ଜାତୀୟ

ଜୈବିକ ଯୁଦ୍ଧାସ୍ତ୍ରରୁ ‘କରୋନା’

ନୂଆଦିଲ୍ଲୀ,୪ା୨(ଆଇଏଏନ୍‌ଏସ୍‌): ପ୍ରାଣୀଠାରୁ ସୃଷ୍ଟ ବୋଲି କୁହାଯାଉଥିବା ମାରାତ୍ମକ କରୋନା ଭୂତାଣୁ ସାରା ବିଶ୍ୱରେ ଆତଙ୍କ ଖେଳାଇ ଦେଇଛି। ଏହାର କେନ୍ଦ୍ରସ୍ଥଳ କୁହାଯାଉଥିବା ଚାଇନାର ଉହାନ ସହରକୁ ନେଇ ଏବେ ଏକ ନୂଆ ତଥ୍ୟ ପଦାକୁ ଆସିଛି। ଯେଉଁଠାରୁ ଏହି ଭୂତାଣୁ...

ବିଏସ୍‌ପିକୁ ଝଟ୍‌କା: ଏଏପିରେ ଯୋଗଦେଲେ ନାଥୁରାମ

ନୂଆଦିଲ୍ଲୀ,୩।୨: ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବାର ୫ଦିନ ପୂର୍ବରୁ ବିଏସ୍‌ପିକୁ ବଡ଼ ଝଟ୍‌କା ଲାଗିଛି। କରାଓ୍ବଲ ନଗରରୁ ବିଏସ୍‌ପି ପ୍ରାର୍ଥୀ ଥିବା ନାଥୁରାମ କଶ୍ୟପ ଆମ ଆଦ୍‌ମୀ ପାର୍ଟି (ଏଏପି)ରେ ଯୋଗଦେଇଛନ୍ତି। ସୋମବାର ଏଏପିର ନେତା ଓ ରାଜ୍ୟସଭା ଏମ୍‌ପି...

କରୋନାଭାଇରସ୍‌ ଭୟ ସତ୍ତ୍ୱେ ଚାଇନା ଯୁବତୀଙ୍କୁ ବିବାହ କଲେ ଭାରତୀୟ ଯୁବକ

ଭୋପାଳ,୩।୨: କଥାରେ ଅଛି ପ୍ରେମ କି ଜାଣେ ବାଧା ବନ୍ଧନ। ଏହି ଉକ୍ତିଟିର ସଫଳ ରୂପାୟନ ଦେଖିବାକୁ ମିଳିଛି ମଧ୍ୟପ୍ରଦେଶରେ। ମଧ୍ୟପ୍ରଦେଶ ମନ୍ଦସୌର ଜିଲାରେ ରହୁଥିବା ଜଣେ ଯୁବକ ଧର୍ମ ଓ ଦେଶର ସୀମାକୁ ଭାଙ୍ଗି ଚାଇନା ଯୁବତୀଙ୍କୁ ବିବାହ...

ଦିଲ୍ଲୀ ବିଧାନସଭା ନିର୍ବାଚନ: ପ୍ରଥମଥର ପ୍ରଚାର ମଇଦାନରେ ମୋଦି

ନୂଆଦିଲ୍ଲୀ,୩।୨: ପାଖେଇ ଆସିଲାଣି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏଥିରେ ପୂର୍ବରୁ ହେଭି ଓ୍ବେଟ୍‌ ରାଜନେତାମାନେ ପ୍ରଚାର ମଇଦାନକୁ ଓହ୍ଲାଇଥିବା ବେଳେ ସୋମବାର ପ୍ରଥମକରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଚାର ମଇଦାନରେ ଦେଖାଦେଇଛନ୍ତି। ସେ ଦିଲ୍ଲୀର କାରକରଡୁମାରେ ଏକ ଜନସଭାକୁ ଉଦ୍‌ବୋଧନ...

ରୋଡ ଶୋ’ ସମୟରେ କେଜରିଓ୍ବାଲଙ୍କୁ ବିରୋଧ

ନୂଆଦିଲ୍ଲୀ, ୩।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଆଗକୁ ଥିବା ବେଳେ ଏହାକୁ ଆଖି ଆଗରେ ରଖି ବିଭିନ୍ନ ରାଜନୈତିକ ଦଳ ନିଜ ପ୍ରଚାର ଅଭିଯାନକୁ ଜୋରଦାର କରିଛନ୍ତି। ଏହି ନିର୍ବାଚନରେ ପ୍ରଥମ ଥର ପାଇଁ ପ୍ରଚାର ମଇଦାନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

୨୫ ଦିନିଆ ଭିଜାରେ ପାକିସ୍ତାନରୁ ଭାରତ ଆସିଲେ ୫୦ ହିନ୍ଦୁ ପରିବାର

ପଞ୍ଜାବ,୩।୨: ଓ୍ବାଘା-ଅଟାରି ସୀମା ଦେଇ ସୋମବାର ୫୦ ହିନ୍ଦୁ ପରିବାର ପାକିସ୍ତାନରୁ ଆସି ଭାରତରେ ପହଞ୍ଚିଛନ୍ତି। ଏମାନେ ୨୫ ଦିନିଆ ଭିଜାରେ ଭାରତ ଗସ୍ତ କରିଛନ୍ତି। ଏହି ପାକିସ୍ତାନୀ ହିନ୍ଦୁମାନେ ହରିଦ୍ୱାରରେ ବୁଡ ପକାଇବାକୁ ଆସିଛନ୍ତି। ଲକ୍ଷ୍ମଣ ଦାସ ନାମକ...

ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ପାଇଲଟ ସୁରକ୍ଷିତ

ଜମ୍ମୁ,୩।୨: ଜମ୍ମୁ-କଶ୍ମୀରରେ ସୋମବାର ସକାଳ ପ୍ରାୟ ୧୧ଟା ୧୫ରେ ସେନାର ଏକ ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଥିବା ୨ ପାଇଲଟ ସୁରକ୍ଷିତ ବାହାରି ଆସିଥିବା ସୂଚନା ମିଳିଛି। ଏହା ଜମ୍ମୁ-କଶ୍ମୀରର ରିଆସି ଜିଲାରେ ହୋଇଥିବା ସୂଚନା ମିଳିଛି।...

୫ମାସ ପରେ ଭାଜପା ନେତା ଚିନ୍ମୟାନନ୍ଦଙ୍କୁ ମିଳିଲା ଜାମିନ

ପ୍ରୟାଗରାଜ,୩।୨: ଉତ୍ତରପ୍ରଦେଶ ଶାହଜହାଁପୁରର ଲ’ ଛାତ୍ରୀଙ୍କୁ ଯୌନ ନିର୍ଯାତନା ମାମଲାରେ ଗିରଫ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ସ୍ବାମୀ ଚିନ୍ମୟାନନ୍ଦଙ୍କୁ ଜାମିନ ମିଳିଛି। ସୋମବାର ଆହ୍ଲାବାଦ ହାଇକୋର୍ଟ ତାଙ୍କର ଜାମିନ ଆବେଦନର ଶୁଣାଣି କରିଥିଲେ। ଏହି ଶୁଣାଣିରେ...

କ୍ଷମା ମାଗିବା ପାଇଁ ଅନନ୍ତ ହେଗଡ଼େଙ୍କ ଉପରେ ଭାଜପା ପକାଇଲା ଚାପ

ନୂଆଦିଲ୍ଲୀ,୩।୨: ମହାତ୍ମା ଗାନ୍ଧୀଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଥିବା ଭାଜପା ଏମ୍‌ପି ଅନନ୍ତ ହେଗଡ଼େଙ୍କୁ କ୍ଷମା ମାଗିବା ପାଇଁ ଦଳ ପକ୍ଷରୁ ଚାପ ପକାଯାଇଛି। ଅନନ୍ତ ମହାତ୍ମାଙ୍କ ନେତୃତ୍ୱରେ ହୋଇଥିବା ସ୍ବତନ୍ତ୍ରତା ଆନ୍ଦୋଳନକୁ ଏକ ନାଟକ ବୋଲି କହିଥିଲେ। ଏହାକୁ...

୬୫ତମ ଫିଲ୍ମ ଫେୟାର ଆଓ୍ବାର୍ଡ: ଓ୍ବାର, ଉରି ସମେତ ଏହି ଫିଲ୍ମ ମାରିଲେ ବାଜି

ମୁମ୍ବାଇ: ୬୫ତମ ଆମାଜନ ଫିଲ୍ମଫେୟାର ଆଓ୍ବାର୍ଡ ୨୦୨୦ ଚଳିତ ଥର ଆସାମରେ ଫେବୃୟାରୀ ୧୫ରେ ଅନୁଷ୍ଠିତ ହେବ। ତେବେ ଏହି ଆଓ୍ବାର୍ଡ ସେରିମନି ପୂର୍ବରୁ ନୋମିନେଶନ୍‌ ଲିଷ୍ଟ ଜାରି କରାଯାଇଛି। ଚଳିତ ଥର ମୁଖ୍ୟ ଆଓ୍ବାର୍ଡ ନୋମିନେଶନରେ ୧୯ କାଟାଗୋରିକୁ...

ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ ସହିତ ସମ୍ପର୍କ: ପୂର୍ବତନ ବିଧାୟକଙ୍କୁ ଜେରା କରିବ ଏନ୍‌ଆଇଏ

ଶ୍ରୀନଗର,୩।୨: ଆତଙ୍କବାଦୀ ସଂଗଠନ ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ ସହିତ ସମ୍ପର୍କ ଅଭିଯୋଗରେ ଜମ୍ମୁ-କଶ୍ମୀରର ପୂର୍ବତନ ବିଧାୟକ ଶେଖ୍‌ ଅବଦୁଲ୍‌ ରଶିଦ୍‌ଙ୍କୁ ଏନ୍‌ଆଇଏ ଜେରା କରିବ। ହିଜ୍‌ବୁଲ୍‌ କମାଣ୍ଡର ସୟଦ୍‌ ନଓ୍ବିଦ୍‌ ମୁସ୍ତାକ୍‌ ଅହମ୍ମଦ୍‌ ଓରଫ୍‌ ବାବୁଙ୍କ ସହିତ ତାଙ୍କର ସମ୍ପର୍କ ଥିବା...

ପାଣିରେ ଲାଗିଲା ନିଆଁ

ଗୁଆହାଟି,୩।୨: ଆସାମ ଦିବ୍ରୁଗଡରେ ଏକ ତେଲ ପାଇପ ଲାଇନ୍‌ ଫାଟିଯିବା ଫଳରେ ନିଆଁ ଲାଗିଯାଇଛି। ଏହାର ଧୂଆଁରେ ଆଖପାଖ ଅଞ୍ଚଳର ଲୋକେ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ପାଇପ ଲାଇନରେ ବିସ୍ଫୋରଣ ହେବା ଫଳରେ ଏହା ନିକଟରେ ଥିବା ଏକ ନଦୀ ମଧ୍ୟକୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri