ଜାତୀୟ

ନିର୍ଭୟା ମାମଲା: ଫାଶୀ ତାରିଖ ଘୁଞ୍ଚିବାରୁ କିନ୍ନରଙ୍କ ବିରୋଧ ପ୍ରଦର୍ଶନ

ବଲିୟା,୩।୨: ନିର୍ଭୟା ଗଣବଳାତ୍କାର ମାମଲରେ ଦୋଷୀଙ୍କୁ ଫେବୃୟାରୀ ୧ରେ ଫାଶୀ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହେଲେ କେତେକ ନ୍ୟାୟିକ କାରଣ ଯୋଗୁ ଏବେ ଏହା ଘୁଞ୍ଚିଯାଇଛି। ଏହାକୁ ଦେଖି ଏବେ ଉତ୍ତରପ୍ରଦେଶର କିନ୍ନର ଅନୁଷ୍କା ତାଙ୍କ ସହଯୋଗୀଙ୍କ ସହ...

କପି ରୋକିବାକୁ ବିହାରରେ ଜୋତା, ମୋଜା ଉପରେ ଲାଗିଲା କଟକଣା

ପାଟନା,୩।୨: ରାଜ୍ୟରେ ଫେବୃୟାରୀ ୩ରୁ ଦ୍ୱାଦଶ ବୋର୍ଡ ପରୀକ୍ଷା ଆରମ୍ଭ ହୋଇଛି। ସୋମବାରଠାରୁ ଏହି ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଚଳିତ ଥର ୧୨.୦୫ଲକ୍ଷ ଛାତ୍ରୀଛାତ୍ର ପରୀକ୍ଷା ଦେଉଥିବା ଜଣାପଡ଼ିଛି। ଏହି ପରୀକ୍ଷାରେ କୌଣସି ପ୍ରକାର ତ୍ରୁଟି ଏବଂ ଭ୍ରଷ୍ଟାଚାରକୁ...

କଥା କହିଲେ ଉଡ଼ିବ ଯୁଦ୍ଧ ବିମାନ: ଏଚ୍‌ଏଏଲ୍‌ ପ୍ରସ୍ତୁତ କଲା ଭଏସ୍‌ ଆକ୍ଟିଭେଟେଡ୍‌ କମାଣ୍ଡ ସିଷ୍ଟମ୍‌

ଲକ୍ଷ୍ନୌ,୩।୨: ଏଣିକି ଆଉ ଯୁଦ୍ଧ ବିମାନକୁ କକ୍‌ ପିଟ୍‌ରେ ବସି ନିୟନ୍ତ୍ରଣ କରିବାକୁ ପଡ଼ିବ ନାହିଁ। ଭାରତ ନିଜସ୍ବ ଜ୍ଞାନକୌଶଳ ଦ୍ୱାରା ଭଏସ୍‌ ଆକ୍ଟିଭେଟେଡ୍‌ କମାଣ୍ଡ ସିଷ୍ଟମ୍‌ ପ୍ରସ୍ତୁତ କରିପାରିଛି। ଏହାକୁ ହିନ୍ଦୁସ୍ତାନ ଏରୋନ୍ୟୁଟିକାଲ ଲିମିଟେଡ୍‌(ଏଚ୍‌ଏଏଲ୍‌)ର ବୈଜ୍ଞାନିକ ତିଆରି କରିଛନ୍ତି।...

କେରଳରେ ଚିହ୍ନଟ ହେଲେ ତୃତୀୟ କରୋନାଭାଇରସ ପଜିଟିଭ

ଥିରୁଭାନନ୍ଥପୁରମ,୩।୨: ଡରାଇଲାଣି କରୋନାଭଇରସ। କେରଳରେ କରୋନାଭାଇରସରେ ଆକ୍ରାନ୍ତ ଥିବା ତୃତୀୟ ବ୍ୟକ୍ତିଙ୍କର ଚିହ୍ନଟ କରାଯାଇଛି। ଏହାପୂର୍ବରୁ ୨ଜଣଙ୍କ ନିକଟରେ କରୋନାଭାଇରସ ପଜିଟିଭ ମିଳିବା ପରେ ଏମାନଙ୍କର ଏବେ ଆଇସୋଲେଶନ ଓ୍ବାର୍ଡରେ ଚିକିତ୍ସା ଚାଲିଛି। ତୃତୀୟ ବ୍ୟକ୍ତି ଜଣଙ୍କ କାସରାଗଡ ଅଞ୍ଚଳର...

ସଂସଦରେ ସିଏଏ ତାତି: ଲୋକ ସଭା-ରାଜ୍ୟ ସଭାରେ ପ୍ରବଳ ହଟ୍ଟଗୋଳ

ନୂଆଦିଲ୍ଲୀ,୩।୨: ସଂସଦର ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଉଭୟ ଲୋକ ସଭା ଏବଂ ରାଜ୍ୟ ସଭାରେ ବିରୋଧୀ ଦଳ ସଦସ୍ୟଙ୍କ ପକ୍ଷରୁ ପ୍ରବଳ ହଟ୍ଟଗୋଳ ହୋଇଛି। ଲୋକ ସଭାରେ କଂଗ୍ରେସ ପକ୍ଷରୁ ଅଧୀର ରଞ୍ଜନ...

ବିମାନ ବନ୍ଦର ପାଚେରି ଡେଇଁ ହେଲିକପ୍ଟରକୁ ପଥର ମାରିଲେ ଯୁବକ

ଭୋପାଳ,୩।୨: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳର ରାଜା ଭୋଜ ବିମାନବନ୍ଦରର ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି। ରବିବାର ଏଠାରେ ବିମାନ ବନ୍ଦରର ପାଚେରି ଡେଇଁ ଜଣେ ଯୁବକ ଭିତରକୁ ପଶିବା ସହ ସେଠାରେ ଥିବା ଏକ ହେଲିକପ୍ଟର ଉପରକୁ ପଥର ମାଡ...

କର୍ନାଟକରେ ପୁଣି ଫେରିବକି ପୁରୁଣା ଡ୍ରାମା: ୟେଦୁରପ୍ପାଙ୍କୁ ଭାଜପା ବିଧାୟକଙ୍କ ଧମକ !

ବେଙ୍ଗାଲୁରୁ,୩।୨: କର୍ନାଟକରେ ପୁଣିଥରେ ପୁରୁଣା ରାରଜନୈତିକ ଡ୍ରାମା ଫେରିବା ନେଇ ଚର୍ଚ୍ଚା ହେଉଛି। ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପାଙ୍କୁ ଭାଜପାର ବିଧାୟକ ଧମକ ଦେଇଛନ୍ତି। ସେମାନେ ବିଧାୟକ ପଦରୁ ଇସ୍ତଫା ଦେବା ପାଇଁ କହିଛନ୍ତି। ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ତାଲିକା ୟେଦୁରପ୍ପା...

ଭାଜପାକୁ ଚାନ୍ଦ-ତାରା ମାଗି ନ ଥିଲି: ଉଦ୍ଧବ

ମୁମ୍ବାଇ,୩।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି। ସେ ଭାଜପା ହାତଛାଡି କଂଗ୍ରେସ ଓ ଏନ୍‌ସିପି ସହ ମିଶି ସରକାର ଗଢିବାକୁ ନେଇ କହିଛନ୍ତି, ମୁଁ ଭାଜପାକୁ ଚାନ୍ଦ-ତାରା ମାଗି ନ ଥିଲି। ଯଦି...

ଏଏପିକୁ ଟାର୍ଗେଟ କଲେ କପିଲ

ନୂଆଦିଲ୍ଲୀ,୩।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଯେତେ ପାଖେଇ ଆସୁଛି ନେତାମାନେ ପରସ୍ପର ମଧ୍ୟରେ ସେତେ ଦୋଷ ଲଦାଲଦି ହେଉଛନ୍ତି। ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରାର୍ଥୀ କପିଲ ମିଶ୍ରା ପୁଣିଥରେ ଆମ ଆଦମୀ ପାର୍ଟି(ଏଏପି)କୁ ଟାର୍ଗେଟ କରିଛନ୍ତି। ନ୍ୟୁଜ ଏଜେନ୍ସି ଏଏନ୍‌ଆଇକୁ...

କରୋନା ସଂକ୍ରମଣ ରୋକିବ ହୋମିଓପ୍ୟାଥି ଔଷଧ ‘ଆର୍ସେନିକ୍‌ ଅଲବୁମ୍‌-୩୦’: ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ଏଡଭାଇଜରି ଜାରି

ଜୟପୁର,୩।୨: ସାରା ପୃଥିବୀରେ କରୋନା ଭୁତାଣୁ ସଂକ୍ରମଣ ନେଇ ଆତଙ୍କ ଖେଳି ଯାଇଛି। ଇତିମଧ୍ୟରେ ଭାରତର କେରଳରେ ୨ ଜଣଙ୍କଠାରେ କରୋନା ଭୁତାଣୁ ଚିହ୍ନଟ ହୋଇଛି। ସେହିପରି ପଶ୍ଚିମବଙ୍ଗରେ ୮ ସନ୍ଦିଗ୍ଧଙ୍କୁ ଚିହ୍ନ କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି...

ପୁଣି ଅଶାନ୍ତ ଜାମିଆ ପରିସର

ନୂଆଦିଲ୍ଲୀ,୩।୨: ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟ ପରିସରରେ ରବିବାର ବିଳମ୍ବିତ ରାତିରେ ପୁଣି ଗୁଳି ଫୁଟିଛି। ଫଳରେ ଉକ୍ତ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଗେଟ୍‌ ନମ୍ବର ୫ରେ ଗୁଳି ଫୁଟିବାର ଶବ୍ଦ ଶୁଭିବା ପରେ ନାଗରିକତା ସଂଶୋଧନ...

ସ୍ବାଗତ ଅପେକ୍ଷାରେ ମୋଗଲ ଗାର୍ଡେନ

ନୂଆଦିଲ୍ଲୀ,୩।୨: ରାଷ୍ଟ୍ରପତି ଭବନର ମୋଗଲ ଗାର୍ଡେନ ଏବେ ସଜେଇ ହୋଇ ଅତିଥିଙ୍କୁ ସ୍ବାଗତ କରିବାକୁ ଅପେକ୍ଷା ରଖିଛି। ଫେବୃୟାରୀ ୫ରୁ ମାର୍ଚ୍ଚ ୮ ପର୍ଯ୍ୟନ୍ତ ଏହା ଆଗନ୍ତୁକଙ୍କୁ ସ୍ବାଗତ କରିବ ବୋଲି ଜଣାପଡିଛି। ଏଠାରେ ପ୍ରାୟ ୧୦ ହଜାରୁ ଅଧିକ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri