ଜାତୀୟ

କେଜରିଓ୍ବାଲଙ୍କୁ ଝଟ୍‌କା

ନୂଆଦିଲ୍ଲୀ,୨୧।୬: ଦିଲ୍ଲୀ ଲିକର ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। କେଜରିୱାଲଙ୍କ ଜାମିନ ଆବେଦନ ବିରୋଧରେ ଦିଲ୍ଲୀ ହାଇକୋର୍ଟ କହିଛନ୍ତି ଯେ ନିମ୍ନ ଅଦାଲତର ଆଦେଶ ଶୁଣାଣି ପର୍ଯ୍ୟନ୍ତ ରହିବ।...

କେଜ୍‌ରିଓ୍ବାଲ ଜେଲ୍‌ରୁ ବାହାରିବା ପୂର୍ବରୁ ହାଇକୋର୍ଟ ଗଲା ଇଡି

ନୂଆଦିଲ୍ଲୀ,୨୧ା୬: ଦିଲ୍ଲୀ ମଦ ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଦିଆଯାଇଥିବା ଜାମିନ ବିରୋଧରେ ଇଡି ଶୁକ୍ରବାର ଦିଲ୍ଲୀ ହାଇକୋର୍ଟଙ୍କ ନିକଟରେ ପହଞ୍ଚିଛି। କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିର ଓକିଲମାନେ ହାଇକୋର୍ଟର ଅବକାଶ ବେଞ୍ଚରେ...

କିଏ ସେହି ୧୨୭ ବର୍ଷୀୟ ଯୋଗଗୁରୁ, ଯାହାର ମୋଦି ଜଣେ ବଡ଼ ପ୍ରଶଂସକ

ନୂଆଦିଲ୍ଲୀ,୨୧।୬: ଆଜି ସମଗ୍ର ବିଶ୍ୱରେ ଦଶମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଯୋଗ କେବଳ ମଣିଷକୁ ସୁସ୍ଥ ରଖେ ନାହିଁ ବରଂ ମନକୁ ଶାନ୍ତ ରଖିବାରେ ମଧ୍ୟ ସାହାଯ୍ୟ କରେ। ଭାରତରେ ବାବା ରାମଦେବଙ୍କ ପରି ଅନେକ ବଡ...

ଜାହାଜ ଉପରେ ଯୋଗ କଲେ ନୌସେନା ଯବାନ

ନୂଆଦିଲ୍ଲୀ,୨୧ା୬:  ସାରା ବିଶ୍ୱର କୋଣ ଅନୁକୋଣରେ ଯୋଗାଭ୍ୟାସ କରାଯାଉଛି। ଯୋଗ ଦ୍ୱାରା ମନ ଶାନ୍ତ ଓ ଶରୀର ସୁସ୍ଥ ରହିଥାଏ । ଏହା ମାନସିକ ଓ ଆଧ୍ୟାତ୍ମିକ ଅଭିବୃଦ୍ଧିରେ ମଧ୍ୟ ସହାୟକ ହୋଇଥାଏ। ଏହାର ଉପାଦେୟତାକୁ ବୁଝି ପ୍ରତିବର୍ଷ ଜୁନ୍‌...

୧୪ ହଜାର ଫୁଟ୍‌ ଉଚ୍ଚତାରେ ଯୋଗ କଲେ ଆଇଟିବିପି ଯବାନ

ନୂଆଦିଲ୍ଲୀ,୨୧।୬: ଆଜି ସମଗ୍ର ଦେଶରେ ପାଳିତ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏନେଇ ଦେଶ, ବିଦେଶ ଓ ରାଜ୍ୟସ୍ତରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ କରାଯାଇଛି। ଏହି ଅବସରରେ ଲେହର ପାଙ୍ଗଙ୍ଗ ଶୋ’ରେ ଆଇଟିବିପି ଯବାନମାନେ ଯୋଗ କରିଛନ୍ତି। ୧୪ ହଜାର...

କଶ୍ମୀର ମହିଳାଙ୍କ ସହ ସେଲ୍‌ଫି ନେଲେ ପ୍ରଧାନମନ୍ତ୍ରୀ ମୋଦି

ଶ୍ରୀନଗର,୨୧।୬: ଆଜି ସାରା ଦେଶରେ ଦଶମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀନଗରର ଶେର-ଇ-କଶ୍ମୀର ଅନ୍ତର୍ଜାତୀୟ ସମ୍ମିଳନୀ କେନ୍ଦ୍ରରେ ଯୋଗ ଅଧିବେଶନର ନେତୃତ୍ୱ ନେଇଥିଲେ। ସେ ଯାଇ ଡାଲ ହ୍ରଦ କୂଳରେ...

ଆଜି ଜେଲ୍‌ରୁ ବାହାରିବେ କେଜ୍‌ରିଓ୍ବାଲ୍‌: ସ୍ବାମୀଙ୍କୁ ଆଣିବାକୁ ଯିବା ପୂର୍ବରୁ ଏସବୁ କାମ କରିବେ ସ୍ତ୍ରୀ

ନୂଆଦିଲ୍ଲୀ,୨୧।୬: ଅବକାରୀ ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗୁରୁବାର ରାଉସ୍‌ ଆଭେନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ତାଙ୍କୁ ୧ ଲକ୍ଷ ଟଙ୍କା ବ୍ୟକ୍ତିଗତ ବଣ୍ଡ ଜରିଆରେ ଜାମିନ ଦିଆଯାଇଛି। ସେ ଆଜି...

ଯୋଗ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦଶମ ଅନ୍ତର୍ଜାତୀୟ ଯୋଗ ଦିବସରେ ଶେର-ଇ-କାଶ୍ମୀର ଅନ୍ତର୍ଜାତୀୟ ସମ୍ମିଳନୀ କେନ୍ଦ୍ରରେ ଯୋଗ ଦିବସ ପାଳନ ଉତ୍ସବକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗ ଏବଂ ଧ୍ୟାନର ଦେଶ କଶ୍ମୀରକୁ...

ରିଲ୍ସ ପାଇଁ ୧୦୦ ଫୁଟ ଉଚ୍ଚରୁ ଝୁଲିଲେ

ପୁଣେ, ୨୧।୬: ପୁଣେର ସ୍ବାମୀ ନାରାୟଣ ମନ୍ଦିର ନିକଟସ୍ଥ ଏକ ବହୁତଳ ବିଲ୍ଡିଂ ଛାତରୁ ଜଣେ ଯୁବତୀ ବିପଦପୂର୍ଣ୍ଣ ଷ୍ଟଣ୍ଟ୍‌ କରୁଥିବାର ଭିଡିଓ ଗୁରୁବାର ସାମ୍‌ନାକୁ ଆସିଛି। ଯୁବତୀଜଣକ ସାଥୀ ଯୁବକଙ୍କ ହାତ ଧରି ୧୦୦ ଫୁଟ ଉଚ୍ଚରୁ ଝୁଲୁଥିବା...

କର୍ଣ୍ଣାଟକରେ ରହୁଥିବା ସମସ୍ତେ କନ୍ନଡ ଶିଖିବା ଉଚିତ୍: ସିଦ୍ଧରମୈୟା

ନୂଆଦିଲ୍ଲୀ,୨୦।୬: କନ୍ନଡ ଭାଷା, ଜମି ଏବଂ ଜଳର ସୁରକ୍ଷା କରିବା ପ୍ରତ୍ୟେକ କର୍ଣ୍ଣାଟକ ଲୋକର ଦାୟିତ୍ୱ ବୋଲି ରାଜ୍ୟରେ କନ୍ନଡ ପରିବେଶ ସୃଷ୍ଟି କରିବାକୁ ଆହ୍ୱାନ ଦେଇ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା କହିଛନ୍ତି। ସେ କହିଛନ୍ତି, “କନ୍ନଡ ପରିବେଶ ସୃଷ୍ଟି କରିବା...

କେଜରିଓ୍ବାଲ ଜେଲରୁ ବାହାରକୁ ଆସିବା ପୂର୍ବରୁ ଇଡି ଯିବ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୨୦।୬: ଅରବିନ୍ଦ କେଜରିୱାଲଙ୍କ ଜାମିନ ମାମଲାରେ ଟ୍ରାଏଲ କୋର୍ଟର ନିଷ୍ପତ୍ତି ବିରୋଧରେ ଶୁକ୍ରବାର ସକାଳେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଦିଲ୍ଲୀ ହାଇକୋର୍ଟଙ୍କ ନିକଟକୁ ଯିବ। ବାସ୍ତବରେ ଆଜି ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଏକ୍ସାଇଜ ପଲିସି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ...

ମୋଦିଙ୍କ ରାଲିରେ ଚପଲ ମାଡକୁ ନେଇ କ’ଣ ପ୍ରତିକ୍ରିୟା ରଖିଲେ ରାହୁଲ

ନୂଆଦିଲ୍ଲୀ,୨୦।୬: କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ଗୁରୁବାର (ଜୁନ ୨୦) ୟୁଜିସି-ନେଟ ଏବଂ ନିଟ-ୟୁଜି ପରୀକ୍ଷାରେ ପେପର ଲିକ ହେବା ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଥିଲେ। ଏହି ସମୟରେ ସେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପୋଷ୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri