ଜାତୀୟ

୨୦୧୫ରୁ ୨୦୧୮ ପର୍ଯ୍ୟନ୍ତ ସେନା ଯବାନଙ୍କୁ ପୋଷାକ-ଖାଦ୍ୟ ସାମଗ୍ରୀ ମିଳିବାରେ ହୋଇଥିଲା ଅନିୟମିତତା: ସିଏଜି ରିପୋର୍ଟ

ନୂଆଦିଲ୍ଲୀ,୪।୨: ଦେଶର ସୁରକ୍ଷା ସେନା ଯବାନଙ୍କ ହାତରେ ରହିଛି। ତେବେ ସେମାନଙ୍କୁ ମଧ୍ୟ ୩ ବର୍ଷ ଧରି ନିୟମିତ ପୋଷାକ ଏବଂ ଆବଶ୍ୟକ ଖାଦ୍ୟ ସାମଗ୍ରୀ ମିଳୁ ନାହିଁ। ଏନେଇ ସିଏଜିଙ୍କ ପକ୍ଷରୁ ଲୋକ ସଭାରେ ଉପସ୍ଥାପନ ହୋଇଥିବା ରିପୋର୍ଟରେ...

ଅସୁସ୍ଥତା କାରଣରୁ ନିର୍ବାଚନ ରାଲିରେ ଯୋଗ ଦେଇ ନ ପାରନ୍ତି ସୋନିଆ

ନୂଆଦିଲ୍ଲୀ,୪।୨: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ୫ ଫେବୃୟାରୀରେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏକ ରାଲିରେ ଯୋଗ ଦେବାର କାର୍ଯ୍ୟକ୍ରମ ଥିଲା। ହେଲେ ସୋନିଆ ଅସୁସ୍ଥ ଥିବାରୁ ତାଙ୍କର ଏହି ରାଲିକୁ ବନ୍ଦ କରାଯାଇପାରେ ବୋଲି କୁହାଯାଉଛି।...

ସ୍କୁଲରେ କନ୍ନଡ଼ ଭାଷାରେ କଥା ହେଲେ ଦେବାକୁ ପଡ଼ିବ ୧୦୦ ଟଙ୍କା ଜରିମାନା

ବେଙ୍ଗାଲୁରୁ,୪।୨: କର୍ନାଟକର ବେଙ୍ଗାଲୁରୁରେ ଏକ ସ୍କୁଲରେ ଛାତ୍ରୀଛାତ୍ରଙ୍କୁ କନ୍ନଡ଼ ଭାଷାରେ କଥା ନ ବେହାକୁ ବାରଣ କରାଯାଇଛି। ଏହାର ଉଲ୍ଲଂଘନ କଲେ ୧୦୦ ଟଙ୍କା ଜରିମାନା ଦେବାକୁ ପଡ଼ିବ ବୋଲି ସ୍କୁଲ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଜାରି କରିଛନ୍ତି। ତେବେ ପ୍ରଥମ...

ମୋଦିଙ୍କୁ ସଲାମ କଲେ ଶତ୍ରୁଘ୍ନ ସିହ୍ନା

ନୂଆଦିଲ୍ଲୀ,୪।୨: ଚାଇନାରେ ଫଶିଥିବା ଭାରତୀୟ ଛାତ୍ରଙ୍କୁ ସ୍ବଦେଶ ଫେରିବା ପରେ ସେମାନଙ୍କ ମଧ୍ୟରେ ଖୁସିର ଲହରୀ ଦେଖିବାକୁ ମିଳିଛି। ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର ବିମାନ ୬୪୭ ଭାରତୀୟଙ୍କୁ ଚାଇନାର ଉହାନରୁ ଆଣି ଭାରତରେ ପହଞ୍ଚିଥିଲା। କେନ୍ଦ୍ର ସରକାରଙ୍କ ଏଭଳି...

ଅବସର ଗ୍ରହଣ ପରେ ଉପହାରରେ ମିଳିଲା କାର୍‌-ବୁଲେଟ- ହୁକ୍କା

ସୋନିପତ୍‌,୪।୨: ଅବସର ଗ୍ରହଣ କରିବା ସମୟରେ କର୍ମଚାରୀଙ୍କ ସମ୍ମାନରେ କେତେକ କାର୍ଯ୍ୟାଳୟରେ ସହକର୍ମୀମାନଙ୍କ ଦ୍ୱାରା ଏକ ସଭାର ଆୟୋଜନ କରାଯାଇଥାଏ। ଏହି ସଭାରେ ଅବସର ନେଉଥିବା କର୍ମଚାରୀଙ୍କୁ କିଛି ଉପହାର ପ୍ରଦାନ କରାଯାଇଥାଏ। ତେବେ ହରିୟାଣା ସୋନିପତ୍‌ରେ ଅବସର ଗ୍ରହଣ...

କରୋନା ଭାଇରସକୁ ‘ରାଜ୍ୟ ବିପତ୍ତି’ ଘୋଷଣା କଲେ କେରଳ ସରକାର

ଥିରୁଭାନନ୍ତପୁରମ,୪।୨: ଚାଇନାରୁ ସୃଷ୍ଟି ହୋଇଥିବା ଭୟଙ୍କର କରୋନା ଭାଇରସ ଧୀରେ ଧୀରେ ବିଭିନ୍ନ ଦେଶକୁ ମାଡିଚାଲିଛି। ଭାରତରେ ମଧ୍ୟ କରୋନା ସଂକ୍ରମିତ ରୋଗୀ ଚିହ୍ନଟ କରାଯାଇଛି। କେରଳରେ ମଧ୍ୟ ୩ ଜଣ ଏହି ଭୟଙ୍କର ଭୂତାଣୁ ଆକ୍ରାନ୍ତ ହୋଇଥିବା ଚିହ୍ନଟ...

୫୧ ଜଣଙ୍କ ନାଁରେ ଦେଶଦ୍ରୋହ ମାମଲା

ମୁମ୍ବାଇ,୪ା୨(ଆଇଏଏନ୍‌ଏସ୍‌): ମୁମ୍ବାଇ ପୋଲିସ ୫୧ ଜଣଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ କରିଛି। ସେମାନେ ଶନିବାର ଏକ ର଼୍ୟାଲିରେ ଯୋଗଦେଇ ଦେଶଦ୍ରୋହ ଅଭିଯୁକ୍ତ ଜେଏନ୍‌ୟୁ ଛାତ୍ର ଶର୍ଜିଲ ଇମାମଙ୍କ ସପକ୍ଷରେ ସ୍ଲୋଗାନ ଦେଇଥିଲେ। ଆଜାଦ ମଇଦାନ ଥାନା ପକ୍ଷରୁ ସେମାନଙ୍କ...

୨୦୨୨ ସୁଦ୍ଧା ସବୁ ପରିବାରକୁ ପକ୍କାଘର

ନୂଆଦିଲ୍ଲୀ, ୪ା୨(ପି.ଟି.): ସବୁ ଗରିବ ପରିବାରକୁ ୨୦୨୨ ସୁଦ୍ଧା ପକ୍କାଘର ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। କର୍‌କର୍‌ଦୁମାରେ ଏକ ନିର୍ବାଚନ ରାଲିକୁ ସମ୍ବୋଧନ କରି ମୋଦି କହିଛନ୍ତି, ଏଏପି ସରକାର ବିକାଶ କାର୍ଯ୍ୟକୁ...

ଚିନ୍ମୟାନନ୍ଦଙ୍କୁ ଜାମିନ

ଆଲ୍ଲାହାବାଦ, ୪ା୨(ପି.ଟି.): ଜଣେ ଆଇନ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେବା ମାମଲାରେ ଅଭିଯୁକ୍ତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦଙ୍କୁ ଆଲ୍ଲାହାବାଦ ହାଇକୋର୍ଟ ସୋମବାର ଜାମିନ ପ୍ରଦାନ କରିଛନ୍ତି। ଚିନ୍ମୟାନନ୍ଦଙ୍କ ଦ୍ୱାରା ଗଠିତ ଟ୍ରଷ୍ଟ ଦ୍ୱାରା ପରିଚାଳିତ ଶାହଜାହାନ୍‌ପୁର ଆଇନ କଲେଜରେ...

ଜାମିଆରେ ଫୁଟିଲା ଗୁଳି

ନୂଆଦିଲ୍ଲୀ, ୪ା୨(ପି.ଟି.): ସିଏଏ ଓ ଏନ୍‌ଆର୍‌ସିକୁ ବିରୋଧ ଜାରି ରହିଥିବା ବେଳେ ରବିବାର ରାତିରେ ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ ନିକଟରେ ପୁଣି ଗୁଳିକାଣ୍ଡ ଘଟିଛି। ଦୁଇ ଅଜ୍ଞାତ ବ୍ୟକ୍ତି ଏହି ଗୁଳି ଫୁଟାଇ ଫେରାର୍‌ ହୋଇଯାଇଥିବା ବେଳେ...

ସିଏଏ, ଏନ୍‌ଆର୍‌ସିକୁ ନେଇ ପାର୍ଲାମେଣ୍ଟରେ ଅଚଳାବସ୍ଥା

ନୂଆଦିଲ୍ଲୀ,୪ା୨(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ), ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)କୁ ନେଇ ସୋମବାର ପାର୍ଲାମେଣ୍ଟରେ ବିରୋଧୀ ସଦସ୍ୟମାନେ ସରକାରଙ୍କ ଉପରେ ଜୋର୍‌ଦାର ବର୍ଷିଥିଲେ। ସରକାର ଗୁଳି ଚଳାଇ ଲୋକଙ୍କ ସ୍ବରକୁ ଚାପିଦେଇପାରିବେ...

ଜୈବିକ ଯୁଦ୍ଧାସ୍ତ୍ରରୁ ‘କରୋନା’

ନୂଆଦିଲ୍ଲୀ,୪ା୨(ଆଇଏଏନ୍‌ଏସ୍‌): ପ୍ରାଣୀଠାରୁ ସୃଷ୍ଟ ବୋଲି କୁହାଯାଉଥିବା ମାରାତ୍ମକ କରୋନା ଭୂତାଣୁ ସାରା ବିଶ୍ୱରେ ଆତଙ୍କ ଖେଳାଇ ଦେଇଛି। ଏହାର କେନ୍ଦ୍ରସ୍ଥଳ କୁହାଯାଉଥିବା ଚାଇନାର ଉହାନ ସହରକୁ ନେଇ ଏବେ ଏକ ନୂଆ ତଥ୍ୟ ପଦାକୁ ଆସିଛି। ଯେଉଁଠାରୁ ଏହି ଭୂତାଣୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri