ଜାତୀୟ

ଭାରତ-ବାଂଲାଦେଶ ମିଳିତ ସମରାଭ୍ୟାସ: ସମ୍ପ୍ରିତି-୯

ଶିଲଂ,୨।୨: ଭାରତ-ବାଂଲାଦେଶ ମଧ୍ୟରେ ମିଳିତ ସମରାଭ୍ୟାସ ସମ୍ପ୍ରିତି-୯ ସୋମବାରଠାରୁ ଆରମ୍ଭ ହେବ। ମେଘାଳୟର ଶିଲଂସ୍ଥିତ ଉମରୋଇ କ୍ୟାଣ୍ଟନମେଣ୍ଟ୍‌ରେ ଏହି ମିଳିତ ସମରାଭ୍ୟାସ ଅନୁଷ୍ଠିତ ହେବ। ଆତଙ୍କବାଦୀଙ୍କ ବିରୋଧ କିଭଳି ଉନ୍ନତ ଧରଣର ସର୍ଚ୍ଚ ଅପରେଶନ୍‌ କରାଯିବ ସେ ସମ୍ପର୍କରେ ଏହି...

କେରଳରେ ଚିହ୍ନଟ ହେଲେ କରୋନା ଭୂତାଣୁ ସଂକ୍ରମିତ ଦ୍ୱିତୀୟ ବ୍ୟକ୍ତି

ଥିରୁଭାନନ୍ଥପୁରମ,୨।୨: କେରଳରେ ୩ ଦିନ ପୂର୍ବରୁ ଜଣେ କରୋନା ଭୂତାଣୁ ସଂକ୍ରମିତ ପଜିଟିଭ ମିଳିଥିବା ବେଳେ ଏବେ ଆଉ ଜଣେ ବ୍ୟକ୍ତି ଏଥିରେ ସଂକ୍ରମିତ ବୋଲି ଜଣାପଡିଛି। ତେବେ ଦ୍ୱିତୀୟ ବ୍ୟକ୍ତି ଜଣଙ୍କ ମଧ୍ୟ ଚାଇନାରୁ ଫେରିଥିବା କୁହାଯାଉଛି। ଏବେ...

ଜଣେ ବଳାତ୍କାରୀଙ୍କ ସମେତ ୩ କଏଦୀ ଜେଲ୍‌ରୁ ଫେରାର

ଅମୃତସର,୨।୨: ଜଣେ ବଳାତ୍କାରୀଙ୍କ ସମେତ ୩ ଜଣ କଏଦୀ ଜେଲ୍‌ରୁ ଫେରାର ହୋଇଯାଇଛନ୍ତି। ଅମୃତସର ଜେଲ୍‌ରେ ଏଭଳି ଘଟଣା ଘଟିଛି। ଫେରାର ହୋଇଥିବା କଏଦୀଙ୍କ ମଧ୍ୟରେ ୨ ଜଣଙ୍କ ନାମରେ ଚୋରି ଅଭିଯୋଗ ରହିଛି। ରବିବାର କଏଦୀଙ୍କ ଗଣତି କରାଯିବା...

ବୁହାନ ଏୟାରଲିଫ୍ଟ: ଦିଲ୍ଲୀରେ ପହଞ୍ଚିଲେ ପୁଣି ୩୨୩ ଭାରତୀୟ

ନୂଆଦିଲ୍ଲୀ,୨।୨: କରୋନା ଭୁତାଣୁ ଚାଇନାର ବୁହାନରେ ମହାମାରୀ ସୃଷ୍ଟି କରିଛି। ବୁହାନରେ ଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା କାର୍ଯ୍ୟ ଜାରି ରହିଛି। ଶନିବାର ପ୍ରଥମ ଥର ଏୟାରଲିଫ୍ଟରେ ୩୨୪ ଭାରତୀୟ ବୁହାନରୁ ଭାରତ ଫେରିଥିଲେ। ରବିବାର ପୂର୍ବାହ୍ନ ୯ଟା...

ବଜେଟକୁ ନେଇ ଖାସ୍‌ କଥା

*୨୦୨୦-୨୧ ଆର୍ଥିକ ବର୍ଷର ବଜେଟ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଉପସ୍ଥାପନ କରିଛନ୍ତି। ଏଥର ବଜେଟ ପ୍ରସ୍ତୁତି ପ୍ରକ୍ରିୟାରେ ଅର୍ଥ ମନ୍ତ୍ରଣାଳୟ ପ୍ରେସ୍‌ର ଡେପୁଟି ମ୍ୟାନେଜର କୁଲଦୀପ କୁମାର ଶର୍ମାଙ୍କ ପିତାଙ୍କ ଦେହାନ୍ତ ୨୬ ଜାନୁୟାରୀରେ ହୋଇଥିଲେ ବି ସେ ଘରକୁ...

କରୋନା ମୃତ୍ୟୁ ସଂଖ୍ୟା ୩୦୦ ଟପିଲା: ୨୪ ଘଣ୍ଟାରେ ୪୫ ଜଣ ମୃତ

ନୂଆଦିଲ୍ଲୀ,୨।୨: ଚାଇନାର ବୁହାନରେ କରୋନା ମହାମାରୀ ରୂପ ନେଇଛି। ଇତିମଧ୍ୟରେ କରୋନା ଭୁତାଣୁ ସଂକ୍ରମଣରେ ୩୦୪ ଜଣଙ୍କ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୪୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ଚାଇନା ଗଣମାଧ୍ୟମ ପକ୍ଷରୁ...

ସବୁ ଅଣଗେଜେଟେଡ ପଦବୀ ଲାଗି ଗୋଟିଏ ପରୀକ୍ଷା

ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ବଜେଟରେ ଯୁବପିଢ଼ିଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସମସ୍ତ ଅଣଗେଜେଟେଡ ସରକାରୀ ପଦବୀରେ ନିଯୁକ୍ତି ପାଇଁ ଗୋଟିଏ ପରୀକ୍ଷା ବ୍ୟବସ୍ଥା ରହିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ସରକାର ଏକ ଜାତୀୟ ନିଯୁକ୍ତି ସଂସ୍ଥା (ନ୍ୟାଶନାଲ...

ବଜେଟ-୨୦୨୦: ମହିଳା,ଶିଶୁ ବିକାଶକୁ ପ୍ରାଧାନ୍ୟ; ଝିଅଙ୍କ ବିବାହ ବୟସ ଧାର୍ଯ୍ୟ ଲାଗି ଟାସ୍କଫୋର୍ସ

ମହିଳାମାନଙ୍କ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ବାବଦରେ ସରକାର ବଜେଟରେ ୨୮,୬୦୦ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ କହିଥିଲେ, ସରକାରଙ୍କ ‘ବେଟି ବଚାଓ, ବେଟି ପଢ଼ାଓ’ ଯୋଜନାକୁ ଉଲ୍ଲେଖନୀୟ ସଫଳତା ମିଳିଛି। ଏବେ ସବୁସ୍ତରର ଶିକ୍ଷାରେ...

ଭାଷଣରେ ଚତୁରତା

କବିତାରୁ କୂଟନୀତି ସଂସଦରେ ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବେଶ୍‌ ବିଜ୍ଞତାର ସହ ସିନ୍ଧୁ-ସରସ୍ବତୀ ସଭ୍ୟତାଠାରୁ ଆରମ୍ଭ କରି ରାଜନୀତି, କୂଟନୀତି, ଅର୍ଥନୀତି ଏବଂ ଉତ୍ତମ ରାଷ୍ଟ୍ରଗଠନ ନେଇ ଗୋଟିଏ ପରେ ଗୋଟିଏ ଉଦାହରଣ କବିତା ଓ...

ମକା ଅଟାରୁ ତିଆରି ହେଲା ପ୍ଲାଷ୍ଟିକ୍‌

ରାୟପୁର,୨।୨: ଛତିଶଗଡ଼ରେ ଥିବା ଆଇଆଇଟିର ୩ ଜଣ ଛାତ୍ର ମକା ଅଟାରୁ ପ୍ଲାଷ୍ଟିକ୍‌ ତିଆରି କରିଛନ୍ତି। ଗୋଟିଏ ବର୍ଷ ମଧ୍ୟରେ ଏହି ପ୍ଲାଷ୍ଟିକ୍‌ ବିଘଟନ ହୋଇ ସମ୍ପୂର୍ଣ୍ଣ ଭାବେ ମାଟିରେ ମିଶି ଯିବ ବୋଲି ଛାତ୍ର ନିଖିଲ ବର୍ମା, କୃଷ୍ଣେନ୍ଦୁ...

ରେଲଓ୍ବେ ଆରମ୍ଭ କଲା ଓ୍ବାଟରଲେସ୍‌ ଟଏଲେଟ୍‌

ମୁମ୍ବାଇ,୨।୨: ମୁମ୍ବାଇର ମରିନା ଲାଇନ୍‌ ଷ୍ଟେଶନରେ ରେଲଓ୍ବେ ପକ୍ଷରୁ ଓ୍ବାଟରଲେସ୍‌ ଟଏଲେଟ୍‌ ଆରମ୍ଭ କରାଯାଇଛି। ପ୍ଲାଟଫର୍ମ ନମ୍ବର ୧ରେ ଏହା କରାଯାଇଛି। ଏଥିରେ କମ୍‌ ପାଣି ଖର୍ଚ୍ଚ ହେବ। ବାର୍ଷିକ ୪ ଲକ୍ଷ ଲିଟର ପାଣି ଏହା ଦ୍ୱାରା ସଞ୍ଚୟ...

୧୫ ଲକ୍ଷ କୋଟିର କୃଷି ଋଣ

ନୂଆଦିଲ୍ଲୀ,୨ା୨: କେନ୍ଦ୍ର ସରକାର ୨୦୨୦-୨୧ ଆର୍ଥିକ ବର୍ଷରେ ୧୫ ଲକ୍ଷ କୋଟି ଟଙ୍କାର କୃଷି ଋଣ ଦେବା ପାଇଁ ଯୋଜନା କରିଛନ୍ତି। ଚଳିତ ଆର୍ଥିକ ବର୍ଷରେ ଏହା ୧୩.୫ ଲକ୍ଷ କୋଟି ଟଙ୍କା ଥିବାବେଳେ ଏଥିରେ ୧୧% ବୃଦ୍ଧି କରାଯାଇଛି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri