୀମିତ ରହିଛି। ନବ ନିର୍ବାଚିତ ବିଧାୟକଙ୍କ ମଧ୍ୟରେ ୫୨...

ଗ୍ରାମ୍ୟ ନ୍ୟାୟାଳୟ ବିଳମ୍ବକୁ ନେଇ ରାଜ୍ୟକୁ ସୁପ୍ରିମକୋର୍ଟ ଝଟକା

ନୂଆଦିଲ୍ଲୀ,୧୨ା୨: ଗ୍ରାମ୍ୟ ନ୍ୟାୟାଳୟ ସ୍ଥାପନକୁ ନେଇ ଏକ ପିଟିଶନ ଉପରେ ସତ୍ୟପାଠ ଦାଖଲରେ ବିଳମ୍ବ କରିଥିବା ଓଡ଼ିଶା ସରକାରଙ୍କ ଉପରେ ସୁପ୍ରିମକୋର୍ଟ ୧ ଲକ୍ଷ ଟଙ୍କା ଜରିମାନା ଧାର୍ଯ୍ୟ କରିଥିଲେ। ଅର୍ଥଦଣ୍ଡରୁ ବାଦ୍‌ ଦେବା ପାଇଁ ରାଜ୍ୟ ସରକାର କରିଥିବା...

ବ୍ରଜେଶଙ୍କ ସମେତ ୧୨ ଜଣଙ୍କୁ ଆଜୀବନ ଜେଲ

ନୂଆଦିଲ୍ଲୀ,୧୨ା୨(ପି.ଟି.): ବିହାରର ମୁଜାଫରପୁର ଜିଲାରେ ଶେଲ୍ଟର ହୋମ୍‌ ଯୌନ ନିର୍ଯାତନା ମାମଲାର ଶୁଣାଣି କରି ଦିଲ୍ଲୀର ଏକ ଅଦାଲତ ବ୍ରଜେଶ ଠାକୁରଙ୍କ ସମେତ ୧୨ ଜଣଙ୍କୁ ଆଜୀବନ ଜେଲ୍‌ଦଣ୍ଡାଦେଶ ଦେଇଛନ୍ତି। ଅତିରିକ୍ତ ଦୌରାଜଜ୍‌ ସୌରଭ କୁଳଶ୍ରେଷ୍ଠଙ୍କ ଅଦାଲତ ଜାନୁୟାରୀ ୨୦ରେ...

ସୁପ୍ରିମକୋର୍ଟ ଗଲେ ବିନୟ ଶର୍ମା

ନୂଆଦିଲ୍ଲୀ,୧୨ା୨(ପି.ଟି.): ନିର୍ଭୟା ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମା ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରାଷ୍ଟ୍ରପତି ତାଙ୍କ ରାଜକ୍ଷମା ଆବେଦନ ଖାରଜ କରିବା ପରେ ବିନୟ ଏହାକୁ ଚ୍ୟାଲେଞ୍ଜ କରି ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର କରିଛନ୍ତି। ମନ୍ଦ ଉଦ୍ଦେଶ୍ୟ...

ଅମାନତ ହରାଇଲେ ୬୩ କଂଗ୍ରେସ ପ୍ରାର୍ଥୀ

ନୂଆଦିଲ୍ଲୀ,୧୨।୨: ନିର୍ବାଚନରେ କଂଗ୍ରେସକୁ ୫ ପ୍ରତିଶତରୁ କମ୍‌ ଭୋଟ ମିଳିଥିବାବେଳେ ୬୩ ପ୍ରାର୍ଥୀ ଅମାନତ ହରାଇଛନ୍ତି। ଶିଲା ଦୀକ୍ଷିତଙ୍କ ନେତୃତ୍ୱରେ ଦିଲ୍ଲୀକୁ ୧୫ ବର୍ଷ ଶାସନ କରିଥିବା କଂଗ୍ରେସ କ୍ରମାଗତ ଦ୍ୱିତୀୟ ଥର ଲାଗି ଖାତା ଖୋଲିପାରିନାହିଁ। ଏପରିକି ଦିଲ୍ଲୀ...

ବିଜୟର ୬ ବଡ଼ କାରଣ

ନୂଆଦିଲ୍ଲୀ,୧୨ା୨: ଦିଲ୍ଲୀ ନିର୍ବାଚନରେ ବଡ଼ ବିଜୟ ହାସଲ ସହ ଏଏପି କ୍ରମାଗତ ତୃତୀୟ ଥର ପାଇଁ ସରକାର ଗଢ଼ିବାକୁ ଯାଉଛି। ଏଏପି ବିଜୟର କେତେକ କାରଣ ନିମ୍ନରେ ଦିଆଗଲା। ୧- ଜାତୀୟ ରାଜନୈତିକ ପ୍ରସଙ୍ଗ ଅପେକ୍ଷା ସ୍ଥାନୀୟ ପ୍ରସଙ୍ଗକୁ ଦିଲ୍ଲୀବାସୀ...

କେଜ୍‌ରିଓ୍ବାଲଙ୍କ କ୍ଲିନ୍‌ ସୁଇପ୍‌

ନୂଆଦିଲ୍ଲୀ,୧୨ା୨(ପି.ଟି.): ଦିଲ୍ଲୀ ବିଧାନସଭା ନିର୍ବାଚନରେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ନେତୃତ୍ୱାଧୀନ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଜବରଦସ୍ତ ବିଜୟ ସହ ପୁଣିଥରେ ସରକାର ଗଢ଼ିବାକୁ ଯାଉଛି। ୭୦ ଆସନ ବିଶିଷ୍ଟ ବିଧାନସଭାରେ ଏଏପି ୬୨ ଆସନରେ ବିଜୟୀ ହେବାକୁ ଯାଉଥିବାବେଳେ ଭାଜପା...

ଛଦ୍ମ ରାଷ୍ଟ୍ରବାଦକୁ ‘ଝାଡୁ’:ଏକ ଅଙ୍କରେ ସୀମିତ ଭାଜପା, କଂଗ୍ରେସ ଏଥର ବି ମୂଳପୋଛ

ନୂଆଦିଲ୍ଲୀ,୧୨।୨ :ଯାହା ଅନୁମାନ କରାଯାଉଥିଲା ତାହା ହିଁ ହେଲା। ଦିଲ୍ଲୀରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ବିପୁଳ ବିଜୟ ହାସଲ କରିଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ତୃତୀୟଥର ପାଇଁ କ୍ଷମତା ଦଖଲ କରିବାକୁ ଯାଉଛନ୍ତି। ସଦ୍ୟ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ...

ଏଏପି ବିଧାୟକଙ୍କ ସମର୍ଥକଙ୍କୁ ଗୁଳିମାଡ: ଜଣେ ମୃତ, ଜଣେ ଆହତ

ନୂଆଦିଲ୍ଲୀ,୧୨।୨: ୨୦୧୫ର ସଫଳତା ଦୋହରାଇ ଅରବିନ୍ଦ କେଜ୍‌ରିୱାଲଙ୍କ ଆମ ଆଦମୀ ପାର୍ଟି(ଏଏପି)ପୁଣିଥରେ ଦିଲ୍ଲୀ ବିଧାନସଭା ଦଖଲ କରିଛି। ୭୦ ଆସନ ବିଶିଷ୍ଟ ଏହି ବିଧାନସଭା ନିର୍ବାଚନରେ ଆପ ୬୨ଟି ଆସନରେ ଜିତିପାରିଛି। ଏହି ବିଜୟ ପରେ ଚାରିଆଡେ ଉତ୍ସବର ପରିବେଶ...

‘ରିଙ୍କିଆ କେ ପାପା’ ଗୀତରେ ନାଚି ଖୁସି ମନାଇଲେ ଏଏପି କର୍ମକର୍ତ୍ତା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଏକପ୍ରକାର ସ୍ପଷ୍ଟ ହୋଇଯାଇଛି। ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ନେତୃତ୍ୱାଧୀନ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ବହୁମତ ସହ ସରକାର ଗଠନ କରିବାକୁ ଯାଉଛି। ଗତ ୮ ତାରିଖରେ ଭୋଟଗ୍ରହଣ...

ଦିଲ୍ଲୀବାସୀଙ୍କୁ କେଜ୍‌ରିଓ୍ବାଲ କହିଲେ ‘ଆଇ ଲଭ୍‌ ୟୁ’

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ପୂର୍ଣ୍ଣ ବହୁମତ ସହ ତୃତୀୟ ଥର ଲାଗି ସରକାର ଗଠନ କରିବାକୁ ଯାଉଛି ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)। ମଙ୍ଗଳବାର ଭୋଟଗଣତି ପରେ ଏଏପି ଶାସନ କରିବା ସ୍ପଷ୍ଟ ହୋଇଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ...

ଦିଲ୍ଲୀରେ ଆପ୍‌ ଲହରି: କେଜ୍‌ରିଓ୍ବାଲଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପୁଣି ଥରେ କ୍ଷମତାକୁ ଫେରିଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିିଓ୍ବାଲଙ୍କ ନେତୃତ୍ୱରେ ଦଳ ତୃତୀୟ ଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ଏହି ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri